< ଏଷ୍ଟର 6 >
1 ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।
A tej nocy król nie mógł spać, kazał więc przynieść księgę pamiątkową kronik. I odczytano ją przed królem.
2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍ଥନ୍ ଓ ତେରଶ୍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।
I tam znaleziono zapisek, że to Mardocheusz doniósł na Bigtana i Teresza, dwóch eunuchów króla, stróżów progu, że usiłowali podnieść rękę na króla Aswerusa.
3 ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”
Wtedy król zapytał: Jaką cześć i jaki zaszczyt przyznano za to Mardocheuszowi? Odpowiedzieli słudzy króla, jego dworzanie: Niczego mu nie przyznano.
4 ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।
Król zapytał: Kto jest na dziedzińcu? A właśnie Haman przyszedł na zewnętrzny dziedziniec domu królewskiego, aby porozmawiać z królem, by powiesić Mardocheusza na szubienicy, którą dla niego przygotował.
5 ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ, ଦେଖନ୍ତୁ, “ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”
Słudzy króla odpowiedzieli mu: Oto Haman stoi na dziedzińcu. Król powiedział: Niech wejdzie.
6 ତହିଁରେ ହାମନ୍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ?” ହାମନ୍ ମନେ ମନେ ଭାଳିଲେ, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?
I Haman wszedł. A król zapytał go: Co uczynić temu mężczyźnie, którego król chce uczcić? A Haman myślał w swoim sercu: Kogo by król chciał uczcić bardziej niż mnie?
7 ଏଣୁ ହାମନ୍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,
Odpowiedział Haman królowi: Dla mężczyzny, którego król chce uczcić;
8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।
Niech przyniosą szatę królewską, w którą się ubiera król, [niech przyprowadzą] konia, na którym jeździ król, i niech włożą mu koronę królewską na głowę;
9 ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”
Potem niech przekażą tę szatę i konia do rąk jednego z najznakomitszych książąt, niech ubiorą tego mężczyznę, którego król chce uczcić, niech go prowadzą na koniu po placu miejskim i niech wołają przed nim: Tak postąpi się z mężczyzną, którego król chce uczcić.
10 ଏଥିରେ ରାଜା ହାମନ୍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”
Wtedy król powiedział do Hamana: Spiesz się, weź szatę i konia, tak jak powiedziałeś, i uczyń tak z Żydem Mardocheuszem, który siedzi w bramie królewskiej. Nie pomiń niczego z tego wszystkiego, co powiedziałeś.
11 ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।
Haman wziął więc szatę i konia, ubrał Mardocheusza i prowadził go na koniu po placu miejskim, wołając przed nim: Tak postąpi się z mężczyzną, którego król chce uczcić.
12 ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।
Potem wrócił Mardocheusz do bramy królewskiej, Haman zaś pospieszył się do swego domu smutny, z nakrytą głową.
13 ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”
I Haman opowiedział swojej żonie Zeresz i wszystkim swoim przyjaciołom o wszystkim, co mu się przydarzyło. Jego mędrcy i jego żona Zeresz powiedzieli: Jeśli Mardocheusz, przed którym zacząłeś upadać, pochodzi z narodu żydowskiego, to nie przemożesz go, ale niezawodnie upadniesz przed nim.
14 ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ହାମନ୍କୁ ନେବା ପାଇଁ ଚଞ୍ଚଳ ହେଲେ।
A gdy oni jeszcze z nim rozmawiali, oto przyszli eunuchowie króla, aby spiesznie zaprowadzić Hamana na ucztę, którą przygotowała Estera.