< १ इतिहास 7 >
1 इस्साखारका चार छोराहरू तोला, पूवा, याशूब र शिम्रोन थिए ।
ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।
2 तोलाका छोराहरू उज्जी, रपायाह, यरीएल, यहमै, यिब्साम र शमूएल थिए । तोलाका सन्तानबाट तिनीहरू आ-आफ्ना पिताहरूका घरानाहरूका मुखियाहरू थिए, र आफ्ना पुस्ताका बिचमा तिनीहरू शक्तिशाली योद्धाहरूका रूपमा सूचीकृत थिए । दाऊदको समयमा तिनीहरूको संख्या २२,६०० थियो ।
ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍ସମ୍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।
3 उज्जीका छोरा यिज्यहि थिए । यिज्यहिका छोराहरू मिखाएल, ओबदिया, योएल र यिश्याह थिए । यी पाँच जना सबै वंशका मुखियाहरू थिए ।
ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।
4 तिनीहरूका साथै तिनीहरूसँग पुर्खाका वंशअनुसार युद्ध गर्नलाई छत्तिस हजार योद्धाहरू थिए, किनकी तिनीहरूका धेरै पत्नीहरू र छोराहरू थिए ।
ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।
5 इस्साखारका सबै वंशबाट तिनीहरूका आफन्तहरू योद्धाहरू थिए र तिनीहरूका वंशमा सूचीकृत भएअनुसार तिनीहरूका सङ्ख्या जम्मा सतासी हजार योद्धा थिए ।
ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।
6 बेन्यामीनका तिन जना छोराहरू बेला, बेकेर र येदीएल थिए ।
ଆଉ ବିନ୍ୟାମୀନ୍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।
7 बेलाका पाँच छोराहरू यसम्बोन, उज्जी, उज्जीएल, यरीमोत र ईरी थिए । तिनीहरू सिपाहीहरू र आ-आफ्ना पिताका घरानाहरूका मुखियाहरू थिए । तिनीहरूका पुर्खाका वंशमा सूचीकृत भएअनुसार तिनीहरूका योद्धाहरूको संख्या २२,०३४ थियो ।
ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।
8 बेकेरका छोराहरू जमीरा, योआश, एलीएजर, एल्योएनै, ओम्री, यरेमोत, अबिया, अनातोत र आलेमेत थिए । यी सबै तिनका छोराहरू थिए ।
ଆଉ ବେଖରର ପୁତ୍ରଗଣ; ସମୀର୍, ଯୋୟାଶ୍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍, ଅବୀୟ, ଅନାଥୋତ୍ ଓ ଆଲେମତ୍। ଏସମସ୍ତେ ବେଖରର ସନ୍ତାନ।
9 तिनीहरूका पुर्खाका घरानाहरूका मुखियाहरूको वंशहरू र योद्धाहरू सङ्ख्या २०,२०० र थिए ।
ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।
10 येदीएलका छोरा बिल्हान थिए । बिल्हानका छोराहरू येऊश, बेन्यामीन, एहूद, केनाना, जेतान, तर्शीश र अहीशहर थिए ।
ଯିଦୀୟେଲର ପୁତ୍ର ବିଲ୍ହନ୍ ଏବଂ ବିଲ୍ହନ୍ର ପୁତ୍ରଗଣ ଯିୟୂଶ୍, ବିନ୍ୟାମୀନ୍, ଏହୂଦ, କନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର;
11 यी सबै येदीएलका छोराहरू थिए । तिनीहरूको वंशको सूचीमा १७,२०० घरानाका मुखियाहरू र सैनिक सेवाको निम्ति योद्धाहरू थिए ।
ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
12 (शुप्पीहरू र हुप्पीहरू इरका छोराहरू थिए, र हुशीहरू अहेरका छोराहरू थिए ।)
ଶୁପ୍ପୀମ୍ ମଧ୍ୟ ଓ ହୁପ୍ପୀମ୍, ଈର୍ର ସନ୍ତାନଗଣ, ହୂଶୀମ୍, ଅହେରର ସନ୍ତାନଗଣ।
13 नप्तालीका छोराहरू यहसेल, गुनी, येसेर र शिल्लेम थिए । यी बिल्हाका नातिहरू थिए ।
ନପ୍ତାଲିର ପୁତ୍ରଗଣ; ଯହସୀୟେଲ୍, ଗୂନି, ଯେତ୍ସର ଓ ଶଲ୍ଲୁମ୍, ଏମାନେ ବିଲ୍ହାର ବଂଶ।
14 मनश्शेका अस्रीएल नाम गरेका छोरा थिए, जसलाई अरामी उपपत्नीले जन्माएकी थिइन् । तिनले पनि गिलादका पिता माकीरलाई जन्माइन् ।
ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।
15 माकीरले हुप्पीहरू र शुप्पीहरूबाट एउटी पत्नी ल्याए । माकीरकी बहिनीको नाउँ माका थियो । मनश्शेका अर्का सन्तानको नाउँ सलोफाद थियो, जसका छोरीहरू मात्र थिए ।
ଏହି ମାଖୀର ହୁପ୍ପୀମ୍ ଓ ଶୁପ୍ପୀମ୍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍ଫାଦ୍ ଓ ସଲଫାଦର କନ୍ୟାମାନେ ଥିଲେ।
16 माकीरकी पत्नी माकाले एउटा छोरो जन्माइन् र तिनको नाउँ तिनले पेरेश राखिन् । तिनका भाइको नाउँ शेरेश थियो, र तिनका छोराहरू ऊलाम र राकेम थिए ।
ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍।
17 ऊलामका छोरा बदान थिए । मनश्शेका नाति माकीरका छोरा गिलादका सन्तानहरू यी नै थिए ।
ଉଲମ୍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।
18 गिलादकी बहिनी हम्मोलेकेतले ईशोद, अबीएजेर र महलाल लाई जन्माइन् ।
ଆଉ ତାହାର ଭଗିନୀ ହମ୍ମୋଲେକତ୍, ଇଶ୍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।
19 शमीदाका छोराहरू अहियन, शकेम, लिखी र अनीआम थिए ।
ଆଉ ଶମୀଦାର ପୁତ୍ର ଅହୀୟନ୍, ଶେଖମ୍, ଲିକ୍ହି ଓ ଅନୀୟାମ୍।
20 एफ्राइमका सन्तानहरू यसप्रकार थिएः एफ्राइमका छोरा शूतेहल थिए । शूतेहलका छोरा बेरेद थिए । बेरेदका छोरा तहत थिए । तहतका छोरा एलादा थिए । एलदका छोरा छोरा तहत थिए ।
ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ,
21 तहतका छोरा जाबाद थिए । जाबादका छोरा शूतेहल थिए । (एसेर र एलादलाई चाहिं गातका मनिसहरूका गाईबस्तु लुट्न जाँदा त्यहाँका आदिवासीले मारे ।)
ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ, ଏସର୍ ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।
22 तिनीहरूका पिता एफ्राइमले तिनीहरूको निम्ति धेरै दिनसम्म शोक गरे, र तिनका दाजुभाइ तिनलाई सान्त्वना दिन आए ।
ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ।
23 तिनले आफ्नी पत्नीसित सहवास गरे । तिनी गर्भवती भइन् र एउटा छोरा जन्माइन् । त्यसको नाउँ एफ्राइमले बरीआ राखे, किनभने तिनको परिवारमा दुःख आएको थियो ।
ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।
24 तिनकी छोरी शेराह थिइन्, जसले तल्लो र माथिल्लो बेथ-होरोन अनि उज्जेन-शेराह बनाइन् ।
ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।
25 तिनका छोरा रपाह थिए । रपाहका छोरा रेशेप थिए । रेपेशका छोरा तेलह थिए । तेलहका छोरा तहन थिए ।
ତାହାର ପୁତ୍ର ରେଫହ ଓ ରେଶଫ୍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;
26 तहनका छोरा लादान थिए । लादानका छोरा अम्मीहूद थिए । अम्मीहूदका छोरा एलीशामा थिए ।
ତାହାର ପୁତ୍ର ଲାଦନ୍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା;
27 एलीशामाका छोरा नून थिए । नूनका छोरा यहोशू थिए ।
ତାହାର ପୁତ୍ର ନୂନ, ତାହାର ପୁତ୍ର ଯିହୋଶୂୟ।
28 तिनीहरूका सम्पत्ति र बसोबास गरेका ठाउँहरू बेथेल र त्यसका वरिपरीका गाउँहरू थिए । तिनीहरू पूर्वमा नारान, पश्चिममा गेजेर र त्यसका बस्तीहरू, र शकेम र त्यसका बस्तीहरू अय्याह र त्यसका बस्तीहरूसम्म फैलिए ।
ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;
29 मनश्शेको सिमानामा बेथ-शान र त्यसका गाउँहरू, तानाक र त्यसका गाउँहरू, मगिछो र त्यसका गाउँहरू र दोर र त्यसका गाउँहरू थिए । यी नगरहरूमा इस्राएलका छोरा योसेफका सन्तानहरू बसोबास गरे ।
ଆହୁରି ମନଃଶି-ସନ୍ତାନଗଣର ସୀମା ପାର୍ଶ୍ୱସ୍ଥ ବେଥ୍-ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।
30 आशेरका छोराहरू यिम्ना, यिश्वा, यिश्वी र बरीआ थिए । तिनीहरूकी बहिनी सेरह थिइन् ।
ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।
31 बरीआका छोराहरू हेबेर र बिर्जेतका पिता मल्कीएल थिए ।
ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍କୀୟେଲ।
32 हेबेरका छोराहरू यप्लेत, शोमेर र होताम थिए । तिनीहरूकी बहिनी शूअ थिइन् ।
ପୁଣି, ହେବର, ଯଫ୍ଲେଟ୍, ଶୋମର, ହୋଥମ୍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।
33 यप्लेतका छोराहरू पासक, बिम्हाल र अश्वात थिए । यिनीहरू यप्लेतका सन्तान थिए ।
ଯଫ୍ଲେଟର ପୁତ୍ର ପାସକ, ବିମ୍ହଲ୍ ଓ ଅଶ୍ୱତ୍। ଏମାନେ ଯଫ୍ଲେଟ୍ର ସନ୍ତାନ।
34 यप्लेतका भाइ शोमेरका छोराहरू अही, रोहगा, हूब्बा र अराम थिए ।
ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ।
35 शोमेरका भाइ हेलेमका छोराहरू सोपह, यिम्न, शेलेश र आमाल थिए ।
ତାହାର ଭ୍ରାତା ହେଲମର ପୁତ୍ର ଶୋଫହ, ଯିମ୍ନ, ଶେଲଶ୍ ଓ ଆମଲ।
36 सोपहका छोराहरू सूह, हर्नेपेर, शूआल, बरी, यिम्राह,
ଶୋଫହର ପୁତ୍ର ସୂହ, ହର୍ଣ୍ଣେଫର୍, ଶୂୟାଲ, ବେରୀ ଓ ଯିମ୍ର;
37 बेसेर, होद, शामा, शिल्शा, यित्रान र बीरा थिए ।
ବେତ୍ସର, ହୋଦ୍, ଶମ୍ମା, ଶିଲ୍ଶ, ଯିତ୍ରନ୍ ଓ ବେରା।
38 येतेरका छोराहरू यपुन्ने, पिस्पा र अरा थिए ।
ଯେଥରର ପୁତ୍ର ଯିଫୁନ୍ନି, ପିଷ୍ପ ଓ ଅରା।
39 उल्लाका छोराहरू आरा, हन्नीएल र रिसिया थिए ।
ଆଉ ଉଲ୍ଲର ପୁତ୍ର ଆରହ, ହନ୍ନୀୟେଲ ଓ ରିତ୍ସୀୟ।
40 यी सबै आशेरका सन्तानहरू थिए । तिनीहरू वंश पुर्खाहरू, पिताका घरानाहरूका मुखियाहरू, विशिष्ट मानिसहरू, योद्धाहरू, र अगुवाहरूका मुखिया थिए । तिनीहरूको वंशावलीको सूचीअनुसार सेनाको लागि योग्य मानिसहरूको संख्या छबिस हजार थियो ।
ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀ କ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।