< ଆୟୁବ 26 >
1 ତହିଁରେ ଆୟୁବ ଉତ୍ତର କରି କହିଲା,
Ṣùgbọ́n Jobu sì dáhùn wí pé,
2 “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!
“Báwo ni ìwọ ń ṣe ìrànlọ́wọ́ ẹni tí kò ní ipá, báwo ní ìwọ ń ṣe gbe apá ẹni tí kò ní agbára?
3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
Báwo ni ìwọ ń ṣe ìgbìmọ̀ fun ẹni tí kò ní ọgbọ́n, tàbí báwo òye rẹ to pọ to bẹ́ẹ̀?
4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”
Ta ni ó ràn ọ́ lọ́wọ́ láti sọ àwọn ọ̀rọ̀ wọ̀nyí, àti ẹ̀mí ta ni ó gba ẹnu rẹ sọ̀rọ̀?”
5 “ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
“Àwọn aláìlágbára ti isà òkú wárìrì, lábẹ́ omi pẹ̀lú àwọn tí ń gbé inú rẹ̀.
6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। (Sheol )
Ìhòhò ni ipò òkú níwájú Ọlọ́run, ibi ìparun kò sí ní ibojì. (Sheol )
7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
Òun ní o nà ìhà àríwá ọ̀run ní ibi òfúrufú, ó sì so ayé rọ̀ ní ojú asán.
8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
Ó di omi pọ̀ nínú ìkùùkuu àwọsánmọ̀ rẹ̀ tí ó nípọn; àwọsánmọ̀ kò sì ya nísàlẹ̀ wọn.
9 ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
Ó sì fa ojú ìtẹ́ rẹ̀ sẹ́yìn, ó sì tẹ àwọsánmọ̀ rẹ̀ sí i lórí.
10 ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
Ó fi ìdè yí omi òkun ká, títí dé ààlà ìmọ́lẹ̀ àti òkùnkùn.
11 ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।
Ọ̀wọ́n òpó ọ̀run wárìrì, ẹnu sì yà wọ́n sì ìbáwí rẹ̀.
12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
Ó fi ipá rẹ̀ dààmú omi Òkun; nípa òye rẹ̀, ó gé agbéraga sí wẹ́wẹ́.
13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
Nípa ẹ̀mí rẹ̀ ni ó ti ṣe ọ̀run ní ọ̀ṣọ́; ọwọ́ rẹ̀ ni ó fi dá ejò wíwọ́ nì.
14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”
Kíyèsi i, èyí ní òpin ọ̀nà rẹ̀; ohùn èyí tí a gbọ́ ti kéré tó! Ta ni ẹni náà tí òye àrá agbára rẹ̀ lè yé?”