< Galatas 1 >
1 Paulus Apostolus non ab hominibus, neque per hominem, sed per Iesum Christum, et Deum Patrem, qui suscitavit eum a mortuis:
୧ମୁଇ ପେରିତ୍ ସିସ୍ ପାଉଲ୍ । ପେରିତ୍ ସିସ୍ ଅଇବାକେ ମୁଇ ଲକ୍ମନର୍ଟାନେଅନି କି ଲକ୍ମନର୍ ମାଲାକାରିଆ ଇସାବେ ଡାକ୍ରା ପାଇନାଇ । ଏ ଡାକ୍ରା ମୁଇ ବାବା ପରମେସରର୍ ଆରି ଜିସୁ କିରିସ୍ଟର୍ ତେଇଅନି ପାଇଲିଆଚି । ପରମେସର୍ ତାକେ ମଲାଟାନେଅନି ଉଟାଇଆଚେ ।
2 et qui mecum sunt omnes fratres, Ecclesiis Galatiae.
୨ଆରି ଏଟା ଗାଲାତିୟ ମଣ୍ଡଲିତେଇ ରଇବା ତମର୍ପାଇ ମର୍ ଚିଟି । ଜନ୍ ବିସ୍ବାସି ବାଇବଇନିମନ୍ ମର୍ ସଙ୍ଗ୍ ଆଚତ୍, ସେମନ୍ ମିସା ମର୍ ସଙ୍ଗ୍ ଜୁଆର୍ ଜାନାଇଲାଇନି ।
3 Gratia vobis, et pax a Deo Patre nostro et Domino nostro Iesu Christo,
୩ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
4 qui dedit semetipsum pro peccatis nostris, ut eriperet nos de praesenti saeculo nequam, secundum voluntatem Dei et Patris nostri, (aiōn )
୪ଏବେ ଏ ପାପ୍ ବର୍ତି ଅଇରଇବା ଜଗତେଅନି ଆମ୍କେ ଉଦାର୍ କର୍ବାକେ ଆମର୍ ବାବା ପରମେସର୍ ମନ୍ କଲାଟା, ମାନିକରି କିରିସ୍ଟ ଆମର୍ ପାପର୍ ପାଇ ନିଜ୍କେ ସର୍ପିଦେଲା । (aiōn )
5 cui est gloria in saecula saeculorum: Amen. (aiōn )
୫ପରମେସର୍ କାଲ୍ କାଲ୍ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ । ଆମେନ୍! (aiōn )
6 Miror quod sic tam cito transferimini ab eo, qui vos vocavit in gratiam Christi in aliud Evangelium:
୬କିରିସ୍ଟ ଜିବନ୍ ଦୁକାଇକରିସେ ତମ୍କେ ଡାକିରଇଲା । ମାତର୍ ତମେ ତାକେ ଏତେକ୍ ଦାପ୍ରେ ଚାଡିଦେଇକରି ଆରି ଗଟେକ୍ ବିନ୍ ସୁବ୍କବର୍ବାଟେ ମନ୍ ଦେଲାସ୍ନି । ତମର୍ ଏ ମନ୍ ବାଦ୍ଲାଇବାଟା ଦେକିକରି ଇତି ମୁଇ କାବା ଅଇଗାଲିନି ।
7 quod non est aliud, nisi sunt aliqui, qui vos conturbant, et volunt convertere Evangelium Christi.
୭ଏ ସୁବ୍କବର୍ ଚାଡି ଆରି ଗଟେକ୍ ବିନ୍ ସୁବ୍କବର୍ ନାଇ । ମାତର୍ ମୁଇ ଏନ୍ତି କଇଲିନି, କାଇକେ ବଇଲେ କେତେଲକ୍ କିରିସ୍ଟର୍ ସୁବ୍କବର୍ ବିନ୍ ବିନ୍ ରକାମ୍ କରି, ତମ୍କେ କଚପଚ କର୍ବାକେ ଚେସ୍ଟା କଲାଇନି ବଲି ମୁଇ ସୁନ୍ଲିନି ।
8 Sed licet nos, aut Angelus de caelo evangelizet vobis praeterquam quod evangelizavimus vobis, anathema sit.
୮ମାତର୍ ଆମେ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇ ରଇଲୁ, ଜଦି ସେଟାକେ ଚାଡି ବିନ୍ ଗଟେକ୍ ସୁବ୍କବର୍ ଆମେ ନିଜେ, ନଇଲେ ସରଗ୍ ଦୁତ୍ ମିସା ଜାନାଇସି ବଇଲେ, ସେ ଅବିସାପ୍ ପାଅ ।
9 Sicut praediximus, et nunc iterum dico: Si quis vobis evangelizaverit praeter id, quod accepistis, anathema sit.
୯ଏଟା ଆମେ ଆଗ୍ତୁ କଇରଇଲୁ ଆରି ମୁଇ ଏବେ ଆରି ତରେକ୍ କଇଲିନି, ତମେ ତମର୍ ଜିବନେ ଜନ୍ ସୁବ୍କବର୍ ମାନିରଇଲାସ୍, ସେଟା ଚାଡି ଆରି ଜଦି କେ, କାଇମିସା ବିନ୍ ସୁବ୍କବର୍ ଜାନାଇସି ବଇଲେ ସେ ଅବିସାପ୍ ପାଅ ।
10 Modo enim hominibus suadeo, an Deo? An quaero hominibus placere? Si adhuc hominibus placerem, Christi servus non essem.
୧୦ଏଟା ସୁନି ତମେ ମନେ ମନେ କାଇଟା ବାବ୍ଲାସ୍ନି? ମୁଇ ଲକ୍ମନର୍ ମାନ୍ବାଟା ପାଇବାକେ ଚେସ୍ଟା କଲିନି କି? ନାଇ, କେବେ ନାଇ । ମୁଇ ପରମେସରର୍ ମାନ୍ବାଟାସେ ମନ୍ କଲିନି । ମୁଇ କାଇ ଡାକ୍ପୁଟା ଅଇବି ବଲି ମନ୍ କଲିନି କି? ମୁଇ ଜଦି ଏବେ ଜାକ ଡାକ୍ପୁଟା ଅଇବାକେ ମନ୍ କର୍ତି ବଇଲେ, ଆଜି କିରିସ୍ଟର୍ ସେବାକାରିଆ ନ ଅଇତି ।
11 Notum enim vobis facio, fratres, Evangelium, quod evangelizatum est a me, quia non est secundum hominem:
୧୧କାଇକେବଇଲେ, ଏ ବାଇବଇନିମନ୍ ମୁଇ ତମ୍କେ ଜନ୍ ସୁବ୍କବର୍ ଜାନାଇଲିନି, ସେଟା ମୁନୁସର୍ଟାନେଅନି ବାରଏ ନାଇ ।
12 neque enim ego ab homine accepi illud, neque didici, sed per revelationem Iesu Christi.
୧୨ତେବେ ମୁଇ ସେଟା ମୁନୁସ୍ ମନର୍ ଟାନେଅନି ପାଇନାଇ, କି କେ ମକେ ସିକାଅତ୍ ନାଇ । ନିଜେ ଜିସୁ କିରିସ୍ଟ ସେଟା ମକେ ଜାନାଇଲା ଆଚେ ।
13 Audistis enim conversationem meam aliquando in Iudaismo: quoniam supra modum persequebar Ecclesiam Dei, et expugnabam illam,
୧୩ଆଗ୍ତୁ ମୁଇ ଜିଉଦି ଦରମ୍ ନାମ୍ବା ବେଲାଇ ଜେନ୍ତିକି ଜିଇତେ କାଇତେ ରଇଲି । ପାର୍ତନା କର୍ବାକେ ରୁଣ୍ଡ୍ବା ଲକ୍ମନ୍କେ କେନ୍ତି କସ୍ଟ ଦେଇତେ ରଇଲି ଆରି ସେଟାମନ୍ ନସ୍ଟ କର୍ବାକେ କେନ୍ତି ଚେସ୍ଟା କରିରଇଲି, ଏଟା ସବୁ ବିସଇ ତମ୍କେ ଜାନାଇଦିଆଅଇଆଚେ ।
14 et proficiebam in Iudaismo supra multos coaetaneos meos in genere meo, abundantius aemulator existens paternarum mearum traditionum.
୧୪ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି ।
15 Cum autem placuit ei, qui me segregavit ex utero matris meae, et vocavit per gratiam suam,
୧୫ମାତର୍ ପରମେସର୍ ତାର୍ ଜିବନ୍ ଦୁକାଇ ମର୍ ମାଆର୍ ଗର୍ବେ ରଇଲା ବେଲେ, ମକେ ବାଚିରଇଲା ଆରି ତାର୍ ସେବା କର୍ବାକେ ଡାକ୍ଲା ।
16 ut revelaret Filium suum in me, ut evangelizarem illum in Gentibus: continuo non acquievi carni et sanguini,
୧୬ଆରି ଜେଡେବେଲେ ଜିଉଦି ନଇଲା ଲକ୍ମନର୍ ଟାନେ ସୁବ୍କବର୍ ଜାନାଇବାକେ ପର୍ମେସର୍ ମକେ ତାର୍ ପଅକେ ଦେକାଇଲା, । ଏ ବିସଇନେଇ ମୁଇ କାର୍ଲଗେ ଜିବି ଆରି ସେମନ୍ ମକେ ସିକାଇଦେଅତ୍ ବଲି ଚିନ୍ତାକରି ନାଇ ।
17 neque veni Ierosolymam ad antecessores meos Apostolos: sed abii in Arabiam: et iterum reversus sum Damascum:
୧୭ଜେନ୍ତିକି ମର୍ ଆଗ୍ତୁ ଜେତ୍କି ଲକ୍ ପେରିତ୍ ସିସ୍ ଅଇରଇଲାଇ, ସେମନର୍ ସଙ୍ଗ୍ ମିସ୍ବାକେ ଜିରୁସାଲାମେ ଜାଇନାଇ । ସେବେଲେ ମୁଇ ଦାପ୍ରେ ବାରଇ ଆରବ୍ ଦେସେ ଉଟିଗାଲି । ଜାଇକରି ଆରିତରେକ୍ ଦାମାସ୍କସେ ବାଉଡି ଆଇଲି ।
18 deinde post annos tres veni Ierosolymam videre Petrum, et mansi apud eum diebus quindecim:
୧୮ଆରି ତିନ୍ ବରସ୍ ପଚେ ମୁଇ ପିତର୍କେ ବେଟ୍ ଅଇବାକେ ଜିରୁସାଲାମେ ଗାଲି । ତେଇ ତାର୍ସଙ୍ଗ୍ ଦୁଇ ଆଟ୍ ରଇଲି ।
19 alium autem Apostolorum vidi neminem, nisi Iacobum fratrem Domini.
୧୯ମାତର୍ ମାପ୍ରୁର୍ ବାଇ ଜାକୁବ୍କେ ଚାଡ୍ଲେ ଆରି ମୁଇ କନ୍ ପେରିତ୍ ସିସ୍କେ ମିସା ବେଟ୍ ଅଇନାଇ ।
20 Quae autem scribo vobis, ecce coram Deo quia non mentior.
୨୦ମୁଇ ଜେତ୍କି ବିସଇ ଲେକ୍ଲିନି, ସେଟା ସତ୍, ପରମେସର୍ ଜାନିଆଚେ ମୁଇ କାଇଟା ମିସା ମିଚ୍ କଇନାଇ!
21 Deinde veni in partes Syriae, et Ciliciae.
୨୧ତାର୍ପଚେ ମୁଇ ସିରିଆ ଆରି ସିଲିସିଆର୍ ବେସି ଜାଗାଇ ଜାଇରଇଲି ।
22 Eram autem ignotus facie Ecclesiis Iudaeae, quae erant in Christo:
୨୨ସେବେଲା ଜିଉଦା ରାଇଜେ ରଇଲା କିରସ୍ଟକେ ବିସ୍ବାସ୍ କର୍ବା ମଣ୍ଡଲିର୍ ଲକ୍ମନ୍ ମକେ ନିକସଙ୍ଗ୍ ନାଜାନି ରଇଲାଇ ।
23 tantum autem auditum habebant: Quoniam qui persequebatur nos aliquando, nunc evangelizat fidem, quam aliquando expugnabat:
୨୩ବିନ୍ ଲକ୍ମନ୍ ମର୍ ବିସଇ ଜାଇଟା କଇରଇଲାଇ, ସେମନ୍ ସେତ୍କିସେ ଜାନିରଇଲାଇ । ବିନ୍ ଲକ୍ମନର୍ଟାନେଅନି ସେମନ୍ ସୁନିରଇଲାଇ କି, ଜନ୍ ଲକ୍ ଗଟେକ୍ ବେଲାଇ ଆମ୍କେ କସ୍ଟ ଦେଇତେ ରଇଲା, ଆମର୍ ଦରମ୍ କୁରୁପ୍ନାସ୍ କରିଦେବାକେ ଚେସ୍ଟା କର୍ତେ ରଇଲା, ଏବେ ସେ ଆକା ମାପ୍ରୁର୍ ସୁବ୍କବର୍ ଜାନାଇଲାନି!
24 et in me clarificabant Deum.
୨୪ସେଟାର୍ ପାଇ ସେମନ୍ ମର୍ପାଇ ପରମେସରର୍ ଡାକ୍ପୁଟା କର୍ତେରଇଲାଇ ।