< ପ୍ରଥମ ବଂଶାବଳୀ 4 >
1 ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍।
ユダの子らはペレヅ、ヘヅロン、カルミ、ホル、ショバルである。
2 ପୁଣି, ଶୋବଲ୍ର ସନ୍ତାନ ରାୟା ଯହତ୍କୁ ଜାତ କଲା; ପୁଣି, ଯହତ୍ ଅହୂମୟ ଓ ଲହଦକୁ ଜାତ କଲା। ଏମାନେ ସରାୟୀୟ ଗୋଷ୍ଠୀ।
ショバルの子レアヤはヤハテを生み、ヤハテはアホマイとラハデを生んだ。これらはザレアびとの一族である。
3 ଐଟମ୍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍ବଶ; ଏମାନଙ୍କ ଭଗିନୀର ନାମ ହତ୍ସଲିଲ୍-ପୋନୀ ଥିଲା।
エタムの子らはエズレル、イシマおよびイデバシ、彼らの姉妹の名はハゼレルポニである。
4 ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।
ゲドルの父はペヌエル、ホシャの父はエゼルである。これらはベツレヘムの父エフラタの長子ホルの子らである。
5 ପୁଣି, ତକୋୟର ପିତା ଅସ୍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।
テコアの父アシュルにはふたりの妻ヘラとナアラとがあった。
6 ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।
ナアラはアシュルによってアホザム、ヘペル、テメニおよびアハシタリを産んだ。これらはナアラの子である。
7 ଆଉ ହିଲାର ସନ୍ତାନ ସେରତ୍, ୟସ୍ହାର ଓ ଇତ୍ନନ୍।
ヘラの子らはゼレテ、エゾアル、エテナンである。
8 ପୁଣି, ହକ୍କୋସ୍ ଆନୂବକୁ, ସୋବେବାକୁ ଓ ହାରୁମ୍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।
コヅはアヌブとゾベバを生んだ。またハルムの子アハルヘルの氏族も彼から出た。
9 ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”
ヤベヅはその兄弟のうちで最も尊ばれた者であった。その母が「わたしは苦しんでこの子を産んだから」と言ってその名をヤベヅと名づけたのである。
10 ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।
ヤベヅはイスラエルの神に呼ばわって言った、「どうか、あなたが豊かにわたしを恵み、わたしの国境を広げ、あなたの手がわたしとともにあって、わたしを災から免れさせ、苦しみをうけさせられないように」。神は彼の求めるところをゆるされた。
11 ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍ର ପିତା।
シュワの兄弟ケルブはメヒルを生んだ。メヒルはエシトンの父、
12 ଇଷ୍ଟୋନ୍ ବେଥ୍-ରାଫା ଓ ପାସେହକୁ, ଆଉ ଈରନାହସର ପିତା ତହିନ୍ନକୁ ଜାତ କଲା। ଏମାନେ ରେକାର ଲୋକ।
エシトンはベテラパ、パセアおよびイルナハシの父テヒンナを生んだ。これらはレカの人々である。
13 କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍।
ケナズの子らはオテニエルとセラヤ。オテニエルの子らはハタテとメオノタイ。
14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।
メオノタイはオフラを生み、セラヤはゲハラシムの父ヨアブを生んだ。彼らは工人であったのでゲハラシムと呼ばれたのである。
15 ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ।
エフンネの子カレブの子らはイル、エラおよびナアム。エラの子はケナズ。
16 ଯିହଲିଲେର ପୁତ୍ରଗଣ; ସୀଫ୍, ସୀଫା, ତୀରିୟ ଓ ଅସାରେଲ।
エハレレルの子らはジフ、ジバ、テリア、アサレルである。
17 ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍, ଏଫର ଓ ଯାଲୋନ୍ (ମେରଦ୍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍ବହକୁ ପ୍ରସବ କଲା।
エズラの子らはエテル、メレデ、エペル、ヤロン。次のものはメレデがめとったパロの娘ビテヤの子らである。すなわち彼女はみごもってミリアム、シャンマイおよびイシバを産んだ。イシバはエシテモアの父である。
18 ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍ ତାହାକୁ ବିବାହ କରିଥିଲା।
彼の妻はユダヤ人で、ゲドルの父エレデとソコの父ヘベルとザノアの父エクテエルを産んだ。
19 ନହମର ଭଗିନୀ, ହୋଦୀୟର ଭାର୍ଯ୍ୟାର ସନ୍ତାନ ଗର୍ମୀୟ କିୟୀଲାର ପିତା ଓ ମାଖାଥୀୟ ଇଷ୍ଟିମୋୟ।
ナハムの姉妹であるホデヤの妻の子らはガルムびとケイラの父およびマアカびとエシテモアである。
20 ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍ହାନନ୍ ଓ ତୀଲୋନ୍। ଆଉ ଈଶୀର ସନ୍ତାନ ସୋହେତ୍ ଓ ବିନ୍-ସୋହେତ୍।
シモンの子らはアムノン、リンナ、ベネハナン、テロンである。イシの子らはゾヘテとベネゾヘテである。
21 ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;
ユダの子シラの子らはレカの父エル、マレシャの父ラダおよびベテアシベアの亜麻布織の家の一族、
22 ପୁଣି, ଯୋକୀମ୍, କୋଷେବାର ଲୋକମାନେ, ଯୋୟାଶ୍, ସାରଫ୍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍। ଏହା ଲିଖିତ ବିବରଣୀ ଅଟେ।
ならびにモアブを治めてレヘムに帰ったヨキム、コゼバの人々、ヨアシおよびサラフである。その記録は古い。
23 ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।
これらの者は陶器を造る人で、ネタイムおよびゲデラに住み、王の用をするため、王とともに、そこに住んだ。
24 ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍, ଯାରୀବ, ସେରହ, ଶୌଲ;
シメオンの子らはネムエル、ヤミン、ヤリブ、ゼラ、シャウル。
25 ତାହାର ପୁତ୍ର ଶଲ୍ଲୁମ୍, ତାହାର ପୁତ୍ର ମିବ୍ସମ୍, ତାହାର ପୁତ୍ର ମିଶ୍ମା।
シャウルの子はシャルム、その子はミブサム、その子はミシマ。
26 ପୁଣି, ମିଶ୍ମାର ସନ୍ତାନ ହମୁୟେଲ, ତାହାର ସନ୍ତାନ ସକ୍କୁର, ତାହାର ପୁତ୍ର ଶିମୀୟି।
ミシマの子孫は、その子はハムエル、その子はザックル、その子はシメイ。
27 ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।
シメイには男の子十六人、女の子六人あったが、その兄弟たちには多くの子はなかった。またその氏族の者はすべてユダの子孫ほどにはふえなかった。
28 ଆଉ, ସେମାନେ ବେର୍ଶେବାରେ, ମୋଲାଦାରେ, ହତ୍ସର-ଶୁୟାଲ୍ରେ,
彼らの住んだ所はベエルシバ、モラダ、ハザル・シュアル、
29 ବିଲ୍ହାରେ, ଏତ୍ସମ୍ରେ, ତୋଲଦରେ,
ビルハ、エゼム、トラデ、
30 ବଥୂୟେଲରେ, ହର୍ମାରେ, ସିକ୍ଲଗ୍ରେ,
ベトエル、ホルマ、チクラグ、
31 ବେଥ୍-ମର୍କାବୋତ୍ରେ, ହତ୍ସର୍-ସୂଷୀମ୍ରେ, ବେଥ୍-ବିରୀରେ ଓ ଶାରୟିମ୍ରେ ବାସ କଲେ। ଦାଉଦଙ୍କର ରାଜତ୍ୱ ପର୍ଯ୍ୟନ୍ତ ଏସବୁ ନଗର ସେମାନଙ୍କର ଥିଲା।
ベテ・マルカボテ、ハザル・スシム、ベテ・ビリ、およびシャライムである。これらはダビデの世に至るまで彼らの町であった。
32 ଆଉ, ଗ୍ରାମସୁଦ୍ଧା ଐଟମ୍, ଐନ୍, ରିମ୍ମୋନ୍, ତୋଖେନ୍ ଓ ଆଶନ୍, ଏହି ପାଞ୍ଚ ନଗର;
その村里はエタム、アイン、リンモン、トケン、アシャンの五つの町である。
33 ପୁଣି, ବାଲ୍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।
またこれらの町々の周囲に多くの村があって、バアルまでおよんだ。彼らのすみかは以上のとおりで、彼らはおのおの系図をもっていた。
34 ଆଉ, ମଶୋବବ୍, ଯମ୍ଲେକ ଓ ଅମତ୍ସୀୟର ପୁତ୍ର ଯୋଶ
メショバブ、ヤムレク、アマジヤの子ヨシャ、
35 ଓ ଯୋୟେଲ, ପୁଣି, ଅସୀୟେଲର ପ୍ରପୌତ୍ର ସରାୟର ପୌତ୍ର ଯୋଶିବିୟର ପୁତ୍ର ଯେହୂ;
ヨエル、アシエルのひこ、セラヤの孫、ヨシビアの子エヒウ。
36 ଇଲୀୟୋଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ, ଯିଶୀମିୟେଲ ଓ ବନାୟ;
エリオエナイ、ヤコバ、エショハヤ、アサヤ、アデエル、エシミエル、ベナヤ、
37 ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମ୍ରିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫିୟିର ପୁତ୍ର ସୀଷଃ;
およびシピの子ジザ。シピはアロンの子、アロンはエダヤの子、エダヤはシムリの子、シムリはシマヤの子である。
38 ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ବ୍ୟକ୍ତ ହେଲା, ସେମାନେ ଆପଣା ଆପଣା ଗୋଷ୍ଠୀର ଅଧ୍ୟକ୍ଷ ଥିଲେ ଓ ସେମାନଙ୍କ ପିତୃବଂଶ ଅତିଶୟ ବୃଦ୍ଧି ପାଇଲେ।
ここに名をあげた者どもはその氏族の長であって、それらの氏族は大いにふえ広がった。
39 ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ ସ୍ଥାନ, ଅର୍ଥାତ୍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।
彼らは群れのために牧場を求めてゲドルの入口に行き、谷の東の方まで進み、
40 ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।
ついに豊かな良い牧場を見いだした。その地は広く穏やかで、安らかであった。その地の前の住民はハムびとであったからである。
41 ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।
これらの名をしるした者どもはユダの王ヒゼキヤの世に行って、彼らの天幕と、そこにいたメウニびとを撃ち破り、彼らをことごとく滅ぼして今日に至っている。そこには、群れのための牧場があったので、彼らはそこに住んだ。
42 ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।
またシメオンびとのうちの五百人はイシの子らペラテヤ、ネアリヤ、レパヤ、ウジエルをかしらとしてセイル山に行き、
43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
アマレクびとで、のがれて残っていた者を撃ち滅ぼして、今日までそこに住んでいる。