< Matteus 12 >
1 På den tid gikk Jesus gjennem en aker på sabbaten, og hans disipler var sultne og begynte å plukke aks og ete.
୧ତାର୍ କେତେ ଦିନ୍ ପଚେ ଜିସୁ ଗଟେକ୍ ବିସ୍ରାମ୍ବାରେ ତାସ୍ପଦାର୍ ବାଟେ ଜାଇତେରଇଲା । ଜିବାବେଲେ ତାର୍ ସିସ୍ମନ୍କେ ବୁକ୍ ଲାଗ୍ଲାଜେ କେଡ୍ ଚିଡାଇ କାଇବାର୍ ଦାର୍ଲାଇ ।
2 Men da fariseerne så det, sa de til ham: Se, dine disipler gjør det som det ikke er tillatt å gjøre på sabbaten.
୨ସେଟା ଦେକି ପାରୁସିମନ୍ ଜିସୁକେ ପାଚାର୍ଲାଇ, “ଦେକ୍ ବିସ୍ରାମ୍ବାରେ ତର୍ ସିସ୍ମନ୍ କେନ୍ତାରି ସାସ୍ତରେ ରଇବା ରିତିନିତି ବିରଦର୍ କାମ୍ କଲାଇନି ।”
3 Men han sa til dem: Har I ikke lest hvad David gjorde da han var sulten, han og de som var med ham,
୩ଜିସୁ ସେମନ୍କେ କଇଲା, “ଦିନେକ୍ ଦାଉଦ୍ ଆରି ତାର୍ ସଙ୍ଗ୍ ରଇଲା ଲକ୍ମନ୍ ବୁକେ ରଇଲା ବେଲେ, ଦାଉଦ୍ କାଇଟା କରି ରଇଲା, ତମେ ସାସ୍ତରେ ପଡାସ୍ ନାଇ କି?
4 hvorledes han gikk inn i Guds hus og åt skuebrødene, som hverken han eller de som var med ham hadde lov til å ete, men alene prestene?
୪ସେଦିନେ ସେମନ୍ ମନ୍ଦିର୍ ବିତ୍ରେ ପୁରି, ମାପ୍ରୁର୍ପାଇ ସର୍ପି ଅଇରଇବା ରୁଟି କାଇଲାଇ । ନିୟମ୍ ଇସାବେ ପୁଜାରିକେ ଚାଡି, ସେ ରୁଟି କେ ମିସା କାଇବାର୍ ଅଦିକାର୍ ନ ରଇଲା ।
5 Eller har I ikke lest i loven at prestene på sabbaten vanhelliger sabbaten i templet og er dog uten skyld?
୫ତମେ କାଇ ପଡାସ୍ ନାଇ କି? ମସାର୍ ନିୟମ୍ ଇସାବେ ସବୁ ବିସ୍ରାମ୍ବାରେ ପୁଜାରିମନ୍ ନିୟମ୍ ନ ମାନ୍ଲେ ମିସା, ସେଟାର୍ ପାଇ, ସେମନ୍ ଦସି ବଲି ବିଚାର୍ନା ନ ଅଅତ୍ ।
6 Men jeg sier eder at her er det som er større enn templet.
୬ମୁଇ ତମ୍କେ କଇଲିନି, ଆଜି ଏ ମନ୍ଦିର୍ଟାନେଅନି ମୁକିଅ ବିସଇ ଇତି ଆଚେ ।”
7 Og dersom I hadde visst hvad det er: Jeg har lyst til barmhjertighet og ikke til offer, da hadde I ikke fordømt de uskyldige.
୭“ସାସ୍ତର୍ କଇଲାନି, ପସୁ ପୁଜ୍ବା ବିରୁ ନ କରି, ଲକ୍ମନ୍କେ ଦୟା କର୍ବାଟା, ମୁଇ ମନ୍ କଲିନି । ଏ କାତାର୍ ଅରତ୍ ଜଦି ସତ୍ ଇସାବେ ବୁଜିରଇତାସ୍ବଇଲେ, ଏ ଦସ୍ ନ କଲା ଲକ୍ମନ୍କେ ତମେ ଦସି ନ କର୍ତାସ୍ ।
8 For Menneskesønnen er herre over sabbaten.
୮ଜାନିରୁଆ, ନର୍ପିଲା ମୁଇ ନିଜେ ବିସ୍ରାମ୍ବାରର୍ ମାପ୍ରୁ ।”
9 Og han gikk bort derfra og kom i deres synagoge.
୯ଜିସୁ ସେ ଜାଗାଇଅନି ବାରଇ ଜାଇ ପାର୍ତନା ଗରେ ପୁର୍ଲା ।
10 Og se, der var en mann som hadde en vissen hånd; og de spurte ham: Er det tillatt å helbrede på sabbaten? forat de kunde føre klagemål imot ham.
୧୦ତେଇ ଆତ୍ ସୁକିଜାଇରଇଲା ଗଟେକ୍ ଲକ୍ ରଇଲା । ଜିସୁର୍ ଦସ୍ ଦାର୍ବାକେ ପାରୁସିମନ୍ ଗଟେକ୍ ଦଲଅଇ ତେଇ ଜାଗି ରଇଲାଇ । ସେଟାର୍ପାଇ ସେମନ୍ ଜିସୁକେ ପାଚାର୍ଲାଇ, “ବିସ୍ରାମ୍ବାରେ ନିମାନ୍ କର୍ବାଟା ଆମର୍ ନିୟମର୍ ବିରଦ୍ ନଏଁ କି?”
11 Men han sa til dem: Hvem er det vel iblandt eder som har ett får, og om det på sabbaten faller i en grøft, da ikke tar fatt i det og drar det op?
୧୧ଜିସୁ କଇଲା, “ଜଦି ବିସ୍ରାମ୍ବାରେ ତମର୍ ବିତ୍ରେ କାର୍ଆଲେ ମେଣ୍ଡା ଗଟେକ୍ ଡେଙ୍ଗ୍ କାଲେ ଅଦର୍ଲେ, ତମେ ତାକେ ଜିକି ନ ଆନାସ୍ କି?
12 Hvor meget mere er da ikke et menneske enn et får! Derfor er det tillatt å gjøre godt på sabbaten.
୧୨ମେଣ୍ଡାର୍ତେଇ ଅନି ଗଟେକ୍ ଲକର୍ ମୁଲିଅ କେତେକ୍ ଅଦିକ୍ । ସେଟାର୍ ପାଇ ଆମେ ବିସ୍ରାମ୍ବାରେ ବିନ୍ ଲକ୍କେ ସାଇଜ କର୍ବାଟା ସାସ୍ତରେ ରଇବା ରିତିନିତିର୍ ବିରଦ୍ ଅଇବା କାମ୍ ନଏଁ ।”
13 Derefter sier han til mannen: Rekk din hånd ut! Og han rakte den ut, og den blev frisk igjen som den andre.
୧୩ଏତ୍କି କଇକରି ସେ ଆତ୍ ସୁକିଜାଇରଇଲା ଲକ୍କେ କଇଲା, “ଆତ୍ ସଲକ୍ କର୍ ।” ସେ ଲକ୍ ଆତ୍ ସଲକ୍ କଲା ଦାପ୍ରେ, ସେ ଆତ୍ ନିକ ଲକର୍ ଆତ୍ ପାରା ଅଇଗାଲା ।
14 Men fariseerne gikk ut og holdt råd imot ham, hvorledes de skulde få ryddet ham av veien.
୧୪ତାର୍ପଚେ ପାରୁସିମନ୍ ସେ ଜାଗାଇଅନି ବାରଇ ଉଟିଜାଇ ଜିସୁକେ ମରାଇବାକେ ଜଜ୍ନା କଲାଇ ।
15 Men da Jesus fikk vite det, drog han bort derfra, og mange fulgte ham, og han helbredet dem alle.
୧୫ତାର୍ ବିରୁଦେ ପାଁଚ୍ବାଟା ସୁନିକରି, ଜିସୁ ସେ ଜାଗା ଚାଡି ବିନେ ଉଟିଗାଲା । କେତେକ୍ କେତେକ୍ ଲକ୍ ତାର୍ ପଚେ ପଚେ ଗାଲାଇ । ଆରି ସେ ସବୁ ରଗି ଲକ୍ମନ୍କେ ନିକ କଲା ।
16 Og han bød dem strengt at de ikke skulde gjøre ham kjent,
୧୬ତାର୍ ନିଜର୍ ବିସଇ ବିନ୍ ଲକ୍ମନ୍କେ କାଇ ବଲି ନ କୁଆ ବଲି ସେମନ୍କେ ଆଦେସ୍ ଦେଇତେରଇଲା ।
17 forat det skulde opfylles som er talt ved profeten Esaias, som sier:
୧୭ଜିସାୟ ବବିସତ୍ବକ୍ତାର୍ ଟାନେଅନି ପର୍ମେସର୍ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ କର୍ବାକେ ଏଟା କଲା,
18 Se, min tjener, som jeg har utvalgt, min elskede, som min sjel har velbehag i; jeg vil legge min Ånd på ham, og han skal forkynne rett for hedningene.
୧୮“ଏ ମର୍ ବାଚିରଇବା ସେବାକାରିଆ । ଆକେ ମୁଇ ଆଲାଦ୍ କଲିନି, ତାର୍ ଲଗେ ମର୍ ସାର୍ଦା । ମର୍ ଆତ୍ମା ତାର୍ ଉପ୍ରେ ଆସି ଡାବି ଅଇସି, ସେ ସବୁ ଜାତିର୍ ଲଗେ ଜାଇ ମର୍ ଟିକ୍ ବିଚାର୍ନା ଜାନାଇସି ।
19 Han skal ikke trette eller rope, og ingen skal høre hans røst på gatene;
୧୯ସେ କାକେ କିରଜାଟି ନ କରେ । ସେ ବେସି ଆଉଲି ନ ଅଏ । ସାଇର୍ ମଜାଇ ଟିଆ ନ ଅଏ ଆରି ଜବର୍ ଅଇତେ କାତା ନ କଏ ।
20 han skal ikke knuse et knekket rør og ikke slukke en rykende tande, før han har ført retten frem til seier.
୨୦ଦୁର୍ବଲ୍ ଲକ୍ମନ୍କେ ସେ ଆଲାଦର୍ ଚଲାଚଲ୍ତି କର୍ସି, ଆରି ଆକା ସାକା ନଇଲା ଲକ୍ମନ୍କେ ଦୟା କର୍ସି । ସେମନ୍ ନିଆଇ ନ ପାଇବାଜାକ ସେ ତାର୍ କାମ୍ ବନ୍ଦ୍ ନ କରେ ।
21 Og til hans navn skal hedningene sette sitt håp.
୨୧ତାକେ ସବୁ ଦେସର୍ ଲକ୍ ଆସା କର୍ବାଇ ।”
22 Derefter førte de til ham en besatt som var blind og stum; og han helbredet ham, så at den stumme talte og så.
୨୨ତାର୍ ପଚେ ଦିନେକ୍ ଲକ୍ମନ୍ ଗଟେକ୍ କାଣା ଅଇ ଗୁଲା ଅଇଜାଇରଇଲା ଲକ୍କେ ଜିସୁର୍ ଲଗେ ଆନ୍ଲାଇ । ତାକେ ଡୁମା ଦାରିରଇଲାଜେ କାତାଅଇ ନାପାର୍ତେ ରଇଲା । ଜିସୁ ତାକେ ନିମାନ୍ କଲା । ଏଦେ ଦେକା! ସେ ଦେକ୍ଲା ଆରି କାତା କଇପାର୍ଲା ।
23 Og alt folket blev ute av sig selv av forundring og sa: Mon dette skulde være Davids sønn?
୨୩ଜିସୁର୍ ଏ କାମ୍ ଦେକି ସବୁ ଲକ୍ କାବା ଅଇଜାଇ ପାଚାର୍ ଉଚାର୍ ଅଇଲାଇ, “ଏ କାଇ ସେ ଦାଉଦର୍ ପଅ କି?”
24 Men da fariseerne hørte det, sa de: Det er bare ved Be'elsebul, de onde ånders fyrste, han driver de onde ånder ut.
୨୪ଏଟା ସୁନି ପାରୁସିମନ୍ କଇଲାଇ, “ସେ ଡୁମାମନର୍ ମୁକିଅ ବାଲ୍ଜିବୁଲର୍ ଟାନେଅନି ବପୁ ପାଇ ଡୁମା ଚାଡାଇଲାନି ।”
25 Men da Jesus visste deres tanker, sa han til dem: Hvert rike som kommer i strid med sig selv, legges øde, og ingen by og intet hus som kommer i strid med sig selv, kan bli stående.
୨୫ଜିସୁ ତାକର୍ ମନର୍ କାତା ଜାନି ସେମନ୍କେ କଇଲା, ଗଟେକ୍ ରାଇଜର୍ ଲକ୍ ବିନ୍ବିନ୍ ଦଲେ ବାଗ୍ ଅଇ ନିଜର୍ ନିଜର୍ ବିତରେ ଲାଗାଲାଗି ଅଇଲେ, ସେ ଦେସ୍ ବେସି ଦିନ୍ ନ ରଏ । କନ୍ଆଲେ ସଅର୍ ନଇଲେ ଗର୍ ବିତ୍ରେ ବିନ୍ ବିନ୍ ଦଲ୍ ଗଡିକରି ଲାଗାଜଡା ଅଇଲେ ସେମନ୍ ଦାପ୍ରେସେ କୁରୁପ୍ନାସ୍ ଅଇଜିବାଇ ।
26 Og dersom Satan driver Satan ut, da er han kommet i strid med sig selv; hvorledes kan da hans rike bli stående?
୨୬ସେନ୍ତାରିସେ, ସଇତାନର୍ ରାଇଜେ ଜଦି ଗଟେକ୍ ଦଲ୍ ବିନ୍ ଦଲ୍ ବିରୁଦେ ଲାଗ୍ଲାନି ବଇଲେ, ସେଟା କୁଟ୍କୁଟା ଅଇ ବିଲିଜାଇସି । ଏଟା ଜାନ୍ବାର୍ ଆଚେ ।
27 Og driver jeg de onde ånder ut ved Be'elsebul, ved hvem er det da eders barn driver dem ut? Derfor skal de være eders dommere.
୨୭ମୁଇ ବାଲ୍ଜିବୁଲର୍ ବପୁ ପାଇ ଡୁମାମନ୍କେ ଚାଡାଇଲିନି ବଲି ତମେ କଇଲାସ୍ନି ତେବେ, ସେମନ୍କେ କେଦ୍ବାକେ ତମର୍ ସିସ୍ମନ୍କେ କେ ବପୁ ଦେଲାନି? ତମର୍ ସିସ୍ମନର୍ ଏ କାମର୍ ଲାଗି, ତମେ ଦାବି କଲାଟା ମିଚ୍ ବଲି ଜାନାପଡ୍ଲାନି ।
28 Men er det ved Guds Ånd jeg driver de onde ånder ut, da er jo Guds rike kommet til eder.
୨୮ଡୁମା ଚାଡାଇବା ବପୁ ମୁଇ ବାଲ୍ଜିବୁଲର୍ ଟାନେଅନି ପାଇନାଇ । ସେଟା ମୁଇ ପର୍ମେସରର୍ ଆତ୍ମାର୍ଟାନେଅନି ପାଇଆଚି । ଏଟାର୍ ପାଇ ଆରି ଗଟେକ୍ ବିସଇ ଜାନାପଡି ଗାଲାନିଜେ ସରଗ୍ ରାଇଜ୍ ତମର୍ ଲଗେ ଆସି କେଟିଗାଲାବେ ।
29 Eller hvorledes kan nogen gå inn i den sterkes hus og røve hans gods, uten han først har bundet den sterke? så kan han plyndre hans hus.
୨୯ଆଗେ ଗଟେକ୍ ବପୁର୍ ଲକ୍କେ ନ ବାନ୍ଦ୍ତେ କେ ମିସା ତାର୍ ଗରେ ପୁରିକରି ଗରେ ରଇଲାଟା ଚରାଇ ନେଇ ନାପାରତ୍ ।
30 Den som ikke er med mig, han er imot mig, og den som ikke samler med mig, han spreder.
୩୦ଜେ ମର୍ ବାଟେ ନ ରଏ, ବାଇଦରେ ସେ ମର୍ ବିରୁଦେ ଆଚେ । ଆରି ଜେ ମର୍ ସଙ୍ଗ୍ ମିସିକରି ନ ଟୁଲିଆଏ, ସେ ବିଚିଦେଲାନି ।
31 Derfor sier jeg eder: Hver synd og bespottelse skal bli menneskene forlatt; men bespottelse mot Ånden skal ikke bli forlatt.
୩୧ସେଟାର୍ପାଇ ମୁଇ ତମ୍କେ କଇଲିନି, ଜଦି କେ ଆଲେ ପାପ୍ କଲେ କି ନିନ୍ଦା କାତା କଇଲେ ମିସା, ତାର୍ ଲାଗି ତାକେ କେମା ଦିଆଅଇସି । ମାତର୍ କେ ଜଦି ସୁକଲ୍ ଆତ୍ମାର୍ ବିରୁଦେ କାଇ ବଲି କଇସି ବଇଲେ, ତାକେ କେମା ନାଇ ।
32 Og om nogen taler et ord mot Menneskesønnen, det skal bli ham forlatt; men om nogen taler mot den Hellige Ånd, det skal ikke bli ham forlatt, hverken i denne verden eller i den kommende. (aiōn )
୩୨ଜଦି କେ ନର୍ପିଲା, ମର୍ ବିରଦେ ନିନ୍ଦା କାତା କଇଲେ, ତାକେ କେମା ମିଲ୍ସି, ମାତର୍ ଜେ ଜଦି ସୁକଲ୍ ଆତ୍ମାର୍ ବିରୁଦେ ନିନ୍ଦା କାତା କଇଲେ ତାକେ ଏବେ କି ପଚ୍କେ ମିସା କେମା ନ ମିଲେ । (aiōn )
33 La enten treet være godt og dets frukt god, eller la treet være dårlig og dets frukt dårlig; for på frukten skal treet kjennes.
୩୩“ନିକ ପଲ୍ ଦାର୍ବାର୍ଆଲେ ଗଟେକ୍ ଗଚ୍ ନିକ ଅଇବାର୍ ଆଚେ । ବାନିଆ ଗଚେ ବାନିଆ ପଲ୍ ଅଇସି । ଗଚ୍ କେନ୍ତିଟା, ତାର୍ ପଲେ ଅନି ଜାନାପଡ୍ସି ।
34 Orme-yngel! hvorledes kan I tale godt, I som er onde? for hvad hjertet flyter over av, det taler munnen.
୩୪ଏ ସାଁପ୍ ପାରା କାରାପ୍ ଲକ୍ମନ୍! ତମେ କାରାପ୍ ଅଇ ନିମାନ୍ କାତା କଇପାରାସ୍ କି? ମନେ ଚିନ୍ତାକଲାଟା ଟଣ୍ଡ୍ବାଟେ ବାରଇସି ।
35 Et godt menneske bærer frem gode ting av sitt gode forråd, og et ondt menneske bærer frem onde ting av sitt onde forråd.
୩୫ଗଟେକ୍ ନିମାନ୍ ଲକ୍ ତାର୍ ମନ୍ବିତ୍ରେ ଅନି ନିମାନ୍ କାତା ଆନ୍ସି । ଗଟେକ୍ କାରାପ୍ ଲକ୍ ତାର୍ ମନ୍ ବିତ୍ରେ ବର୍ତିଅଇ ରଇବା ବାଦ୍ଲାପାରା କାତା ବାର୍କରାଇ ଆନ୍ସି ।”
36 Men jeg sier eder at for hvert unyttig ord som menneskene taler, skal de gjøre regnskap på dommens dag;
୩୬“ତମେ କଇରଇଲା କାଇ ଲଡାକେ ନଇବା ସବୁ କାତା, ବିଚାର୍ନା ଦିନେ ତମ୍କେ ଇସାବ୍ ଦେବାକେ ଅଇସି ।
37 for efter dine ord skal du kjennes rettferdig, og efter dine ord skal du fordømmes.
୩୭ତମର୍ କାତାଇଅନି ତମେ ବିଚାର୍ କରାଇଅଇ, ଦସି ନଇଲେ ଦସ୍ ନ କଲା ଲକ୍ ବଲାଇଅଇସା ।”
38 Da svarte nogen av de skriftlærde og fariseerne ham og sa: Mester! vi vil gjerne se et tegn av dig.
୩୮ଗଟେକ୍ ଦିନେ ଜିଉଦି ମନର୍ ନିୟମ୍ ସିକାଇଦେବା ଲକ୍ମନ୍ ଆରି ପାରୁସି ଲକ୍ମନର୍ ବିତ୍ରେଅନି କେତେଲକ୍ ଜିସୁକେ କଇଲାଇ, “ଏ ଗୁରୁ, ତମର୍ ଗଟେକ୍ କାବାଅଇଜିବା ଚିନ୍ ଦେକ୍ବାକେ ଆମେ ମନ୍କଲୁନି ।”
39 Men han svarte og sa til dem: En ond og utro slekt krever tegn, og tegn skal ikke gis den, uten profeten Jonas tegn.
୩୯ଜିସୁ ସେମନ୍କେ କଇଲା, “ଏ ଜୁଗର୍ ବିସ୍ବାସ୍ ନ କରୁମନ୍ କେଡେ କାରାପ୍, ଆରି ପର୍ମେସର୍କେ ବିସ୍ବାସ୍ କରତ୍ନାଇ । ତମେ ମକେ ଗଟେକ୍ କାବାଅଇଜିବା କାମ୍ ଦେକାଇବାକେ କଇଲାସ୍ନି? ନାଇ, ଅବ୍କା ବାବବାଦି ଜୁନସର୍ ଜିବନେ ଗଟିରଇଲା କାବାଅଇଜିବାଟା ତମ୍କେ ଦେକାଇଦେଇ ଅଇସି ।”
40 For likesom Jonas var tre dager og tre netter i fiskens buk, således skal Menneskesønnen være tre dager og tre netter i jordens skjød.
୪୦“ଜୁନସ୍ ଜେନ୍ତି ମାଚ୍ ପେଟେ ତିନ୍ ଦିନ୍ ତିନ୍ ରାତି ରଇଲା, ସେନ୍ତି ନର୍ପିଲା ମୁଇ ମିସା ମାଟି ତଲେ ତିନ୍ ଦିନ୍ ତିନ୍ ରାତି କାଟାଇବି ।
41 Ninives menn skal stå op på dommens dag sammen med denne slekt og fordømme den; for de omvendte sig ved Jonas' forkynnelse, og se, her er mere enn Jonas.
୪୧ଜନ୍ ଦିନେ ପର୍ମେସର୍ ଲକ୍ମନର୍ ବିଚାର୍ କର୍ସି, ସେ ଦିନେ ନିନିବିର୍ ଲକ୍ମନ୍ ତମର୍ ବିରୁଦେ ଦାବି କର୍ବାକେ ଟିଆ ଅଇବାଇ । କାଇକେ ବଇଲେ ସେମନ୍ ଜୁନସର୍ କାତା ସୁନି ପାପ୍ ବାଟେଅନି ବାଅଡ୍ଲାଇ । ମୁଇ ତମ୍କେ କଇଲିନି, ଜୁନସର୍ ଟାନେଅନି ବଡ୍ ଲକ୍ ଇତି ଆଚେ ।
42 Dronningen fra Syden skal stå op på dommens dag sammen med denne slekt og fordømme den; for hun kom fra jordens ytterste ende for å høre Salomos visdom, og se, her er mere enn Salomo.
୪୨ବିଚାର୍ କର୍ବାବେଲେ ଦକିନ୍ ଦେସେ ରଇବା ସେବା ନାଉଁର୍ ଗଟେକ୍ ଜାଗାର୍ ରାନି, ତମର୍ ଦସ୍ ଦେକାଇବାକେ ଟିଆ ଅଇସି, କାଇକେ ବଇଲେ ସଲମନର୍ ଗିଆନର୍ କାତା ସୁନ୍ବାକେ ବେସି ଦୁର୍ ଦେସେଅନି ସେ ଆସି ରଇଲା । ମାତର୍ ମୁଇ ତମ୍କେ ସତ୍ କଇଲିନି, ସଲ୍ମନର୍ ଟାନେ ଅନି ଗଟେକ୍ ବେସି ବଡ୍ ଲକ୍ ଇତି ଆଚେ ।”
43 Når den urene ånd er faret ut av et menneske, går den gjennem tørre steder og søker hvile, men finner den ikke.
୪୩ଜିସୁ ଆରି କଇଲା, ଜେଡେବଲ୍ କାରାପ୍ ଆତ୍ମା ଗଟେକ୍ ଲକର୍ ଗାଗ୍ଡେଅନି ବାରଇ ଜାଇସି, ସେବେଲା, ସେ ରଇବାକେ ମରୁବାଲିବୁଏଁ ଜାଗା କଜି ବୁଲ୍ସି । ମାତର୍ ସେନ୍ତି ଜାଗା ତାକେ ନ ମିଲ୍ଲେ ।
44 Da sier den: Jeg vil vende tilbake til mitt hus, som jeg fór ut av. Og når den kommer dit, finner den det ledig og feid og pyntet.
୪୪ସେ ବେଲା ସେ କଇସି, “ମୁଇ ଜନ୍ ଲକର୍ତେଇଅନି ବାରଇ ଆଇଲି ଆଚି, ତେଇସେ ଆରିତରେକ୍ ଜିବି” ବଲି ବାଉଡି ଉଟିଜାଇସି । ସେଡିକି ବେଲେ ସେ ଆସିକରି ବିତ୍ରେ ସପାସୁତର୍ ଅଇ ପରିଚଲ୍ ରଇବାଟା ଦେକ୍ଲେ, ସେ ଜାଇ ତାର୍ତେଇଅନି ଅଦିକ୍ କାରାପ୍ ରଇବା ସାତ୍ଟା ଆତ୍ମାମନ୍କେ ଡାକିଆନ୍ସି ।
45 Så går den bort og tar med sig syv andre ånder, verre enn den selv, og de går inn og bor der, og det siste blir verre med det menneske enn det første. Således skal det også gå denne onde slekt.
୪୫ତାର୍ ପଚେ ସବୁ କାରାପ୍ ଆତ୍ମାମନ୍ ଜାଇକରି ସେ ଲକର୍ ବିତ୍ରେ ବାସାକରି ରଇବାଇ । ସେ ବେଲା ସେ ଲକ୍ ଆଗ୍ତୁର୍ତେଇଅନି ଅଦିକ୍ କରାପ୍ଅଇଜାଇସି । ଏନ୍ତିସେ ଆଜିକାଲି ଜିଇବା କାରାପ୍ ଲକ୍ମନ୍କେ ଅଇସି । ବଲି କଇଲା ।
46 Mens han ennu talte til folket, se, da stod hans mor og brødre utenfor og søkte å få ham i tale.
୪୬ଜିସୁ ଜେଡେବେଲା ତେଇ ରୁଣ୍ଡିରଇଲା ଲକ୍ମନ୍କେ କାତା ସୁନାଇତେ ରଇଲା, ତାର୍ ଆୟା ଆରି ବାଇମନ୍ ଆସି ଡାଣ୍ଡେ ଟିଆଅଇରଇଲାଇ । ସେମନ୍ ଜିସୁର୍ ସଙ୍ଗ୍ କାତାଅଇବାକେ ମନ୍ କର୍ତେ ରଇଲାଇ ।
47 Da sa en til ham: Se, din mor og dine brødre står utenfor og søker å få dig i tale.
୪୭ସେଡିକି ବେଲେ ଗଟେକ୍ ଲକ୍ ଜିସୁକେ କଇଲା, “ତର୍ ଆୟା ଆରି ବାଇମନ୍ ଡାଣ୍ଡେ ଜାଗ୍ଲାଇ ଆଚତ୍, ସେମନ୍ ତର୍ ସଙ୍ଗ୍ କାତା ଅଇବାକେ ମନ୍ କଲାଇନି ।”
48 Men han svarte den som sa det til ham: Hvem er min mor, og hvem er mine brødre?
୪୮ଜିସୁ ସେମନ୍କେ କଇଲା, “କାକେ ମର୍ ଆୟା ଆରି ବାଇମନ୍ ବଲି ବାବ୍ଲାସ୍ନି?”
49 Og han rakte sin hånd ut mot sine disipler og sa: Se, det er min mor og mine brødre!
୪୯ତାର୍ ସିସ୍ମନର୍ ବାଟେ ଆତ୍ ଦେକାଇ କଇଲା, “ଏ ଲକ୍ମନ୍ସେ ମର୍ ଆୟା ଆରି ବାଇମନ୍ ଅଇବାଇ ।
50 For den som gjør min himmelske Faders vilje, han er min bror og søster og mor.
୫୦ଜେ ସର୍ଗେ ରଇବା ମର୍ ବାବାର୍ ମନ୍ କଲା ଇସାବେ କାମ୍ କର୍ସି, ସେମନ୍ ଆକା ମର୍ ବାଇ, ବଇନି ଆରି ଆୟା ଅଇବାଇ ।”