< Okuva 28 >
1 “Muganda wo Alooni muyiteyo mu baana ba Isirayiri, awamu ne batabani be: Nadabu, ne Abiku, ne Eriyazaali, ne Isamaali, bajje bampeereze nga be bakabona.
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
2 Muganda wo Alooni mutungire ebyambalo ebitukuvu, nga bya kitiibwa era nga birabika bulungi.
ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
3 Yogera n’abo bonna abasobola, be nawa ekirabo eky’amagezi mu mirimu egyo, bakolere Alooni ebyambalo mw’anaayawulirwa okubeera kabona wange.
ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
4 Bino bye byambalo bye banaakola: eky’omu kifuba, ekkanzu ey’obwakabona okutali mikono ennyimpi eyitibwa ekkanzu ey’obwakabona eyitibwa efodi; ng’ekoma mu ntumbwe; omunagiro; ekkooti erimu obusaze obw’obusimba n’obw’obukiika; ekitambaala; n’olukoba. Bakolere Alooni ne batabani be ebyambalo ebitukuvu balyoke bampeereze nga be bakabona.
ଅର୍ଥାତ୍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
5 Abakozi baweebwe ewuzi eza zaabu, ne bbululu, ne kakobe, ne myufu, ne linena omulebevu omulange.
ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।
6 “Abakozi abakugu bakole ekkanzu ey’obwakabona ennyimpi etaliiko mikono n’ewuzi eza zaabu, ne bbululu, ne myufu, ne linena omulebevu omulange.
ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।
7 Ebeere n’eby’okubibegabega bibiri nga bitungiddwa w’ekoma, eryoke egattibwe bulungi.
ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।
8 Omusipi gwayo mu kiwato gukolebwe n’amagezi mangi nga aganaakola ekkanzu ey’obwakabona, era n’ebinaakola bifaanagane, ng’ewuzi za zaabu, ne bbululu, ne kakobe, ne myufu, ne linena omulebevu alangiddwa.
ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।
9 “Oddire amayinja ga onuku abiri, ogalambeko amannya ga batabani ba Isirayiri,
ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।
10 amannya mukaaga ku jjinja erimu, n’amannya g’abasigaddewo omukaaga ku jjinja eryokubiri, ng’okuzaalibwa kwabwe bwe kugenda kuddiriragana.
ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।
11 Olambe amannya ga batabani ba Isirayiri ku mayinja ago abiri ng’omusazi w’amayinja bw’ayola akabonero ku jjinja; ogateeke mu fuleemu ogeetoolooze n’emikugiro egya zaabu.
ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
12 Amayinja ago ojja gakwasiza ku by’okubibegabega eby’ekkanzu ey’obwakabona eyitibwa efodi, ng’amayinja ag’ekijjukizo ky’abaana ba Isirayiri. Alooni asitulenga amannya gaabwe awali Mukama ng’ekijjukizo.
ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
13 Okole fuleemu eza zaabu,
ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ
14 n’enjegere bbiri eza zaabu omuka, ozirange ng’emiguwa; olyoke osibire enjegere ez’oku fuleemu.
ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।
15 “Kola ekyomukifuba eky’okutereezanga ensonga, nga mulimu gwa kikugu ng’ogw’ekkanzu ey’obwakabona eyitibwa efodi, n’ewuzi eza zaabu, ne bbululu, ne kakobe, ne myufu, ne linena omulebevu omulange.
ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।
16 Kijja kwenkanankana, buli ludda sentimita amakumi abiri mu bbiri, okiwetemu wakati.
ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।
17 Otungireko ennyiriri nnya ez’amayinja ag’omuwendo omungi. Mu lunyiriri olusooka osseemu amayinja saasiyo, ne topazi, ne kaabankulo;
ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
18 ne mu lunyiriri olwokubiri osseemu emalada, ne safiro ne dayamandi;
ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
19 ne mu lunyiriri olwokusatu osseemu jasinta; ne ageti, ne ametisita,
ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା
20 ne mu lunyiriri olwokuna osseemu berulo, ne onuku, ne yasipero, ogateeke mu fuleemu ya zaabu.
ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।
21 Wabeerewo amayinja kkumi n’abiri, n’amannya gaago ng’amannya g’abatabani ba Isirayiri. Gasalibwe bulungi ng’obubonero obuwoolebwa, nga ku buli limu kulambiddwako erinnya lyako okumalirayo ddala amannya g’ebika ekkumi n’ebibiri.
ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
22 “Ekyomukifuba kikolere enjegere ennange ng’emiguwa gya zaabu omuka.
ତୁମ୍ଭେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।
23 Era ekyomukifuba kikolere empeta za zaabu bbiri, oteeke empeta ezo zombi ku mikugiro ebiri egy’ekyomu kifuba.
ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
24 Oyise enjegere ebbiri eza zaabu mu mpeta ebbiri eziri ku mikugiro gy’eky’omu kifuba.
ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।
25 Oddire enjuuyi ebbiri ezisigaddewo ez’enjegere ozikwasize ku fuleemu ebbiri, ozinywereze mu maaso g’eby’oku bibegabega byombi eby’ekkanzu ey’obwakabona eyitibwa efodi.
ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
26 Era okole empeta bbiri eza zaabu, ozitunge ku mikugiro gy’eky’omu kifuba ku luuyi olw’omunda oluliraanye ekkanzu ey’obwakabona eyitibwa efodi.
ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।
27 Era okole empeta bbiri eza zaabu oziteeke mu maaso, mu bitundu ebya wansi eby’eby’okubibegabega byombi eby’ekkanzu ey’obwakabona eyitibwa efodi, wagguluko okumpi n’oluzizi lw’omusipi olw’ekkanzu ey’obwakabona eyitibwa efodi.
ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
28 Empeta ez’oku kyomukifuba zisibwe wamu n’empeta z’ekkanzu ey’obwakabona eyitibwa efodi n’akaguwa aka bbululu, kagattibwe n’olukoba, olw’omu kifuba luleme kutaggulukuka ku kkanzu ey’obwakabona eyitibwa efodi.
ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।
29 “Buli kiseera Alooni lw’anaayingiranga mu Kifo Ekitukuvu, anaabanga ayambadde amannya ga batabani ba Isirayiri ku kyomukifuba eky’okumala ensonga, nga kiri ku mutima gwe, kibeerenga ekijjukizo awali Mukama.
ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
30 Mu ky’omu kifuba eky’okumala ensonga, onooteekamu Ulimu ne Sumimu, era binaabeeranga ku mutima gwa Alooni buli lw’anaayingiranga awali Mukama. Bw’atyo Alooni anaasitulanga ekkubo omuyitwa okumala ensonga z’abaana ba Isirayiri okumpi n’omutima gwe buli lw’anaagendanga awali Mukama.
ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
31 “Onookola ekyambalo ekiri ng’ekkanzu ey’obwakabona eyitibwa efodi, nga kyonna kya bbululu.
ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।
32 Waggulu mu makkati gaakyo munaabaamu ekituli omw’okuyisa omutwe; okwetooloola ekituli ekyo kunaabaako omuge omuyonde obulungi ng’omuleera ku kituli ky’omutwe eky’ekkanzu ey’obwakabona, kireme okuyulika.
ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।
33 Okwetooloola ebirenge wansi onootungayo amajjolobera mu wuzi eza bbululu, ne kakobe, ne myufu; nga mu makkati ga buli langi eziriraanye otobekamu obude obwa zaabu.
ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
34 Ng’otunga amajjolobera n’ozzaako akade, ate n’oddiriza amajjolobera n’ozzaako akade; bw’otyo okwetooloola ebirenge by’ekyambalo ekyo.
ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
35 Gunaabanga mulimu gwa Alooni okwambala ekyambalo ekyo ng’agenda okuweereza. Obude obwo bunaawulirwanga ng’ayingira mu Kifo Ekitukuvu awali Mukama, ne bw’anaabanga afuluma, aleme okufa.
ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
36 “Onookola akapande aka zaabu omuka ennyo, okayoleko, nga bwe bayola akabonero, nti, Mutukuvu wa Mukama.
ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।
37 Akapande okasibeko akaguwa aka bbululu, okanywereze ku kitambaala ky’oku mutwe ku ludda olw’omu maaso olw’ekitambaala.
ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।
38 Akapande ako kanaabeeranga mu kyenyi kya Alooni, era Alooni y’anaabangako obuvunaanyizibwa nga wabaddewo ebitatuuse mu biweebwayo ebitukuvu abaana ba Isirayiri bye banaaleetanga nga bamaze okubyawula ng’ebirabo byabwe ebitukuvu; kanaabeeranga ku kyenyi kye bulijjo, Mukama alyoke akkirize ebirabo ebyo.
ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
39 “Luka ekkooti erimu obusaze obw’obusimba n’obw’obukiika mu wuzi eza linena omulebevu, era okole n’ekitambaala eky’oku mutwe mu linena omulebevu, era okole olukoba ng’olutunzeemu amajjolobera.
ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
40 Batabani ba Alooni bakolere amakooti, n’emisipi, n’enkuufiira; nga byonna bya kitiibwa era nga birabika bulungi nnyo.
ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
41 Alooni muganda wo mwambaze ebyambalo ebyo, ne batabani be nabo bw’otyo; olyoke obafukeko amafuta ag’omuzeeyituuni, obaawule, obatukuze, bampeerezenga nga be bakabona.
ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
42 “Bakolere empale ez’omunda eza linena, nga ziva mu kiwato okukoma mu bisambi, zibikke omubiri gwabwe.
ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
43 Alooni ne batabani be banaazambalanga nga bajja mu Weema ey’Okukuŋŋaanirangamu oba bwe banaasembereranga Ekyoto okuweereza mu Kifo Ekitukuvu, baleme okwereetako omusango ne bafa. “Alooni ne batabani be ne bazzukulu be abalimuddirira banaakuumanga etteeka lino nga lya nkalakkalira.”
ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।