< ପ୍ରଥମ ବଂଶାବଳୀ 7 >
1 ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।
Isiakari alikuwa na wana wanne Tola, Pua, Yashubi, na Shimironi.
2 ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍ସମ୍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।
Wana wa Tola walikuwa Uzi, Refaia, Yerie, Yamai, Ibisami, Shemueli. Walikua vichwa katika nyumba za baba yao, toka uzao wa Tola na waliorodheshwa kama mashujaa hodari miongoni mwa kizazi chao. Katika siku za Daudi walikua na idadi ya 22, 600.
3 ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।
Mwana wa Uzi alikua Izrahia. Mwana wake alikua Michaeli, Obadia, Yoeli, na Ishia, wote watano walikua viongozi wa ukoo
4 ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।
Pamoja nao walikua na jeshi la watu elfu thelathini na sita kwa mapambano, Kwa mujibu wa orodha zilizomilikiwa na koo za mababu zao, kwa kuwa walikuwa na wake wengi pamoja na wana.
5 ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।
Kaka zao, kabila la Isakari, walikua na wanaume wa vita themanini na saba, kwa mujibu wa orodha zilizomilikiwa na koo za mababu zao.
6 ଆଉ ବିନ୍ୟାମୀନ୍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।
Wana watatu wa Benjamini walikuwa Bela, Beka, na Yediaeli.
7 ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।
Wana watano wa Bela walikuwa Ezibono, Uzi, Uzieli, Yerimoti, na Iri. Walikua ni wanajeshi na waanzilishi wa koo. Watu wao walikuwa na idadi ya wanaume wa vita 22, 034, kwa mujibu wa orodha zilizomilikiwa na koo za mababu zao.
8 ଆଉ ବେଖରର ପୁତ୍ରଗଣ; ସମୀର୍, ଯୋୟାଶ୍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍, ଅବୀୟ, ଅନାଥୋତ୍ ଓ ଆଲେମତ୍। ଏସମସ୍ତେ ବେଖରର ସନ୍ତାନ।
Wana wa Beka walikuwa Zemira, Yoashi, Elieza, Elionai, Omri, Yeremoti, Abiya, Anatoti, na Alemeti. Wote hawa walikuwa wana wake.
9 ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।
Orodha ya koo zao ilikua na idadi ya 20, 200 viongozi wa familia na wanaume wa vita.
10 ଯିଦୀୟେଲର ପୁତ୍ର ବିଲ୍ହନ୍ ଏବଂ ବିଲ୍ହନ୍ର ପୁତ୍ରଗଣ ଯିୟୂଶ୍, ବିନ୍ୟାମୀନ୍, ଏହୂଦ, କନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର;
Mwana wa Yediaeli alikuwa Bilhani. Wana wa Bilhani walikuwa Yeushi, Benjamini, Ehudi, Kenaana, Zetani, Tarishishi, na Ahishahari.
11 ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
Wote hawa waikuwa wana wa Yediaeli. Waliorodheshwa katika ukoo orodha ilikuwa 17, 200 viongozi na wanaume wa vita imara kwa kazi ya jeshi.
12 ଶୁପ୍ପୀମ୍ ମଧ୍ୟ ଓ ହୁପ୍ପୀମ୍, ଈର୍ର ସନ୍ତାନଗଣ, ହୂଶୀମ୍, ଅହେରର ସନ୍ତାନଗଣ।
(Shupimu na Hupimu walikuwa wana wa Iri, na Hushimu alikuwa mwana wa Aheri.)
13 ନପ୍ତାଲିର ପୁତ୍ରଗଣ; ଯହସୀୟେଲ୍, ଗୂନି, ଯେତ୍ସର ଓ ଶଲ୍ଲୁମ୍, ଏମାନେ ବିଲ୍ହାର ବଂଶ।
Wana wa Naftali walikuwa Yazieli, Guni, Yezeri, na Shalumu. Hawa walikuwa wajukuu wa Bilhahi.
14 ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।
Manasse alikua na mtoto wa kiume aliitwa Asrieli, Ambaye suria wake wa Kiaramia alimzalia. Pia alimzaa na Makiri, baba wa Gileadi.
15 ଏହି ମାଖୀର ହୁପ୍ପୀମ୍ ଓ ଶୁପ୍ପୀମ୍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍ଫାଦ୍ ଓ ସଲଫାଦର କନ୍ୟାମାନେ ଥିଲେ।
Makiri alimchukua mke wake kutoka Hupite na Shupite. Jina la dada yake lilikuwa Maaka. Mwingine wa uzao wa Manasse alikuwa Zalofehadi, ambaye alikuwa na mabinti pekee.
16 ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍।
Maaka mke wa Makiri, alimzaa mwana na alimuita Pereshi. Kaka yake aliitwa Shereshi, na wana wake walikuwa Ulamu na Rakemu.
17 ଉଲମ୍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।
Mwana wa Ulami alikuwa Bedani. Hawa walikuwa uzao wa Gileadi mwana wa Makiri mwana wa Manase.
18 ଆଉ ତାହାର ଭଗିନୀ ହମ୍ମୋଲେକତ୍, ଇଶ୍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।
Dada wa Gileadi Hamoleketi alimzaa Ishihodi, Abi Ezeri, na Mahila.
19 ଆଉ ଶମୀଦାର ପୁତ୍ର ଅହୀୟନ୍, ଶେଖମ୍, ଲିକ୍ହି ଓ ଅନୀୟାମ୍।
Wana wa Shemida walikuwa Ahiana, Shekemu, Liki, na Aniamu.
20 ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ,
Uzao wa Efraimu ulikuwa kama ifuatavyo: Efraimu mwana wa Shutela. Shutela mwana wa Beredi. Beredi mwana wa Tahati.
21 ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ, ଏସର୍ ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।
Tahati mwana wa Eleada. Eleada mwana wa Shutela. (Eza na Eleadi waliuawa na wanaume wa Gati, wenyeji wa nchi, walipoenda kuiba mifugo yao.
22 ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ।
Efraimu baba yao aliomboleza kwa siku nyingi, na kaka zake walikuja kumfariji.
23 ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।
Alilala na mkewe. Akapata mimba akamzaa mwana. Efraimu akamuita Beria, kwa sababu maafa yalishakuja nyumbani mwake.
24 ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।
Binti yake alikuwa Sheera, ambaye alijenga miji juu na chini Beth Horon na Uzzen Sheerah.)
25 ତାହାର ପୁତ୍ର ରେଫହ ଓ ରେଶଫ୍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;
Mwana wake alikuwa Rafa. Mwana wa Rafa alikuwa Reshefi. Mwana wa Reshafi alikuwa Tela. Mwana wa Tela alikuwa Tahani.
26 ତାହାର ପୁତ୍ର ଲାଦନ୍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା;
Mwana wa Tahani alikuwa Ladani. Mwana wa Ladani alikuwa Amihudi. Mwana wa Amihudi alikuwa Elishama.
27 ତାହାର ପୁତ୍ର ନୂନ, ତାହାର ପୁତ୍ର ଯିହୋଶୂୟ।
Mwana wa Elishama alikuwa Nuni. Mwana wa Nuni alikuwa Joshua.
28 ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;
Mali zao na makazi yao yalikuwa Betheli na yalizungukwa na vijiji. Waliongeza upande wa mashariki hadi Naarani na upande wa magharibi hadi Gezeri na vijiji vyake, na Shekemu na vijiji vyake hadi Aya na vijiji vyake.
29 ଆହୁରି ମନଃଶି-ସନ୍ତାନଗଣର ସୀମା ପାର୍ଶ୍ୱସ୍ଥ ବେଥ୍-ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।
Katika mipaka pamoja na Manasse kulikuwa na Beti shani na vijiji vyake, Taanaki na vijiji vyake, Megido na vijiji vyake, na Dori na vijiji vyake. Katika huu mji waliishi uzao wa Josefu mwana wa Israeli.
30 ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।
Wana wa Asha walikuwa Imna, Ishiva, Ishivi, na Beria. Sera alikuwa dada yao.
31 ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍କୀୟେଲ।
Wana wa Beria walikuwa Heberi na Malchieli, Ambaye alikuwa baba wa Birzaiti.
32 ପୁଣି, ହେବର, ଯଫ୍ଲେଟ୍, ଶୋମର, ହୋଥମ୍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।
Wana wa Heberi walikuwa Yafeti, Shomer, na Hotamu. dada yao alikuwa Shua.
33 ଯଫ୍ଲେଟର ପୁତ୍ର ପାସକ, ବିମ୍ହଲ୍ ଓ ଅଶ୍ୱତ୍। ଏମାନେ ଯଫ୍ଲେଟ୍ର ସନ୍ତାନ।
Wana wa Yafeti walikuwa Pasach, Bimhali, na Ashivati. hawa walikuwa watoto wa yafeti.
34 ଆଉ ଶେମରର ପୁତ୍ର ଅହି, ରୋହଗ, ଯିହୁବ୍ବ ଓ ଅରାମ।
shoma, kaka wa Yafeti alikuwa na wana hawa: Roga, Yehuba, Aram.
35 ତାହାର ଭ୍ରାତା ହେଲମର ପୁତ୍ର ଶୋଫହ, ଯିମ୍ନ, ଶେଲଶ୍ ଓ ଆମଲ।
Kaka yake Shema, Helemu, alikuwa na wana hawa: Zofa, Imna, Sheleshi na Amali.
36 ଶୋଫହର ପୁତ୍ର ସୂହ, ହର୍ଣ୍ଣେଫର୍, ଶୂୟାଲ, ବେରୀ ଓ ଯିମ୍ର;
Wana wa Zofa walikuwa Sua, Harinefa, Shua, Beri, IMra,
37 ବେତ୍ସର, ହୋଦ୍, ଶମ୍ମା, ଶିଲ୍ଶ, ଯିତ୍ରନ୍ ଓ ବେରା।
Beza, Hodi, Shamma, Shilsha, Ithrani, na Beera.
38 ଯେଥରର ପୁତ୍ର ଯିଫୁନ୍ନି, ପିଷ୍ପ ଓ ଅରା।
Wana wa Yeta walikuwa Jefune, Pispa, na Ara.
39 ଆଉ ଉଲ୍ଲର ପୁତ୍ର ଆରହ, ହନ୍ନୀୟେଲ ଓ ରିତ୍ସୀୟ।
Wana wa Ulla walikwa Ara, Hannieli, na Rizia.
40 ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀ କ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।
Hawa wote walikuwa uzao wa Asha. Walikua mababu wa ukoo, viongozi wa familia, wananume wa kipekee, wanaume wa vita, na machifu kati ya viongozi. Kulikuwa na wanaume elfu ishirini na sita walioorodheshwa waliokuwa imara kwa kazi ya jeshi, kwa mujibu wa idadi iliyo orodheshwa.