< 마태복음 6 >
1 사람에게 보이려고 그들 앞에서 너희 의를 행치 않도록 주의하라 그렇지 아니하면 하늘에 계신 너희 아버지께 상을 얻지 못하느니라
୧ଲକ୍ମନ୍କେ ଦେକାଇଅଇବାକେ ସବୁର୍ ମୁଆଟେ ନିକ କାମ୍ କରାନାଇ । ସେଟା କଲେ ସର୍ଗେ ରଇବା ତମର୍ ବାବାର୍ ଟାନେଅନି ପୁରୁସ୍କାର୍ ନ ପାଆସ୍ ।
2 그러므로 구제할 때에 외식하는 자가 사람에게 영광을 얻으려고 회당과 거리에서 하는 것같이 너희 앞에 나팔을 불지 말라 진실로 너희에게 이르노니 저희는 자기 상을 이미 받았느니라
୨ତେବେ ଗଟେକ୍ ଗରିବ୍ ଲକ୍କେ ଦାନ୍ ଦେବା ବେଲେ କୁଟିଆଲ୍ମନର୍ ପାରା ଦେକାଇ ନ ଉଆ । ସେମନ୍ ଲକ୍ମନର୍ତେଇ ଅନି ଡାକ୍ପୁଟା ପାଇବାକେ ପାର୍ତନା ଗରେ ଆରି ସାଇ ମଜାଇ ଦାନ୍ଦରମ୍ ଦେକାଇବାଇ । ମୁଇ ସତ୍ କଇଲିନି ଜେ, ସେମନ୍ ଇତିଅନି ସେମନର୍ ବୁତି ପୁରାପୁରୁନ୍ ପାଇସାରି ଆଚତ୍ ।
3 너는 구제할 때에 오른손의 하는 것을 왼손이 모르게 하여
୩ମାତର୍ ତମେ ଅବାବେ ରଇଲା ଲକ୍କେ ସାଇଜ କଲାବେଲେ, ଏନ୍ତାରି କରା, ଜେନ୍ତିକି ତମର୍ ଲଗର୍ ମଇତର୍ ମିସା ଏ କାତା ନାଜାନ ।
4 네 구제함이 은밀하게 하라 은밀한 중에 보시는 너의 아버지가 갚으시리라
୪ତମର୍ ଏ ଦାନ୍ ଲୁଚ୍ତେ ଅଇରଇଲେ ମିସା ସବୁ ଦେକ୍ବା ବାବା ପର୍ମେସର୍ ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।
5 또 너희가 기도할 때에 외식하는 자와 같이 되지 말라 저희는 사람에게 보이려고 회당과 큰 거리 어귀에 서서 기도하기를 좋아하느니라 내가 진실로 너희에게 이르노니 저희는 자기 상을 이미 받았느니라
୫ପାର୍ତନା କର୍ବା ବେଲେ କୁଟିଆଲ୍ ବିସ୍ବାସିମନର୍ ପାରା ଉଆନାଇ । କାଇକେ ବଇଲେ ସେମନ୍ ଲକ୍ମନ୍କେ ଦେକାଇ ଅଇବାକେ ପାର୍ତନା ଗର୍ମନ୍କେ ଆରି ଗାଉଁର୍ ମଜା ଡାଣ୍ଡେ ଟିଆ ଅଇକରି ପାର୍ତନା କର୍ବାକେ ମନ୍ କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ନିଜର୍ ନିଜର୍ ପୁରୁସ୍କାର୍ ପାଇଲାଇବେ ।
6 너는 기도할 때에 네 골방에 들어가 문을 닫고 은밀한 중에 계신 네 아버지께 기도하라 은밀한 중에 보시는 네 아버지께서 갚으시리라
୬ମାତର୍ ତମେ ପାର୍ତନା କର୍ବାକେ ତମର୍ ବାକ୍ରାଇ ଜାଇ, କାକେ ନ ଦେକାଇଅଇତେ ପୁରିକରି କାପାଟ୍ ଡାବିଅଇଦିଆସ୍ ଆରି ନ ଡିସାଇ ଅଇବା ତମର୍ ସର୍ଗର୍ ବାବାର୍ ଲଗେ ପାର୍ତନା କରା । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମର୍ ବାବା ତମ୍କେ ପୁରୁସ୍କାର୍ ଦେଇସି ।
7 또 기도할 때에 이방인과 같이 중언부언하지 말라 저희는 말을 많이 하여야 들으실 줄 생각하느니라
୭ପାର୍ତନା କର୍ବା ବେଲେ ପର୍ମେସର୍କେ ବିସ୍ବାସ୍ ନ କର୍ବା ଲକ୍ମନର୍ ପାରା ଅରତ୍ ନଇଲା କାତା ତର୍କେ ତର୍ କଇ ଆଉଲି ନ ଉଆ, ବେସି ପର୍ ପାର୍ତନା କଲେ ସେ ପର୍ମେସର୍ ସୁନ୍ସି ବଲି, ସେମନ୍ ମନେ ବାବ୍ବାଇ ।
8 그러므로 저희를 본받지 말라 구하기 전에 너희에게 있어야 할 것을 하나님 너희 아버지께서 아시느니라
୮ସେମନର୍ ପାରା ଉଆ ନାଇ । ତମେ ମାଙ୍ଗ୍ବା ଆଗ୍ତୁ ଜାଇଟା ଦର୍କାର୍, ତମର୍ ସରଗର୍ ବାବା ପର୍ମେସର୍ ସେଟା ସବୁ ଜାନ୍ସି ।
9 그러므로 너희는 이렇게 기도하라 하늘에 계신 우리 아버지여! 이름이 거룩히 여김을 받으시오며
୯ସେଟାର୍ ପାଇ ତମେ ଏନ୍ତାରି ପାର୍ତନା କର୍ବାର୍ ଆଚେ । ଏ ଆମର୍ ସରଗର୍ ବାବା, ତମର୍ ସୁକଲ୍ ନାଉଁ ଡାକ୍ପୁଟା ପାଅ ।
10 나라이 임하옵시며 뜻이 하늘에서 이룬 것같이 땅에서도 이루어지이다
୧୦ତମର୍ ସାସନ୍ ଆସ । ସର୍ଗେ ତମର୍ ମନ୍ କଲାଟା ଜେନ୍ତାରି ସିଦ୍ ଅଇଲାନି, ଏ ରାଇଜେ ମିସା ସେନ୍ତାରି ତମେ ମନ୍ କଲାଟା ସିଦ୍ ଅ ।
୧୧ଆଜି ଆମ୍କେ ଦର୍କାର୍ ରଇଲା କାଦି କାଇବାକେ ଦିଆ ।
12 우리가 우리에게 죄 지은 자를 사하여 준 것 같이 우리 죄를 사하여 주옵시고
୧୨ଆମର୍ ବିରଦେ ଦସ୍ କରିରଇବା ଲକ୍ମନ୍କେ ଆମେ ଜେନ୍ତାର୍ କେମା କଲୁନି, ସେନ୍ତାରି ଆମର୍ ସବୁ ଦସ୍ କେମା କରା ।
13 우리를 시험에 들게 하지 마옵시고 다만 악에서 구하옵소서 (나라와 권세와 영광이 아버지께 영원히 있사옵나이다 아멘)
୧୩ବେସି କସ୍ଟ ରଇବା ପରିକା ଆମ୍କେ ମୁରଚ୍ବାକେ ଦିଆ ନାଇ, ମାତର୍ କାରାପ୍ କାମେଅନି ରକିଆ କରା ଜେନ୍ତିକି ତମର୍ ରାଇଜ୍, ତମର୍ ବପୁ, ଆରି ଡାକ୍ପୁଟା ସବୁ ଜୁଗେଜୁଗେ ତମର୍ ଅଇକରି ରଅ । ଆମେନ୍!
14 너희가 사람의 과실을 용서하면 너희 천부께서도 너희 과실을 용서하시려니와
୧୪“ତମର୍ ବିରଦେ ଦସ୍ କରିରଇବା ବିନ୍ ଲକ୍ମନ୍କେ ଜଦି ତମେ କେମା କର୍ସା, ତମର୍ ସରଗର୍ ବାବା ପର୍ମେସର୍ ମିସା ତମ୍କେ କେମା କର୍ସି ।
15 너희가 사람의 과실을 용서하지 아니하면 너희 아버지께서도 너희 과실을 용서하지 아니하시리라
୧୫ମାତର୍ ତମେ ଜଦି ବିନ୍ ଲକ୍ମନ୍କେ କେମା ନ କରାସ୍, ସରଗର୍ ବାବା ମିସା ତମେ କରିରଇବା ପାପ୍ଦସ୍ କେମା ନ କରେ ।”
16 금식할 때에 너희는 외식하는 자들과 같이 슬픈 기색을 내지 말라 저희는 금식하는 것을 사람에게 보이려고 얼굴을 흉하게 하느니라 내가 진실로 너희에게 이르노니 저희는 자기 상을 이미 받았느니라
୧୬“ଉପାସ୍ କର୍ବା ବେଲେ ଦରମ୍ ବଲି ଦେକାଇଅଇଲା ଲକର୍ ପାରା ବାଇରେ ସପାସୁତର୍ ଅଇବାଟା ଚାଡିଦେବାର୍ ନାଇ । ସେମନ୍ ଉପାସ୍ କଲୁନି ବଲି ଲକର୍ ଲଗେ ଦେକାଇ ଅଇବାକେ ସେନ୍ତାରି କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ଏନ୍ତି କର୍ବାର୍ ଲାଗି ନିଜର୍ ପୁରୁସ୍କାର୍ ସବୁ ପାଇଲାଇବେ ।
17 너는 금식할 때에 머리에 기름을 바르고 얼굴을 씻으라
୧୭ମାତର୍ ତମେ ଉପାସ୍ କର୍ବା ବେଲେ, ମୁଣ୍ଡେ ଚିକନ୍ଲାଗାଇ ଅଇ ସପା ସୁତ୍ରା ରୁଆ ।
18 이는 금식하는 자로 사람에게 보이지 않고 오직 은밀한 중에 계신 네 아버지께 보이게 하려 함이라 은밀한 중에 보시는 네 아버께서 갚으시리라
୧୮ଜେନ୍ତିକି ଉପାସ୍ କଲାସ୍ନି ବଲି ବିନ୍ ଲକ୍ମନ୍ ନାଜାନତ୍ । ମାତର୍ ତମର୍ ନ ଡିସ୍ବା ବାବା ସବୁ କାତା ଜାନେ । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।” ।
19 너희를 위하여 보물을 땅에 쌓아 두지 말라 거기는 좀과 동록이 해하며 동록이 구멍을 뚫고 도적질하느니라
୧୯“ଏ ଦୁନିଆଇ ନିଜର୍ପାଇ ଦନ୍ ଅର୍ଜା ନାଇ । ଇତି ସଙ୍ଗଇଲା ଦନ୍ ଅଲ୍ମା କାଇ ଚିଲମ୍ ଦାର୍ସି ଆରି ଚର୍ମନ୍ କତି କାଣା କରି ଚରାଇନେବାଇ ।
20 오직! 너희를 위하여 보물을 하늘에 쌓아 두라 저기는 좀이나 동록이 해하지 못하며 도적이 구멍을 뚫지도 못하고 도적질도 못하느니라
୨୦ସର୍ଗେ ତମର୍ ପାଇ ଏନ୍ତାରି ଦନ୍ ଅର୍ଜି ସଙ୍ଗୁଆ । ତେଇ ଅଲ୍ମା ଆରି ଚିଲମ୍ ନ ଦାରେ । ଆରି ଚର୍ମନ୍ ମିସା କତି କାଣାକରି ଚରାଇ ନେଇ ନାପାରତ୍ । ଜାଗ୍ରତ୍!
21 네 보물 있는 그 곳에는 네 마음도 있느니라!
୨୧କାଇକେବଇଲେ ଜନ୍ଟାନେ ତମର୍ ଦନ୍, ତେଇସେ ତମର୍ ମନ୍ ।”
22 눈은 몸의 등불이니 그러므로 네 눈이 성하면 온 몸이 밝을 것이요
୨୨“ତମର୍ ଆଁକି ଅଇଲାନି ଗାଗଡର୍ ବତି । ଜେଡେବେଲା ଆଁକି ନିର୍ମଲ୍ ରଇସି, ତେବେ ତମର୍ ଗୁଲାଇ ଗାଗଡ୍ ମିସା ଉଜଲ୍ ବର୍ତି ଅଇରଇସି ।
23 눈이 나쁘면 온 몸이 어두울 것이니 그러므로 네게 있는 빛이 어두우면 그 어두움이 얼마나 하겠느뇨
୨୩ମାତର୍ ଜେବେ ତମର୍ ଆଁକି ନସିରଇସି, ତେବେ ସବୁ ଗାଗଡ୍ ଆନ୍ଦାର୍ ଅଇସି । ତେବର୍ପାଇ ତମର୍ ମନ୍ ବିତ୍ରର୍ ଉଜଲ୍ ଜେବେ ଆନ୍ଦାର୍ ଅଇସି, ତେବେ ସେ ଆନ୍ଦାର୍ କେଡେକ୍ ବଡ୍ ବିପଦ୍ ।”
24 한사람이 두 주인을 섬기지 못 할 것이니 혹 이를 미워하며 저를 사랑하거나 혹 이를 중히 여기며 저를 경히 여김이라 너희가 하나님과 재물을 겸하여 섬기지 못하느니라
୨୪“କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।”
25 그러므로 내가 너희에게 이르노니 목숨을 위하여 무엇을 먹을까? 무엇을 마실까? 몸을 위하여 무엇을 입을까? 염려하지 말라 목숨이 음식보다 중하지 아니하며 몸이 의복보다 중하지 아니하냐
୨୫ଏଟାର୍ପାଇ ମୁଇ ତମ୍କେ କଇଲିନି, ବଁଚ୍ବାକେ କାଇଟା କାଇବୁବେ? ଆରି ଗାଗଡର୍ ପାଇ କାଇଟା ପିନ୍ଦ୍ବୁ? ବଲି ବାବି ଚିନ୍ତା କରାନାଇ । କାଦିର୍ତେଇଅନି ଜିବନ୍, ଆରି ବସ୍ତର୍ ତେଇଅନି ଗାଗଡ୍ ମୁକିଅ ଆଚେ ।
26 공중의 새를 보라 심지도 않고 거두지도 않고 창고에 모아 들이지도 아니하되 너희 천부께서 기르시나니 너희는 이것들보다 귀하지 아니하냐?
୨୬ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି?
27 너희 중에 누가 염려함으로 그 키를 한 자나 더할 수 있느냐?
୨୭ବଁଚ୍ବା ପାଇ ବଲି ନିଜେ ଚିନ୍ତାକରି ବିକଲ୍ ଅଇ ଜେ ତାର୍ କଣ୍ଡେକ୍ ମିସା ବଁଚ୍ବା ଦିନ୍ ପାର୍ସି କି? ନାଇ ନାପାରେ ।
28 또 너희가 어찌 의복을 위하여 염려하느냐 들의 백합화가 어떻게 자라는가 생각하여 보아라 수고도 아니하고 길쌈도 아니하느니라
୨୮ବସ୍ତର୍ ପାଇ କାଇକେ ବିକଲ୍ ଅଇଲାସ୍ନି? ଦେକା, ବନର୍ ପୁଲ୍ମନ୍ କେନ୍ତି ବଡ୍ଲାଇନି, ସେମନ୍ କାମ୍ଦାମ୍ କରତ୍ ନାଇ କି ନିଜର୍ ପାଇ ବସ୍ତର୍ ତିଆର୍ କରତ୍ ନାଇ,
29 그러나 내가 너희에게 말하노니 솔로몬의 모든 영광으로도 입은 것이 이 꽃 하나만 같지 못하였느니라
୨୯ମାତର୍ ମୁଇ ତମ୍କେ କଇଲିନି, ରାଜା ସଲ୍ମନ୍ ତାର୍ ସବୁ ଦନ୍ ସଁପତି ସଙ୍ଗ୍ ମିସା ଏ ପୁଲ୍ ପାରା ସୁନ୍ଦର୍ ବସ୍ତର୍ କେବେ ପିନ୍ଦି ନ ରଇଲା ।
30 오늘 있다가 내일 아궁이에 던지우는 들풀도 하나님이 이렇게 입히시거든 하물며 너희일까보냐 믿음이 적은 자들아!
୩୦ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି? ଦେଇସିସେ ।
31 그러므로 염려하여 이르기를 무엇을 먹을까? 무엇을 마실까? 무엇을 입을까? 하지 말라
୩୧ଏଟାର୍ ପାଇ କାଇଟା କାଇବି? ଆରି କାଇଟା ପିଇବି? ଆରି କାଇଟା ଅଡ୍ବି ବଲି ଚିନ୍ତା କରାନାଇ ।
32 이는 다 이방인들이 구하는 것이라 너희 천부께서 이 모든 것이 너희에게 있어야 할 줄을 아시느니라
୩୨କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ କଜିବୁଲ୍ବାଇ । ଆରି ଏ ସବୁ ବିସଇ ଜେ ତମ୍କେ ଲଡା, ସେଟା ତମର୍ ସରଗର୍ ବାବା ଜାନେ ।
33 너희는 먼저 그의 나라와 그의 의를 구하라! 그리하면 이 모든 것을 너희에게 더하시리라
୩୩ମାତର୍ ତମେ ତାର୍ ରାଇଜ୍ ଆରି ସେ ତମର୍ଟାନେଅନି କାଇଟା ମନ୍ କଲାନି, ସେ ବିସଇ କଜା । ସେନ୍ତାର୍ କଲେ, ସେ ତମ୍କେ ଲଡାକେ ଆଇବା ସବୁ ବିସଇ ଜାଗାଇ ଦେଇସି ।
34 그러므로 내일 일을 위하여 염려하지 말라 내일 일은 내일 염려할 것이요 한 날 괴로움은 그 날에 족하니라
୩୪ଆରି, କାଲିକର୍ ପାଇ ଚିନ୍ତା କରାନାଇ, କାଇକେବଇଲେ କାଲିିକର୍ ଚିନ୍ତା କାଲିକେ କରା । ଜନ୍ ଦିନର୍ କସ୍ଟ, ସେଦିନର୍ପାଇ ଅଦିକ୍ ଅଇସି ।