< ପ୍ରଥମ ବଂଶାବଳୀ 8 >
1 ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ;
Benjamini jẹ́ baba: Bela àkọ́bí rẹ̀, Aṣbeli ọmọkùnrin ni ẹ̀ẹ̀kejì, Ahara ẹ̀ẹ̀kẹ́ta,
2 ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା।
Noha ẹ̀ẹ̀kẹrin àti Rafa ẹ̀karùnún.
3 ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ,
Àwọn ọmọ Bela ni, Adari, Gera, Abihudi,
5 ଗେରା, ଶଫୂଫନ୍ ଓ ହୂରମ୍।
Gera, Ṣefufani àti Huramu.
6 ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍କୁ ନିଆଯାଇଥିଲେ।
Wọ̀nyí ni àwọn ìran ọmọ Ehudu, tí wọ́n jẹ́ olórí àwọn ìdílé tí ó ń gbé ní Geba tí a sì lé kúrò lọ sí Manahati:
7 ଆଉ ସେ ନାମାନ୍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍କୁ ଜାତ କଲା।
Naamani Ahijah àti Gera, tí ó lé wọn kúrò ní ìlú, àti tí ó sì jẹ́ baba Ussa àti Ahihudu.
8 ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ।
A bí àwọn ọmọkùnrin fún Ṣaharaimu ní Moabu lẹ́yìn tí ó ti kọ àwọn ìyàwó rẹ̀ sílẹ̀, Huṣimu àti Baara.
9 ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍, ସିବୀୟ, ମେଶା ଓ ମଲକମ୍,
Nípasẹ̀ ìyàwó rẹ̀ Hodeṣi ó ní Jobabu Sibia, Meṣa, Malkamu,
10 ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।
Jeusi, Sakia àti Mirma. Wọ̀nyí ni àwọn ọmọkùnrin rẹ̀, olórí àwọn ìdílé.
11 ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା।
Nípasẹ̀ Huṣimu ó ní Abitubu àti Elipali.
12 ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍ର ପତ୍ତନକାରୀ ଶେମଦ୍,
Àwọn ọmọ Elipali: Eberi, Miṣamu, Ṣemedu (ẹni tí ó kọ́ Ono àti Lodi pẹ̀lú àwọn ìletò àyíká rẹ̀.)
13 ବରୀୟ ଓ ଶେମା, ଏମାନେ ଅୟାଲୋନ୍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
Pẹ̀lú Beriah àti Ṣema, tí wọ́n jẹ́ olórí àwọn ìdílé ti àwọn tí ó ń gbé ní Aijaloni àti àwọn tí ó lé àwọn olùgbé Gati kúrò.
14 ପୁଣି, ଅହୀୟୋ, ଶାଶକ୍, ଯେରେମୋତ୍,
Ahio, Ṣasaki, Jeremoti,
16 ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;
Mikaeli, Iṣifa àti Joha jẹ́ àwọn ọmọ Beriah.
17 ଆଉ ସବଦୀୟ, ମଶୁଲ୍ଲମ୍, ହିଷ୍କି, ହେବର,
Sebadiah, Meṣullamu, Hiski, Heberi
18 ଯିଷ୍ମରୟ, ଯିଷ୍ଲୀୟ ଓ ଯୋବବ୍ ଇଲ୍ପାଲର ପୁତ୍ର ଥିଲେ।
Iṣimerai, Isiliahi àti Jobabu jẹ́ àwọn ọmọ Elipali.
19 ଆଉ ଶିମୀୟିର ପୁତ୍ର ଯାକୀମ୍, ସିଖ୍ରି, ସବ୍ଦି,
Jakimu, Sikri, Sabdi,
20 ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍,
Elienai, Siletai, Elieli,
21 ଅଦାୟା, ବରାୟା ଓ ଶିମ୍ରତ୍;
Adaiah, Beraiah àti Ṣimrati jẹ́ àwọn ọmọ, Ṣimei.
22 ଆଉ ଶାଶକ୍ର ପୁତ୍ର ଯିଶ୍ପନ୍, ଏବର, ଇଲୀୟେଲ୍,
Iṣipani Eberi, Elieli,
23 ଅବଦୋନ୍, ସିଖ୍ରି, ହାନନ୍,
Abdoni, Sikri, Hanani,
24 ହନାନୀୟ, ଏଲମ୍, ଅନ୍ତୋଥୀୟ,
Hananiah, Elamu, Anitotijah,
Ifediah àti Penueli jẹ́ àwọn ọmọ Ṣasaki.
26 ଆଉ, ଯିରୋହମର ସନ୍ତାନ ଶମ୍ଶରୟ, ଶହରୀୟ, ଅଥଲୀୟ,
Ṣamṣerai, Ṣeharaiah, Ataliah
27 ଯାରିଶୀୟ, ଏଲୀୟ ଓ ସିଖ୍ରି;
Jareṣiah, Elijah àti Sikri jẹ́ àwọn ọmọ Jerohamu.
28 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
Gbogbo àwọn wọ̀nyí jẹ́ olórí àwọn ìdílé, olóyè gẹ́gẹ́ bí a ti kọ ọ́ lẹ́sẹẹsẹ nínú ìtàn ìran wọn, wọ́n sì ń gbé ní Jerusalẹmu.
29 ଆଉ ଗିବୀୟୋନ୍ର ପିତା ଯିୟେଲ ଗିବୀୟୋନ୍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା।
Jeieli, baba Gibeoni ń gbé ní Gibeoni. Ìyàwó o rẹ̀ a má jẹ́ Maaka,
30 ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍, କୀଶ୍, ବାଲ୍, ନାଦବ୍,
àkọ́bí rẹ̀ a sì máa jẹ́ Abdoni wọ̀nyí sì ń tẹ̀lé Suri, Kiṣi, Baali, Neri, Nadabu,
32 ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
pẹ̀lú Mikiloti, tí ó jẹ́ baba Ṣimea. Wọ́n ń gbé ní ẹ̀bá ìbátan wọn ní Jerusalẹmu.
33 ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।
Neri jẹ́ baba Kiṣi, Kiṣi baba Saulu àti Saulu baba Jonatani, Malikiṣua, Abinadabu àti Eṣi-Baali.
34 ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍ ମୀଖାକୁ ଜାତ କଲା।
Ọmọ Jonatani: Meribu-Baali tí ó jẹ́ baba Mika.
35 ମୀଖାର ପୁତ୍ର ପିଥୋନ୍, ମେଲକ୍, ତରେୟ ଓ ଆହସ୍।
Àwọn ọmọ Mika: Pitoni, Meleki, Tarea, àti Ahasi.
36 ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।
Ahasi jẹ́ baba a Jeheada, Jeheada jẹ́ baba a Alemeti, Asmafeti àti Simri, Simri sì jẹ́ baba Mosa.
37 ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;
Mosa jẹ́ baba Binea; Rafa sì jẹ́ ọmọ rẹ̀, Eleasa ọmọ rẹ̀ àti Aseli ọmọ rẹ̀.
38 ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍। ଏସମସ୍ତେ ଆତ୍ସେଲର ପୁତ୍ର।
Aseli ní ọmọ mẹ́fà pẹ̀lú wọ̀nyí ni orúkọ wọn: Asrikamu, Bokeru, Iṣmaeli, Ṣeariah, Obadiah àti Hanani. Gbogbo wọ̀nyí ni ọmọ Aseli.
39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍ ଓ ତୃତୀୟ ଇଲୀଫେଲଟ୍।
Àwọn ọmọ arákùnrin rẹ̀ Eseki: Ulamu àkọ́bí rẹ̀, Jeuṣi ọmọkùnrin ẹ̀ẹ̀kejì àti Elifeleti ẹ̀ẹ̀kẹ́ta.
40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍ର ସନ୍ତାନ।
Àwọn ọmọ Ulamu jẹ́ ògboyà jagunjagun tí ó lè gbá orin mú. Wọ́n ní ọ̀pọ̀ ọmọkùnrin àti ọmọ ọmọkùnrin áàdọ́jọ ní gbogbo rẹ̀. Gbogbo wọ̀nyí ni àwọn ìdílé ìran ọmọ Benjamini.