< ପ୍ରଥମ ବଂଶାବଳୀ 9 >
1 ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀ କ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ଵସ୍ତତା ସକାଶୁ ବନ୍ଦୀ ହୋଇ ବାବିଲକୁ ନୀତ ହେଲେ।
А ввесь Ізраїль був перепи́саний, й ось вони були запи́сані в книзі Ізраїлевих царів. А Юда був пересе́лений до Вавилону за своє спроневі́рення.
2 ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ।
А перші ме́шканці, що сиділи в своїй посілості, по своїх містах, були: Ізраїль, священики, Левити та слуги храму.
3 ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,
А в Єрусалимі сиділи з Юдиних синів, і з Веніяминових синів, і з синів Єфремових та Манасіїних:
4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;
Утай, син Аммігуда, сина Омрі, сина Імрі, сина Бані, з синів Переца, Юдиного сина.
5 ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।
А з шілонян: перворо́джений Асая та сини́ його.
6 ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।
А з синів Зерахових: Єуїл та брати їх, — шість сотень і дев'ятдеся́т.
7 ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍ର ପୁତ୍ର ସଲ୍ଲୁ;
А з синів Веніяминових: Саллу, син Мешуллама, сина Годавії, сина Сенуї,
8 ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍;
і Ївнея, син Єрохамів; і Ела, син Уззі, сина Міхрі, і Мешуллам, син Шефатії, сина Реуїла, сина Ївнійї,
9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ।
і брати їхні за їхніми наща́дками, — дев'ять сотень і п'ятдеся́т і шість. Усі ці мужі — го́лови батькі́в, дому батьків своїх.
10 ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍, ଯାଖୀନ୍
А із священиків: Єдая, і Єгоярів, і Яхін.
11 ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କୀୟର ପୁତ୍ର ଅସରୀୟ,
А Азарія, син Хілкійї, сина Мешуллама, сина Садока, сина Мерайота, сина Ахітава, — управи́тель Божого дому;
12 ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
і Адая, син Єрохама, сина Нашхура, сина Малкійї; і Масай, син Адіїла, сина Яхзери, сина Мешуллама, сина Мешіллеміта, сина Іммера;
13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।
і брати їх, го́лови дому своїх батьків — тисяча й сім сотень і шістдеся́т, дуже добрі мужі на працю в ділі Божого дому.
14 ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ;
А з Левитів: Шемая, син Хассува, сина Азрікама, сина Хашав'ї, з синів Мерарі;
15 ଆଉ ବକ୍ବକର, ହେରଶ୍, ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ
і Бакбаккар, Хереш, і Балал, і Маттанія, син Міхи, сина Зіхрі, сина Асафа;
16 ଓ ଯିଦୂଥୂନ୍ର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।
і Авадія, син Шемаї, сина Ґалала, сина Єдутуна; і Берехія, син Аси, сина Елкани, що сидів в осадах нетоф'ян.
17 ଆଉ ଦ୍ୱାରପାଳ, ଶଲ୍ଲୁମ୍, ଅକ୍କୂବ, ଟଲ୍ମୋନ, ଅହୀମାନ୍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍ ପ୍ରଧାନ ଥିଲା।
А придве́рні: Шаллум, і Аккув, і Талмон, і Ахіман, і брати їхні; Шаллум був голова.
18 ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।
І аж дотепе́р вони в царські́й брамі на схід, вони придве́рні табо́рів Левієвих синів.
19 ଏହି ଶଲ୍ଲୁମ୍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।
А Шаллум, син Коре, сина Ев'ясафа, сина Кораха, і брати його з дому його батька, корахівці, на праці служби, стерегли́ пороги скинії, а їхні батьки були над Господнім табо́ром, стерегли вхід.
20 ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।
І Пінхас, син Елеазарів, був над ними колись зве́рхником, і Господь був із ним.
21 ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ।
Захарій, син Мешелемії, був придве́рний при вході скинії заповіту.
22 ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।
Усіх їх, ви́браних на придве́рних при поро́гах, було двісті й дванадцять. Вони переписані по своїх оса́дах. Їх поставив Давид та прозорли́вець Самуїл за їх вірність.
23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
І вони та їхні сини були при брамах Господнього дому, дому скинії, за ва́ртами.
24 ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।
На чотири боки були придве́рні: на схід, на за́хід, на пі́вніч, на пі́вдень.
25 ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;
А брати їхні були по се́лах, мусіли прихо́дити на сім день, від ча́су до ча́су, щоб бути з ними на службі,
26 କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।
бо в службі були чотири перші придве́рні, вони Левити; вони ж доглядали поме́шкань та скарбів Божого дому.
27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।
І вони всю ніч перебува́ли навколо Божого дому, бо на них був обов'я́зок ва́рти, і вони щоранку відмикали двері.
28 ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା।
І з них були дехто коло службо́вого по́суду, бо за числом його прино́сили, і за числом його вино́сили.
29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।
І з них дехто були призначені до по́суду та до всяких святих речей: і над пшеничною мукою, і над вином, і над оливою, і над ладаном, і над па́хощами.
30 ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।
А з священичих синів були ті, що мішали запашне́ на кадило.
31 ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।
А Маттітія з Левитів, — він перворо́джений корахівця Шаллума, — був у службі над справою сковорід.
32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।
А з синів кегатівців, з їхніх браті́в, були над хлібом показни́м, щоб приготовля́ти щосуботи.
33 ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।
А оце співаки́, го́лови ба́тьківських домів Левитів, по кімна́тах, були вільні від іншої праці, бо вдень та вночі були́ вони при своїй роботі.
34 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
Оце го́лови ба́тьківських домів Левитів за їхніми наща́дками, го́лови, що сиділи в Єрусалимі.
35 ଆଉ ଗିବୀୟୋନ୍ର ପିତା ଯିୟୀୟେଲ୍ ଗିବୀୟୋନ୍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;
А в Ґів'оні сиділи: ба́тько Ґів'ону Єіїл, а ім'я́ його жінці Мааха,
36 ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍, କୀଶ୍, ବାଲ୍, ନେର୍, ନାଦବ୍,
і перворо́джений син його Авдон, і Цур, і Кіш, і Баал, і Нер, і Надав,
37 ଗଦୋର, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍।
і Ґедор, і Ахйо, і Захарій, і Міклот.
38 ମିକ୍ଲୋତ୍ ଶିମୀୟାମକୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
А Міклот породив Шім'ама. І вони теж сиділи в Єрусалимі при брата́х своїх, зо своїми брата́ми.
39 ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।
А Нер породив Кіша, а Кіш породив Саула, а Саул породив і Йонатана, і Малкі-Шую, і Авінадава, і Ешбаала.
40 ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍ ମୀଖାକୁ ଜାତ କଲା।
А син Йонатанів — Мерів-Баал, а Мерів-Баал породив Міху.
41 ମୀଖାର ପୁତ୍ର ପିଥୋନ୍, ମେଲକ୍, ତହରେୟ ଓ ଆହସ୍।
А сини Міхи: Пітон, і Мелех, і Тахрея.
42 ଆହସ୍ ଯାରହକୁ ଜାତ କଲା, ଯାରହ ଆଲେମତ୍, ଅସ୍ମାବତ୍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା
А Ахаз породив Яру, а Яра, породив Алмета, і Азмавета, і Зімрі. А Зімрі породив Моцу.
43 ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।
А Моца породив Бін'ю, його син — Рефая, його син — Ел'аса, його син — Ацел.
44 ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍; ଏସମସ୍ତେ ଆତ୍ସେଲର ସନ୍ତାନ।
А в Ацела було ше́стеро синів, а оце їхні імена: Азрікам, Бохеру, і Ізмаїл, і Шеар'я, і Овадія, і Ханан, — оце сини Ацелові.