< 2 Korintierne 3 >
1 Byrjar me å gjeva oss sjølve lovord att? eller treng me då, liksom sume folk, til å hava lovords brev til dykk eller frå dykk?
୧ଆମେ ଆରିତରେକ୍ ନିଜ୍କେ ଉପର୍କେ ଉଟାଇବା କାତା କଇଲୁନି ବଲି ତମେ କୁଆ ନାଇ । ଆମେ ତେଇ ରଇବା କେତେଟା ଦରମ୍ ଗୁରୁମନର୍ ପାରା ନାଇ । ବିନ୍ ଲକର୍ ତେଇଅନି ଏ ଲକ୍ ନିକଟା ବଲି ଚିଟି ଆନ୍ଲେ, ତମେ ସେମନ୍କେ ଡାକି ନେଇସା, ଆରି ତମର୍ ଜାଗା ଚାଡିକରି ଗାଲେ, ଏ ଲକ୍ ନିକଟା ବଲିକରି ତମର୍ଟାନେଅନି ଏମନ୍ ଚିଟି ମାଙ୍ଗ୍ବାଇ । ଆମ୍କେ ସେନ୍ତାରି ଚିଟି ଦର୍କାର୍ ନାଇ ।
2 De er vårt brev, innskrive i våre hjarto, kjent og lese av alle menneskje,
୨ତମେସେ ଆମର୍ ମନ୍ ବିତ୍ରେ ଲେକିଅଇ ରଇବା ଚିଟି । ସବୁ ଲକ୍ ତମ୍କେ ଦେକ୍ବାଇ ଆରି ତମର୍ ଚଲାଚଲ୍ତି ଜାନ୍ବାଇ ।
3 med di det er kunnigt at de er Kristi brev, tilkome ved vår tenesta, innskrive ikkje med blekk, men med den livande Guds Ande, ikkje på steintavlor, men på hjartans kjøttavlor.
୩କିରିସ୍ଟ ଆମ୍କେ ଏ ଚିଟି ଲେକ୍ଲା ଆଚେ । ଏଟା ସିରା ସଙ୍ଗ୍ ଲେକା ଅଏନାଇ, ମାତର୍ ଜିବନ୍ ରଇବା ପର୍ମେସରର୍ ଆତ୍ମା ସଙ୍ଗ୍ ଲେକାଅଇଆଚେ । ଏଟା ପାକ୍ନାଇ ଲେକା ନ ଅଇକରି ଲକ୍ମନର୍ ମନ୍ବିତ୍ରେ ଲେକାଅଇଆଚେ ।
4 Men ei slik tiltru hev me til Gud ved Kristus,
୪ଆରି କିସ୍ଟର୍ ଲାଗି ପର୍ମେସର୍କେ ଆସା କରି ଆମେ ସାଆସ୍ ସଙ୍ଗ୍ କଇପାର୍ଲୁନି ।
5 ikkje at me av oss sjølve duger til å tenkja ut noko som av oss sjølve, men dugleiken vår er av Gud,
୫ଏ କାମ୍ ଆମେ ନିଜର୍ ବପୁ ସଙ୍ଗ୍ କରି ପାର୍ବୁ ବଲି କଉନାଇ । ପର୍ମେସର୍ ଆକା ଆମ୍କେ ବପୁ ଦେଇସି ।
6 han som og gjorde oss duglege til å vera tenarar for ei ny pakt, ikkje for bokstav, men for ande; for bokstaven slær i hel, men Anden gjer livande.
୬ସେ ତା ଆମ୍କେ ବପୁ ଦେଲାଆଚେ, ଜେନ୍ତିକି ଆମେ ତାର୍ ନୁଆ ରାଜିନାମା କଲାଟା ସବୁକେ ଜାନାଇ ପାର୍ବୁ । ସେଟା ଲେକ୍ଲା ନିୟମ୍ ନଏଁ, ମାତର୍ ତାର୍ ଆତ୍ମାଇ ଅନି ଅଇଲାଟା । ଲେକ୍ଲା ନିୟମ୍ ମରନ୍ ଆନ୍ସି, ମାତର୍ ପର୍ମେସରର୍ ଆତ୍ମା ନ ସାର୍ବା ଜିବନ୍ ଦେଇସି ।
7 Når då daudens tenesta, som var innhoggi med bokstavar på steinar, kom med herlegdom, so Israels-borni ikkje greidde å sjå på Mose åsyn på grunn av herlegdomen i hans åsyn, endå det var ein som kvarv burt,
୭ମସାର୍ ନିୟମ୍ ପର୍ତମେ ଚେପ୍ଟା ପାକ୍ନାଇ ଲେକା ଅଇରଇଲା ଆରି ସେ ନିୟମ୍ ଦେଲାବେଲେ ପର୍ମେସରର୍ ମଇମା ଡିସ୍ତେରଇଲା । ମସାର୍ ମୁଏ ରଇଲା ସେ ମଇମା ଉନା ଉନା ଅଇଜାଇତେରଇଲା । ଅଇଲେ ମିସା ତାର୍ ଉଜଲର୍ପାଇ ଇସ୍ରାଏଲର୍ ଲକ୍ମନ୍ ତାର୍ ମୁଏ ଆଁକି ସଙ୍ଗଇ ନାପାର୍ତେରଇଲାଇ । ଜଦି ପର୍ମେସର୍ ମରନ୍ ଆନ୍ବା ସେ ନିୟମ୍ ମଇମା ସଙ୍ଗ୍ ପାଟାଇରଇଲା,
8 kor skal ikkje då Andens tenesta endå meir vera i herlegdom!
୮ତେବେ ପର୍ମେସରର୍ ଆତ୍ମାଇ ଅନି ଆଇବା ନୁଆ ରାଜିନାମା ଆରି କେତେକ୍ ଅଦିକ୍ ମଇମାସଙ୍ଗ୍ ରଇସି ।
9 For er fordømings-tenesta herlegdom, so er rettferds-tenesta endå mykje meir rik på herlegdom.
୯ଲକ୍ମନ୍ ଡଣ୍ଡ୍ ପାଇବାଇ ବଲି ଜାନାଇ ଅଇବା କାମ୍, ଜଦି ମଇମା ସଙ୍ଗ୍ ଆଇଲା, ତେବେ ଆମର୍ ସବୁ ପାପ୍ କେମା ଅଇଲାଆଚେ ବଲି ଜାନାଇବା ବାକିଅ କେତେକ୍ ଅଦିକ୍ ମଇମା ଅଇରଇସି?
10 For endå det herlege er i dette stykke ikkje herlegt mot den ovrike herlegdomen.
୧୦ପର୍ତୁମ୍ ନିୟମର୍ ମଇମା ବେସି ଉଜଲ୍ ରଇଲା, ମାତର୍ ଏବେ ନୁଆ ନିୟମର୍ ରାଜିନାମାର୍ ଲାଗି ପୁର୍ନା ନିୟମର୍ ମଇମା ଉନାଅଇଗାଲା ଆଚେ ।
11 For når det burtkvervande var i herlegdom, so skal det vedvarande so mykje meir vera i herlegdom.
୧୧ଜଦି ଆଗର୍ ପର୍ମାନ୍ ନିୟମ୍ ପାକାଇ କାତା ଦେଇରଇବାଟା ଚନେକର୍ପାଇ ଅଇଲେ ମିସା ମଇମାସଙ୍ଗ୍ ରଇଲା, ତେବେ ନୁଆ ପର୍ମାନ୍ ନିୟମ୍ ପାକାଇ ଦେଇରଇବାଟା, ଜନ୍ଟା କି କେବେ ନ ସାରେ, ସେଟା କେତେକ୍ ଅଦିକ୍ ମଇମା ସଙ୍ଗ୍ ରଇସି!
12 Sidan me då hev slik ei von, so gjeng me fram med stort frimod
୧୨ଆମ୍କେ ଏ ଆସା ରଇଲାକେ, ଆମେ ବେସି ସାଆସ୍ ସଙ୍ଗ୍ ଆଚୁ ।
13 og gjer ikkje som Moses, som lagde eit sveip yver si åsyn, so Israels-borni ikkje skulde skoda enden av det som kvarv burt.
୧୩ଆମେ ମସାର୍ ପାରା ନାଇ, ସେ ମୁ ଡାବିଅଇ ରଇଲା । ଜେନ୍ତିକି, ଲିବି ଆଇତେରଇବା ଆରି ଇସ୍ରାଏଲର୍ ଲକ୍ମନ୍ ତେଇର୍ ମଇମା ଉନା ଅଇକରି ପୁରାପୁରୁନ୍ ଜିବାଟା ନ ଦେକତ୍ ।
14 Men deira hug vart forherd; for like til denne dag ligg det same sveipet der når dei les den gamle pakti, og det vert ikkje openberra at ho vert avlyst i Kristus.
୧୪ସେବେଲେ ଇସ୍ରାଏଲର୍ ଲକ୍ମନ୍ ନ ବୁଜ୍ତେରଇଲାଇ, ତାକର୍ ମନ୍ ଡାବ୍ଲା ପାରା ଅଇରଇଲା । ଆରି ସେମନ୍ ପୁର୍ନା ରାଜିନାମାର୍ ବଇମନ୍ ପଡ୍ଲାଇନି ଜେ ଏବ୍କେ ଜାକ ବୁଜତ୍ ନାଇ । ଜେଡେବେଲେ ଜାକ ସେମନ୍ କିରିସ୍ଟର୍ତେଇ ନ ମିସି ରଅତ୍, ସେ ବେଲା ଜାକ ତାକର୍ ମନର୍ ଡାବ୍ନା ନ ବେଟି ଅଏ ।
15 Men til denne dag ligg det eit sveip yver hjarta deira når Moses vert lesen.
୧୫ଏବେ ଜାକ ମିସା ସେମନ୍ ମସାର୍ ନିୟମ୍ ପଡ୍ବାବେଲେ, ତାକର୍ ମନ୍ ସେନ୍ତି ଡାବିସେ ଅଇରଇସି ।
16 Men når det vender um til Herren, då vert sveipet burtteke.
୧୬ମାତର୍ ସାସ୍ତର୍ କଇଲାନି, “ଜଦି ଜେ ମାପ୍ରୁର୍ ବାଟେ ମନ୍ ବାଉଡାଇଲେ, ତାର୍ ମନେ ଡାବିଅଇ ରଇବାଟା ଉଗାଡି ଅଇସି ।”
17 Men Herren er Anden; men der Herrens Ande er, der er fridom.
୧୭ଏ ଚିଟିତେଇ ମାପ୍ରୁ ବଲି କଇବାଟା ଅଇଲାନି ଆତ୍ମା ଆରି ମାପ୍ରୁର୍ ଆତ୍ମା ଜନ୍ତି ମିସା ରଇଲେ, ତେଇ ଆମେ ମୁକ୍ଲି କରି ଆଚୁ ।
18 Men me som med usveipt åsyn ser Herrens herlegdom som i ein spegel, me vert alle umlaga til det same bilæte frå herlegdom til herlegdom, liksom av Herrens Ande.
୧୮ତେବେ ଆମେ ଜେତ୍କି ଲକ୍ ସବୁ ମାପ୍ରୁକେ ବିସ୍ବାସ୍ କରିଆଚୁ, ଆମର୍ ମୁଁ ଡାବି ଅଏନାଇ । ପର୍ମେସରର୍ ବପୁ ଆରି ମଇମା ଦେକାଇଅଇବା ଗଟେକ୍ ଦର୍ପନ୍ ପାରା ଆମେ ଆଚୁ । ଆମେ ତାର୍ପାରା ଅଇବା ଜାକ ଦିରେ ଦିରେ ବାଦ୍ଲାଇ ଅଇ ଆଇଲୁନି । ପର୍ମେସରର୍ ଆତ୍ମାସେ ଆମ୍କେ ବାଦ୍ଲାଇଲାନି ।