< ଦ୍ୱିତୀୟ ରାଜାବଳୀ 15 >

1 ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍‍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
Ní ọdún kẹtàdínlọ́gbọ̀n tí Jeroboamu ọba Israẹli, Asariah ọmọ Amasiah ọba Juda sì bẹ̀rẹ̀ sí ní jẹ ọba.
2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
Ó jẹ́ ẹni ọdún mẹ́rìndínlógún nígbà tí ó di ọba, ó sì jẹ ọba ní Jerusalẹmu fún ọdún méjìléláàádọ́ta. Orúkọ ìyá rẹ̀ a máa jẹ́ Jekoliah; ó wá láti Jerusalẹmu.
3 ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Ó ṣe ohun tí ó dára lójú Olúwa, gẹ́gẹ́ bí baba rẹ̀ Amasiah ti ṣe.
4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Àwọn ibi gíga, bí ó ti wù kí ó rí, a kò ṣí wọn kúrò, àwọn ènìyàn náà tẹ̀síwájú láti máa rú ẹbọ àti sun tùràrí níbẹ̀.
5 ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
Olúwa sì kọlu ọba náà pẹ̀lú ẹ̀tẹ̀, títí di ọjọ́ tí ó kú, ó sì ń gbé ní ilé ọ̀tọ̀. Jotamu, ọmọ ọba sì tọ́jú ààfin, ó sì ń darí àwọn ènìyàn ilẹ̀ náà.
6 ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Fún ti ìyókù iṣẹ́ nígbà ìjọba Asariah, pẹ̀lú gbogbo ohun tí ó ṣe, ṣé a kò kọ wọ́n sínú ìwé ìtàn ayé àwọn ọba Juda.
7 ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।
Asariah sinmi pẹ̀lú àwọn baba a rẹ̀. A sì sin ín sí ẹ̀bá wọn ní ìlú ńlá ti Dafidi. Jotamu ọmọ rẹ̀ sì rọ́pò rẹ̀ gẹ́gẹ́ bí ọba.
8 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।
Ní ọdún kejìdínlógójì Asariah ọba Juda. Sekariah ọmọ Jeroboamu di ọba Israẹli ní Samaria, ó sì jẹ ọba fún oṣù mẹ́fà.
9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
Ó ṣe búburú lójú Olúwa, gẹ́gẹ́ bí àwọn baba rẹ̀ tí ṣe. Kò sì yípadà kúrò nínú ẹ̀ṣẹ̀ Jeroboamu ọmọ Nebati, èyí tí ó ti fa Israẹli láti dá.
10 ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
Ṣallumu ọmọ Jabesi dìtẹ̀ sí Sekariah. Ó dojúkọ ọ́ níwájú àwọn ènìyàn, ó sì pa á, ó sì jẹ ọba dípò rẹ̀.
11 ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
Fún ti ìyókù iṣẹ́ nígbà ìjọba Sekariah. Wọ́n kọ ọ́ sínú ìwé ìtàn ayé àwọn ọba Israẹli.
12 ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
Bẹ́ẹ̀ ni ọ̀rọ̀ Olúwa tí a sọ fún Jehu jẹ́ ìmúṣẹ: “Àwọn ọmọ rẹ̀ yóò jókòó lórí ìtẹ́ Israẹli títí dé ìran kẹrin.”
13 ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
Ṣallumu ọmọ Jabesi di ọba ní ọdún kọkàndínlógójì Ussiah ọba Juda, ó sì jẹ ọba ní Samaria fún oṣù kan.
14 ଆଉ ଗାଦିର ପୁତ୍ର ମନହେମ୍‍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
Nígbà náà Menahemu ọmọ Gadi lọ láti Tirsa sí Samaria. Ó dojúkọ Ṣallumu ọmọ Jabesi ní Samaria, ó pa á ó sì rọ́pò rẹ̀ gẹ́gẹ́ bí ọba.
15 ଏହି ଶଲ୍ଲୁମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
Fún ti ìyókù iṣẹ́ ìjọba Ṣallumu, àti ìdìtẹ̀ tí ó dì, a kọ wọ́n sínú ìwé ìtàn ayé àwọn ọba Israẹli.
16 ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।
Ní ìgbà tí Menahemu ń jáde bọ̀ láti Tirsa, ó dojúkọ Tifisa àti gbogbo ènìyàn tí ó wà ní ìlú ńlá àti agbègbè rẹ̀, nítorí wọn kọ̀ láti sí ẹnu ibodè. Ó yọ Tifisa kúrò lẹ́nu iṣẹ́, ó sì la inú gbogbo àwọn obìnrin aboyún.
17 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
Ní ọdún kọkàndínlógójì ti Asariah ọba Juda, Menahemu ọmọ Gadi di ọba Israẹli, ó sì jẹ ọba ní Samaria fún ọdún mẹ́wàá.
18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।
Ó ṣe búburú lójú Olúwa, ní gbogbo ìjọba rẹ̀. Kò sì yípadà kúrò nínú ẹ̀ṣẹ̀ Jeroboamu ọmọ Nebati, èyí tí ó ti fa Israẹli láti dá.
19 ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।
Nígbà náà, Pulu ọba Asiria, gbógun ti ilẹ̀ náà, Menahemu sì fún un ní ẹgbẹ̀rin tálẹ́ǹtì fàdákà láti fi gba àtìlẹ́yìn rẹ̀ àti láti fún ìdúró tirẹ̀ lágbára lórí ìjọba.
20 ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
Menahemu fi agbára gba owó náà lọ́wọ́ Israẹli. Gbogbo ọkùnrin ọlọ́lá ní láti dá àádọ́ta ṣékélì fàdákà láti fún ọba Asiria. Bẹ́ẹ̀ ni ọba Asiria padà sẹ́yìn, kò sì dúró ní ilẹ̀ náà mọ́.
21 ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Fún ti ìyókù iṣẹ́ nígbà ìjọba Menahemu, àti gbogbo ohun tí ó ṣe, ṣé a kò kọ wọ́n sínú ìwé ìtàn ayé ọba Israẹli?
22 ଏଥିଉତ୍ତାରେ ମନହେମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
Menahemu sinmi pẹ̀lú àwọn baba rẹ̀. Pekahiah ọmọ rẹ̀ sì rọ́pò rẹ̀ gẹ́gẹ́ bí ọba.
23 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
Ní ọdún kẹ́ẹ̀dógún Asariah ọba Juda, Pekahiah ọmọ Menahemu di ọba Israẹli ní Samaria, ó sì jẹ ọba fún ọdún méjì.
24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
Pekahiah ṣe búburú lójú Olúwa. Kò yípadà kúrò nínú ẹ̀ṣẹ̀ Jeroboamu ọmọ Nebati, èyí tí ó fa Israẹli láti dá.
25 ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
Ọ̀kan lára àwọn olórí ìjòyè rẹ̀ Peka ọmọ Remaliah, dìtẹ̀ sí i. Ó mú àádọ́ta àwọn ọkùnrin ti àwọn ará Gileadi pẹ̀lú u rẹ̀. Ó pa Pekahiah pẹ̀lú Argobu àti Arie ní odi ààfin ọba ní Samaria. Bẹ́ẹ̀ ni Peka pa Pekahiah, ó sì jẹ ọba ní ipò rẹ̀.
26 ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
Fún ti ìyókù iṣẹ́ ìjọba Pekahiah, gbogbo ohun tí ó ṣe, ni a kọ sínú ìwé ìtàn ayé àwọn ọba Israẹli.
27 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
Ní ọdún kejìléláàádọ́ta Asariah ọba Juda, Peka ọmọ Remaliah di ọba Israẹli ní Samaria. Ó sì jẹ ọba fún ogún ọdún.
28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।
Ó sì ṣe búburú lójú Olúwa, kò sì yípadà kúrò nínú ẹ̀ṣẹ̀ Jeroboamu ọmọ Nebati, èyí tí ó fa Israẹli láti dá.
29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
Ní ìgbà Peka ọba Israẹli, Tiglat-Pileseri ọba Asiria wá, ó sì mú Ijoni, Abeli-Beti-Maaka, Janoa, Kedeṣi àti Hasori. Ó gba Gileadi àti Galili pẹ̀lú gbogbo ilẹ̀ Naftali. Ó sì kó àwọn ènìyàn ní ìgbèkùn lọ sí Asiria.
30 ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।
Nígbà náà, Hosea ọmọ Ela, dìtẹ̀ sí Peka ọmọ Remaliah. Ó dojúkọ ọ́, ó sì pa á, ó sì rọ́pò rẹ̀ gẹ́gẹ́ bí ọba ní ogún ọdún Jotamu ọmọ Ussiah.
31 ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।
Fún ti ìyókù iṣẹ́ nígbà ìjọba Peka, àti gbogbo ohun tí ó ṣe, ṣé a kò kọ wọ́n sínú ìwé ìtàn ayé àwọn ọba Israẹli?
32 ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ।
Ní ọdún keje Peka ọmọ Remaliah ọba Israẹli, Jotamu ọmọ Ussiah ọba Juda bẹ̀rẹ̀ sí ní jẹ ọba.
33 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।
Ó jẹ́ ẹni ọdún mẹ́ẹ̀ẹ́dọ́gbọ̀n nígbà tí ó di ọba. Ó sì jẹ ọba ní Jerusalẹmu fún ọdún mẹ́rìndínlógún. Orúkọ ìyá rẹ̀ a máa jẹ́ Jeruṣa ọmọbìnrin Sadoku.
34 ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।
Ó ṣe ohun tí ó tọ́ lójú Olúwa gẹ́gẹ́ bí baba a rẹ̀ Ussiah ti ṣe.
35 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।
Àwọn ibi gíga, bí ó ti wù kí ó rí, a kò ṣí wọn kúrò àwọn ènìyàn tẹ̀síwájú láti rú ẹbọ àti láti sun tùràrí níbẹ̀: Jotamu tún ìlẹ̀kùn gíga tó ń kọ́ ní ti ilé tí a kọ́ fún Olúwa ṣe.
36 ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Fún ti ìyókù iṣẹ́ nígbà ìjọba Jotamu, àti ohun tí ó ṣe, ṣé a kò kọ wọ́n sínú ìwé ìtàn ayé àwọn ọba Juda?
37 ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
(Ní ayé ìgbàanì, Olúwa bẹ̀rẹ̀ sí ní rán Resini ọba Siria àti Peka ọmọ Remaliah láti dojúkọ Juda).
38 ଏଥିଉତ୍ତାରେ ଯୋଥମ୍‍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।
Jotamu sinmi pẹ̀lú àwọn baba rẹ̀. A sì sin ín pẹ̀lú wọn ní ìlú ńlá Dafidi, ìlú ńlá ti baba rẹ̀. Ahasi ọmọ rẹ̀ sì rọ́pò rẹ̀ gẹ́gẹ́ bí ọba.

< ଦ୍ୱିତୀୟ ରାଜାବଳୀ 15 >