< Colossenes 1 >
1 Paulus apostolus Christi Iesu per voluntatem Dei et Timotheus frater
୧ଏ ଚିଟି ମୁଇ ପାଉଲ୍ ଆରି ବିସ୍ବାସର୍ ଲାଗି ଆମର୍ ବାଇଅଇରଇବା ତିମତି ମିସି ଲେକ୍ଲୁନି । ପର୍ମେସର୍ ମକେ ବାଚ୍ଲାର୍ପାଇ ମୁଇ ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି ।
2 his qui sunt Colossis sanctis et fidelibus fratribus in Christo Iesu gratia vobis et pax a Deo Patre nostro
୨କଲସି ନଅରେ ରଇବା ପର୍ମେସରର୍ ଲକ୍ମନ୍ ତମ୍କେ, ମୁଇ ଏ ଚିଟି ଲେକି ପାଟାଇଲିନି । ତମେ ଆମର୍ ବିସ୍ବାସ୍ ରଇବା ବାଇବଇନିମନ୍ ଆରି କିରିସ୍ଟର୍ ସଙ୍ଗ୍ ମିସିଆଚାସ୍ । ଆମର୍ ବାବା ପର୍ମେସର୍ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
3 gratias agimus Deo et Patri Domini nostri Iesu Christi semper pro vobis orantes
୩ଆମେ ତମର୍ପାଇ ପାର୍ତନା କଲାବେଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଲୁନି ।
4 audientes fidem vestram in Christo Iesu et dilectionem quam habetis in sanctos omnes
୪କାଇକେବଇଲେ ମାପ୍ରୁ ଜିସୁକିରିସ୍ଟର୍ ତେଇ ରଇବା ତମର୍ ବିସ୍ବାସ୍ ଆରି ପର୍ମେସରର୍ ଲକ୍ମନର୍ ପାଇ ରଇବା ତମର୍ ଆଲାଦର୍ ବିସଇ ଆମେ ସୁନିଆଚୁ ।
5 propter spem quae reposita est vobis in caelis quam audistis in verbo veritatis evangelii
୫ତମେ ପର୍ତୁମ୍ ସୁବ୍ କବରର୍ ବିସଇ ସୁନ୍ଲାବେଲେ, ସୁବ୍କବରେ ରଇବା ଆସାକର୍ବା ବିସଇ ଜାନିରଇଲାସ୍ । ତେବର୍ପାଇ ତମେ ବିସ୍ବାସ୍ କରି ପର୍ମେସରର୍ ଲକ୍ମନ୍କେ ଆଲାଦ୍ କର୍ତେ ରଇଲାସ୍ । ତମର୍ପାଇ ସର୍ଗେ ତିଆର୍ ଅଇରଇବା ପୁରୁସ୍କାର୍ ଆସାକରି ଏନ୍ତାରି କଲାସ୍ ।
6 quod pervenit ad vos sicut et in universo mundo est et fructificat et crescit sicut in vobis ex ea die qua audistis et cognovistis gratiam Dei in veritate
୬ଗୁଲାଇ ଜଗତର୍ କେତେକ୍ କେତେକ୍ ଲକ୍ମନ୍ ଏ ସୁବ୍କବର୍ ବିସ୍ବାସ୍କରି ତାକର୍ ମନ୍ ବାଦ୍ଲାଇଲାଇନି । ତମେ ସୁବ୍କବର୍ ସୁନ୍ଲା ପର୍ତୁମ୍ ଦିନେଅନି ତମର୍ ବିତ୍ରେ ମିସା ଏନ୍ତାରିସେ ଅଇରଇଲା ଆରି ପର୍ମେସର୍ ଜିବନ୍ ଦୁକାଇଲା ସତ୍ ବିସଇ ତମେ ପୁରାପୁରୁନ୍ ଜାନିରଇଲାସ୍ ।
7 sicut didicistis ab Epaphra carissimo conservo nostro qui est fidelis pro vobis minister Christi Iesu
୭ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲା ବିସଇ ଆମର୍ ଆଲାଦର୍ ଗତିଦାଙ୍ଗ୍ଡା ଏପାପରାସ୍ ତମ୍କେ ସିକାଇରଇଲା । ଆମର୍ ବାଦୁଲେ ସେ ବିସ୍ବାସ୍ ରଇକରି କିରିସ୍ଟକେ ସେବାକଲାନି ।
8 qui etiam manifestavit nobis dilectionem vestram in Spiritu
୮ପର୍ମେସର୍ ଲକ୍ମନ୍କେ ଆଲାଦ୍ କର୍ବାକେ ତମ୍କେ ସୁକଲ୍ଆତ୍ମା କେନ୍ତାରି ସାଇଜ କଲାଆଚେ ବଲି ଏପାପରସ୍ ଆମ୍କେ ଜାନାଇଆଚେ ।
9 ideo et nos ex qua die audivimus non cessamus pro vobis orantes et postulantes ut impleamini agnitione voluntatis eius in omni sapientia et intellectu spiritali
୯ଆମେ ତମର୍ ବିସଇର୍ ଏ ନିକ କବର୍ ସୁନିକରି, ତମର୍ପାଇ ପାର୍ତନା କରିଲାଗିଆଚୁ । ତାର୍ ସୁକଲ୍ଆତ୍ମାଇଅନି ପାଇରଇବା ଗିଆନ୍ ଆରି ବୁଜ୍ବା ବପୁସଙ୍ଗ୍ ସେ ମନ୍କଲାଟା ତମେ ପୁରାପୁରୁନ୍ ଜାନିପାର୍ସା ବଲି ଆମେ ମାପ୍ରୁକେ ଗୁଆରି କଲୁନି ।
10 ut ambuletis digne Deo per omnia placentes in omni opere bono fructificantes et crescentes in scientia Dei
୧୦ତେବର୍ପାଇ ତମେ ତାକେ ସାର୍ଦା କରାଇଲାପାରା ଚଲାଚଲ୍ତିକରି ସେ ମନ୍କଲାପାରା ଜିଉନାକାଉନା କର୍ସା । ବିନ୍ ଲକ୍ମନ୍କେ ସାଇଜ କରିଲାଗିରଇସା ଆରି ପର୍ମେସରର୍ ବିସଇ ଜାନ୍ବାକେ ଅଦିକ୍ ଅଦିକ୍ ବଡିଆଇସା ।
11 in omni virtute confortati secundum potentiam claritatis eius in omni patientia et longanimitate cum gaudio
୧୧ତାର୍ ବଡ୍ ବପୁସଙ୍ଗ୍ ନିଜେ ବପୁଅଇ ତମେ ସାର୍ଦାସଙ୍ଗ୍ ମୁର୍ଚିକରି ରଇପାର୍ସା ।
12 gratias agentes Patri qui dignos nos fecit in partem sortis sanctorum in lumine
୧୨ବାବା ପର୍ମେସର୍ ଉଜଲର୍ ରାଇଜେ ତାର୍ ଲକ୍ମନର୍ ପାଇ ଜାଇଟା ଟୁଲିଆଇ ଆଚେ, ତେଇ ମିସ୍ବାକେ ସେ ତମ୍କେ ବାଚ୍ଲା ଆଚେ । ସେଟାର୍ପାଇ ସାର୍ଦା ସଙ୍ଗ୍ ତାକେ ଦନିଅବାଦ୍ ଦେଇସା ।
13 qui eripuit nos de potestate tenebrarum et transtulit in regnum Filii dilectionis suae
୧୩ସେ ଆମ୍କେ ଆନ୍ଦାରର୍ ବପୁତେଇଅନି ମୁକ୍ଲାଇକରି ତାର୍ ଆଲାଦର୍ ପଅର୍ ରାଇଜେ ଡାକିଆନିଆଚେ ।
14 in quo habemus redemptionem remissionem peccatorum
୧୪ତାର୍ ପଅର୍ଲାଗି ସେ ଆମ୍କେ ମୁକ୍ଲାଇକରି ଆମର୍ ସବୁ ପାପ୍ କେମା କରିଦେଲାଆଚେ ।
15 qui est imago Dei invisibilis primogenitus omnis creaturae
୧୫କିରିସ୍ଟ ନ ଡିସ୍ବା ପର୍ମେସରର୍ ସମାନ୍ ବାନିମୁର୍ତି ଆଚେ । ତିଆର୍ କରିରଇବା ସବୁର୍ ଉପ୍ରେ, ପର୍ତୁମ୍ ଜନମ୍ ଅଇଲା ପଅ ଇସାବେ, ତାର୍ ଅଦିକାର୍ ଆଚେ ।
16 quia in ipso condita sunt universa in caelis et in terra visibilia et invisibilia sive throni sive dominationes sive principatus sive potestates omnia per ipsum et in ipso creata sunt
୧୬କାଇକେବଇଲେ ପର୍ମେସର୍ ତାର୍ଟାନେଅନି ସବୁ ବିସଇ ତିଆର୍କଲା ଆଚେ । ଜଗତେ ରଇବାଟା ସବୁଜାକ, ସର୍ଗେ ରଇବାଟା ସବୁଜାକ, ଡିସ୍ବାଟା ଆରି ନ ଡିସ୍ବାଟା, ବପୁରଇ ସାସନ୍ କର୍ବା ଦୁତ୍ମନ୍ ଆରି ଆତ୍ମା ରଇବାଟାମନ୍ । କିରିସ୍ଟର୍ତେଇଅନି ସବୁ ବିସଇ ତିଆର୍ କରିରଇଲା ଆରି ତାର୍ଲାଗିସେ ସବୁ ବଁଚିଆଚତ୍ ।
17 et ipse est ante omnes et omnia in ipso constant
୧୭କାଇଟା ତିଆର୍ ନ ଅଇତେ ସେ ରଇଲା, ଆରି ତାର୍ଟାନେ ସବୁ ବିସଇ ମିସିକରି ଚାଲ୍ତେରଇସି ।
18 et ipse est caput corporis ecclesiae qui est principium primogenitus ex mortuis ut sit in omnibus ipse primatum tenens
୧୮ମଣ୍ଡଲି ଅଇଲାନି ତାର୍ ଗାଗଡ୍ ଆରି ସେ ମଣ୍ଡଲିର୍ ମୁଣ୍ଡ୍ । ମୁଣ୍ଡ୍ ଗାଗଡ୍କେ ସାସନ୍ କଲାପାରା, ସେ ମଣ୍ଡଲିକେ ସାସନ୍ କଲାନି । ତାକେସେ ପର୍ମେସର୍ ମରନେଅନି ପର୍ତୁମ୍ ଉଟାଇରଇଲା । ଜେନ୍ତିକି କିରିସ୍ଟ ସବୁର୍ ଉପ୍ରେ ସାସନ୍ କର୍ସି ।
19 quia in ipso conplacuit omnem plenitudinem habitare
୧୯କାଇକେବଇଲେ ପର୍ମେସର୍ ତାର୍ ପଅକେ ତାର୍ ପୁରାପୁରୁନ୍ ଗୁନ୍ଚଲନ୍ସଙ୍ଗ୍ ରଅ ବଲି ଟିକ୍ କରିରଇଲା ।
20 et per eum reconciliare omnia in ipsum pacificans per sanguinem crucis eius sive quae in terris sive quae in caelis sunt
୨୦ଆରି କିରିସ୍ଟର୍ଟାନେଅନି ସେ ତିଆର୍ କରିରଇବା ସବୁଜାକ, ତାର୍ଟାନେ ବାଉଡାଇ ଆନ୍ବି ବଲି ଟିକ୍ କରିରଇଲା । ଦର୍ତନିଟାନେ ରଇବାଟା ଅ କି ସର୍ଗେ ରଇବାଟା ଅ । ତାର୍ ପଅ କୁରୁସ୍କାଟେ ମରି ବନି ଜରାଇଲାର୍ପାଇ ସବୁ ବିସଇ ତାର୍ଟାନେ ସାନ୍ତିଅଇ ରଇସି ।
21 et vos cum essetis aliquando alienati et inimici sensu in operibus malis
୨୧ଗଟେକ୍ ବେଲାଇ ତମେ ପର୍ମେସରର୍ ଟାନେଅନି ବେଗ୍ଲି ରଇଲାସ୍ । ତମେ କରିରଇବା ଆରି ମନେ ବାବିରଇବା କାରାପ୍ ବିସଇର୍ ଲାଗି ତାର୍ ସତ୍ରୁ ଅଇରଇଲାସ୍ ।
22 nunc autem reconciliavit in corpore carnis eius per mortem exhibere vos sanctos et inmaculatos et inreprehensibiles coram ipso
୨୨ମାତର୍ ଏବେ କିରିସ୍ଟ ନର୍ ରୁପ୍ ନେଇ ମଲାର୍ ପାଇ ସେ ତମ୍କେ ତାର୍ ମୁଆଟେ ସାନ୍ତି ସଙ୍ଗ୍ ଆଇବାକେ ଟିକ୍ କଲାଆଚେ । ତମେ ତାର୍ ମୁଆଟେ ଟିଆଅଇଲାବେଲେ ତମ୍କେ ପୁରାପୁରୁନ୍ ସୁକଲ୍ ଇସାବେ କାଇ ପାପ୍ ନ କରି, କାଇ ନିନ୍ଦା ନ ରଇଲା ଲକର୍ପାରା ସେ ଦେକ୍ସି ।
23 si tamen permanetis in fide fundati et stabiles et inmobiles ab spe evangelii quod audistis quod praedicatum est in universa creatura quae sub caelo est cuius factus sum ego Paulus minister
୨୩ତମେ ବିସ୍ବାସ୍ କରିଲାଗିରଇଲେ, ତମର୍ ବିସ୍ବାସ୍ ଡାଟ୍ ରଇସି । ସୁବ୍ କବର୍ଟାନେ ମାପ୍ରୁ ଜନ୍ ଆସା ଦେବି ବଲି କାତା ଦେଇଆଚେ, ସେ ଆସା ପାଇବାଟାନେଅନି ତମ୍କେ କେ ମିସା ନ ତେବାଅତ୍ । ଏ କବର୍ ତମେ ଆଗ୍ତୁ ସୁନିସାରାଇଆଚାସ୍ । ଆରି ଜଗତର୍ ଗୁଲାଇଲକ୍କେ ଜାନାଇଅଇଆଚେ । ଏ ସୁବ୍ କବର୍ ଜାନାଇବାକେ ମୁଇ ପାଉଲ୍ ଗଟେକ୍ ଗତିଦାଙ୍ଗ୍ଡା ଅଇଲିଆଚି ।
24 qui nunc gaudeo in passionibus pro vobis et adimpleo ea quae desunt passionum Christi in carne mea pro corpore eius quod est ecclesia
୨୪ଏବେ ମୁଇ ସାର୍ଦାଅଇଆଚି । କାଇକେବଇଲେ ଜେତ୍କି ଦୁକ୍କସ୍ଟ ମୁଇ ମୁର୍ଚିକରିଆଚି, ସେଟା ତମର୍ ନିକପାଇ । ତାର୍ ବାଦୁଲେ ରଇକରି ଜେତ୍କି ଦୁକ୍କସ୍ଟ ମକେ ମୁରଚ୍ବାକେ କିରିସ୍ଟ ମନ୍ କଲାନି, ସେଟା ସବୁ ସାର୍ଦାସଙ୍ଗ୍ କଲିନି । ତାର୍ ଗାଗଡ୍ ପାରା ରଇବା ତାର୍ ମଣ୍ଡଲିର୍ ନିକପାଇ ମୁଇ ସେଟା କଲିନି ।
25 cuius factus sum ego minister secundum dispensationem Dei quae data est mihi in vos ut impleam verbum Dei
୨୫ପର୍ମେସର୍ ମକେ ମଣ୍ଡଲିର୍ ଗତିଦାଙ୍ଗ୍ଡା କରିଆଚେ । ତମ୍କେ ସାଇଜ କର୍ବାକେ ସେ ମକେ ବାଚିଆଚେ । ତାର୍ କବର୍ ତମ୍କେ ପୁରାପୁରୁନ୍ ଜାନାଇବାଟା ଅଇଲାନି ମର୍ କାମ୍ ।
26 mysterium quod absconditum fuit a saeculis et generationibus nunc autem manifestatum est sanctis eius (aiōn )
୨୬ପୁର୍ବେ ବଁଚିରଇବା ସବୁଲକର୍ ଟାନେଅନି ଏ ବିସଇ ଲୁଚାଇକରି ସଙ୍ଗଇରଇଲା । ମାତର୍ ଏବେ ସେଟା ତାର୍ ଲକ୍ମନ୍କେ ସେ ଜାନାଇଆଚେ । (aiōn )
27 quibus voluit Deus notas facere divitias gloriae sacramenti huius in gentibus quod est Christus in vobis spes gloriae
୨୭ଜିଉଦି ନ ଅଇଲା ଲକ୍ମନର୍ ପାଇ ସେ ଟିକ୍ କରିରଇବା ମଇମାସଙ୍ଗର୍ ଜଜ୍ନା ତାର୍ ଲକ୍ମନ୍କେ ଜାନାଇବାକେ ପର୍ମେସର୍ ଟିକ୍କଲା । ସେ ଲୁଚିରଇବା ବିସଇ ଅଇଲାନି, ଜିଉଦି ନଇଲା ଲକ୍ମନର୍ଟାନେମିସା କିରିସ୍ଟ ରଇସି । ଆରି ସେ କାତା ଦେଇରଇବା ସବୁ ରକାମର୍ ମଇମା ତମେମିସା ପାଇସା ବଲି ଜାନିରୁଆ ।
28 quem nos adnuntiamus corripientes omnem hominem et docentes omnem hominem in omni sapientia ut exhibeamus omnem hominem perfectum in Christo Iesu
୨୮କିରିସ୍ଟର୍ ବିସଇ ରଇବା ଏ କବର୍ ଆମେ ସବୁକେ ଜାନାଇଲୁନି । ଆମେ ସବୁକେ ଜାଗ୍ରତ୍ କରାଇ, ସେ ଆମ୍କେ ଦେଇରଇବା ଗିଆନ୍ ସଙ୍ଗ୍ ସିକାଇଲୁନି । ଜେନ୍ତାରିକି ସେମନ୍ ତାର୍ ମୁଆଟେ ଟିଆଅଇଲାବେଲେ କିରିସ୍ଟର୍ସଙ୍ଗ୍ ମିସିରଇଲା ସବୁଲକ୍ ପୁରାପୁରୁନ୍ ସିଦ୍ ଅଇରଇବାଇ ।
29 in quo et laboro certando secundum operationem eius quam operatur in me in virtute
୨୯ଏ କାମ୍ ମୁଇ ପୁରାପୁରୁନ୍ କର୍ବାକେ ମକେ କିରିସ୍ଟ ଦେଇରଇବା ବଡ୍ ବପୁସଙ୍ଗ୍ ଆବଡ୍ ଅଇ କଲିନି ।