< Bagalatia 3 >
1 Oh bato ya Galatia, bozali penza babolole! Nani aloki bino? Balimbolelaki bino polele ndenge nini babakaki Yesu-Klisto na ekulusu.
୧ଏ ବକୁଆ ଗାଲାତିଅମନ୍! କେ ତମ୍କେ ଏନ୍ତାରି ବୁଲ୍ ସିକିଆ ଦେଇ ଚଟ୍ପଟ୍ କରାଇଲାନି? ତମର୍ ମୁଆଟେ ତା କୁର୍ସେ ମରିରଇବା ଜିସୁ କିରିସ୍ଟର୍ ବିସଇ ଅର୍ସା ସଙ୍ଗ୍ ବାତାଇ ଦେଇଆଚୁ ।
2 Nalingi kotuna bino motuna moko kaka: « Bozwaki Molimo mpo botosaki Mobeko to mpo boyambaki na kondima Sango Malamu oyo boyokaki? »
୨ଗଟେକ୍ କାତା ମକେ କଇଦେକାପନି, ମସାର୍ ନିୟମ୍ ମାନ୍ଲାକେ ତମେ ସୁକଲ୍ଆତ୍ମା ପାଇଆଚାସ୍ କି, ସୁବ୍କବର୍ ସୁନି ସେଟା ବିସ୍ବାସ୍ କଲାକେ?
3 Ndenge nini bokoki kokoma babolole boye? Ndenge nini bino oyo bobandaki na Molimo bozali sik’oyo kosukisa na mosuni?
୩ତମେ କେନ୍ତାର୍ ଏତେକ୍ ବୁଦି ନଇଲା ଲକର୍ ପାରା ଅଇଗାଲାସ୍ନି? ଆତ୍ମାର୍ ବପୁ ପାଇକରି ତମେ ଜନ୍ ବିସ୍ବାସର୍ ଜିବନ୍ ଆରାମ୍ କଲାସ୍, ସେଟା କାଇ ନିଜର୍ ବପୁସଙ୍ଗ୍ ସାରାଇବାକେ ମନ୍କଲାସ୍ନି କି?
4 Boni, bomonaki kaka pasi ya pamba, soki penza ezalaki mpe mpo na pamba?
୪ସେଟାର୍ପାଇ ତମେ ଆଗ୍ତୁ ସିକ୍ଲାଟା ସବୁ ବେକାର୍ କି? ତେଇଅନି କାଇଟା ମିସା ସିକାସ୍ ନାଇ କି?
5 Boni, ezali mpo botosaki Mobeko nde Nzambe apesi bino Molimo na Ye mpe azali kosala bikamwa kati na bino to ezali mpo boyambaki na kondima Sango Malamu oyo boyokaki?
୫ପର୍ମେସର୍ କାଇକେ ତାର୍ ଆତ୍ମା ଦେଇ ତମର୍ ବିତ୍ରେ କାବାଅଇଜିବା କାମ୍ମନ୍ କଲା? ତମେ ମସାର୍ ନିୟମ୍ ମାନ୍ଲାର୍ ପାଇ କି ଜନ୍ ସୁବ୍କବର୍ ତମ୍କେ ଜାନାଇରଇଲାଇ ସେଟା ବିସ୍ବାସ୍ କଲାକେ?
6 Abrayami azalaki na kondima epai ya Nzambe; mpe mpo na kondima na ye, Nzambe akomisaki ye moto ya sembo.
୬ଅବ୍ରାଆମର୍ କାତା ଏତାଇ ଦେକା । ସାସ୍ତରେ ଲେକାଆଚେ, “ସେ ପର୍ମେସର୍ କଇଲା ବିସଇ ବିସ୍ବାସ୍ କଲା । ଆରି ତାର୍ ବିସ୍ବାସର୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଲେକା କଲା ।”
7 Boye, boyeba malamu ete ezali kaka bato oyo bazali na kondima kati na Nzambe nde bazali bana ya Abrayami.
୭ଜନ୍ ଲକ୍ମନ୍ ବିସ୍ବାସ୍ କର୍ବାଇ, ସେମନ୍ସେ ଅବ୍ରାଆମର୍ କୁଟୁମର୍ ଲକ୍ । ଏଟା ତମେ ଜାନ୍ବାର୍ ଆଚେ ।
8 Makomi esilaki kobongisa ete Nzambe akokomisa Bapagano sembo na nzela ya kondima, mpe etatolaki Sango Malamu oyo epai ya Abrayami: « Bato ya bikolo nyonso bakopambolama mpo na yo. »
୮ପୁର୍ବେଅନି ଦରମ୍ ସାସ୍ତରେ ଲେକାଅଇଲା ଆଚେ ଜେ, ବିସ୍ବାସ୍ କଲେସେ ପରମେସର୍ ଜିଉଦିନଇଲା ଲକ୍ମନ୍କେ ମିସା ଦରମ୍ ଲକ୍ ଇସାବେ ଲେକା କର୍ସି । ପରମେସର୍ ତମର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ସି । ଏ କବର୍ ପର୍ତୁମ୍ ଅବ୍ରାଆମ୍କେ ଜାନାଇ ଦିଆଅଇରଇଲା ।
9 Boye, bato oyo bazali na kondima bazali ya kopambolama elongo na Abrayami, moto na kondima.
୯ଅବ୍ରାଆମ୍ ବିସ୍ବାସ୍ କରି ଆସିର୍ବାଦ୍ ପାଇରଇଲା । ସେଟାର୍ ପାଇ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଲକ୍ ତାର୍ ପାରା ଆସିର୍ବାଦ୍ ପାଇବାଇ ।
10 Pamba te bato nyonso oyo batiaka elikya na botosi na bango liboso ya Mobeko bazali na se ya elakeli mabe, kolanda ndenge ekomama: « Alakelama mabe, moto nyonso oyo akobaka te kotosa makambo nyonso oyo ekomama kati na buku ya Mobeko. »
୧୦ଜନ୍ ଲକ୍ମନ୍ ରିତିନିତିର୍ ନିୟମ୍ ମାନ୍ଲୁନି ବଲି ବଡ୍ପନ୍ ଅଇବାଇ, ସେମନ୍ ସାଇପ୍ ପାଇବାଇ । କାଇକେ ବଇଲେ ଦରମ୍ସାସ୍ତରେ ଲେକାଆଚେ, “ମସାର୍ ନିୟମ୍ ବଇଟାନେ ଜାଇଟା ସବୁ ଲେକାଅଇଲା ଆଚେ, ଜଦି କେ ସେଟା ପୁରାପୁରୁନ୍ ନ ମାନେ, ସେ ପରମେସରର୍ ସାଇପ୍ ପାଇସି ।”
11 Solo, moto moko te akoki kokoma sembo na miso ya Nzambe na nzela ya Mobeko, pamba te moto ya sembo akobika na nzela ya kondima.
୧୧ଏଟା ନିକସଙ୍ଗ୍ ଜାନାପଡ୍ଲାନି । ରିତିନିତିର୍ ନିୟମ୍ ମାନିକରି କେ ମିସା ପର୍ମେସରର୍ ମୁଆଟେ ଦରମ୍ ବଲାଇଅଇ ନ ଅଅତ୍ । କାଇକେବଇଲେ ଦରମ୍ ଲକ୍ ବିସ୍ବାସର୍ ଲାଗି ବଁଚ୍ବାଇ ।
12 Nzokande, Mobeko ewuti na kondima te, pamba te ekomama: « Moto oyo akosalela yango akobika bomoi na ye na nzela na yango. »
୧୨ନିୟମ୍ ମାନ୍ବାଟା ଆରି ବିସ୍ବାସ୍ କର୍ବାଟା ଦୁଇଟା ମୁଲ୍କେ ନ ମିସେ । ଦରମ୍ ସାସ୍ତରେ ଲେକାଆଚେ, ଜନ୍ ଲକ୍ ନିୟମର୍ ଦାବି ଇସାବେ କାମ୍ କର୍ସି ସେ ଜିବନ୍ ପାଇସି ।
13 Klisto akangolaki biso na bilakeli mabe ya Mobeko, pamba te akomaki elakeli mabe na esika na biso. Ekomama: « Alakelama mabe, moto nyonso oyo badiembiki na nzete. »
୧୩ଆମେ କେ ମିସା ନିୟମର୍ ସବୁ ଆଦେସ୍ ମାନି ନାପାରୁ । ସେଟାର୍ପାଇ ଆମେ ସବୁ ଡଣ୍ଡ୍ ପାଇବାର୍ ରଇଲା । ମାତର୍ କିରିସ୍ଟ ଆମର୍ ସାଇପ୍ ନିଜେ ନେଲା ଆରି ନିୟମର୍ ସାଇପେଅନି ଆମ୍କେ ମୁକ୍ଲାଇଲା । ଦରମ୍ ସାସ୍ତରେ ଲେକାଆଚେ, ଜେ ଗଚେ ଉଚ୍କିଅଇ ମର୍ସି, ସେ ପରମେସରର୍ତେଇ ଅନି ସାଇପ୍ ପାଇଲା ଲକ୍!
14 Asalaki bongo mpo ete, kati na Klisto Yesu, Bapagano bazwa mapamboli ya Abrayami, mpe mpo ete biso tozwa, na nzela ya kondima, Molimo oyo Nzambe alakaki.
୧୪ଅବ୍ରାଆମ୍ ଜନ୍ ଆସିର୍ବାଦ୍ କର୍ବାକେ ସପତ୍ କରିରଇଲା ଜିଉଦି ନଇଲା ଲକ୍ମନ୍ ମିସା ସେଟା ପାଇବାଇ, ସେଟାର୍ ପାଇ କିରିସ୍ଟ ଏ କାମ୍ କଲାଆଚେ । ସେଟାର୍ ପାଇ ବିସ୍ବାସ୍ କରି ଆମେ ମିସା ପରମେସରର୍ କାତା ଦେଲା ଇସାବେ ସୁକଲ୍ଆତ୍ମା ପାଇପାରୁ ।
15 Bandeko na ngai, tozwa nanu ndakisa moko kati na bomoi na biso ya mokolo na mokolo: Soki moto atiki maloba na ye ya suka kati na mokanda, moko te akoki kolongola to kobakisa eloko kati na makambo oyo esili kokomama.
୧୫ଏ ବାଇବଇନିମନ୍! ପର୍ମେସର୍ ଅବ୍ରାଆମ୍କେ ଜନ୍ ସପତ୍ ଦେଇ ରଇଲା, ସେଟା ବାତାଇବାକେ ମୁଇ ଗଟେକ୍ ଉଦାଅରନ୍ କଇବି। ଜେଡେବଲ୍ ଦୁଇ ଲକ୍ ଗଟେକ୍ ବିସଇତେଇ ରାଜିନାମା ଲେକ୍ବାଇ, ସେ ରାଜିନାମା କେ ମିସା ବାଙ୍ଗାଇ ନାପାରତ୍ । କି ତେଇ କାଇଟା ମିସାଇ ନାପାରତ୍ ।
16 Nzokande, Nzambe apesaki bilaka na Ye epai ya Abrayami mpe epai ya mokitani na ye. Makomi elobi te « Epai ya bakitani » lokola nde ezalaki likambo ya bato ebele, kasi elobi « Epai ya mokitani na yo » mpo na kolakisa ete etali moto se moko kaka, ye nde Klisto.
୧୬ସେନ୍ତାର୍ସେ ପର୍ମେସର୍ ଅବ୍ରାଆମ୍ ଆରି ତାର୍ ନାତିତିତିକେସେ ସପତ୍ ଦେଇରଇଲା । ଏ ବିସଇନେଇ ନାତିତିତିମନ୍ ବଲି ସାସ୍ତରେ ଲେକାରଇବାଟା, ଅବ୍ରାଆମର୍ ସବୁ ନାତିତିତିମନ୍କେ କଏନାଇ । ମାତର୍ ଗଟେକ୍ ଲକ୍କେସେ କଇଲାଆଚେ । ଜେ କି କିରିସ୍ଟ ।
17 Nalobi boye: « Mobeko oyo eyaki sima na mibu nkama minei na tuku misato ezali na makoki te ya koboma boyokani oyo Nzambe asala wuta kala elongo na Abrayami; soki te, elaka ekomi eloko pamba. »
୧୭ମର୍ କଇବାର୍ ଅରତ୍ ଅଇଲାନି, ପରମେସର୍ ଅବ୍ରାଆମର୍ ସଙ୍ଗ୍ ଗଟେକ୍ ରାଜିନାମା ତିଆର୍ କରିରଇଲା, ଆରି ସେଟା ମାନ୍ବାକେ ସପତ୍ କରିରଇଲା । ଜନ୍ ନିୟମ୍ ଚାରି ସଅ ତିରିସ୍ ବରସ୍ ପଚେ ଦିଆଅଇଲା, ସେ ନିୟମର୍ ରାଜିନାମା କେ ମିସା ବାଙ୍ଗାଇ ଦେଇ, ପରମେସରର୍ ଦେଇରଇବା ସପତ୍ ନସ୍ଟ କରିନାପାରେ ।
18 Pamba te soki libula ezwami na nzela ya Mobeko, wana elaka ezali lisusu na esika te. Nzokande ezali penza na nzela ya elaka nde Nzambe atalisaki ngolu na Ye epai ya Abrayami.
୧୮ପରମେସରର୍ ଆସିର୍ବାଦ୍ ପାଇବାଟା ଜଦି ନିୟମ୍ ମାନ୍ବା ଉପ୍ରେ ଅଇସି ବଇଲେ, ତେବେ ସେଟା ଆରି ତାକର୍ ସପତର୍ ଲାଗି ଅଇଲାଟା ବଲି କଇ ନଏଁ । ସେଟାର୍ ପାଇ ପରମେସର୍ ଅବ୍ରାଆମ୍କେ ଅବ୍କା ତାର୍ ସପତ୍ ଇସାବେ ସେ ଆସିର୍ବାଦ୍ ଦେଇରଇଲା ।
19 Bongo mpo na nini Mobeko? Mobeko ebakisamaki mpo na kobimisa polele bozangi botosi ya bato, kino na boyei ya Mokitani epai ya nani Nzambe apesaki elaka. Mobeko yango epesamaki na nzela ya ba-anjelu, mpe mokumba na yango epesamaki na maboko ya moyokanisi.
୧୯ତେବେ ନିୟମ୍ କାଇକେ ଦିଆଅଇଲା? ମୁନୁସର୍ ସତ୍ ନ ଅଇବା ସବୁ କାମ୍ ଦେକାଇ ଦେବାକେ ଦିଆଅଇଲା । ଆରି ଅବ୍ରାଆମର୍ ଜନ୍ କୁଟୁମ୍ ଦେକି ପରମେସର୍ ସେ ସପତ୍ କରିରଇଲା, ସେ ଲକ୍ ଆଇବା ଜାକ ନିୟମର୍ ଦର୍କାର୍ ରଇଲା । ପର୍ମେସର୍ ଗଟେକ୍ ଲକ୍କେ ମାଲାକାରିଆ କରାଇ ସରଗର୍ ଦୁତ୍ମନର୍ ଆତେ ନିୟମ୍ ପାଟାଇରଇଲା ।
20 Nzokande soki ezalaki na moyokanisi, elingi koloba ete ezalaki mpe na masanga ebele ya koyokanisa. Kasi mpo na oyo etali elaka, Nzambe azali kaka Ye moko.
୨୦ମାତର୍ ଅବ୍ରାଆମ୍କେ ସପତ୍ ଦେଲା ବେଲେ ମାଲାକାରିଆମନ୍ ନ ରଇଲାଇ । ପର୍ମେସର୍ ନିଜେସେ ସପତ୍ କରିରଇଲାଇ ।
21 Boni, Mobeko eyaki mpo na kotelemela bilaka ya Nzambe? Ata moke te! Soki mobeko moko epesamaki, mobeko oyo ezali na makoki ya kopesa bato bomoi, bato balingaki penza kokoma sembo na nzela ya mobeko yango.
୨୧ନିୟମ୍ କାଇ ପରମେସରର୍ ସପତ୍ ବିରଦ୍ କଲାନି କି? ନାଇ କେବେ ନାଇ! କାଇକେବଇଲେ ଲକ୍କେ ଜିବନ୍ ଦେଲାପାରା ଗଟେକ୍ ନିୟମ୍ କରା ଅଇତା, ତେବେ ସେଟା ମାନ୍ଲେସରି ସେ ପରମେସରର୍ ମୁଆଟେ ଦସ୍ ନ କଲାଲକ୍ ବଲାଇ ଅଇତା ।
22 Kasi tala makambo oyo Makomi eloba: Mokili mobimba ezali na se ya bokonzi ya lisumu mpo ete elaka ya Nzambe ekokisama epai ya bandimi na nzela ya kondima na bango kati na Yesu-Klisto.
୨୨ମାତର୍ ଦରମ୍ ସାସ୍ତରେ ଲେକା ଆଚେ, ସବୁ ମୁନୁସ୍ ଜାତି ପାପର୍ ତଲେ ଆଚତ୍, ସେଟାର୍ ପାଇ କିରିସ୍ଟ ବିସ୍ବାସିମନ୍, ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲାର୍ ପାଇ ସପତର୍, ଆସିର୍ବାଦ୍ ପାଇବାଇ ।
23 Liboso ete kondima eya, tozalaki na se ya bokonzi ya Mobeko, tozalaki ya kokangama mpo na kozela kondima oyo esengelaki komonisama.
୨୩ବିସ୍ବାସର୍ ଜୁଗ୍ ଆଇବା ଆଗ୍ତୁ ଆରି ଦେକାଇଅଇବା ଜାକ, ନିୟମ୍ ଆମ୍କେ ବନ୍ଦି କରି ରକିରଇଲା ।
24 Boye Mobeko ezalaki lokola mokengeli, ezalaki na mokumba ya komema biso epai ya Klisto mpo ete tokoma sembo na nzela ya kondima.
୨୪କିରିସ୍ଟର୍ ଆଇବା ଜାକ ଆମେ ନିୟମର୍ ତଲେ ରଇଲୁ । ମାତର୍ ତାର୍ ପଚେ, କାଲି ବିସ୍ବାସେଅନି ଆମେ ପରମେସରର୍ ମୁଆଟେ ଦସି ନଇଲା ଲକ୍ ବଲାଇ ଅଇବୁ ।
25 Lokola sik’oyo kondima eyei, tozali lisusu na se ya bokonzi ya Mobeko te.
୨୫ଏବେ ବିସ୍ବାସର୍ ଜୁଗ୍ କେଟିଆଚେ, ଆମେ ଆରି ନିୟମର୍ ତଲେ ନାଇ ।
26 Boye bino nyonso bozali bana na Nzambe na nzela ya kondima kati na Yesu-Klisto;
୨୬ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ ।
27 pamba te bino nyonso oyo bozwaki libatisi kati na Klisto bolataki nde Klisto.
୨୭ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।
28 Bokeseni ezali lisusu te kati na Bayuda mpe Bagreki, kati na bawumbu mpe bansomi, kati na mibali mpe basi; pamba te bino nyonso bozali se moto moko kati na Yesu-Klisto.
୨୮ସେଟାର୍ ପାଇ ଜିଉଦି ଆରି ଜିଉଦିନଇଲା ଲକ୍, ଗେନାଅଇଲା ଗତିଦାଙ୍ଗ୍ଡାଦାଙ୍ଗ୍ଡି କି ମୁକ୍ଲାଇଲା ଲକ୍, ମୁନୁସ୍ କି ମାଇଜି ବିତ୍ରେ, କାଇଟା ମିସା ବିନ୍ ନାଇ । ଆମେ ସବୁ ଲକ୍ ଜିସୁର୍ ସଙ୍ଗ୍ ମିସିକରି ଗଟେକ୍ ଅଇଆଚୁ ।
29 Mpe soki bozali ya Klisto, bozali mpe bokitani ya Abrayami, bakitani ya libula kolanda elaka oyo Nzambe apesaki na Abrayami.
୨୯ଜଦି ତମେ କିରିସ୍ଟର୍ ଲକ୍, ତେବେ ତମେ ମିସା ଅବ୍ରାଆମର୍ କୁଟୁମର୍ ଆରି ପରମେସର୍ ଜାଇଟା ସପତ୍ କଲାଆଚେ, ସେଟା ମିଲାଇସା ।