< ଆୟୁବ 25 >

1 ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
Sai Bildad mutumin Shuwa ya amsa,
2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
“Mulki na Allah ne, dole a ji tsoronsa; yana tafiyar da kome yadda ya kamata a cikin sama.
3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
Za a iya ƙirga rundunarsa? A kan wane ne ba ya haska haskensa?
4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?
Ta yaya mutum zai iya zama mai adalci a gaban Allah? Ta yaya mutumin da mace ta haifa zai zama mai tsarki?
5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି;
In har wata da taurari ba su da tsarki a idanunsa,
6 ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”
mutum fa? Ai, wannan tsutsa ne, ɗan ƙwaro kawai. Me mutum ya daɗa a gaban Allah!”

< ଆୟୁବ 25 >