< ପ୍ରଥମ ବଂଶାବଳୀ 25 >

1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
Davide ndi atsogoleri a asilikali anapatula ena mwa ana a Asafu, Hemani ndi Yedutuni ku utumiki wa uneneri pogwiritsa ntchito apangwe, azeze ndi ziwaya zamalipenga. Tsopano nawu mndandanda wa anthu amene ankagwira ntchito imeneyi:
2 ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
Kuchokera kwa ana a Asafu: Zakuri, Yosefe, Netaniya ndi Asareli. Ana a Asafu amalamulidwa ndi Asafu ndipo amanenera moyangʼaniridwa ndi mfumu.
3 ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
Kwa Yedutuni, kuchokera kwa ana ake: Gedaliya, Zeri, Yesaya, Simei, Hasabiya ndi Matitiya. Onse analipo 9 ndipo amayangʼaniridwa ndi Yedutuni abambo awo, amene amanenera pogwiritsa ntchito apangwe poyamika ndi kutamanda Yehova.
4 ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;
Kwa Hemani, kuchokera kwa ana ake: Bukiya, Mataniya, Uzieli, Subaeli ndi Yerimoti; Hananiya, Hanani, Eliata, Gidaliti ndi Romamiti-Ezeri; Yosibakasa, Maloti, Hotiri ndi Mahazioti.
5 ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
Onsewa anali ana a Hemani mlosi wa mfumu. Iye anapatsidwa anawa potsata mawu a Mulungu akuti adzamukweza. Mulungu anapatsa Hemani ana aamuna 14 ndi ana aakazi atatu.
6 ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।
Anthu onsewa ankayangʼaniridwa ndi makolo awo pa mayimbidwe a mʼNyumba ya Yehova. Iwowatu ankayimba ndi ziwaya zamalipenga, azeze ndi apangwe potumikira mʼNyumba ya Mulungu. Koma Asafu, Yedutuni ndi Hemani amayangʼaniridwa ndi mfumu.
7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
Iwo pamodzi ndi abale awo onse ophunzitsidwa ndi aluso loyimbira Yehova chiwerengero chawo chinali 288.
8 ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
Angʼonoangʼono ndi akulu omwe, mphunzitsi ndi wophunzira yemwe anachita maere pa ntchito zawo.
9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
Maere woyamba amene anali a Asafu, anagwera Yosefe, ana ndi abale ake. 12 Maere achiwiri anagwera Gedaliya, ndi abale ake ndi ana ake. 12
10 ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
Maere achitatu anagwera Zakuri, ana ake ndi abale ake. 12
11 ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere achinayi anagwera Iziri, ana ake ndi abale ake. 12
12 ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
Maere achisanu anagwera Netaniya, ana ake ndi abale ake. 12
13 ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
Maere achisanu ndi chimodzi anagwera Bukiya, ana ake ndi abale ake. 12
14 ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
Maere achisanu ndi chiwiri anagwera Yesarela, ana ake ndi abale ake. 12
15 ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere achisanu ndi chitatu anagwera Yeshaya, ana ake ndi abale ake. 12
16 ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
Maere achisanu ndi chinayi anagwera Mataniya, ana ake ndi abale ake. 12
17 ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a khumi anagwera Simei, ana ake ndi abale ake. 12
18 ଏକାଦଶ ଅସରେଲ୍‍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 11 anagwera Azareli, ana ake ndi abale ake. 12
19 ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 12 anagwera Hasabiya, ana ake ndi abale ake. 12
20 ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 13 anagwera Subaeli, ana ake ndi abale ake. 12
21 ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 14 anagwera Matitiya, ana ake ndi abale ake. 12
22 ପଞ୍ଚଦଶ ପାଇଁ ଯେରେମୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 15 anagwera Yeremoti, ana ake ndi abale ake. 12
23 ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 16 anagwera Hananiya, ana ake ndi abale ake. 12
24 ସପ୍ତଦଶ ପାଇଁ ଯଶ୍‍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 17 anagwera Yosibakasa, ana ake ndi abale ake. 12
25 ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 18 anagwera Hanani, ana ake ndi abale ake. 12
26 ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 19 anagwera Maloti, ana ake ndi abale ake. 12
27 ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 20 anagwera Eliyata, ana ake ndi abale ake. 12
28 ଏକବିଂଶ ପାଇଁ ହୋଥୀର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 21 anagwera Hotiri, ana ake ndi abale ake. 12
29 ଦ୍ୱାବିଂଶ ପାଇଁ ଗିଦ୍ଦଲ୍‍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 22 anagwera Gidaliti, ana ake ndi abale ake. 12
30 ତ୍ରୟୋବିଂଶ ପାଇଁ ମହସୀୟୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
Maere a 23 anagwera Mahazioti, ana ake ndi abale ake. 12
31 ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।
Maere a 24 anagwera Romamiti-Ezeri, ana ake ndi abale ake 12.

< ପ୍ରଥମ ବଂଶାବଳୀ 25 >