< ଆମୋଷ 1 >

1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।
Mawu a Amosi, mmodzi mwa anthu oweta nkhosa ku Tekowa. Zimene iye anaona mʼmasomphenya zokhudza Israeli patatsala zaka ziwiri kuti chivomerezi chichitike, nthawi imene Uziya anali mfumu ya Yuda ndipo Yeroboamu mwana wa Yowasi anali mfumu ya Israeli.
2 ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
Amosi anati: “Yehova akubangula mu Ziyoni ndipo akumveka ngati bingu mu Yerusalemu; msipu wa abusa ukulira, ndipo pamwamba pa Karimeli pakuwuma.”
3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
Yehova akuti, “Chifukwa anthu a ku Damasiko akunka nachimwirachimwira, Ine sindileka kuwalanga. Popeza anapuntha Giliyadi ndi zopunthira za mano achitsulo,
4 ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।
Ine ndidzatumiza moto pa nyumba ya Hazaeli umene udzanyeketsa nyumba zaufumu za Beni-Hadadi.
5 ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”
Ndidzathyola chipata cha Damasiko; ndidzawononga mfumu yokhala ku Chigwa cha Aveni, ndiponso iye amene akugwira ndodo yaufumu mu Beti-Edeni. Anthu a ku Aramu adzapita ku ukapolo ku Kiri,” akutero Yehova.
6 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
Yehova akuti, “Chifukwa anthu a ku Gaza akunka nachimwirachimwira, Ine sindileka kuwalanga. Popeza anatenga ukapolo mtundu wathunthu ndi kuwugulitsa ku Edomu,
7 ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
ndidzatumiza moto pa makoma a Gaza umene udzanyeketsa nyumba zake zaufumu.
8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Ndidzawononga mfumu ya ku Asidodi komanso amene akugwira ndodo yaufumu ku Asikeloni. Ndidzalanga Ekroni, mpaka wotsala mwa Afilisti atafa,” akutero Ambuye Yehova.
9 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
Yehova akuti, “Chifukwa anthu a ku Turo akunka nachimwirachimwira, Ine sindileka kuwalanga. Popeza iwo anagulitsa mtundu wathunthu ku ukapolo ku Edomu, osasunga pangano laubale lija,
10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
Ine ndidzatumiza moto pa makoma a Turo umene udzanyeketsa nyumba zake zaufumu.”
11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Yehova akuti, “Chifukwa anthu a ku Edomu akunka nachimwirachimwira, Ine sindileka kuwalanga. Popeza anathamangitsa mʼbale wake ndi lupanga, popanda nʼchifundo chomwe. Popeza mkwiyo wake unakulabe ndipo ukali wake sunatonthozeke,
12 ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
Ine ndidzatumiza moto pa Temani umene udzanyeketsa nyumba zaufumu za Bozira.”
13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
Yehova akuti, “Chifukwa anthu a ku Amoni akunka nachimwirachimwira, Ine sindileka kuwalanga. Popeza anatumbula akazi oyembekezera a ku Giliyadi nʼcholinga choti akuze malire awo,
14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Ine ndidzayatsa moto pa makoma a ku Raba umene udzanyeketsa nyumba zake zaufumu. Padzakhala kulira kwakukulu pa tsiku la nkhondoyo, kumenyana kudzakhala kwafumbi ngati mkuntho wa kamvuluvulu.
15 ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”
Mfumu yawo idzatengedwa kupita ku ukapolo, iyo pamodzi ndi akuluakulu ake,” akutero Yehova.

< ଆମୋଷ 1 >