< ପ୍ରଥମ ବଂଶାବଳୀ 3 >
1 ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
大衛在希伯崙所生的兒子記在下面:長子暗嫩是耶斯列人亞希暖生的。次子但以利是迦密人亞比該生的。
2 ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
三子押沙龍是基述王達買的女兒瑪迦生的。四子亞多尼雅是哈及生的。
3 ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
五子示法提雅是亞比她生的。六子以特念是大衛的妻以格拉生的。
4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
這六人都是大衛在希伯崙生的。大衛在希伯崙作王七年零六個月,在耶路撒冷作王三十三年。
5 ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;
大衛在耶路撒冷所生的兒子是示米亞、朔罷、拿單、所羅門。這四人是亞米利的女兒拔‧書亞生的。
6 ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍;
還有益轄、以利沙瑪、以利法列、
8 ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ।
以利沙瑪、以利雅大、以利法列,共九人。
9 ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
這都是大衛的兒子,還有他們的妹子她瑪,妃嬪的兒子不在其內。
10 ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍;
所羅門的兒子是羅波安;羅波安的兒子是亞比雅;亞比雅的兒子是亞撒;亞撒的兒子是約沙法;
11 ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍;
約沙法的兒子是約蘭;約蘭的兒子是亞哈謝;亞哈謝的兒子是約阿施;
12 ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍;
約阿施的兒子是亞瑪謝;亞瑪謝的兒子是亞撒利雅;亞撒利雅的兒子是約坦;
13 ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
約坦的兒子是亞哈斯;亞哈斯的兒子是希西家;希西家的兒子是瑪拿西;
14 ତାହାର ପୁତ୍ର ଆମୋନ୍, ତାହାର ପୁତ୍ର ଯୋଶୀୟ।
瑪拿西的兒子是亞們;亞們的兒子是約西亞;
15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍।
約西亞的長子是約哈難,次子是約雅敬,三子是西底家,四子是沙龍。
16 ପୁଣି, ଯିହୋୟାକୀମ୍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
約雅敬的兒子是耶哥尼雅和西底家。
17 ବନ୍ଦୀ ଯିକନୀୟର ସନ୍ତାନଗଣ;
耶哥尼雅被擄。他的兒子是撒拉鐵、
18 ତାହାର ପୁତ୍ର ଶଲ୍ଟୀୟେଲ, ମଲ୍କୀରାମ୍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ।
瑪基蘭、毗大雅、示拿薩、耶加米、何沙瑪、尼大比雅。
19 ପଦାୟର ପୁତ୍ର ଯିରୁବ୍ବାବିଲ୍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍ର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା।
毗大雅的兒子是所羅巴伯、示每。所羅巴伯的兒子是米書蘭、哈拿尼雅,他們的妹子名叫示羅密。
20 ଆଉ ହଶୂବା, ଓହେଲ୍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ।
米書蘭的兒子是哈舒巴、阿黑、比利家、哈撒底、于沙‧希悉,共五人。
21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
哈拿尼雅的兒子是毗拉提、耶篩亞。還有利法雅的眾子,亞珥難的眾子,俄巴底亞的眾子,示迦尼的眾子。
22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍, ଛଅ ଜଣ।
示迦尼的兒子是示瑪雅;示瑪雅的兒子是哈突、以甲、巴利亞、尼利雅、沙法,共六人。
23 ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
尼利雅的兒子是以利約乃、希西家、亞斯利干,共三人。
24 ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍, ଦଲୟିୟ ଓ ଅନାନି, ଏହି ସାତ ଜଣ।
以利約乃的兒子是何大雅、以利亞實、毗萊雅、阿谷、約哈難、第萊雅、阿拿尼,共七人。