15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”
Tsopano ngati muli okonzeka kulambira ndi kupembedza fano ndinalipanga, mukangomva kulira kwa lipenga chitoliro, zeze, sansi, chisakasa, mngoli ndi nyimbo za mtundu uliwonse, muchita bwino. Koma ngati simulipembedza, mudzaponyedwa mʼnganjo ya moto. Nanga ndi mulungu uti amene adzatha kukupulumutsani mʼmanja anga?”