< ଯିରିମୀୟ 40 >

1 ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Ọ̀rọ̀ náà sì tọ Jeremiah wá láti ọ̀dọ̀ Olúwa lẹ́yìn tí Nebusaradani balógun àwọn ẹ̀ṣọ́ ti tú u sílẹ̀ ní Rama. Ó rí Jeremiah tí a fi ẹ̀wọ̀n dè láàrín gbogbo àwọn tí wọ́n mú ní Jerusalẹmu àti Juda. Wọ́n kó lọ sí ilẹ̀ àjèjì Babeli.
2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:
Nígbà tí balógun ẹ̀ṣọ́ rí Jeremiah, ó sọ fún un wí pé, “Olúwa Ọlọ́run rẹ ni ó pàṣẹ ibí yìí fún mi.
3 ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।
Nísinsin yìí, Olúwa ti mú un jáde; ó ti ṣe gẹ́gẹ́ bí ó ti sọ pé òun yóò ṣe. Gbogbo èyí ṣẹlẹ̀ nítorí wí pé ẹ̀yin ènìyàn ṣẹ̀ sí Olúwa, àti pé ẹ kò gbọ́rọ̀ sí àṣẹ rẹ̀.
4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”
Ṣùgbọ́n, ní òní yìí mò ń tú ọ sílẹ̀ kúrò nínú ẹ̀wọ̀n tí ó wà ní ọwọ́ rẹ. Bí o bá fẹ́, tẹ̀lé mi ká lọ sí Babeli, èmi yóò sì bojútó ọ; ṣùgbọ́n bí ìwọ kò bá fẹ́, dúró síbí. Wò ó, gbogbo orílẹ̀-èdè wà níwájú rẹ, lọ sí ibikíbi tí ó bá tẹ́ ọ lọ́rùn.”
5 ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।
Ẹ̀wẹ̀, kí ó tó di pé Jeremiah pẹ̀yìndà láti máa lọ, Nebusaradani fi kún un wí pé, “Padà tọ Gedaliah ọmọ Ahikamu lọ, ọmọ Ṣafani, ẹni tí ọba Babeli ti fi jẹ baálẹ̀ lórí ìlú Juda, kí o sì máa gbé ní àárín àwọn ènìyàn wọ̀nyí tàbí kí o máa lọ ibikíbi tí ó bá tọ́ ní ojú rẹ.” Nígbà náà ni balógun náà fún un ní oúnjẹ àti ẹ̀bùn, ó sì jẹ́ kí ó lọ.
6 ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ।
Báyìí ni Jeremiah lọ sí ọ̀dọ̀ Gedaliah ọmọkùnrin Ahikamu ní Mispa, ó sì dúró tì í láàrín àwọn ènìyàn tí ó ṣẹ́kù ní ilẹ̀ náà.
7 ଏଥିଉତ୍ତାରେ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।
Nígbà tí gbogbo àwọn olórí ogun àti àwọn ènìyàn tí wọ́n kù lórí orílẹ̀-èdè náà gbọ́ pé ọba Babeli ti yan Gedaliah ọmọkùnrin Ahikamu gẹ́gẹ́ bí baálẹ̀ ní ilẹ̀ náà; àti pé ó ti fi àwọn ọkùnrin, obìnrin àti ọmọdé tí wọ́n jẹ́ tálákà ní ilẹ̀ náà tí wọn kò kó lọ sí ilẹ̀ àjèjì sí ìkáwọ́ rẹ̀,
8 ତହିଁରେ ସେମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ଯୋନାଥନ, ତନ୍‍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।
wọ́n wá sí ọ̀dọ̀ Gedaliah ní Mispa; Iṣmaeli ọmọkùnrin Netaniah, Johanani àti Jonatani ọmọkùnrin ti Karea, Seraiah ọmọkùnrin Tanhumeti tí í ṣe ọmọkùnrin Efai ará Netofa àti Jesaniah ọmọkùnrin Maakati àti àwọn ènìyàn wọn.
9 ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
Gedaliah ọmọkùnrin Ahikamu, ọmọkùnrin ti Ṣafani ṣe ìbúra láti tún fi dá àwọn ènìyàn lójú pé, “Ẹ má ṣe bẹ̀rù láti sin àwọn Babeli.” Ó sọ wí pé, “Gbé ilẹ̀ náà kí ẹ sì máa sin ọba Babeli, yóò sì dára fún un yín.
10 ଦେଖ, ଯେଉଁ କଲ୍‍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”
Èmi fúnra mi yóò dúró ní Mispa láti ṣojú yín níwájú Babeli tí wọ́n tọ̀ wá wá. Ṣùgbọ́n ẹ̀yin ni yóò máa kórè ọtí wáìnì, èso igi àti òróró; kí ẹ sì kó wọn sí inú àpò àpamọ́wọ́ yín; kí ẹ̀yin sì máa gbé ní ìlú tí ẹ ti gbà.”
11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;
Nígbà tí gbogbo àwọn Juda ní Moabu, Ammoni, Edomu àti gbogbo àwọn orílẹ̀-èdè gbọ́ pé ọba Babeli ti fi ohun tókù sílẹ̀ ní Juda, àti pé ó ti yan Gedaliah ọmọkùnrin Ahikamu ọmọkùnrin Ṣafani gẹ́gẹ́ bí gómìnà lórí wọn.
12 ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।
Gbogbo wọn padà wá sí ilẹ̀ Juda sọ́dọ̀ Gedaliah ní Mispa láti orílẹ̀-èdè gbogbo tí a ti lé wọn sí. Wọ́n sì kórè ọ̀pọ̀lọpọ̀ ọtí wáìnì àti èso igi.
13 ଆହୁରି, କାରେହର ପୁତ୍ର ଯୋହାନନ୍‍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,
Johanani ọmọkùnrin ti Karea àti gbogbo àwọn olórí ogun tí ó kù ní orílẹ̀-èdè sì tọ Gedaliah wá ní Mispa.
14 ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।
Wọ́n sì sọ fún un wí pé, “Ǹjẹ́ ìwọ ha mọ̀ pé Baalisi ọba àwọn Ammoni ti rán Iṣmaeli ọmọkùnrin Netaniah láti lọ mú ẹ̀mí rẹ?” Ṣùgbọ́n Gedaliah ọmọkùnrin ti Ahikamu kò gbà wọ́n gbọ́.
15 ତହିଁରେ କାରେହର ପୁତ୍ର ଯୋହାନନ୍‍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”
Nígbà náà ni Johanani ọmọkùnrin Karea sọ ní ìkọ̀kọ̀ fún Gedaliah ní Mispa pé, “Jẹ́ kí èmi lọ pa Iṣmaeli ọmọkùnrin Netaniah, ẹnikẹ́ni kò sì ní mọ èyí. Kí ni ìdí rẹ̀ tí yóò ṣe mú ẹ̀mí rẹ, tí o sì ṣe fẹ́ mú àwọn Júù tí ó yí ọ ká túká, kí ìyókù Juda sì parun?”
16 ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍‍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”
Ṣùgbọ́n Gedaliah ọmọ Ahikamu sọ fún Johanani ọmọ Karea pé, “Má ṣe ṣe nǹkan yìí! Nítorí nǹkan tí ò ń sọ nípa Iṣmaeli kì í ṣe òtítọ́.”

< ଯିରିମୀୟ 40 >