< 2 Korintierne 10 >
1 Men jeg, Paulus, formaner eder ved Kristi saktmodighet og mildhet, jeg som for eders øine er ydmyk iblandt eder, men fraværende er djerv mot eder;
୧ମୁଇ ପାଉଲ୍ ତମ୍କେ ବାବୁଜିଆ କଲିନି, ମୁଇ ତମର୍ ସଙ୍ଗ୍ ରଇଲାବେଲେ, ତମ୍କେ ଲାଗ୍ବାକେ ଡର୍ସି ବଲି କେତେଲକ୍ କଇଲାଇନି । ମାତର୍ ଲେକ୍ବାକେ ସାଆସ୍ ଅଇକରି ବାଦ୍ଲାପାରା ଲେକ୍ଲାନି ବଲି କଇଲାଇନି । ଆମେ କିରିସ୍ଟର୍ ସଙ୍ଗ୍ ଗାଲୁନି, ଜେ କି ବେସି ସୁଆଲ୍ ଆରି ଦରମ୍ । ସେଟା ନେଇକରି ବାବୁଜିଆ କଲିନି ।
2 men jeg ber om at når jeg nu kommer, må jeg slippe for å være djerv med den frimodighet hvormed jeg akter å gå dristig frem mot somme folk som akter oss for slike som vandrer på kjødelig vis.
୨ମୁଇ ତେନେ ଆଇଲାବେଲେ ତମର୍ ଚଲାଚଲ୍ତି ନିକ ଅଇରଅ । ଜେନ୍ତାରି କି ମୁଇ ତମ୍କେ ଲାଗ୍ବାକେ ନ ପଡେ । ମାତର୍ ଜନ୍ ଲକ୍ମନ୍ ଏ ଜଗତର୍ ଲକ୍ ପାରା ନିଜର୍ ମନ୍ କଲା ଇସାବେ ଗାଲାଇନି ବଲି ଆମର୍ ବିସଇନେଇ କଇଲାଇନି, ସେମନ୍କେ ଲାଗ୍ବାକେ ମୁଇ ନ ଡରି ।
3 For om vi enn vandrer i kjødet, så strider vi dog ikke på kjødelig vis;
୩ଆମେ ଏ ଜଗତେ ବଁଚ୍ଲୁନି ଏଟା ସତ୍, ମାତର୍ ଲକ୍ମନର୍ ଗିଆନ୍ ସଙ୍ଗ୍ ଜୁଜିକରି ରଉନାଇ ।
4 for våre stridsvåben er ikke kjødelige, men mektige for Gud til å omstyrte festnings-verker,
୪ଜନ୍ ଆତ୍ ଆତିଆର୍ ସଙ୍ଗ୍ ଆମେ ଜୁଜ୍ଲୁନି, ସେଟା ଲକ୍ମନର୍ଟାନେଅନି ଆସେନାଇ, ମାତର୍ ସେଟା ବେସି ବପୁର୍ ସଙ୍ଗ୍ ରଇବା ପର୍ମେସରର୍ ଟାନେଅନି ଆଇସି । ଏ ବପୁ ସଙ୍ଗ୍ ପର୍ମେସରର୍ ବିରୁଦେ ତାର୍ ସତ୍ରୁମନ୍ ଉଟାଇରଇବା ଡାଁଟର୍ କତି ଜାକ ଆରି ଲକ୍ମନର୍ ମନ୍ ବିତ୍ରେ ଦଦାପେଲା ଅଇବା ଚିନ୍ତା ସବୁ ଆମେ ଆରାଇପାର୍ବୁ ।
5 idet vi omstyrter tankebygninger og enhver høide som reiser sig mot kunnskapen om Gud, og tar enhver tanke til fange under lydigheten mot Kristus,
୫ବଡ୍ପନ୍ ଅଇବା ଲକ୍ମନ୍ ପର୍ମେସରର୍ ବିରୁଦେ ନିଜ୍କେ ଉଟାଇବାଟା ଆରି ଜେତ୍କି ସବୁ ଚିନ୍ତା ପର୍ମେସରର୍ ଗିଆନ୍ ଉପ୍ରେ ଉଟ୍ସି, ସେଟା ସବୁ ଜାକ ଆମେ ବାନ୍ଦିକରି କିରିସ୍ଟକେ ମାନତ୍ ବଲି ସର୍ପାଇବୁ ।
6 og er rede til å straffe all ulydighet, når først eders lydighet er blitt fullkommen.
୬ତମେ କିରିସ୍ଟର୍ ଆଦେସ୍ ସବୁ ମାନ୍ଲାଟା ଦେକାଇଲା ପଚେ, ତେଇ ରଇବା ଜେତ୍କି ସବୁ ବିସ୍ବାସିମନ୍, ଜନ୍ଲକ୍ମନ୍ କି ତାର୍ ଆଦେସ୍ ମାନ୍ବାକେ ମନ୍ କରତ୍ ନାଇ, ସେମନ୍କେ ଡଣ୍ଡ୍ ଦେବାକେ ଆମେ ଜାଗ୍ରତ୍ ଅଇକରି ରଇବୁ ।
7 I ser bare på det utvortes! Om nogen er viss med sig selv at han hører Kristus til, han dømme atter hos sig selv at likesom han hører Kristus til, således og vi.
୭ତମେ ଲକ୍ମନର୍ ବାଇରର୍ ବିସଇ ଦେକ୍ଲାସ୍ନି । କାଇକେବଇଲେ ତମର୍ ବିତ୍ରେ କେତେଲକ୍ ବୁଲ୍ ଚିନ୍ତାକରି ଆମେସେ କିରିସ୍ଟର୍ ସତ୍ ସେବାକରୁମନ୍ ବଲି ବାବ୍ଲାଇନି । ସେମନ୍ ଆରିତରେକ୍ ନିଜର୍ ବିସଇ ଚିନ୍ତାକରି ଦେକ୍ବାର୍ ଆଚେ । କାଇକେବଇଲେ ସେମନ୍ ଜେନ୍ତାରି ଆଚତ୍ ଆମେ ମିସା ସେନ୍ତାରି କିରିସ୍ଟର୍ ସତ୍ ଦାସ୍ ।
8 For om jeg enn vil rose mig noget mere av vår makt, som Herren har gitt oss til å opbygge eder og ikke til å nedbryte, så vil jeg ikke bli til skamme,
୮ତମର୍ ଉପ୍ରେ ଆମର୍ ଅଦିକାର୍ ଆଚେ । ସେଟା ପର୍ମେସର୍ ଆମ୍କେ ଦେଇରଇଲା । ମାତର୍ ସେ ଅଦିକାରର୍ ବିସଇନେଇ ଜଦି ମୁଇ ବେସି ବଡ୍ପନ୍ ଅଇଲିଆଚି, ସେଟାର୍ପାଇ ମକେ ଲାଜ୍ ନ ଲାଗେ । ତମ୍କେ ନସ୍ଟ କର୍ବା ଅଦିକାର୍ ସେ ମକେ ଦେଏନାଇ, ମାତର୍ ଜେନ୍ତି କି ତମର୍ ବିସ୍ବାସ୍ ଡାଁଟ୍ କରାଇବି ।
9 forat jeg ikke skal synes likesom å ville skremme eder med mine brev.
୯ଏ ଚିଟି ଲେକିକରି ମୁଇ ତମ୍କେ ଡରାଇବାକେ ମନ୍ କରିନାଇ ।
10 For brevene, sier de, er myndige og djerve; men det legemlige nærvær er skrøpelig, og hans tale aktes for intet.
୧୦ମାତର୍ ତମ୍କେ ଲେକ୍ଲାବେଲେ ଦମ୍କାଇ କରି ଲେକ୍ଲିନି ବଲି କେତେଲକ୍ କଇଲାଇନି । ମାତର୍ ତମର୍ ସଙ୍ଗ୍ ରଇଲାବେଲେ ମୁଇ ଦୁର୍ବଲ୍ ଅଇକରି ମର୍ କଇଲା ପଦ୍ କାଇ ମୁଲିଅ ନାଇ ପାରା ରଇଲା ।
11 Den som taler så, han må tenke sig det at slik som vi fraværende er i ord i våre brev, slik er vi og nærværende i gjerning.
୧୧ଜନ୍ ଲକ୍ମନ୍ ଏନ୍ତାରି କାତା ଅଇବାଇ, ଚିଟିଟାନେ ଆମେ ଜନ୍ ବିସଇ ଲେକିଆଚୁ, ତେଇ ଆଇଲେ, ସମାନ୍ ବିସଇସେ କର୍ବୁ ବଲି ସେମନ୍ ଜାନ୍ବାର୍ ଆଚେ ।
12 For vi tør ikke regne oss iblandt eller ligne oss med visse folk som gir sig selv skussmål; men når disse måler sig med sig selv og ligner sig med sig selv, så mangler de forstand;
୧୨ଜନ୍ଲକ୍ମନ୍ ଆମେ ନିଜେ ବଡ୍ଲକ୍ ବଲି ବାବିଅଇଲାଇନି, ସେମନର୍ ସଙ୍ଗ୍ ସମାନ୍ ଅଇବାକେ ଆମେ ମନ୍ କରୁନାଇ । ସେମନ୍ ସବୁର୍ଟାନେ ଅନି ଆମେ ଆକା ଜାନିଆଚୁ ବଲି ବୁଲ୍ ଚିନ୍ତା କଲାଇନି । ସେମନ୍ ସତଇସେ ବକୁଆ । ନିଜ୍କେ ନାପ୍ବାକେ, ନାପି ଅଇବାଟା ନିଜେ ତିଆର୍ କଲାଇନି । ନିଜ୍କେ ବିଚାର୍ କର୍ବାକେ ପରିକା ନିଜେ ତିଆର୍ କଲାଇନି ।
13 vi derimot vil ikke rose oss over all måte, men efter målet av det område Gud har tildelt oss som mål: at vi skulde nå frem like til eder.
୧୩ମାତର୍ ଆମେ, ଆମର୍ କାମ୍ ବିସଇନେଇ ଅଦିକ୍ ବଡ୍ପନ୍ ଅଉନାଇ । ଆମେ ଜେତ୍କି ବଡ୍ପନ୍ ଅଇବାର୍ ଆଚେ ସେତ୍କି ବଡ୍ପନ୍ ଅଇବୁ । ପର୍ମେସର୍ ଆମ୍କେ ଜେତ୍କି କାମ୍ ଦେଲାଆଚେ, ସେତ୍କି କାମେ, ଆମେ ବଡ୍ପନ୍ ଅଇବୁ । ଆରି ତମର୍ ବିତ୍ରେ ଆମେ କର୍ବା କାମ୍ ମିସା ତେଇ ମିସ୍ଲା ଆଚେ ।
14 For vi strekker oss ikke ut over vårt mål, som om vi ikke var nådd frem til eder - vi er jo kommet like til eder med Kristi evangelium -
୧୪ପର୍ମେସର୍ ଆମ୍କେ ଦେଇରଇବା କାମେ ତମେ ମିସ୍ଲାର୍ପାଇ କିରିସ୍ଟର୍ ସୁବ୍କବର୍ ନେଇକରି ଆଇଲାବେଲେ, ପର୍ମେସର୍ ଆମ୍କେ ଦେଲା କାମେଅନି ବାଇରେ ଜାଏ ନାଇ ।
15 idet vi ikke roser oss over all måte, av andres arbeide, men har det håp at eders tro vil vokse, og vi således bli overvettes store iblandt eder efter vårt mål,
୧୫ତେବର୍ପାଇ ବିନ୍ ଲକର୍ କାମ୍ କଲାଟା ନେଇକରି ଆମେ ନିଜେ ଡାକ୍ପୁଟା ଅଉନାଇ । ସେ କାମ୍ କର୍ବାକେ ପର୍ମେସର୍ ଆମ୍କେ ଦେଏ ନାଇ । ମାତର୍ ତମର୍ ବିସ୍ବାସ୍ ଡାଟ୍ ଅ ବଲି ଆମେ ମନ୍ କଲୁନି । ଜେନ୍ତିକି ତମର୍ ଜାଗାଇ ଆମେ କର୍ବା କାମ୍ ଅଦିକ୍ ଅଦିକ୍ ଅଇସି । କାଇକେବଇଲେ ପର୍ମେସର୍ ଆମ୍କେ ଦେଇରଇବା କାମେଅନି ଅଦିକ୍ କର୍ବାକେ ଆମେ ମନ୍ କରୁନାଇ ।
16 så vi kan føre evangeliet frem til de land som ligger på hin side av eder, og ikke innenfor andres område rose oss av det som alt er virket.
୧୬ସେନ୍ତାର୍ଆଲେ ଆମେ ଜାଇକରି କିରିସ୍ଟର୍ ସୁବ୍କବର୍ ତମର୍ ଜାଗାଇ ଅନି ତେନ୍କର୍ ଜାଗା ମନ୍କେ ଜାନାଇବୁ । କାଇକେବଇଲେ ଆମ୍କେ ଦେଇରଇବା କାମେସେ ଆମେ ବଡ୍ପନ୍ ଅଇବୁ ବଲି ମନ୍ କଲୁନି । ବିନ୍ ଲକ୍ କରିରଇବା କାମ୍ଟାନେ ବଡ୍ପନ୍ ନ ଅଉଁ ।
17 Men den som roser sig, rose sig i Herren!
୧୭ସାସ୍ତର୍ କଇଲାପାରା “ଜେ ବଡ୍ପନ୍ ଅଇବାକେ ମନ୍ କଲାନି, ସେ ମାପ୍ରୁ କଲା କାମେସେ ବଡ୍ପନ୍ ଅଇବାର୍ ଆଚେ ।”
18 for ikke den som gir sig selv skussmål, holder prøve, men den som Herren gir skussmål.
୧୮କାଇକେ ବଇଲେ ଗଟେକ୍ ଲକ୍ ନିଜେ ବଲ୍ ବଲାଇଅଇଲେ, ମାପ୍ରୁ ତାକେ ଅଦିକାର୍ ନ ଦେଏ । ମାତର୍ ମାପ୍ରୁ ଦେକ୍ବା ଇସାବେ ଜେ ନିକ, ସେ ତାର୍ ନିଜର୍ ଲକ୍ ଅଇସି ।