< Kolossenserne 1 >
1 Paulus, ved Guds vilje Kristi Jesu apostel, og broderen Timoteus
୧ଏ ଚିଟି ମୁଇ ପାଉଲ୍ ଆରି ବିସ୍ବାସର୍ ଲାଗି ଆମର୍ ବାଇଅଇରଇବା ତିମତି ମିସି ଲେକ୍ଲୁନି । ପର୍ମେସର୍ ମକେ ବାଚ୍ଲାର୍ପାଇ ମୁଇ ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି ।
2 - til de hellige og troende brødre i Kristus i Kolossæ: Nåde være med eder og fred fra Gud vår Fader!
୨କଲସି ନଅରେ ରଇବା ପର୍ମେସରର୍ ଲକ୍ମନ୍ ତମ୍କେ, ମୁଇ ଏ ଚିଟି ଲେକି ପାଟାଇଲିନି । ତମେ ଆମର୍ ବିସ୍ବାସ୍ ରଇବା ବାଇବଇନିମନ୍ ଆରି କିରିସ୍ଟର୍ ସଙ୍ଗ୍ ମିସିଆଚାସ୍ । ଆମର୍ ବାବା ପର୍ମେସର୍ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
3 Vi takker alltid Gud og vår Herre Jesu Kristi Fader når vi beder for eder,
୩ଆମେ ତମର୍ପାଇ ପାର୍ତନା କଲାବେଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଲୁନି ।
4 efterat vi har hørt om eders tro på Kristus Jesus og den kjærlighet som I har til alle de hellige,
୪କାଇକେବଇଲେ ମାପ୍ରୁ ଜିସୁକିରିସ୍ଟର୍ ତେଇ ରଇବା ତମର୍ ବିସ୍ବାସ୍ ଆରି ପର୍ମେସରର୍ ଲକ୍ମନର୍ ପାଇ ରଇବା ତମର୍ ଆଲାଦର୍ ବିସଇ ଆମେ ସୁନିଆଚୁ ।
5 for det håps skyld som er gjemt for eder i himlene, som I forut har hørt om ved sannhetens ord i evangeliet,
୫ତମେ ପର୍ତୁମ୍ ସୁବ୍ କବରର୍ ବିସଇ ସୁନ୍ଲାବେଲେ, ସୁବ୍କବରେ ରଇବା ଆସାକର୍ବା ବିସଇ ଜାନିରଇଲାସ୍ । ତେବର୍ପାଇ ତମେ ବିସ୍ବାସ୍ କରି ପର୍ମେସରର୍ ଲକ୍ମନ୍କେ ଆଲାଦ୍ କର୍ତେ ରଇଲାସ୍ । ତମର୍ପାଇ ସର୍ଗେ ତିଆର୍ ଅଇରଇବା ପୁରୁସ୍କାର୍ ଆସାକରି ଏନ୍ତାରି କଲାସ୍ ।
6 som er kommet til eder, likesom det og er i hele verden og bærer frukt og vokser som hos eder, fra den dag I hørte det og lærte å kjenne Guds nåde i sannhet,
୬ଗୁଲାଇ ଜଗତର୍ କେତେକ୍ କେତେକ୍ ଲକ୍ମନ୍ ଏ ସୁବ୍କବର୍ ବିସ୍ବାସ୍କରି ତାକର୍ ମନ୍ ବାଦ୍ଲାଇଲାଇନି । ତମେ ସୁବ୍କବର୍ ସୁନ୍ଲା ପର୍ତୁମ୍ ଦିନେଅନି ତମର୍ ବିତ୍ରେ ମିସା ଏନ୍ତାରିସେ ଅଇରଇଲା ଆରି ପର୍ମେସର୍ ଜିବନ୍ ଦୁକାଇଲା ସତ୍ ବିସଇ ତମେ ପୁରାପୁରୁନ୍ ଜାନିରଇଲାସ୍ ।
7 således som I har lært av Epafras, vår elskede medtjener, som er en tro Kristi tjener for eder,
୭ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲା ବିସଇ ଆମର୍ ଆଲାଦର୍ ଗତିଦାଙ୍ଗ୍ଡା ଏପାପରାସ୍ ତମ୍କେ ସିକାଇରଇଲା । ଆମର୍ ବାଦୁଲେ ସେ ବିସ୍ବାସ୍ ରଇକରି କିରିସ୍ଟକେ ସେବାକଲାନି ।
8 han som også har fortalt oss om eders kjærlighet i Ånden.
୮ପର୍ମେସର୍ ଲକ୍ମନ୍କେ ଆଲାଦ୍ କର୍ବାକେ ତମ୍କେ ସୁକଲ୍ଆତ୍ମା କେନ୍ତାରି ସାଇଜ କଲାଆଚେ ବଲି ଏପାପରସ୍ ଆମ୍କେ ଜାନାଇଆଚେ ।
9 Derfor holder vi fra den dag vi hørte det, ikke op med å gjøre bønn for eder og bede at I må fylles med kunnskap om hans vilje i all åndelig visdom og forstand,
୯ଆମେ ତମର୍ ବିସଇର୍ ଏ ନିକ କବର୍ ସୁନିକରି, ତମର୍ପାଇ ପାର୍ତନା କରିଲାଗିଆଚୁ । ତାର୍ ସୁକଲ୍ଆତ୍ମାଇଅନି ପାଇରଇବା ଗିଆନ୍ ଆରି ବୁଜ୍ବା ବପୁସଙ୍ଗ୍ ସେ ମନ୍କଲାଟା ତମେ ପୁରାପୁରୁନ୍ ଜାନିପାର୍ସା ବଲି ଆମେ ମାପ୍ରୁକେ ଗୁଆରି କଲୁନି ।
10 at I kan vandre verdig for Herren til velbehag i alt, så I bærer frukt og vokser i all god gjerning ved kunnskapen om Gud,
୧୦ତେବର୍ପାଇ ତମେ ତାକେ ସାର୍ଦା କରାଇଲାପାରା ଚଲାଚଲ୍ତିକରି ସେ ମନ୍କଲାପାରା ଜିଉନାକାଉନା କର୍ସା । ବିନ୍ ଲକ୍ମନ୍କେ ସାଇଜ କରିଲାଗିରଇସା ଆରି ପର୍ମେସରର୍ ବିସଇ ଜାନ୍ବାକେ ଅଦିକ୍ ଅଦିକ୍ ବଡିଆଇସା ।
11 så I styrkes med all styrke efter hans herlighets kraft til all tålmodighet og langmodighet,
୧୧ତାର୍ ବଡ୍ ବପୁସଙ୍ଗ୍ ନିଜେ ବପୁଅଇ ତମେ ସାର୍ଦାସଙ୍ଗ୍ ମୁର୍ଚିକରି ରଇପାର୍ସା ।
12 så I med glede takker Faderen, som gjorde oss skikkede til å få del i de helliges arvelodd i lyset,
୧୨ବାବା ପର୍ମେସର୍ ଉଜଲର୍ ରାଇଜେ ତାର୍ ଲକ୍ମନର୍ ପାଇ ଜାଇଟା ଟୁଲିଆଇ ଆଚେ, ତେଇ ମିସ୍ବାକେ ସେ ତମ୍କେ ବାଚ୍ଲା ଆଚେ । ସେଟାର୍ପାଇ ସାର୍ଦା ସଙ୍ଗ୍ ତାକେ ଦନିଅବାଦ୍ ଦେଇସା ।
13 han som fridde oss ut av mørkets makt og satte oss over i sin elskede Sønns rike,
୧୩ସେ ଆମ୍କେ ଆନ୍ଦାରର୍ ବପୁତେଇଅନି ମୁକ୍ଲାଇକରି ତାର୍ ଆଲାଦର୍ ପଅର୍ ରାଇଜେ ଡାକିଆନିଆଚେ ।
14 i hvem vi har forløsningen, syndenes forlatelse.
୧୪ତାର୍ ପଅର୍ଲାଗି ସେ ଆମ୍କେ ମୁକ୍ଲାଇକରି ଆମର୍ ସବୁ ପାପ୍ କେମା କରିଦେଲାଆଚେ ।
15 Og han er et billede av Gud den usynlige, den førstefødte fremfor enhver skapning;
୧୫କିରିସ୍ଟ ନ ଡିସ୍ବା ପର୍ମେସରର୍ ସମାନ୍ ବାନିମୁର୍ତି ଆଚେ । ତିଆର୍ କରିରଇବା ସବୁର୍ ଉପ୍ରେ, ପର୍ତୁମ୍ ଜନମ୍ ଅଇଲା ପଅ ଇସାବେ, ତାର୍ ଅଦିକାର୍ ଆଚେ ।
16 for i ham er alle ting skapt, de i himlene og de på jorden, de synlige og de usynlige, enten det så er troner eller herredømmer eller makter eller myndigheter; alt er det skapt ved ham og til ham,
୧୬କାଇକେବଇଲେ ପର୍ମେସର୍ ତାର୍ଟାନେଅନି ସବୁ ବିସଇ ତିଆର୍କଲା ଆଚେ । ଜଗତେ ରଇବାଟା ସବୁଜାକ, ସର୍ଗେ ରଇବାଟା ସବୁଜାକ, ଡିସ୍ବାଟା ଆରି ନ ଡିସ୍ବାଟା, ବପୁରଇ ସାସନ୍ କର୍ବା ଦୁତ୍ମନ୍ ଆରି ଆତ୍ମା ରଇବାଟାମନ୍ । କିରିସ୍ଟର୍ତେଇଅନି ସବୁ ବିସଇ ତିଆର୍ କରିରଇଲା ଆରି ତାର୍ଲାଗିସେ ସବୁ ବଁଚିଆଚତ୍ ।
17 og han er før alle ting, og alle ting står ved ham.
୧୭କାଇଟା ତିଆର୍ ନ ଅଇତେ ସେ ରଇଲା, ଆରି ତାର୍ଟାନେ ସବୁ ବିସଇ ମିସିକରି ଚାଲ୍ତେରଇସି ।
18 Og han er hovedet for legemet, som er menigheten, han som er ophavet, den førstefødte av de døde, forat han i alle deler skulde være den ypperste;
୧୮ମଣ୍ଡଲି ଅଇଲାନି ତାର୍ ଗାଗଡ୍ ଆରି ସେ ମଣ୍ଡଲିର୍ ମୁଣ୍ଡ୍ । ମୁଣ୍ଡ୍ ଗାଗଡ୍କେ ସାସନ୍ କଲାପାରା, ସେ ମଣ୍ଡଲିକେ ସାସନ୍ କଲାନି । ତାକେସେ ପର୍ମେସର୍ ମରନେଅନି ପର୍ତୁମ୍ ଉଟାଇରଇଲା । ଜେନ୍ତିକି କିରିସ୍ଟ ସବୁର୍ ଉପ୍ରେ ସାସନ୍ କର୍ସି ।
19 for det var Guds vilje at hele hans fylde skulde ta bolig i ham,
୧୯କାଇକେବଇଲେ ପର୍ମେସର୍ ତାର୍ ପଅକେ ତାର୍ ପୁରାପୁରୁନ୍ ଗୁନ୍ଚଲନ୍ସଙ୍ଗ୍ ରଅ ବଲି ଟିକ୍ କରିରଇଲା ।
20 og ved ham å forlike alle ting med sig, idet han gjorde fred ved hans korses blod, - ved ham, enten det er de på jorden eller de i himlene.
୨୦ଆରି କିରିସ୍ଟର୍ଟାନେଅନି ସେ ତିଆର୍ କରିରଇବା ସବୁଜାକ, ତାର୍ଟାନେ ବାଉଡାଇ ଆନ୍ବି ବଲି ଟିକ୍ କରିରଇଲା । ଦର୍ତନିଟାନେ ରଇବାଟା ଅ କି ସର୍ଗେ ରଇବାଟା ଅ । ତାର୍ ପଅ କୁରୁସ୍କାଟେ ମରି ବନି ଜରାଇଲାର୍ପାଇ ସବୁ ବିସଇ ତାର୍ଟାନେ ସାନ୍ତିଅଇ ରଇସି ।
21 Også eder, som fordum var fremmede og fiender ved eders sinnelag, i de onde gjerninger,
୨୧ଗଟେକ୍ ବେଲାଇ ତମେ ପର୍ମେସରର୍ ଟାନେଅନି ବେଗ୍ଲି ରଇଲାସ୍ । ତମେ କରିରଇବା ଆରି ମନେ ବାବିରଇବା କାରାପ୍ ବିସଇର୍ ଲାଗି ତାର୍ ସତ୍ରୁ ଅଇରଇଲାସ୍ ।
22 eder har han nu forlikt i hans jordiske legeme ved døden, for å fremstille eder hellige og ulastelige og ustraffelige for sitt åsyn,
୨୨ମାତର୍ ଏବେ କିରିସ୍ଟ ନର୍ ରୁପ୍ ନେଇ ମଲାର୍ ପାଇ ସେ ତମ୍କେ ତାର୍ ମୁଆଟେ ସାନ୍ତି ସଙ୍ଗ୍ ଆଇବାକେ ଟିକ୍ କଲାଆଚେ । ତମେ ତାର୍ ମୁଆଟେ ଟିଆଅଇଲାବେଲେ ତମ୍କେ ପୁରାପୁରୁନ୍ ସୁକଲ୍ ଇସାବେ କାଇ ପାପ୍ ନ କରି, କାଇ ନିନ୍ଦା ନ ରଇଲା ଲକର୍ପାରା ସେ ଦେକ୍ସି ।
23 så sant I blir ved i troen, grunnfestet og faste, og ikke lar eder rokke fra det håp evangeliet gir, det som I har hørt, som er blitt forkynt for enhver skapning under himmelen, og som jeg, Paulus, er blitt tjener for.
୨୩ତମେ ବିସ୍ବାସ୍ କରିଲାଗିରଇଲେ, ତମର୍ ବିସ୍ବାସ୍ ଡାଟ୍ ରଇସି । ସୁବ୍ କବର୍ଟାନେ ମାପ୍ରୁ ଜନ୍ ଆସା ଦେବି ବଲି କାତା ଦେଇଆଚେ, ସେ ଆସା ପାଇବାଟାନେଅନି ତମ୍କେ କେ ମିସା ନ ତେବାଅତ୍ । ଏ କବର୍ ତମେ ଆଗ୍ତୁ ସୁନିସାରାଇଆଚାସ୍ । ଆରି ଜଗତର୍ ଗୁଲାଇଲକ୍କେ ଜାନାଇଅଇଆଚେ । ଏ ସୁବ୍ କବର୍ ଜାନାଇବାକେ ମୁଇ ପାଉଲ୍ ଗଟେକ୍ ଗତିଦାଙ୍ଗ୍ଡା ଅଇଲିଆଚି ।
24 Nu gleder jeg mig over mine lidelser for eder og utfyller i mitt kjød det som ennu fattes i Kristi trengsler, for hans legeme, som er menigheten,
୨୪ଏବେ ମୁଇ ସାର୍ଦାଅଇଆଚି । କାଇକେବଇଲେ ଜେତ୍କି ଦୁକ୍କସ୍ଟ ମୁଇ ମୁର୍ଚିକରିଆଚି, ସେଟା ତମର୍ ନିକପାଇ । ତାର୍ ବାଦୁଲେ ରଇକରି ଜେତ୍କି ଦୁକ୍କସ୍ଟ ମକେ ମୁରଚ୍ବାକେ କିରିସ୍ଟ ମନ୍ କଲାନି, ସେଟା ସବୁ ସାର୍ଦାସଙ୍ଗ୍ କଲିନି । ତାର୍ ଗାଗଡ୍ ପାରା ରଇବା ତାର୍ ମଣ୍ଡଲିର୍ ନିକପାଇ ମୁଇ ସେଟା କଲିନି ।
25 hvis tjener jeg er blitt efter den Guds husholdning som er mig gitt iblandt eder, det vil si å fullføre Guds ord,
୨୫ପର୍ମେସର୍ ମକେ ମଣ୍ଡଲିର୍ ଗତିଦାଙ୍ଗ୍ଡା କରିଆଚେ । ତମ୍କେ ସାଇଜ କର୍ବାକେ ସେ ମକେ ବାଚିଆଚେ । ତାର୍ କବର୍ ତମ୍କେ ପୁରାପୁରୁନ୍ ଜାନାଇବାଟା ଅଇଲାନି ମର୍ କାମ୍ ।
26 den hemmelighet som har vært skjult fra alle tiders og slekters ophav, men nu er blitt åpenbaret for hans hellige, (aiōn )
୨୬ପୁର୍ବେ ବଁଚିରଇବା ସବୁଲକର୍ ଟାନେଅନି ଏ ବିସଇ ଲୁଚାଇକରି ସଙ୍ଗଇରଇଲା । ମାତର୍ ଏବେ ସେଟା ତାର୍ ଲକ୍ମନ୍କେ ସେ ଜାନାଇଆଚେ । (aiōn )
27 for hvem Gud vilde kunngjøre hvor rik på herlighet denne hemmelighet er iblandt hedningene, det er Kristus iblandt eder, håpet om herlighet.
୨୭ଜିଉଦି ନ ଅଇଲା ଲକ୍ମନର୍ ପାଇ ସେ ଟିକ୍ କରିରଇବା ମଇମାସଙ୍ଗର୍ ଜଜ୍ନା ତାର୍ ଲକ୍ମନ୍କେ ଜାନାଇବାକେ ପର୍ମେସର୍ ଟିକ୍କଲା । ସେ ଲୁଚିରଇବା ବିସଇ ଅଇଲାନି, ଜିଉଦି ନଇଲା ଲକ୍ମନର୍ଟାନେମିସା କିରିସ୍ଟ ରଇସି । ଆରି ସେ କାତା ଦେଇରଇବା ସବୁ ରକାମର୍ ମଇମା ତମେମିସା ପାଇସା ବଲି ଜାନିରୁଆ ।
28 Og ham forkynner vi, idet vi formaner hvert menneske og lærer hvert menneske med all visdom for å fremstille hvert menneske fullkomment i Kristus.
୨୮କିରିସ୍ଟର୍ ବିସଇ ରଇବା ଏ କବର୍ ଆମେ ସବୁକେ ଜାନାଇଲୁନି । ଆମେ ସବୁକେ ଜାଗ୍ରତ୍ କରାଇ, ସେ ଆମ୍କେ ଦେଇରଇବା ଗିଆନ୍ ସଙ୍ଗ୍ ସିକାଇଲୁନି । ଜେନ୍ତାରିକି ସେମନ୍ ତାର୍ ମୁଆଟେ ଟିଆଅଇଲାବେଲେ କିରିସ୍ଟର୍ସଙ୍ଗ୍ ମିସିରଇଲା ସବୁଲକ୍ ପୁରାପୁରୁନ୍ ସିଦ୍ ଅଇରଇବାଇ ।
29 For dette arbeider jeg og, idet jeg strider ved hans kraft, som virker i mig med styrke.
୨୯ଏ କାମ୍ ମୁଇ ପୁରାପୁରୁନ୍ କର୍ବାକେ ମକେ କିରିସ୍ଟ ଦେଇରଇବା ବଡ୍ ବପୁସଙ୍ଗ୍ ଆବଡ୍ ଅଇ କଲିନି ।