< ପ୍ରଥମ ବଂଶାବଳୀ 8 >
1 ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ;
Benjamin zeugte als seinen Erstgeborenen Bela, als zweiten Asbel, als dritten Achrach,
2 ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା।
als vierten Nocha und als fünften Rapha.
3 ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ,
Bela hatte zu Söhnen Addar, Gera, Abihud,
5 ଗେରା, ଶଫୂଫନ୍ ଓ ହୂରମ୍।
Gera, Sephuphan und Churam.
6 ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍କୁ ନିଆଯାଇଥିଲେ।
Dies sind Achuds Söhne. Diese sind die Familienhäupter der Einwohner Gebas. Man führte sie gefangen nach Manachat.
7 ଆଉ ସେ ନାମାନ୍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍କୁ ଜାତ କଲା।
Naaman, Achia und Gera hat er fortgeführt, nachdem jener Uzza und Achichud gezeugt hatte.
8 ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ।
Sacharaim zeugte in Moabs Gefilde, nachdem er seine Weiber Chusim und Baara entlassen hatte.
9 ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍, ସିବୀୟ, ମେଶା ଓ ମଲକମ୍,
Er zeugte mit seinem Weibe Chodes den Jobab, Sibja, Mesa, Malkam,
10 ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।
Jëus, Sokja und Mirma. Dies sind seine Söhne, Familienhäupter.
11 ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା।
Mit Chusim hatte er Abitub und Elpaal gezeugt.
12 ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍ର ପତ୍ତନକାରୀ ଶେମଦ୍,
Elpaals Söhne sind Eber, Misam und Semer. Dieser baute Ono, ebenso Lod mit seinen Tochterorten.
13 ବରୀୟ ଓ ଶେମା, ଏମାନେ ଅୟାଲୋନ୍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
Beria und Sema sind die Familienhäupter der Einwohner Ajjalons. Sie haben die Bewohner von Gat vertrieben.
14 ପୁଣି, ଅହୀୟୋ, ଶାଶକ୍, ଯେରେମୋତ୍,
Berias Söhne sind Achjo, Sasak, Jeremot,
16 ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;
Mikael, Ispa und Jocha.
17 ଆଉ ସବଦୀୟ, ମଶୁଲ୍ଲମ୍, ହିଷ୍କି, ହେବର,
Elpaals Söhne sind Zebadja, Mesullam, Chizki, Cheber,
18 ଯିଷ୍ମରୟ, ଯିଷ୍ଲୀୟ ଓ ଯୋବବ୍ ଇଲ୍ପାଲର ପୁତ୍ର ଥିଲେ।
Ismere, Izlia und Jobab.
19 ଆଉ ଶିମୀୟିର ପୁତ୍ର ଯାକୀମ୍, ସିଖ୍ରି, ସବ୍ଦି,
Simeis Söhne sind Jakim, Zikri, Zabdi,
20 ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍,
Elienai, Silletai, Eliel,
21 ଅଦାୟା, ବରାୟା ଓ ଶିମ୍ରତ୍;
Adaja, Beraja und Simrat.
22 ଆଉ ଶାଶକ୍ର ପୁତ୍ର ଯିଶ୍ପନ୍, ଏବର, ଇଲୀୟେଲ୍,
Sasaks Söhne sind Ispan, Eber, Eliel,
23 ଅବଦୋନ୍, ସିଖ୍ରି, ହାନନ୍,
Abdon, Zikri, Chanan,
24 ହନାନୀୟ, ଏଲମ୍, ଅନ୍ତୋଥୀୟ,
Chananja, Elam, Antotia,
26 ଆଉ, ଯିରୋହମର ସନ୍ତାନ ଶମ୍ଶରୟ, ଶହରୀୟ, ଅଥଲୀୟ,
Jerochams Söhne sind Samserai, Secharja, Atalja,
27 ଯାରିଶୀୟ, ଏଲୀୟ ଓ ସିଖ୍ରି;
Jaaresja, Elia und Zikri.
28 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
Dies sind in ihren Sippen die Familienhäupter. Als Häupter haben sie zu Jerusalem gewohnt.
29 ଆଉ ଗିବୀୟୋନ୍ର ପିତା ଯିୟେଲ ଗିବୀୟୋନ୍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା।
Zu Gibeon wohnten der Vater Gibeons und sein Weib namens Maaka.
30 ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍, କୀଶ୍, ବାଲ୍, ନାଦବ୍,
Sein erstgeborener Sohn ist Abdon, dann Sur, Kis, Baal, Nadab,
32 ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
Miklot hat Sima gezeugt. Auch sie wohnten in Jerusalem bei ihren Brüdern, diesen gegenüber.
33 ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।
Ner zeugte Kis und Kis den Saul und Saul den Jonatan, Malkisua, Abinadab und Esbaal.
34 ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍ ମୀଖାକୁ ଜାତ କଲା।
Jonatans Sohn ist Meribbaal, und Meribbaal zeugte Mika.
35 ମୀଖାର ପୁତ୍ର ପିଥୋନ୍, ମେଲକ୍, ତରେୟ ଓ ଆହସ୍।
Mikas Söhne sind Piton, Melek, Tare und Achaz.
36 ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।
Achaz zeugte Joadda und Joadda den Alemet, Azmavet und Zimri und Zimri den Mosa.
37 ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;
Mosa zeugte den Bina. Dessen Sohn ist Rapha, dessen Sohn Elasa und dessen Sohn Asel.
38 ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍। ଏସମସ୍ତେ ଆତ୍ସେଲର ପୁତ୍ର।
Asel hatte sechs Söhne. Dies sind ihre Namen: Azrikam, sein Erstgeborener, Ismael und Searja, Obadja und Chanan. Alle diese waren Söhne Asels.
39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍ ଓ ତୃତୀୟ ଇଲୀଫେଲଟ୍।
Seines Bruders Esek Söhne sind sein Erstgeborener Ulam, der zweite Jëus und der dritte Eliphelet.
40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍ର ସନ୍ତାନ।
Ulams Söhne waren kriegstüchtige Männer, die den Bogen spannen konnten. Sie hatten auch zahlreiche Söhne und Enkel, 150. Alle diese gehören zu den Söhnen Benjamins.