< Matteus 3 >
1 I de dager stod døperen Johannes frem og forkynte i Judeas ørken
୧ସେବେଲେ ଡୁବନ୍ ଦେଉ ଜଅନ୍ ଜିଉଦା ରାଇଜର୍ ମରୁବାଲି ବୁଏଁ ଆସି ଜାନାଇବାର୍ ଦାର୍ଲା ।
2 og sa: Omvend eder; for himlenes rike er kommet nær!
୨ସେ ଏନ୍ତି ବଲି କଇତେରଇଲା, “ପାପ୍ଟାନେଅନି ବାଉଡା, କାଇକେବଇଲେ ସରଗ୍ ରାଇଜ୍ ଲଗେ କେଟ୍ଲାନି ।”
3 For det er ham profeten Esaias taler om når han sier: Det er en røst av en som roper i ørkenen: Rydd Herrens vei, gjør hans stier jevne!
୩ଜିସାଇୟ ବବିସତ୍ବକ୍ତା ଜନ୍ ଲକର୍ ବିସଇନେଇ ଏ ବାକିଅ କଇରଇଲା, ଜଅନ ସେ, ସେ ଲକ୍ । ମରୁବାଲି ବୁଏଁ ଗଟେକ୍ ଲକ୍ ଆକ୍ମାରି କଇଲାନି, “ମାପ୍ରୁର୍ ବାଟ୍ ତିଆର୍ କରା, ସେ ଆଇବାକେ ଗଟେକ୍ ସଲକ୍ ବାଟ୍ କରା ।”
4 Men Johannes hadde klædebon av kamelhår og lærbelte om sin lend, og hans mat var gresshopper og vill honning.
୪ଜଅନ୍ ପିନ୍ଦ୍ବାଟା ଉଁଟ୍ ଚାମ୍ ସଙ୍ଗ୍ ତିଆର୍ ଅଇ ରଇଲା । ଆରି ଚାମର୍ ଆଁଟାବେଡା ବାନ୍ଦିଅଇତେ ରଇଲା । ସେ ଚିଟ୍କା ଆରି ବନେ ରଇବା ମୁଉ କାଇତେରଇଲା ।
5 Da drog Jerusalem og hele Judea og hele landet om Jordan ut til ham,
୫ସେ ବେଲେ ଜିରୁସାଲମ୍ ଅନି ଗୁଲାଇ ଜିଉଦା ଦେସ୍ ଆରି ଜର୍ଦନର୍ ପାକର୍ ସବୁଟାନର୍ ଲକ୍ମନ୍ ବାରଇ ଜଅନର୍ ଲଗେ ଆଇତେରଇଲାଇ ।
6 og de blev døpt av ham i elven Jordan, idet de bekjente sine synder.
୬ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।
7 Men da han så mange av fariseerne og sadduseerne komme til hans dåp, sa han til dem: Ormeyngel! hvem lærte eder å fly for den kommende vrede?
୭ମାତର୍ ପାରୁସି ଆରି ସାଦୁକି ମନର୍ ବିତ୍ରେ ଅନି ମିସା କେତେକ୍ ଲକ୍ ଡୁବନ୍ ନେବାକେ ଆଇବାଟା ଦେକି ଜଅନ୍ ସେମନ୍କେ କଇଲା, “ଏ ବେସି ବିସ୍ରଇବା ସାଁପର୍ ପାରା ବଁସର୍ ଲକ୍ମନ୍, ପର୍ମେସରର୍ ଟାନେଅନି ଆଇବା ଡଣ୍ଡ୍ତେଇ ଅନି ପାଲାଇବାକେ ତମ୍କେ କେ ଚେତ୍ନା ଦେଲା?
8 Bær derfor frukt som er omvendelsen verdig,
୮ତେବର୍ ପାଇ, ଜଦି ପାପ୍ କାମ୍ କର୍ବାଟା ଚାଡିଆଚାସ୍, ସେନ୍ତାର୍ଆଲେ ନିକ କାମ୍ କରି ଦେକାଆ ।
9 og tro ikke at I kan si ved eder selv: Vi har Abraham til far! for jeg sier eder at Gud kan opvekke Abraham barn av disse stener.
୯ଅବ୍ରାଆମ୍ ଆମର୍ ପୁର୍ବର୍ ଆନିଦାଦି ବଲି କଇଲେ ତମ୍କେ ପର୍ମେସର୍ ଦେବା ଡଣ୍ଡ୍ ନ ମିଲେ ବଲି ବାବା ନାଇ । ମୁଇ ତମ୍କେ କଇଲିନି, ପର୍ମେସର୍ ପାକ୍ନାତେଇ ଅବ୍ରାଆମର୍ ବଁସ୍ ତିଆର୍ କର୍ସି ।
10 Øksen ligger allerede ved roten av trærne; derfor blir hvert tre som ikke bærer god frukt, hugget ned og kastet på ilden.
୧୦ଆରି ଏବେ ମିସା ଗଚ୍ମନର୍ ବୁନ୍ଦେ ଟେଙ୍ଗିଆ ଲାଗିଆଚେ । ଜନ୍ ଗଚ୍ ନିକ ପଲ୍ ନ ପଲେ, ସେଟା କାଟିକରି ଜଇଟାନେ ପିଙ୍ଗା ଅଇସି ।
11 Jeg døper eder med vann til omvendelse; men han som kommer efter mig, er sterkere enn jeg, han hvis sko jeg ikke er verdig til å bære; han skal døpe eder med den Hellige Ånd og ild;
୧୧ମୁଇ ସିନା ତମ୍କେ ପାପେଅନି ମନ୍ ବଦ୍ଲାଇଲାଟା ଦେକାଇଅଇବାକେ ବଲି ପାନିତେଇ ଡୁବନ୍ ଦେଲିନି, ମାତର୍ ମର୍ ପଚେ ଜେ ଆଇଲାନି, ସେ ମର୍ତେଇ ଅନି ଅଦିକ୍ ବପୁଟା । ତାର୍ ପାଦର୍ ପାଣ୍ଡଇ ମିସା ଦାରି ନେବାର୍ ମର୍ ଅଦିକାର୍ ନାଇ, ସେ ତମ୍କେ ସୁକଲ୍ଆତ୍ମାଇ ଆରି ଜଇଟାନେ ଡୁବନ୍ ଦେଇସି ।
12 han har sin kasteskovl i sin hånd, og han skal rense sin låve og samle sin hvete i laden, men agnene skal han brenne op med uslukkelig ild.
୧୨ଉଡାଲି କରି ପଟ୍ ବେଗ୍ଲାଇ ନିକଟାକେ ସଙ୍ଗଇବାକେ ତାର୍ ଆତେ କୁଲା ଆଚେ । ନିକଟା ତାର୍ କଲ୍କିତେଇ ସଙ୍ଗଇସି ଆରି ବେଗଲ୍ଲା ପଟ୍ ସବୁଦିନେ ଲାଗ୍ତେରଇବା ଜଇଟାନେ ପିଙ୍ଗିଦେଇସି ।”
13 Da kom Jesus fra Galilea til Jordan til Johannes for å bli døpt av ham.
୧୩ସେଡ୍କିବେଲେ ଜିସୁ ଜଅନର୍ ଲଗେ ଡୁବନ୍ ନେବାକେ ଗାଲିଲି ଅନି ଜର୍ଦନ୍ ଗାଡେ ଆଇଲା,
14 Men han nektet ham det og sa: Jeg trenger til å bli døpt av dig, og du kommer til mig?
୧୪ମାତର୍ ଜଅନ୍ ଜିସୁକେ ମନାକରି କଇଲା, “ମୁଇ ସିନା ତମର୍ ଲଗେ ଡୁବନ୍ ନେବାର୍ ଆଚେ, ମାତର୍ ତମେ ମର୍ଲଗେ ଆଇଲାସ୍ନି?”
15 Men Jesus svarte og sa til ham: La det nu skje! for således sømmer det sig for oss å fullbyrde all rettferdighet. Da lot han det skje.
୧୫ମାତର୍ ଜିସୁ ତାକେ କଇଲା, “ମର୍ କାତାଇ ରାଜି ଅଇ ଜା । କାଇକେବଇଲେ ଏଟାର୍ ଲାଗି ଆମେ ପର୍ମେସର୍ ମନ୍ କରିରଇବା କାମ୍ କରିଅଇସି ।” ସେଟାର୍ପାଇ ଜଅନ୍ ତାକେ ଡୁବନ୍ ଦେବାକେ ରାଜି ଅଇଲା ।
16 Men da Jesus var døpt, steg han straks op av vannet, og se, himmelen åpnet sig for ham, og han så Guds Ånd fare ned som en due og komme over ham.
୧୬ଜିସୁ ଡୁବନ୍ ନେବାକେ ପାନି ବିତ୍ରେ ବୁଡି ବାରଇଲା ଦାପ୍ରେ ଏଦେ ଦେକା! ସରଗ୍ ଉଗାଡି ଅଇ ରଇଲାଟା ଦେକ୍ଲା । ଆରି ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତର୍ଲା ।
17 Og se, det kom en røst fra himmelen, som sa: Dette er min Sønn, den elskede, i hvem jeg har velbehag.
୧୭ଆରି ଦେକା ଆକାସେ ଅନି ଏନ୍ତି କାତା ଆଇଲା “ଏ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”