< ପ୍ରଥମ ବଂଶାବଳୀ 25 >
1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
ダビデと軍旅の牧伯等またアサフ、ヘマンおよびヱドトンの子等を選びて職に任じ之をして琴と瑟と鐃鈸を執て預言せしむその職によれば伶人の數左のごとし
2 ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
アサフの子等はザツクル、ヨセフ、ネタニア、アサレラ 皆アサフの子等にしてアサフの手に屬すアサフは王の手につきて預言す
3 ଯିଦୂଥୂନ୍ର କଥା; ଯିଦୂଥୂନ୍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
ヱドトンについてはヱドトンの子等はゲダリア、ゼリ、ヱサヤ、ハシヤビヤ、マツタテヤの六人 皆琴を操てその父ヱドトンの手に屬すヱドトンはヱホバを讃めかつ頌へて預言す
4 ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;
ヘマンについてはヘマンの子等たる者はブツキヤ、マツタニヤ、ウジエル、シブエル、ヱレモテ、ハナニヤ、ハナニ、エリアタ、ギダルテ、ロマムテエゼル、ヨシベカシヤ、マロテ、ホテル、マハジオテ
5 ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
是みな神の言をつたふる王の先見者ヘマンの子等にして角を擧ぐ 神ヘマンに男子十四人女子三人を賜へり
6 ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ।
是等の者は皆その父の手に屬しヱホバの家において歌を謡ひ鐃鈸と瑟と琴をもて神の家の奉事をなせり アサフ、ヱドトンおよびヘマンは王の手につけり
7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
彼等およびヱホバに歌を謡ふことを習へるその兄弟等即ち巧なる者の數は二百八十八人
8 ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
彼ら大も小も巧なる者も習ふ者も皆ともにその職務の籤を掣けるが
9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
第一の籤はアサフの家のヨセフに當り第二はゲダリアに當れり彼もその兄弟等および子等十二人
10 ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
第三はザツクルに當れりその子等とその兄弟等十二人
11 ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第四はイヅリに當れりその子等とその兄弟等十二人
12 ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
第五はネタニヤに當れりその子等とその兄弟等十二人
13 ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
第六はブツキアに當れりその子等とその兄弟等十二人
14 ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
第七はアサレラに當れりその子等とその兄弟等十二人
15 ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第八はヱサヤに當れりその子等とその兄弟等十二人
16 ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
第九はマツタニヤに當れりその子等とその兄弟等十二人
17 ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十はシメイに當れりその子等とその兄弟等十二人
18 ଏକାଦଶ ଅସରେଲ୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十一はアザリエルに當れりその子等とその兄弟等十二人
19 ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十二はハシヤビアに當れりその子等とその兄弟等十二人
20 ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十三はシユバエルに當れりその子等とその兄弟等十二人
21 ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十四はマツタテヤに當れりその子等とその兄弟等十二人
22 ପଞ୍ଚଦଶ ପାଇଁ ଯେରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十五はヱレモテに當れりその子等とその兄弟等十二人
23 ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十六はハナニヤに當れりその子等とその兄弟等十二人
24 ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十七はヨシベカシヤに當れりその子等とその兄弟等十二人
25 ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十八はでハナニに當れりその子等とその兄弟等十二人
26 ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第十九はマロテに當れりその子等とその兄弟等十二人
27 ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第二十はエリアタに當れりその子等とその兄弟等十二人
28 ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第二十一はホテルに當れりその子等とその兄弟等十二人
29 ଦ୍ୱାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第二十二はギダルテに當れりその子等とその兄弟等十二人
30 ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
第二十三はマハジオテに富れりその子等とその兄弟等十二人
31 ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।
第二十四はロマムテエゼルに當れりその子等とその兄弟等十二人