< Okubikkulirwa 1 >
1 Okubikkulirwa kwa Yesu Kristo, Katonda kwe yamuwa okulaga abaddu be ebyo ebiteekwa okubaawo amangu. Kristo yakimanyisa ng’atuma malayika we eri omuweereza we Yokaana
୧ଜାଇ ଜାଇଟା ଦାପ୍ରେ ଗଟ୍ବାକେ ଗାଲାନି, ପର୍ମେସର୍ ଜିସୁ କିରିସ୍ଟକେ ଜାନାଇ ରଇବା ବିସଇ ଏ ବଇଟାନେ ଲେକାଅଇ ଆଚେ । ସେ ସବୁ ବିସଇ ତାର୍ ଦାଙ୍ଗ୍ଡାମନ୍କେ ଜାନାଇବାକେ ପର୍ମେସର୍ ତାକେ ଜାନାଇଲା । ତେବର୍ପାଇ ମୁଇ ଜଅନ୍ ଜେ କି ତାର୍ ସିସ୍ ଅଇଲିଆଚି, ମକେ ଜାନାଇବାକେ କିରିସ୍ଟ ତାର୍ ଦୁତ୍କେ ପାଟାଇଲାଆଚେ ।
2 eyategeeza ekigambo kya Katonda n’obujulirwa bwa Yesu Kristo ku byonna bye yalaba.
୨ଆରି ମକେ ଜେତ୍କି ବିସଇ ଦେକାଇରଇଲା, ମୁଇ ସେଟାମନ୍ ସବୁ ଲେକିଆଚି । ଆରି ଏ ସବୁ ଜିସୁ କିରିସ୍ଟ ଜାନାଇରଇବା ପର୍ମେସରର୍ ସତ୍ ବାକିଅ ବଲି ମୁଇ ଡାଟ୍ ସଙ୍ଗ୍ କଇଲିନି ।
3 Alina omukisa oyo asoma n’abo abawulira ebigambo by’obunnabbi buno, ne beekuuma ebiwandiikiddwa, kubanga ekiseera kiri kiweddeyo.
୩ଏ ବଇ ପଡିକରି ତେଇ ଲେକାଅଇରଇବା ଆଗ୍କେ ଗଟ୍ବା କାତାମନ୍ ବୁଜିକରି ମାନ୍ବା ଲକ୍ମନ୍ କେଡେକ୍ କରମର୍ ଲକ୍ମନ୍! କାଇକେବଇଲେ ଏ ସବୁ ବିସଇ ଗଟ୍ବା ବେଲା କେଟ୍ଲା ।
4 Nze Yokaana mpandiikira Ekkanisa omusanvu eziri mu Asiya. Mbagaliza ekisa n’emirembe ebiva eri Katonda oyo aliwo, era eyaliwo era alibaawo; n’ebiva eri emyoyo omusanvu egiri mu maaso g’entebe ye ey’obwakabaka,
୪ମୁଇ ଜଅନ୍ ଆସିଆ ରାଇଜେ ରଇବା ସାତ୍ଟା ମଣ୍ଡଲିକେ ଲେକ୍ଲିନି । ପର୍ମେସର୍ ଟାନେଅନି ଆସିରଇବା ଜିବନ୍ ଦୁକାଇଲାଟା ଆରି ସାନ୍ତି ତମ୍କେ ମିଲ । ସେ ଏବେ ଆଚେ । ଆଗ୍ତୁ ମିସା ରଇଲା ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ ବସିରଇବା ଜାଗାର୍ ମୁଆଟର୍ ସାତ୍ଟା ଆତ୍ମାମନର୍ ଟାନେଅନି
5 era n’okuva eri Yesu Kristo omujulirwa omwesigwa. Oyo ye yasooka okuzuukira mu bafu, era y’afuga bakabaka ab’omu nsi; oyo yatwagala, era ye yatuggya mu bibi byaffe n’omusaayi gwe,
୫ଆରି ଜିସୁକିରିସ୍ଟ ଟାନେଅନି । ସେ ଆକା ପର୍ମେସରର୍ ବିସଇର୍ ସତ୍ ସାକି ଦେଇପାର୍ସି । ମଲା ଲକ୍ମନର୍ଟାନେଅନି ତାକେସେ ପର୍ତୁମ୍ ଉଟାଇରଇଲା । ଏ ଜଗତର୍ ସାସନ୍କାରିଆମନର୍ ଉପ୍ରେ ରଇବା ସାସନ୍କାରିଆ । ସେ ଆମ୍କେ ଆଲାଦ୍ କଲାନି । ଆମର୍ପାଇ ଗଟେକ୍ ବଲି ଇସାବେ ମଲାକେ ଆମର୍ ପାପେଅନି ସେ ଆମ୍କେ ମୁକ୍ଲାଇଆଚେ ।
6 n’atufuula obwakabaka bw’obwakabona bwa Katonda, Kitaawe. Ekitiibwa n’obuyinza bibeerenga eri oyo emirembe n’emirembe. Amiina. (aiōn )
୬ତାର୍ ବାବା ପର୍ମେସର୍କେ ସେବା କର୍ବାପାଇ ସେ ଆମ୍କେ ଗଟେକ୍ ରାଜାର୍ କୁଟୁମେ ପୁଜାରି କଲାଆଚେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବପୁ ଆରି ମଇମା ପାଅ । ଆମେନ୍ । (aiōn )
7 “Laba, ajja n’ebire, na buli liiso lirimulaba, n’abaamufumita balimulaba, era n’amawanga gonna ku nsi galimukungubagira.”
୭ଏଦେ ଦେକା! ସେ ମେଗ୍ମାଲାଇ ବସି ଆଇଲାନି । ଗୁଲାଇ ଲକ୍ମନ୍ ତାକେ ଦେକ୍ବାଇ । ତାକେ କୁରୁସ୍କାଟେ କୁଟି ମାରିରଇବା ଲକ୍ମନ୍ ମିସା ଦେକ୍ବାଇ । ଏ ଜଗତେ ରଇବା ସବୁ ଲକ୍ମନ୍ ତାର୍ଲାଗି ଦୁକ୍ କର୍ବାଇ । ସେଟା ସେନ୍ତାରିସେ ଅଇସି । ଆମେନ୍!
8 “Nze Alufa ne Omega,”bw’ayogera Mukama Katonda, “oyo aliwo, eyabaawo era alikomawo, Ayinzabyonna.”
୮ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଅଦିକ୍ ବପୁର୍ଟା । ସେ ଏବେ ମିସା ଆଚେ । ସେ ଆଗ୍ତୁ ରଇଲା । ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ କଇଲାଆଚେ “ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ, ଆରି ସାରାଇବା ଲକ୍ ମିସା ମୁଇସେ ।”
9 Nze muganda wammwe Yokaana, abonaabonera awamu nammwe mu bwakabaka ne mu kugumiikiriza ebiri mu Yesu, nnali ku kizinga ekiyitibwa Patumo, olw’ekigambo kya Katonda era n’okujulira ebya Yesu.
୯“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
10 Nnali mu mwoyo ku lunaku lwa Mukama waffe, ne mpulira eddoboozi ery’omwanguka emabega wange, eryavuga ng’ery’akagombe,
୧୦ଆମେ ମିସିକରି ତାକେ ଆରାଦନା କର୍ବା ମାପ୍ରୁର୍ ଦିନେ, ତାର୍ ଆତ୍ମା ମକେ ଦାରିରଇଲା । ଆରି ଜବର୍ ଅଇତେ ମଇରି ବାଜ୍ଲା ପାରା ମର୍ ପଚ୍ବାଟେ ସୁନ୍ଲି ।
11 nga ligamba nti, “By’olaba, biwandiike mu kitabo, okiweereze eri Ekkanisa omusanvu: Ekkanisa ey’omu Efeso, n’ey’omu Sumuna, n’ey’omu Perugamo, n’ey’omu Suwatira, n’ey’omu Saadi, n’ey’omu Firaderufiya n’ey’omu Lawodikiya.”
୧୧ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
12 Ne nkyuka okulaba eyali ayogera nange, ne ndaba ebikondo by’ettaala ebya zaabu musanvu.
୧୨ସେ ସବଦ୍ ସୁନ୍ଲାକେ, କେ କାତାଅଇଲାନି, ଦେକ୍ବି ବଲି ପାସଲ୍ଲି ଆରି ସାତ୍ଟା ସୁନାର୍ ବତି ଡାଣ୍ଡି ଦେକ୍ଲି ।
13 Era wakati mu byo ne ndabamu omuntu “eyali ng’Omwana w’Omuntu” eyali ayambadde ekyambalo ekiwanvu ekikoma ku bigere, nga yeesibye mu kifuba olukoba olwa zaabu.
୧୩ତାର୍ ମଜାଇ ନର୍ ପାରା ଡିସ୍ତେରଇବା ଗଟେକ୍ ଲକ୍କେ ଦେକ୍ଲି । ତାର୍ ପାଦ୍ଜାକ ଅଇବା ଗଟେକ୍ ଡେଙ୍ଗ୍ ଲୁଗା ପିନ୍ଦିରଇଲା । ତାର୍ ବୁକ୍ତଲେ ଗଟେକ୍ ସୁନାର୍ ବେଲ୍ଟୁ ବାନ୍ଦି ରଇଲା ।
14 Omutwe gwe n’enviiri ze byali byeru ng’ebyoya by’endiga ebyeru, era nga bifaanana ng’omuzira, n’amaaso ge nga gali ng’ennimi z’omuliro.
୧୪ତାର୍ ମୁଣ୍ଡର୍ ଚେଣ୍ଡି ଦଇଲା ଚାଉଲ୍ ଆରି ଦୁଦ୍ପାରା ଦବ୍ ରଇଲା । ଆରି ତାର୍ ଆଁକି ଲାଗ୍ତେ ରଇବା ଜଇ ପାରା ଗଜ୍ଗଜି ଜାଇତେ ରଇଲା ।
15 Ebigere bye byali ng’ekikomo ekizigule ekyakaayakana mu muliro n’eddoboozi lye nga liyira ng’amazzi amangi.
୧୫ତାର୍ ପାଦର୍ ରେଡି ପିତଲ୍ ପାରା ଜଗ୍ଜଗି ଜାଇତେରଇଲା, ଜନ୍ଟାକି ଜଇଟାନେ ପରିଚଲ୍ ଅଇ ସୁନ୍ଦର୍ କରି ରେତ୍ଲାପାରା । ଆରି ତାର୍ ସବଦ୍ ଅଦର୍ତେରଇବା ଜର୍ନା ପାନିର୍ ସବଦ୍ପାରା ଜବର୍ ସବଦ୍ ଅଇତେରଇଲା ।
16 Yali akutte emmunyeenye musanvu mu mukono gwe ogwa ddyo era ng’alina ekitala ekyogi eky’obwogi obubiri mu kamwa ke; n’ekyenyi kye nga kiri ng’enjuba eyakaayakana mu maanyi gaayo.
୧୬ସେ ତାର୍ ଉଜା ବାଟର୍ ଆତେ ସାତ୍ଟା ତାରା ଦାରି ରଇଲା, ଆରି ତାର୍ ଟଣ୍ଡେ ଅନି ଦୁଇବାଟେ ଦାର୍ ରଇବା ତିପ୍ତିପା କାଣ୍ଡା ବାରଇତେ ରଇଲା । ଆରି ତାର୍ ମୁଁ ମୁଇଦାନିଆର୍ ବେଲ୍ପାରା ଜଲ୍କି ଜାଇତେ ରଇଲା ।
17 Bwe namulaba, ne ngwa wansi ku bigere bye ne mba ng’afudde, kyokka ye n’anteekako omukono gwe ogwa ddyo n’aŋŋamba nti, “Totya. Nze Owoolubereberye era Owenkomerero,
୧୭ତାକେ ଦେକିକରି ମୁଇ ମଲାପାରା ଅଇକରି ତାର୍ ପାଦ୍ତଲେ ଅଦ୍ରି ଗାଲି । ତାର୍ ପଚେ ସେ ମର୍ ଉପ୍ରେ ତାର୍ ଉଜା ଆତ୍ ସଙ୍ଗଇ କରି କଇଲା, ଡର୍ନାଇ, ମୁଇସେ ଆରାମ୍ ମୁଇସେ ସେସ୍ ।
18 era omulamu. Nnali nfudde naye kaakano ndi mulamu emirembe gyonna, era nnina ebisumuluzo eby’okufa n’amagombe. (aiōn , Hadēs )
୧୮ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ । (aiōn , Hadēs )
19 “Kale wandiika ebyo by’olabye ebiriwo n’ebyo ebinaatera okubaawo oluvannyuma lw’ebyo ebiriwo.
୧୯ତେବର୍ ପାଇ ତମେ ଏବେ ଜାଇଜାଇଟା ଦେକି ଆଚାସ୍ ଆରି ଜାଇଜାଇଟା ଏବେ ଗଟ୍ଲାନି ଆରି ପଚ୍କେ ଗଟ୍ସି, ସେଟା ସବୁ ଲେକିକରି ସଙ୍ଗୁଆ ।
20 Ka nkubuulire amakulu g’emmunyeenye omusanvu z’olabye mu mukono gwange ogwa ddyo, era n’ebikondo eby’ettaala ebya zaabu omusanvu. Emmunyeenye omusanvu be bamalayika b’Ekkanisa omusanvu, ate ebikondo by’ettaala eza zaabu omusanvu ze Kkanisa omusanvu.”
୨୦ମର୍ ଉଜାବାଟେ ରଇବା ସାତ୍ଟା ତାରା ଆରି, ସାତ୍ଟା ସୁନାର୍ ବତି ଡାଣ୍ଡିର୍ ଅରତ୍ ମୁଇ ତମ୍କେ କଇଦେବି । ସେ ସାତ୍ଟା ବତିଡାଣ୍ଡି ଅଇଲାନି ସାତ୍ଟା ମଣ୍ଡଲି । ସାତ୍ଟା ତାର୍ମନ୍ ଅଇଲାଇନି, ସାତ୍ଟା ମଣ୍ଡଲିର୍ ଦାଇତ୍ ନେବା ଦୁତ୍ମନ୍ ।