< ଯିଶାଇୟ 4 >

1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”
Ní ọjọ́ náà, obìnrin méje yóò dì mọ́ ọkùnrin kan yóò sì wí pé, “Àwa ó máa jẹ oúnjẹ ara wa a ó sì pèsè aṣọ ara wa; sá à jẹ́ kí a máa fi orúkọ rẹ̀ pè wá. Mú ẹ̀gàn wa kúrò!”
2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Ní ọjọ́ náà, ẹ̀ka Olúwa yóò ní ẹwà àti ògo, èso ilẹ̀ náà yóò sì jẹ́ ìgbéraga àti ògo àwọn ti ó sálà ní Israẹli.
3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;
Àwọn tí ó ṣẹ́kù ní Sioni, àwọn tí o kù ní Jerusalẹmu, ni a ó pè ní mímọ́, orúkọ àwọn ẹni tí a kọ mọ́ àwọn alààyè ní Jerusalẹmu.
4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
Olúwa yóò wẹ ẹ̀gbin àwọn obìnrin Sioni kúrò yóò sì fọ gbogbo àbàwọ́n ẹ̀jẹ̀ kúrò ní Jerusalẹmu pẹ̀lú ẹ̀mí ìdájọ́ àti ẹ̀mí iná.
5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
Lẹ́yìn náà, Olúwa yóò dá sórí òkè Sioni àti sórí i gbogbo àwọn tí ó péjọpọ̀ síbẹ̀, kurukuru èéfín ní ọ̀sán àti ìtànṣán ọ̀wọ́-iná ní òru, lórí gbogbo ògo yìí ni ààbò yóò wà.
6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।
Èyí ni yóò jẹ́ ààbò àti òjìji kúrò lọ́wọ́ ooru ọ̀sán, àti ààbò òun ibi ìsádi kúrò lọ́wọ́ ìjì àti òjò.

< ଯିଶାଇୟ 4 >