< ଯିଶାଇୟ 30 >

1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!
“Ègbé ni àwọn ọmọ fún orílẹ̀-èdè alágídí,” ni Olúwa wí, “Fún àwọn tí ó gbé ètò jáde tí kì í ṣe tèmi, tí wọ́n ń gbìmọ̀ pọ̀, ṣùgbọ́n kì í ṣe nípa Ẹ̀mí mi, tí wọ́n ń dá ẹ̀ṣẹ̀ lórí ẹ̀ṣẹ̀;
2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
tí wọ́n lọ sí Ejibiti láìṣe fún mi, tí ó ń wá ìrànlọ́wọ́ lọ́dọ̀ Farao fún ààbò, sí òjìji Ejibiti fún ibi ìsádi.
3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।
Ṣùgbọ́n ààbò Farao yóò jásí ìtìjú fún un yín, òjìji Ejibiti yóò mú àbùkù bá a yín.
4 କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
Bí àwọn olórí rẹ tilẹ̀ wà ní Ṣoani, tí àwọn ikọ̀ wọn sì ti dé sí Hanisi,
5 ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”
gbogbo wọn ni a ó dójútì, nítorí àwọn ènìyàn kan tí kò wúlò fún wọn, tí kò mú ìrànlọ́wọ́ tàbí àǹfààní wá, bí kò ṣe àbùkù àti ìdójúti ni.”
6 ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
Ọ̀rọ̀-ìmọ̀ sí àwọn ẹranko tí ó wà ní gúúsù. Láàrín ilẹ̀ ìnira àti ìpọ́njú, ti kìnnìún àti abo kìnnìún ti paramọ́lẹ̀ àti ejò olóró, àwọn ikọ̀ náà kó ẹrù àti ọrọ̀ wọn lẹ́yìn àwọn kẹ́tẹ́kẹ́tẹ́, àwọn ohun ìní wọn ní orí àwọn ìbákasẹ, sí orílẹ̀-èdè aláìlérè,
7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।
sí Ejibiti tí ìrànlọ́wọ́ rẹ̀ kò wúlò rárá. Nítorí náà mo pè é ní Rahabu aláìlẹ́ṣẹ̀ nǹkan kan.
8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।
Lọ nísinsin yìí, kí o sì kọ ọ́ sí ara wàláà fún wọn, tẹ̀ ẹ́ sí ara ìwé kíká, pé fún àwọn ọjọ́ tí ó ń bọ̀ kí ó sì lè jẹ́ ẹ̀rí ayérayé.
9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
Àwọn wọ̀nyí jẹ́ ọlọ̀tẹ̀ ènìyàn àti ẹlẹ́tanu ọmọ, àwọn ọmọ tí wọn kò ṣetán láti tẹ́tí sí ìtọ́ni Olúwa.
10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
Wọ́n sọ fún àwọn aríran pé, “Ẹ má ṣe rí ìran mọ́!” Àti fún àwọn wòlíì, “Ẹ má ṣe fi ìran ohun tí ó tọ́ hàn wá mọ́! Ẹ sọ ohun tí ó tura fún wa, ẹ sàsọtẹ́lẹ̀ ẹ̀tàn.
11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
Ẹ fi ọ̀nà yìí sílẹ̀, ẹ kúrò ní ọ̀nà yìí ẹ dẹ́kun à ń dojú ìjà kọ wá pẹ̀lú Ẹni Mímọ́ Israẹli!”
12 ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
Nítorí náà, èyí ni ohun tí Ẹni Mímọ́ Israẹli wí: “Nítorí pé ẹ ti kọ ọ̀rọ̀ yìí sílẹ̀, ẹ gbára lé ìnilára kí ẹ sì gbẹ́kẹ̀lé ẹ̀tàn,
13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।
ẹ̀ṣẹ̀ yìí yóò rí fún ọ gẹ́gẹ́ bí ògiri gíga, tí ó sán tí ó sì fì tí ó sì wó lójijì, àti ní ìṣẹ́jú kan.
14 ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”
Yóò sì fọ́ ọ sí wẹ́wẹ́ bí àpáàdì tí a fọ́ pátápátá àti pé a kò ní rí ẹ̀rún kan nínú àfọ́kù rẹ̀, fún mímú èédú kúrò nínú ààrò tàbí gbígbọ́n omi jáde kúrò nínú àmù.” (questioned)
15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”
Èyí ni ohun tí Olúwa Olódùmarè, Ẹni Mímọ́ ti Israẹli wí: “Nínú ìrònúpìwàdà àti ìsinmi ni ìgbàlà rẹ wà, ní ìdákẹ́ jẹ́ẹ́ àti ìgbẹ́kẹ̀lé ni agbára rẹ wà, ṣùgbọ́n ìwọ kì yóò ní ọ̀kankan nínú wọn.
16 ମାତ୍ର ତୁମ୍ଭେମାନେ କହିଲ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ;” ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, “ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା;” ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।
Ẹ̀yin wí pé, ‘Bẹ́ẹ̀ kọ́, àwa yóò sálọ lórí ẹṣin.’ Nítorí náà ẹ̀yin yóò sá! Ẹ̀yin wí pé, ‘Àwa yóò gun àwọn ẹṣin tí ó yára lọ.’ Nítorí náà àwọn tí ń lé e yín yóò yára!
17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।
Ẹgbẹ̀rún yóò sá nípa ìdẹ́rùbà ẹnìkan; nípa ìdẹ́rùbà ẹni márùn-ún gbogbo yín lẹ ó sálọ, títí a ó fi yín sílẹ̀ àti gẹ́gẹ́ bí igi àsíá ní orí òkè, gẹ́gẹ́ bí àsíá lórí òkè.”
18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Síbẹ̀síbẹ̀ Olúwa sì fẹ́ síjú àánú wò ọ́; ó dìde láti ṣàánú fún ọ. Nítorí Olúwa jẹ́ Ọlọ́run ìdájọ́. Ìbùkún ni fún gbogbo àwọn tí ó dúró dè é!
19 ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
Ẹ̀yin ènìyàn Sioni, tí ń gbé ní Jerusalẹmu, ìwọ kì yóò sọkún mọ́. Báwo ni àánú rẹ̀ yóò ti pọ̀ tó nígbà tí ìwọ bá kígbe fún ìrànlọ́wọ́! Bí ó bá ti gbọ́, òun yóò dá ọ lóhùn.
20 ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।
Bí ó tilẹ̀ jẹ́ pé Olúwa fún ọ ní àkàrà ìyà àti omi ìpọ́njú, àwọn olùkọ́ rẹ kì yóò fi ara sin mọ́; pẹ̀lú ojú rẹ ni ìwọ ó rí wọn.
21 ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
Bí o bá yí sápá ọ̀tún tàbí apá òsì, etí rẹ yóò máa gbọ́ ohùn kan lẹ́yìn rẹ, wí pé, “Ọ̀nà nìyìí, máa rìn nínú rẹ̀.”
22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।
Lẹ́yìn náà ni ẹ ó ba àwọn ère yín jẹ́ àwọn tí ẹ fi fàdákà bò àti àwọn ère tí ẹ fi wúrà bò pẹ̀lú, ẹ ó sọ wọ́n nù bí aṣọ tí obìnrin fi ṣe nǹkan oṣù ẹ ó sì wí fún wọn pé, “Ẹ kúrò níbí!”
23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
Òun yóò sì rọ òjò fún un yín sí àwọn irúgbìn tí ẹ gbìn sórí ilẹ̀, oúnjẹ tí yóò ti ilẹ̀ náà wá yóò ní ọ̀rá yóò sì pọ̀. Ní ọjọ́ náà ni àwọn ẹran ọ̀sìn yín yóò máa jẹ koríko ní pápá oko tútù tí ó tẹ́jú.
24 ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।
Àwọn màlúù àti àwọn kẹ́tẹ́kẹ́tẹ́ tí ó ń tú ilẹ̀ yóò jẹ oúnjẹ àdídùn tí a fi àmúga àti ṣọ́bìrì fọ́nkálẹ̀.
25 ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।
Ní ọjọ́ tí ọ̀pọ̀lọpọ̀ yóò sọ ẹ̀mí wọn nù nígbà tí ilé ìṣọ́ yóò wó lulẹ̀, odò omi yóò sàn lórí òkè gíga àti lórí àwọn òkè kékeré.
26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
Òṣùpá yóò sì tàn bí oòrùn, àti ìtànṣán oòrùn yóò mọ́lẹ̀ ní ìlọ́po méje, gẹ́gẹ́ bí ìmọ́lẹ̀ odidi ọjọ́ méje, nígbà tí Olúwa yóò di ojú ọgbẹ́ àwọn ènìyàn rẹ̀ tí yóò sì wo ọgbẹ́ tí ó ti dá sí wọn lára sàn.
27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
Kíyèsi i, orúkọ Olúwa ti òkèèrè wá pẹ̀lú ìbínú gbígbóná àti kurukuru èéfín tí ó nípọn; ètè rẹ̀ kún fún ìbínú ahọ́n rẹ̀ sì jẹ́ iná ajónirun.
28 ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
Èémí rẹ̀ sì dàbí òjò alágbára, tí ó rú sókè dé ọ̀run. Ó jọ àwọn orílẹ̀-èdè nínú kọ̀ǹkọ̀sọ̀; ó sì fi sí ìjánu ní àgbọ̀n àwọn ènìyàn láti ṣì wọ́n lọ́nà.
29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
Ẹ̀yin ó sì kọrin gẹ́gẹ́ bí i ti alẹ́ tí ẹ̀ ń ṣe àjọyọ̀ àpéjọ mímọ́, ọkàn yín yóò yọ̀ gẹ́gẹ́ bí ìgbà tí àwọn ènìyàn gòkè lọ pẹ̀lú fèrè sí orí òkè Olúwa, àní sí àpáta Israẹli.
30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Olúwa yóò jẹ́ kí wọn ó gbọ́ ohùn ògo rẹ̀ yóò sì jẹ́ kí wọ́n rí apá rẹ̀ tí ó ń bọ̀ wálẹ̀ pẹ̀lú ìbínú gbígbóná àti iná ajónirun, pẹ̀lú mọ̀nàmọ́ná, àrá àti yìnyín.
31 କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।
Ohùn Olúwa yóò fọ́ Asiria túútúú, pẹ̀lú ọ̀pá aládé rẹ̀ ni yóò lù wọ́n bolẹ̀.
32 ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।
Ẹgba kọ̀ọ̀kan tí Olúwa bá gbé lé wọn pẹ̀lú ọ̀pá ìjẹníyà rẹ̀ yóò jẹ́ ti ṣaworo àti ti dùùrù, gẹ́gẹ́ bí ó ti ń bá wọn jà lójú ogun pẹ̀lú ìkùùkuu láti apá rẹ̀.
33 କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
A ti tọ́jú Tofeti sílẹ̀ tipẹ́tipẹ́, a ti tọ́jú rẹ̀ sílẹ̀ fún ọba. Ojú ààrò rẹ̀ ni a ti gbẹ́ jì tí ó sì fẹ̀, pẹ̀lú ọ̀pọ̀lọpọ̀ iná àti igi ìdáná; èémí Olúwa, gẹ́gẹ́ bí ìṣàn sulfuru ń jó ṣe mú un gbiná.

< ଯିଶାଇୟ 30 >