< ପ୍ରଥମ ବଂଶାବଳୀ 6 >
1 ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।
लेवी के पुत्र: गेरशोन, कोहाथ और मेरारी.
2 କହାତର ପୁତ୍ର ଅମ୍ରାମ୍, ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ।
कोहाथ के पुत्र: अमराम, इज़हार, हेब्रोन और उज्ज़िएल.
3 ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର।
अमराम की संतान: अहरोन, मोशेह और मिरियम. अहरोन के पुत्र: नादाब, अबीहू, एलिएज़र और इथामार.
4 ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବୀଶୂୟକୁ ଜାତ କଲା;
एलिएज़र पिता था फिनिहास का, फिनिहास अबीशुआ का,
5 ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;
अबीशुआ बुक्की का, बुक्की उज्जी का,
6 ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା;
उज्जी ज़ेराइयाह का, ज़ेराइयाह मेराइओथ का,
7 ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା।
मेराइओथ अमरियाह का, अमरियाह अहीतूब का,
8 ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍କୁ ଜାତ କଲା;
अहीतूब सादोक का सादोक अहीमाज़ का,
9 ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;
अहीमाज़ अज़रियाह का, अज़रियाह योहानन का,
10 ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।
योहानन अज़रियाह का पिता था. यह वही अज़रियाह था, जिसने येरूशलेम में शलोमोन द्वारा बनाए गए भवन में पौरोहितिक सेवा की थी.
11 ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା;
अज़रियाह अमरियाह का, अमरियाह अहीतूब का,
12 ପୁଣି, ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍କୁ ଜାତ କଲା;
अहीतूब सादोक का, सादोक शल्लूम का,
13 ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା, ହିଲ୍କୀୟ ଅସରୀୟକୁ ଜାତ କଲା;
शल्लूम हिलकियाह का, हिलकियाह अज़रियाह का,
14 ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।
अज़रियाह सेराइयाह का, सेराइयाह यहोत्सादाक का,
15 ପୁଣି, ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇଗଲା।
जब याहवेह ने नबूकदनेज्ज़र द्वारा यहूदिया और येरूशलेम को बंधुआई में भेजा, तब यहोत्सादाक भी बंधुआई में ले जाया गया:
16 ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।
लेवी के पुत्र: गेरशोम, कोहाथ और मेरारी.
17 ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି।
गेरशोम के पुत्रों के ये नाम है: लिबनी और शिमेई.
18 କହାତର ପୁତ୍ର ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ।
कोहाथ के पुत्र: अमराम, इज़हार, हेब्रोन और उज्ज़िएल.
19 ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।
मेरारी के पुत्र: माहली और मूशी. पिताओं के आधार पर लेवी वंशजों के कुल इस प्रकार है:
20 ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;
गेरशोम के कुल: उसका पुत्र लिबनी, उसका पुत्र याहाथ, उसका पुत्र ज़िम्माह,
21 ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ।
उसका पुत्र योआह, उसका पुत्र इद्दो, उसका पुत्र ज़ेराह, उसका पुत्र येआथेराई.
22 କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
कोहाथ के पुत्र: उसका पुत्र अम्मीनादाब, उसका पुत्र कोराह, उसका पुत्र अस्सिर,
23 ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;
उसका पुत्र एलकाना, उसका पुत्र एबीआसफ़, उसका पुत्र अस्सिर,
24 ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।
उसका पुत्र ताहाथ, उसका पुत्र उरीएल, उज्जियाह उसका पुत्र, शाऊल उसका पुत्र.
25 ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍।
एलकाना के पुत्र ये थे: आमासाई, अहीमोथ,
26 ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍;
उसका पुत्र एकानाह, एलकाना के पुत्र थे ज़ोफ़ाई, उसका पुत्र नाहाथ,
27 ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ, ତାହାର ପୁତ୍ର ଇଲ୍କାନା।
उसका पुत्र एलियाब, उसका पुत्र येरोहाम, उसका पुत्र एलकाना,
28 ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।
शमुएल के पुत्र: उनका पहलौठा पुत्र योएल, दूसरा अबीयाह.
29 ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
मेरारी के पुत्र: माहली, उसका पुत्र लिबनी, उसका पुत्र शिमेई, उसका पुत्र उज्जाह,
30 ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।
उसका पुत्र शिमिया, उसका पुत्र हाग्गियाह और उसका पुत्र असाइयाह.
31 (ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
निम्न लिखित पुरुष वे हैं, जिन्हें दावीद ने याहवेह के भवन में संदूक की स्थापना के बाद आराधना में गाने की जवाबदारी सौंप रखी थी.
32 ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
ये येरूशलेम में शलोमोन द्वारा याहवेह का भवन बनाए जाने तक, मिलनवाले तंबू के सामने आराधना-संगीत के द्वारा सेवा करते थे. वे अपने पद के अनुसार ही यह सेवा किया करते थे.
33 ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
सेवा के लिए चुने गए उन व्यक्तियों और उनके पुत्रों के नाम इस प्रकार है: कोहाथ के पुत्रों में से: गायक, हेमान, जो योएल का पुत्र, शमुएल का पुत्र था,
34 ସେ ଇଲ୍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍ର ପୁତ୍ର, ସେ ତୋହର ପୁତ୍ର;
जो एलकाना का, जो येरोहाम का, जो एलिएल का, जो तौआह का,
35 ସେ ସୂଫର ପୁତ୍ର, ସେ ଇଲ୍କାନାର ପୁତ୍ର, ସେ ମାହତ୍ର ପୁତ୍ର, ସେ ଅମାସୟର ପୁତ୍ର;
जो सूफ़ का, जो एलकाना का, जो माहाथ का, जो आमासाई का,
36 ସେ ଇଲ୍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
जो एलकाना का, जो योएल का, जो अज़रियाह का, जो ज़ेफनियाह का,
37 ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
जो ताहाथ का, जो अस्सिर का, एबीआसफ़ का, जो कोराह का,
38 ସେ ଯିଷ୍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।
जो इज़हार का, जो कोहाथ का, जो लेवी का, जो इस्राएल का पुत्र था.
39 ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;
हेमान का सहकर्मी आसफ उसके दाएं पक्ष में खड़ा रहता था, जो वस्तुतः बेरेखियाह का पुत्र, शिमिया का पुत्र था.
40 ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;
जो मिखाएल का पुत्र था, जो बासेइयाह का, जो मालखियाह का,
41 ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
जो एथनी का, जो ज़ेराह का, जो अदाइयाह का,
42 ସେ ଏଥନ୍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।
जो एथन का, जो ज़िम्माह का, जो शिमेई का,
43 ସେ ଯହତ୍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର।
जो याहाथ का, जो गेरशोम का, जो लेवी का पुत्र था.
44 ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
उनके बाएं पक्ष में उनके संबंधी, मेरारी-वंशज खड़े हुआ करते थे: कीशी का पुत्र एथन, जो अबदी का, जो मल्लूख का,
45 ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କୀୟର ପୁତ୍ର;
जो हशाबियाह का, जो अमाज़्याह का, जो हिलकियाह का,
46 ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
जो आमज़ी का, जो बानी का, जो शेमर का,
47 ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
जो माहली का, जो मूशी का, जो मेरारी का, जो लेवी का पुत्र था.
48 ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
लेवी, उनके संबंधी, मिलनवाले तंबू और परमेश्वर के भवन संबंधी सेवा के लिए चुने गए थे.
49 ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।
मगर अहरोन और उसके पुत्र वेदी पर होमबलि चढ़ाते और धूप वेदी पर धूप जलाते, परम पवित्र स्थान संबंधित कार्य और परमेश्वर के सेवक मोशेह के आदेश अनुसार इस्राएल के लिए प्रायश्चित किया करते थे.
50 ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍, ତାହାର ପୁତ୍ର ଅବୀଶୂୟ
ये अहरोन के वंशज थे: उसका पुत्र एलिएज़र, उसका पुत्र फिनिहास, उसका पुत्र अबीशुआ,
51 ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
उसका पुत्र बुक्की, उसका पुत्र उज्जी, ज़ेराइयाह.
52 ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍;
उसका पुत्र मेराइओथ, उसका पुत्र अमरियाह, उसका पुत्र अहीतूब,
53 ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍।
उसका पुत्र सादोक और उसका पुत्र अहीमाज़ था.
54 ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
उनकी सीमाओं ही के भीतर, उनके शिविरों के आधार पर उनके उपनिवेश इस प्रकार थे मतपत्रों के आधार पर सर्वप्रथम स्थान अहरोन के पुत्रों के परिवार को प्राप्त हुआ था. (अहरोन-वंशजों को जो कोहाथि कुल के थे, क्योंकि चिट्ठी डालकर वे ही इसके लिए पहले स्थान के लिए चुने गए थे):
55 ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
इन्होंने उन्हें यहूदिया में हेब्रोन क्षेत्र दे दिया साथ ही इसके आस-पास के चरागाह भी.
56 ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।
(किंतु नगर के बीच के खेत और इसके गांव उन्होंने येफुन्नेह के पुत्र कालेब को दे दिए.)
57 ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
अहरोन के पुत्रों को उन्होंने शरण शहर दे दिए: हेब्रोन, लिबनाह और इसकी सभी चरागाह,
58 ହିଲେନ୍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି;
हिलेन और देबीर,
59 ଆଶନ୍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;
आशान, युताह और बेथ-शेमेश और उनकी चरागाह,
60 ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।
तब बिन्यामिन गोत्र की सीमा से गिबियोन, इसके चरागाहों से इसके चरागाहों समेत गेबा, अलेमेथ, अनाथोथ इसके सभी उनके ये सभी नगर उनके गोत्रों के अधिकार में हमेशा ही बने रहे. ये कुल तेरह नगर थे.
61 ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
तब कोहाथ की शेष संतान को ये चिट्ठी डालकर बांट दिए गए. परिवार के गोत्र से, अर्धकुल से, मनश्शेह के आधे गोत्र से, दस नगर.
62 ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
गेरशोम के पुत्रों को उनके परिवार के अनुसार इस्साखार के गोत्र में से, आशेर के गोत्र में से, नफताली के गोत्र में से और बाशान में मनश्शेह के गोत्र में से तेरह नगर प्रदान किए गए.
63 ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
मेरारी वंशजों को उनके कुलों के अनुसार रियूबेन के, गाद के और ज़ेबुलून के कुलों से बारह नगर बांटे गए.
64 ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
इस प्रकार इस्राएल वंशजों को वे नगर दे दिए, जिनमें चरागाह भी थे.
65 ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।
यहूदाह गोत्र के कुलों से उन्होंने चिट्ठियों द्वारा शिमओन वंश के कुलों और बिन्यामिन वंश के कुलों को ये नगर, जिनका उल्लेख किया जा चुका है, दे दिए.
66 ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
कोहाथ वंश के कुछ परिवारों के पास एफ्राईम गोत्र की सीमा में के कुछ नगर थे.
67 ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;
उन्होंने इन्हें ये शरण शहर दे दिए: एफ्राईम के पर्वतीय क्षेत्र का शेकेम और इसके चरागाहों के साथ गेज़ेर,
68 ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବେଥ୍-ହୋରଣ;
योकमेअम, बेथ-होरोन,
69 ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ;
चरागाहों के साथ अय्जालोन, चरागाहों के साथ गथ-रिम्मोन.
70 ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।
तब मनश्शेह के आधे गोत्र में से चरागाहों के साथ ऐनर और चरागाहों के साथ बिलआम.
71 ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍;
मनश्शेह के अर्ध-गोत्र में से गेरशोन-वंशजों को चरागाहों के साथ बाशान क्षेत्र में गोलान और चरागाहों के साथ अश्तारोथ;
72 ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍, ତଳିଭୂମି ସହିତ ଦାବରତ୍;
इस्साखार के गोत्र में से चरागाहों के साथ के देश, चरागाहों के साथ दाबरथ,
73 ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍;
चरागाहों के साथ रामोथ, चरागाहों के साथ आनेम;
74 ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍, ତଳିଭୂମି ସହିତ ଅବଦୋନ୍;
आशेर के गोत्र से चरागाहों के साथ माशाल, चरागाहों के साथ अबदोन,
75 ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ;
चरागाहों के साथ हूक्कोक और चरागाहों के साथ रेहोब;
76 ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
नफताली के गोत्र में से चरागाहों के साथ गलील में केदेश, चरागाहों के साथ हम्मोन और चरागाहों के साथ किरयथियों.
77 ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା।
मेरारी-वंशज शेष लेवियों को: ज़ेबुलून के गोत्र में से चरागाहों के साथ रिम्मोन, चरागाहों के साथ ताबोर;
78 ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ
और यरदन पार येरीख़ो में यरदन के पूर्वी तट पर रियूबेन के गोत्र में से चरागाहों के साथ बेज़र, जो बंजर भूमि में था, चरागाहों कि साथ यहत्स,
79 ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍;
चरागाहों के साथ केदेमोथ और चरागाहों के साथ मेफाअथ;
80 ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ,
गाद के गोत्र में से चरागाहों के साथ गिलआद में रामोथ, चरागाहों के साथ माहानाईम,
81 ତଳିଭୂମି ସହିତ ହିଷ୍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।
चरागाहों के साथ हेशबोन और याज़र.