< 歴代誌Ⅰ 1 >

1 アダム、セツ、エノス
ଆଦମ, ଶେଥ, ଈନୋଶ;
2 ケナン、マハラレル、ヤレド
କୟିନାନ, ମହଲଲେଲ, ଯେରଦ;
3 エノク、メトセラ、ラメク
ହନୋକ, ମଥୂଶେଲହ, ଲେମକ;
4 ノア、セム、ハム、ヤペテ
ନୋହ, ଶେମ, ହାମ ଓ ଯେଫତ୍‍।
5 ヤベテの子等はゴメル、マゴグ、マデア、ヤワン、トバル、メセク、テラス
ଯେଫତ୍‍ର ସନ୍ତାନ ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍ ଥିଲେ।
6 ゴメルの子等はアシケナズ、リパテ、トガルマ
ପୁଣି, ଗୋମରର ସନ୍ତାନ ଅସ୍କିନସ୍‍, ଦୀଫତ୍‍ ଓ ତୋଗର୍ମା ଥିଲେ।
7 ヤワンの子等はエリシヤ、タルシシ、キツテム、ドダニム
ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ, କିତ୍ତୀମ ଓ ରୋଦାନିମ୍‍ ଥିଲେ।
8 ハムの子等はクシ、ミツライム、プテ、カナン
ହାମର ସନ୍ତାନ କୂଶ, ମିସର, ପୂଟ୍‍ ଓ କିଣାନ ଥିଲେ।
9 クシの子等はセバ、ハビラ、サブタ、ラアマ、サブテカ、ラアマの子等はセバとデダン
ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।
10 クシ、ニムロデを生り彼はじめて世の權力ある者となれり
ଆଉ, କୂଶ ନିମ୍ରୋଦ୍‍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।
11 ミツライムはルデ族アナミ族レハビ族ナフト族
ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,
12 パテロス族カスル族カフトリ族を生りカスル族よりペリシテ族出たり
ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।
13 カナンその冢子シドンおよびヘテを生み
ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍‍କୁ ଜାତ କଲା;
14 またヱブス族アモリ族ギルガシ族
ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,
15 ヒビ族アルキ族セニ族
ହିବ୍ବୀୟ, ଅର୍କୀୟ, ସିନୀୟ,
16 アルワデ族ゼマリ族ハマテ族を生り
ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।
17 セムの子等はエラム、アシユル、アルバクサデ、ルデ、アラム、ウズ、ホル、ゲテル、メセク
ଶେମର ସନ୍ତାନଗଣ; ଏଲମ୍‍, ଅଶୂର, ଅର୍ଫକ୍ଷଦ, ଲୁଦ୍‍, ଅରାମ, ଊଷ୍‍, ହୂଲ, ଗେଥର ଓ ମେଶକ୍‍।
18 アルバクサデ、シラを生みシラ、エベルを生り
ପୁଣି, ଅର୍ଫକ୍ଷଦ ଶେଲହକୁ ଜାତ କଲା ଓ ଶେଲହ ଏବରକୁ ଜାତ କଲା।
19 エベルに二人の子生れたりその一人の名をベレグ(分)と曰ふ其は彼の代に地の人散り分れたればなりその弟の名をヨクタンと曰ふ
ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍‍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍‍।
20 ヨクタンはアルモダデ、シヤレフ、ハザルマウテ、ヱラ
ପୁଣି, ଯକ୍ତନ୍‍ ଅଲ୍‍ମୋଦଦ, ଶେଲଫ୍‍, ହତ୍‍ସର୍ମାବତ୍‍, ଯେରହ,
21 ハドラム、ウザル、デクラ
ହଦୋରାମ, ଊଷଲ, ଦିକ୍ଲା,
22 エバル、アビマエル、シバ
ଓବଲ, ଅବୀମାୟେଲ୍, ଶିବା,
23 オフル、ハビラおよびヨハブを生り是等はみなヨクタンの子なり
ଓଫୀର, ହବୀଲା ଓ ଯୋବବ୍‍କୁ ଜାତ କଲା। ଏମାନେ ଯକ୍ତନ୍‍ର ସନ୍ତାନ।
24 セム、アルバクサデ、シラ
ଶେମ, ଅର୍ଫକ୍ଷଦ, ଶେଲହ;
25 エベル、ベレグ、リウ
ଏବର, ପେଲଗ୍‍, ରୀୟୂ;
26 セルグ、ナホル、テラ
ସରୁଗ, ନାହୋର, ତେରହ
27 アブラム是すなはちアブラハムなり
ଅବ୍ରାମ‍, ଅର୍ଥାତ୍‍ ଅବ୍ରହାମ।
28 アブラハムの子等はイサクおよびイシマエル
ଅବ୍ରହାମଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ।
29 彼らの子孫は左のごとしイシマエルの冢子はネバヨテ次はケダル、アデビエル、ミブサム
ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍ମା ଓ ଦୂମା, ମସା;
30 ミシマ、ドマ、マツサ、ハダデ、テマ
ହଦଦ୍‍ ଓ ତେମା, ଯିଟୁର, ନାଫୀଶ୍‍ ଓ କେଦମା;
31 ヱトル、ネフシ、ケデマ、イシマエルの子孫は是の如し
ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।
32 アブラハムの妾ケトラの生る子は左のごとし彼ジムラン、ヨクシヤン、メダン、ミデアン、イシバク、シユワを生りヨクシヤンの子等はシバおよびデダン
ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହକୁ ଜାତ କଲା। ଆଉ ଯକ୍‍ଷନ୍‍ର ସନ୍ତାନ ଶିବା ଓ ଦଦାନ।
33 ミデアンの子等はエバ、エペル、ヘノク、アビダ、エルダア是等はみなケトラの生る子なり
ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।
34 アブラハム、イサクを生りイザクの子等はヱサウとイスラエル
ପୁଣି, ଅବ୍ରହାମ ଇସ୍‌ହାକକୁ ଜାତ କଲେ। ସେହି ଇସ୍‌ହାକର ପୁତ୍ର ଏଷୌ ଓ ଇସ୍ରାଏଲ।
35 エサウの子等はエリバズ、リウエル、ヱウシ、ヤラム、コラ
ଏଷୌର ସନ୍ତାନ ଇଲୀଫସ୍‍, ରୁୟେଲ ଓ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
36 エリバズの子等はテマン、オマル、ゼビ、ガタム、ケナズ、テムナ、アマレク
ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍, ସଫୀ ଓ ଗୟିତମ୍‍, କନସ୍‍ ଓ ତିମ୍ନା ଓ ଅମାଲେକ।
37 リウエルの子等はナハテ、ゼラ、シヤンマ、ミツザ
ରୁୟେଲର ସନ୍ତାନ ନହତ୍‍, ସେରହ, ଶମ୍ମ ଓ ମିସା।
38 セイの子等はロタン、シヨバル、ヂベオン、アナ、デシヨン、エゼル、デシヤン
ଆଉ ସେୟୀରର ସନ୍ତାନ ଲୋଟନ୍‍, ଶୋବଲ୍‍, ସିବୀୟୋନ୍‍, ଅନା, ଦିଶୋନ୍‍, ଏତ୍ସର ଓ ଦୀଶନ୍‍।
39 ロタンの子等はホリとホマム、ロタンの妹はテムナ
ଲୋଟନ୍‍ର ସନ୍ତାନ ହୋରି, ହୋମମ୍‍ ଓ ତିମ୍ନା ଲୋଟନ୍‍ର ଭଗିନୀ ଥିଲା।
40 シヨバルの子等はアルヤン、マナハテ、エバル、シピ、オナム、ヂベオンの子等はアヤとアナ
ଶୋବଲ୍‍ର ସନ୍ତାନ ଅଲୀୟନ୍‍, ମାନହତ୍‍, ଏବଲ୍‍, ଶଫୀ ଓ ଓନମ୍‍। ଆଉ ସିବୀୟୋନ୍‍ର ପୁତ୍ର ଅୟା ଓ ଅନା।
41 アナの子等はデシヨン、デシヨンの子等はハムラム、エシバン、イテラン、ケラン、
ଅନାର ପୁତ୍ର ଦିଶୋନ୍‍। ଆଉ ଦିଶୋନ୍‍ର ପୁତ୍ର ହମ୍ରଣ, ଇଶବନ୍‍, ଯିତ୍ରନ୍‍ ଓ କରାନ୍‍।
42 エゼルの子等はビルハン、ザワン、ヤカン、デシヤンの子等はウズおよびアラン
ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍, ଯାକନ୍‍। ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।
43 イスラエルの子孫を治むる王いまだ有ざる前にエドムの地を治めたる王等は左のごとしベオルの子ベラその都城の名はデナバといふ
ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।
44 ベラ薨てボズラのゼラの子ヨバブこれに代りて王となり
ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ତାଙ୍କର ପଦରେ ରାଜ୍ୟ କଲେ।
45 ヨバブ薨てテマン人の地のホシヤムこれにかはりて王となり
ଆଉ ଯୋବବ୍‍ ମରନ୍ତେ, ତୈମନ୍‍ ଦେଶୀୟ ହୂଶମ୍‍ ତାଙ୍କର ପଦରେ ରାଜ୍ୟ କଲେ।
46 ホシヤム薨てベダデの子ハダデこれにかはりて王となれり彼モアブの野にてミデアン人を撃りその都城の名はアビテといふ
ପୁଣି, ହୂଶମ୍‍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍‍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍‍ ଥିଲା।
47 ハダデ薨てマスレカのサムラこれに代りて王となり
ଆଉ ହଦଦ୍‍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ।
48 サムラ薨て河の旁なるレホボテのサウルこれに代りて王となり
ପୁଣି, ସମ୍ଳ ମରନ୍ତେ, (ଫରାତ୍‍) ନଦୀ ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ।
49 サウル薨てアクボルの子バアルハナンこれに代りて王となり
ପୁଣି, ଶୌଲ ମଲା ଉତ୍ତାରେ ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାଙ୍କର ପଦରେ ରାଜ୍ୟ କଲେ।
50 バアルハナン薨てハダデこれにかはりて王となれりその都城の名はパイといふその妻はマテレデの女子にして名をメヘタベルといへりマテレデはメザハブの女なり
ଆଉ ବାଲ୍‍ହାନନ୍‍ ମରନ୍ତେ, ହଦଦ୍‍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।
51 ハダデも薨たり/エドムの諸侯は左のごとし、テムナ侯アルヤ侯ヱテテ侯
ଏଥିଉତ୍ତାରେ ହଦଦ୍‍ ମଲେ। ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନା, ରାଜା ଅଲୀୟା, ରାଜା ଯିଥେତ୍‍,
52 アホリバマ侯エラ侯ピノン侯
ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍‍;
53 ケナズ侯テマン侯ミブザル侯
ରାଜା କନସ୍‍, ରାଜା ତୈମନ୍‍, ରାଜା ମିବ୍‍ସର୍‍;
54 マグデエル侯イラム侯エドムの諸侯は是のごとし
ରାଜା ମଗ୍‍ଦୀୟେଲ, ରାଜା ଈରମ୍‍। ଏମାନେ ଇଦୋମର ରାଜା ଥିଲେ।

< 歴代誌Ⅰ 1 >