< କରିନ୍ଥୀୟ 8 >
1 ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।
V těch pak věcech, kteréž modlám obětovány bývají, víme, že všickni známost máme. A známost nadýmá, ale láska vzdělává.
2 ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
Zdá-li se pak komu, že něco umí, ještě nic nepoznal, tak jakž by měl znáti.
3 କିନ୍ତୁ ଯଦି କେହି ଈଶ୍ବରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ।
Ale jestliže kdo miluje Boha, tenť jest vyučen od něho,
4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।
A protož o pokrmích, kteříž se modlám obětují, víme, že modla na světě nic není, a že není jiného žádného Boha než jeden.
5 କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କୁହାଯାଏ, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),
Nebo ačkoli jsou někteří, ješto slovou bohové, i na nebi i na zemi, (jakož jsou mnozí bohové, a páni mnozí, )
6 ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।
Ale my máme jediného Boha Otce, z něhož všecko, a my v něm, a jednoho Pána Ježíše Krista, skrze něhož všecko, i my skrze něho.
7 ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।
Ale ne ve všechť jest to umění. Nebo někteří s svědomím pro modlu až do dnes jako modlám obětované jedí, a svědomí jejich, jsuci mdlé, poškvrňuje se.
8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।
Nečiníť pak nás pokrm vzácných Bohu. Nebo budeme-li jísti, nic tím lepší nebudeme, a nebudeme-li jísti, nic horší nebudeme.
9 କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।
Ale vizte, aťby snad ta vaše moc nebyla k urážce mdlým.
10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?
Nebo uzří-li kdo tebe, majícího známost, a ty sedíš při pokrmu modlám obětovaném, zdaliž svědomí toho, kterýž jest mdlý, nebude přivedeno k tomu, aby také jedl modlám obětované?
11 ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି।
I zahyne pro to tvé vědění bratr mdlý, za kteréhož Kristus umřel.
12 ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ।
A tak hřešíce proti bratřím, a urážejíce svědomí jejich mdlé, proti Kristu hřešíte.
13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ। (aiōn )
A protož jestližeť pohoršuje pokrm bratra mého, nebudu jísti masa na věky, abych nezhoršil bratra svého. (aiōn )