< ଏଜ୍ରା 2 >
1 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।
Estas son las personas de la provincia que subieron de la cautividad, de los deportados que Nabucodonosor, rey de Babilonia, llevó a Babilonia. Regresaron a Jerusalén y Judá, cada uno a su ciudad.
2 ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
Los que regresaron con Zorobabel fueron: Jesuá, Nehemías, Seraías, Reelaías, Mardoqueo, Bilsán, Mispar, Bigvai, Rehum y Baana. El número de las personas del pueblo de Israel era de los hijos de:
3 ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
Paros, 2.172;
4 ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
Sefatías, 372;
5 ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।
Ara, 775;
6 ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।
Pajat-moab, Jesuá y Joab, 2.812;
7 ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
Elam, 1.254;
8 ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ।
Zatu, 945;
9 ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
Zacai, 760;
10 ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ।
Bani, 642;
11 ବେବୟର ସନ୍ତାନ ଛଅ ଶହ ତେଇଶ ଜଣ।
Bebai, 623;
12 ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ।
Azgad, 1.222;
13 ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ।
Adonicam, 666;
14 ବିଗ୍ବୟର ସନ୍ତାନ ଦୁଇ ହଜାର ଛପନ ଜଣ।
Bigvai, 2.056;
15 ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ।
Adín, 454;
16 ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
Ater y de Ezequías, 98;
17 ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ।
Bezai, 323;
18 ଯୋରାହର ସନ୍ତାନ ଏକ ଶହ ବାର ଜଣ।
Jora, 112;
19 ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ।
Hasum, 223;
20 ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ।
Gibar, 95;
21 ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ।
Belén, 123;
23 ଅନାଥୋତ୍ର ଲୋକ ଏକ ଶହ ଅଠାଇଶ ଜଣ।
Anatot, 128;
24 ଅସ୍ମାବତ୍ର ସନ୍ତାନ ବୟାଳିଶ ଜଣ।
Azmavet, 42;
25 କିରୀୟଥ୍-ଯିୟାରୀମ୍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।
Quiriat-jearim, Cafira y Beerot, 743;
26 ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ ଜଣ।
Ramá y de Geba, 621;
27 ମିକ୍ମସର ଲୋକ ଏକ ଶହ ବାଇଶ ଜଣ।
los hombres de Micmas, 122;
28 ବେଥେଲ୍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ।
los hombres de Bet-ʼEl y de Hai, 223;
30 ମଗ୍ବୀଶର ସନ୍ତାନ ଏକ ଶହ ଛପନ ଜଣ।
Magbis, 156;
31 ଅନ୍ୟ ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
Elam, 1.254;
32 ହାରୀମ୍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
Harim, 320;
33 ଲୋଦ୍ ଓ ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ।
Lod, Hadid y Ono, 725;
34 ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
Jericó, 345;
35 ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ।
y de Senaa, 3.630.
36 ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
Los sacerdotes fueron los hijos de: Jedaías, la familia de Jesuá, 973;
37 ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
Imer, 1.052;
38 ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
Pasur, 1.246;
39 ହାରୀମ୍ର ସନ୍ତାନ ଏକ ହଜାର ସତର ଜଣ।
Harim, 1.017.
40 ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।
Los levitas fueron los hijos de: Jesuá, Cadmiel y Hodovías, 74.
41 ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।
Los hijos de los cantores de Asaf, 128.
42 ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।
Los porteros fueron los hijos de: Salum, Ater, Talmón, Acub, Hatita y Sobai; el total, 139.
43 ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
Los servidores del Templo fueron los hijos de: Ziha, Hasufa, Tabaot,
44 କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
Queros, Siaha, Padón,
45 ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ;
Lebana, Hagaba, Acub,
46 ହାଗାବର ସନ୍ତାନଗଣ, ଶମ୍ଲୟର ସନ୍ତାନଗଣ, ହାନନ୍ର ସନ୍ତାନଗଣ;
Hagab, Samlai, Hanán,
47 ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
Gidel, Gahar, Reaía,
48 ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
Rezín, Necoda, Gazam,
49 ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
Uza, Paseah, Besai,
50 ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
Asena, de los Meunim, Nefusim,
51 ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
Bacbuc, Hacufa, Harhur,
52 ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
Bazlut, Mehída, Harsa,
53 ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
Barcos, Sísara, Tema,
54 ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
Nezía y Hatifa.
55 ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
Los hijos de los esclavos de Salomón fueron los hijos de: Sotai, Soferet, Peruda,
56 ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
Jaala, Darcón, Gidel,
57 ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
Sefatías, Hatil, Poqueret-hazebaim y Ami.
58 ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।
Todos los servidores del Templo y los hijos de los esclavos de Salomón fueron 392.
59 ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
Éstos son los que subieron de Tel-mela, Tel-harsa, Querub, Addán e Imer, aunque ellos no pudieron demostrar la casa de sus antepasados ni su linaje, si eran de Israel:
60 ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।
Los hijos de Delaía, Tobías, y Necoda fueron 652.
61 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
De los sacerdotes fueron los hijos de Habaía, Cos, y Barzilai, quien tomó una esposa de entre las hijas de Barzilai galaadita y fue llamado con el nombre de ellas.
62 ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।
Éstos buscaron su registro entre los antepasados, pero no pudieron ser hallados, por lo cual fueron declarados impuros y excluidos del sacerdocio.
63 ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।
El gobernador les dijo que no debían comer de las cosas más sagradas hasta que se levantara sacerdote para usar el Urim y Tumim.
64 ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।
Toda la congregación en conjunto era de 42.360,
65 ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।
sin contar sus esclavos y esclavas, los cuales eran 7.337. Tenían 200 cantores y cantoras.
66 ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
Sus caballos eran 736; sus mulas, 245;
67 ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।
sus camellos, 435; asnos, 6.720.
68 ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।
Cuando llegaron a la Casa de Yavé en Jerusalén, algunos de los jefes de familia dieron ofrendas voluntarias para reedificar la Casa de ʼElohim en su mismo sitio.
69 ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।
Según sus recursos, aportaron para la obra 488 kilogramos de oro, 2.750 kilogramos de plata y 100 túnicas sacerdotales.
70 ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।
Los sacerdotes y levitas, parte del pueblo, cantores, porteros y servidores del Templo vivieron en sus ciudades, y todo Israel en sus respectivas ciudades.