< २ राजाहरू 14 >
1 इस्राएलका राजा यहोआहाजको छोरा यहोआशको दोस्रो वर्षमा यहूदाका राजा योआशका छोरा अमस्याहले राज्य गर्न थाले ।
ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 तिनले राज्य गर्न सुरु गर्दा तिनी पच्चिस वर्षका थिए । तिनले यरूशलेममा उनन्तिस वर्ष राज्य गरे । तिनकी आमाको नाउँ यहोअदीन थियो जो यरूशलेमकी थिइन् ।
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
3 परमप्रभुको दृष्टिमा जे ठिक थियो, तिनले त्यही गरे, तापनि तिनका पुर्खा दाऊदले गरेझैँ भने होइन । आफ्ना पिता योआशले गरेका हरेक काम तिनले गरे ।
ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।
4 तर डाँडाका थानहरू हटाइएनन् । मानिसहरूले अझै पनि डाँडाका थानहरूमा बलि चढाए र धूप बाले ।
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 तिनको शासन सुदृढ हुनेबित्तिकै आफ्ना पिताको अर्थात् राजाको हत्या गर्ने सेवकहरूलाई तिनले मारे ।
ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
6 तापनि तिनले हत्याराहरूका छोराहरूलाई भने मारेनन् । बरु, तिनले मोशाको व्यवस्थामा लेखिएअनुसार काम गरे, जस्तो परमप्रभुले यसो भनेर आज्ञा दिनुभएको थियो, “बुबाहरूलाई छोराछोरीका कारणले अनि छोराछोरीलाई बुबाहरूका कारणले मार्नुहुँदैन । बरु, हरेक व्यक्तिलाईउसको आफ्नै पापको कारणले मार्नुपर्छ ।”
“ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।
7 नुनको उपत्यकामा एदोमका दस हजार सिपाहीलाई तिनले मारे । तिनले युद्धमा सेलालाई जिते त्यसको नाउँ योक्तेल राखे जसको नाउँ आजको दिनसम्म पनि त्यही छ ।
ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
8 तब अमस्याहले इस्राएलका राजा येहूका नाति, यहोआहाजका छोरा यहोआशकहाँ यसो भनी सन्देशवाहकहरू पठाए, “आउनुहोस्, हामी युद्धमा एक-अर्कालाई आमनेसामने भेटौँ ।”
ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
9 तर इस्राएलका राजा यहोआशले यहूदाका राजा अमस्याहलाई यसो भनी सन्देशवाहकहरू पठाए, “लेबनानको एउटा सिउँडीले लेबनानकै एउटा देवदारुलाई यसो भनेर सन्देश पठायो, 'तिम्री छोरी मेरा छोरासित विवाह गरिदेऊ ।' तर लेबनानमा भएको जङ्गली जनावर त्यताबाट हिंड्यो र सिउँडीलाई कुल्च्यो ।
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
10 तिमीले साँच्चै एदोमलाई आक्रमण गर्यौ, र तिम्रो शेखी बढेको छ । आफ्नो विजयमा गर्व गर, तर घरमै बस किनकि तिमीले किन आफैलाई सङ्कष्टमा पार्ने अनि तिमी र यहूदा पनि दुवै किन पतन हुने?”
ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
11 तर अमस्याहले यो कुरा सुनेनन् । त्यसैले इस्राएलका राजा यहोआशले आक्रमण गरे, अनि तिनी र यहूदाका राजा अमस्याह यहूदाको बेथ-शेमेशमा एक-अर्कासित आमनेसामने भेटे ।
ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
12 इस्राएलद्वारा यहूदा पराजित भयो, र हरेक मानिस घर भाग्यो ।
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
13 बेथ-शेमेशमा इस्राएलका राजा यहोआशले अहज्याहका नाति, योआशका छोरा यहूदाका राजा अमस्याहलाई समाते । तिनी यरूशलेममा आए र तिनले एफ्राइमको ढोकादेखि कुने ढोकासम्म लगभग दुई सय मिटर लामो यरूशलेमको पर्खाल भत्काइदिए ।
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
14 तिनले परमप्रभुको मन्दिरमा भेट्टाइएका सबै सुन र राजदरबारका मुल्यवान् थोकहरूका साथमा केही बन्दीहरूलाई समेत लगे र सामरिया फर्के ।
ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।
15 यहोआश, तिनले गरेका सबै काम, तिनको शक्ति र कसरी तिनले यहूदाका राजा अमस्याहसित लडे भन्ने बारेमा इस्राएलका राजाहरूको इतिहासको पुस्तकमा लेखिएका छैनन् र?
ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
16 तब यहोआश आफ्ना पुर्खाहरूसित सुते, र इस्राएलका राजाहरूसँगै सामरियाम गाडिए, अनि तिनको ठाउँमा तिनका छोरा यारोबाम राजा भए ।
ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।
17 इस्राएलका राजा यहोआहाजका छोरा येहोआशको मृत्युपछि यहूदाका राजा योआशका छोरा अमस्याह पन्ध्र वर्ष बाँचे ।
ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
18 अमस्याहका विषयमाभएका अन्य कुराहरूका बारेमा यहूदाका राजाहरूको इतिहासको पुस्तकमा लेखिएका छैनन् र?
ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
19 तिनीहरूले यरूशलेममा अमस्याहको विरुद्धमा षड्यन्त्र रचे र तिनी लाकीशमा भागे । तिनी लाकीशमा भागे तर तिनीहरूले तिनको पिछा गर्न लाकीशमा मानिसहरू पठाए, र तिनलाई त्यहीँ मारे ।
ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
20 तिनीहरूको तिनको लाशलाई घोडाहरूमा राखेर ल्याए र दाऊदको सहरमा तिनी आफ्ना पुर्खाहरूसितै गाडिए ।
ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।
21 यहूदाका सारा मानिसले सोह्र वर्षका अजर्याहलाई लिए र तिनलाई आफ्ना पिता अमस्याहको ठाउँमा राजा बनाए ।
ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ।
22 राजा अमस्याह आफ्ना पुर्खाहरूसित सुतेपछि अजर्याहले नै एलात सहरलाई पुनर्निर्माण गरे र त्यसलाई यहूदामा फिर्ता दिए ।
ରାଜା ଅମତ୍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
23 यहूदाका राजा योआशका छोरा अमस्याहको पन्ध्रौँ वर्षमा इस्राएलका राजा येहोआशका छोरा यारोबामले सामरियामा राज्य गर्न थाले । तिनले एकचालिस वर्ष राज्य गरे ।
ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
24 परमप्रभुको दृष्टिमा जे खराब थियो, तिनले त्यही गरे । इस्राएललाई पाप गर्न लगाउने नबातका छोरा यारोबामको कुनै पनि पापबाट तिनी फर्केनन् ।
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25 इस्राएलका परमप्रभु परमेश्वरले आफ्ना सेवक गात-हेपेरका अमित्तैका छोरा योना अगमवक्ताद्वारा बोल्नुभएको वचनअनुसार लेबोहमातदेखि अराबाको समुद्रसम्म इस्राएलका सिमानालाई तिनले पुनर्स्थापित गरे ।
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।
26 किनकि फुक्का र स्वतन्त्र हरेक इस्राएलीले कष्ट भोगिरहेको परमप्रभुले देख्नुभयो, र इस्राएलको लागि कुनै उद्धारक थिएन ।
କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
27 त्यसैले आकाशमुनि इस्राएलको नाउँ परमप्रभुले मेट्नुहुनेछैन भनी उहाँले भन्नुभयो । बरु उहाँले तिनीहरूलाई येहोआशका छोरा यारोबामको हातबाट बचाउनुभयो ।
ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
28 यारोबाम, तिनले गरेका सबै काम, तिनको शक्ति, कसरी तिनले युद्ध गरे र यहूदाको अधीनमा रहेका दमस्कस र हमातलाई इस्राएललाई फिर्ता गराए भन्ने बारेमा इस्राएलका राजाहरूको इतिहासको पुस्तकमा लेखिएका छैनन् र?
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
29 यारोबाम आफ्ना पुर्खाहरू इस्राएलका राजाहरूसित सुते, र तिनको ठाउँमा तिनका छोरा जकरिया राजा भए ।
ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।