< ପ୍ରଥମ ବଂଶାବଳୀ 1 >
4 ନୋହ, ଶେମ, ହାମ ଓ ଯେଫତ୍।
諾厄、閃、含和耶斐特。
5 ଯେଫତ୍ର ସନ୍ତାନ ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍ ଥିଲେ।
耶斐特的子孫:哥默爾、瑪哥格、瑪待、雅汪、突巴耳、默舍客和提辣斯。
6 ପୁଣି, ଗୋମରର ସନ୍ତାନ ଅସ୍କିନସ୍, ଦୀଫତ୍ ଓ ତୋଗର୍ମା ଥିଲେ।
哥默爾的子孫:阿市革納次、黎法特和托加爾瑪。
7 ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ, କିତ୍ତୀମ ଓ ରୋଦାନିମ୍ ଥିଲେ।
雅汪的子孫:厄里沙、塔爾史士、基廷和多丹。
8 ହାମର ସନ୍ତାନ କୂଶ, ମିସର, ପୂଟ୍ ଓ କିଣାନ ଥିଲେ।
含的子孫:雇士、米茲辣殷、普特和客納罕。
9 ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।
雇士的子孫;色巴、哈威拉、撒貝達、辣阿瑪和撒貝特加。辣阿瑪的子孫:舍巴和德丹。
10 ଆଉ, କୂଶ ନିମ୍ରୋଦ୍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।
雇士生尼默洛得;他是世界上第一個強人。
11 ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,
米茲辣殷生路丁人、阿納明人、肋哈賓人、納斐突歆人、
12 ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।
帕特洛斯人、加斯路人和加非托爾人,即培肋舍特的祖先。
13 ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍କୁ ଜାତ କଲା;
克納罕生長子漆冬,次為赫特、
14 ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,
耶步斯人、阿摩黎人、基爾加史人、
15 ହିବ୍ବୀୟ, ଅର୍କୀୟ, ସିନୀୟ,
希威人、阿爾克人、息尼人、
16 ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।
阿爾瓦得人、責瑪黎人和哈瑪特人。
17 ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍।
閃的子孫:厄藍、亞述、阿帕革沙得、路得、阿蘭。阿蘭的子孫:伍茲胡耳、革特爾和默舍客。
18 ପୁଣି, ଅର୍ଫକ୍ଷଦ ଶେଲହକୁ ଜାତ କଲା ଓ ଶେଲହ ଏବରକୁ ଜାତ କଲା।
阿帕革沙得生舍特,舍特生厄貝爾。
19 ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍।
厄貝爾生了兩個兒子:長子名叫培肋格,因為在他的時代,世界分裂了;他的兄弟明叫約刻堂。
20 ପୁଣି, ଯକ୍ତନ୍ ଅଲ୍ମୋଦଦ, ଶେଲଫ୍, ହତ୍ସର୍ମାବତ୍, ଯେରହ,
約刻堂生阿耳摩達得、舍肋夫、哈匝瑪委特、耶辣、
23 ଓଫୀର, ହବୀଲା ଓ ଯୋବବ୍କୁ ଜାତ କଲା। ଏମାନେ ଯକ୍ତନ୍ର ସନ୍ତାନ।
敖非爾、哈威拉和約巴布:這些人都是約刻堂的子孫。
27 ଅବ୍ରାମ, ଅର୍ଥାତ୍ ଅବ୍ରହାମ।
亞巴郎即亞貝辣罕。[亞巴郎的後代]
28 ଅବ୍ରହାମଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ।
亞巴郎的兒子是依撒格和依市瑪耳。
29 ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର, ଅଦ୍ବେଲ, ମିବ୍ସମ୍, ମିଶ୍ମା ଓ ଦୂମା, ମସା;
以下是他們的後裔:依市瑪耳的長子是乃巴約特,次為刻達爾、阿德貝米、米貝散、
30 ହଦଦ୍ ଓ ତେମା, ଯିଟୁର, ନାଫୀଶ୍ ଓ କେଦମା;
米市瑪、杜瑪、瑪薩、哈達得、特瑪、
31 ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।
耶突爾、納菲士和刻德瑪:以上是依市瑪耳的兒子。
32 ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହକୁ ଜାତ କଲା। ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ।
亞巴郎的妾刻突辣所生的兒子:齊默郎、約刻商、默丹、米德楊、依市巴克和叔哈;約刻商的兒子:舍巴和德丹。
33 ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।
米德楊的兒子:厄法、厄斐爾、哈諾客、阿彼達和厄耳達阿:以上都是刻突辣的子孫。
34 ପୁଣି, ଅବ୍ରହାମ ଇସ୍ହାକକୁ ଜାତ କଲେ। ସେହି ଇସ୍ହାକର ପୁତ୍ର ଏଷୌ ଓ ଇସ୍ରାଏଲ।
亞巴郎生依撒格;依撒格生厄撒烏和以色列。
35 ଏଷୌର ସନ୍ତାନ ଇଲୀଫସ୍, ରୁୟେଲ ଓ ଯିୟୂଶ୍ ଓ ଯାଲମ୍ ଓ କୋରହ।
厄撒烏的兒子:厄里法次、勒烏耳、耶烏士、雅藍和科辣黑。
36 ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍, ସଫୀ ଓ ଗୟିତମ୍, କନସ୍ ଓ ତିମ୍ନା ଓ ଅମାଲେକ।
厄里法次的子孫:特曼、敖瑪爾、則非、加堂、刻納次、提默納和阿瑪肋克。
37 ରୁୟେଲର ସନ୍ତାନ ନହତ୍, ସେରହ, ଶମ୍ମ ଓ ମିସା।
勒烏耳的子孫:納哈特、則辣黑、沙瑪和米匝。[色依爾的後裔]
38 ଆଉ ସେୟୀରର ସନ୍ତାନ ଲୋଟନ୍, ଶୋବଲ୍, ସିବୀୟୋନ୍, ଅନା, ଦିଶୋନ୍, ଏତ୍ସର ଓ ଦୀଶନ୍।
色依爾的子孫:羅堂、芍巴耳、漆貝紅、阿納、狄雄、厄責爾和狄商。
39 ଲୋଟନ୍ର ସନ୍ତାନ ହୋରି, ହୋମମ୍ ଓ ତିମ୍ନା ଲୋଟନ୍ର ଭଗିନୀ ଥିଲା।
羅堂的兒子:曷黎和曷曼;羅堂的姊妹:提默納。
40 ଶୋବଲ୍ର ସନ୍ତାନ ଅଲୀୟନ୍, ମାନହତ୍, ଏବଲ୍, ଶଫୀ ଓ ଓନମ୍। ଆଉ ସିବୀୟୋନ୍ର ପୁତ୍ର ଅୟା ଓ ଅନା।
芍巴耳的兒子:阿里楊、瑪納哈特、厄巴耳、舍非和敖南。漆貝紅的兒子:阿雅和阿納。
41 ଅନାର ପୁତ୍ର ଦିଶୋନ୍। ଆଉ ଦିଶୋନ୍ର ପୁତ୍ର ହମ୍ରଣ, ଇଶବନ୍, ଯିତ୍ରନ୍ ଓ କରାନ୍।
阿納的兒子:狄雄;狄雄的兒子:哈默郎、厄市班、依特郎和革郎。
42 ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍, ଯାକନ୍। ଦୀଶନ୍ର ପୁତ୍ର ଊଷ୍ ଓ ଅରାନ୍।
厄責爾的兒子:彼耳漢、匝汪和阿甘。狄商的兒子:伍茲和阿郎。[厄東的君王]
43 ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍ହାବା ଥିଲା।
以下是在以色列子民未有君王統治以前,統治厄東地的君王:貝敖爾的兒子貝拉;他的京城名叫丁哈巴。
44 ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ।
貝拉死後,波責辣人則辣黑的兒子約巴布繼他為王。
45 ଆଉ ଯୋବବ୍ ମରନ୍ତେ, ତୈମନ୍ ଦେଶୀୟ ହୂଶମ୍ ତାଙ୍କର ପଦରେ ରାଜ୍ୟ କଲେ।
約巴布死後,特曼地人胡商繼他為王。
46 ପୁଣି, ହୂଶମ୍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍ ଥିଲା।
胡商死後,貝達得的兒子哈達得繼他為王。他曾在摩阿布平原擊敗了米德楊人;他的京城名叫阿威特。
47 ଆଉ ହଦଦ୍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ।
哈達得死後,瑪斯勒卡人撒默拉繼他為王。
48 ପୁଣି, ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ।
撒默拉死後,河間的勒曷波特人沙烏耳繼他為王。
49 ପୁଣି, ଶୌଲ ମଲା ଉତ୍ତାରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାଙ୍କର ପଦରେ ରାଜ୍ୟ କଲେ।
沙烏耳死後,阿革波爾的兒子巴耳哈南繼他為王。
50 ଆଉ ବାଲ୍ହାନନ୍ ମରନ୍ତେ, ହଦଦ୍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।
巴耳哈南死後,哈達得繼他為王,他的京城名叫帕依,他的妻子名叫默塔貝耳,是默匝哈布人瑪特勒得的女兒。[厄東的族長]
51 ଏଥିଉତ୍ତାରେ ହଦଦ୍ ମଲେ। ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନା, ରାଜା ଅଲୀୟା, ରାଜା ଯିଥେତ୍,
哈達得死後,為厄東族長的是:提默納族長,阿里雅族長,耶太特族長,
52 ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍;
敖曷里巴族長,厄拉族長,丕農足長,
53 ରାଜା କନସ୍, ରାଜା ତୈମନ୍, ରାଜା ମିବ୍ସର୍;
刻納次族長,特曼族長,米貝匝爾族長,
54 ରାଜା ମଗ୍ଦୀୟେଲ, ରାଜା ଈରମ୍। ଏମାନେ ଇଦୋମର ରାଜା ଥିଲେ।
瑪革狄耳族長和依蘭族長:以上是厄東的族長。