< ଆୟୁବ 31 >

1 ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
“Mo ti bá ojú mi dá májẹ̀mú, èmi yó ha ṣe tẹjúmọ́ wúńdíá?
2 କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
Nítorí pé kí ni ìpín Ọlọ́run láti ọ̀run wá? Tàbí kí ni ogún Olódùmarè láti òkè ọ̀run wá.
3 ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
Kò ṣe pé àwọn ènìyàn búburú ni ìparun wà fún, àti àjàkálẹ̀-ààrùn fún àwọn oníṣẹ́ ẹ̀ṣẹ̀?
4 ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
Òun kò ha ri ipa ọ̀nà mi, òun kò ha sì ka gbogbo ìṣísẹ̀ mi?
5 ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
“Bí ó bá ṣe pé èmi bá fi àìṣòótọ́ rìn, tàbí tí ẹsẹ̀ mi sì yára sí ẹ̀tàn,
6 ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।
(jẹ́ kí Ọlọ́run wọ́n mí nínú ìwọ̀n òdodo, kí Ọlọ́run le mọ ìdúró ṣinṣin mi.)
7 ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
Bí ẹsẹ̀ mí bá yà kúrò lójú ọ̀nà, tí àyà mí sì tẹ̀lé ipa ojú mi, tàbí bí àbàwọ́n kan bá sì lẹ̀ mọ́ mi ní ọwọ́,
8 ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।
ǹjẹ́ kí èmi kí ó gbìn kí ẹlòmíràn kí ó sì mújẹ, àní kí a fa irú-ọmọ mi tu.
9 ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
“Bí àyà mi bá di fífà sí ipasẹ̀ obìnrin kan, tàbí bí mo bá lọ í ba de ènìyàn ní ẹnu-ọ̀nà ilé aládùúgbò mi,
10 ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।
kí àyà mi kí ó lọ ọlọ fún ẹlòmíràn, kí àwọn ẹlòmíràn kí ó tẹ̀ ara wọn ní ara rẹ̀.
11 କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;
Nítorí pé yóò jẹ́ ohun ìtìjú àní, ẹ̀ṣẹ̀ tí a ó ṣe onídàájọ́ rẹ̀.
12 କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।
Nítorí pé iná ní èyí tí ó jó dé ibi ìparun, tí ìbá sì fa gbòǹgbò ohun ìbísí mi gbogbo tu.
13 ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
“Tí mo bá sì ṣe àìka ọ̀ràn ìránṣẹ́kùnrin mi tàbí ìránṣẹ́bìnrin mi sí, nígbà tí wọ́n bá ń bá mi jà;
14 ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?
kí ni èmi ó ha ṣe nígbà tí Ọlọ́run bá dìde? Nígbà tí ó bá sì ṣe ìbẹ̀wò, ohùn kí ni èmi ó dá?
15 ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
Ẹni tí ó dá mi ní inú kọ́ ni ó dá a? Ẹnìkan náà kí ó mọ wá ní inú ìyá wa?
16 ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
“Bí mo bá fa ọwọ́ sẹ́yìn fún ìfẹ́ inú tálákà, tàbí bí mo bá sì mú kí ojú opó rẹ̀wẹ̀sì,
17 ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
tàbí tí mo bá nìkan bu òkèlè mi jẹ, tí aláìní baba kò jẹ nínú rẹ̀;
18 (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)
nítorí pé láti ìgbà èwe mi wá ni a ti tọ́ ọ dàgbà pẹ̀lú mi bí ẹni pé baba, èmi sì ń ṣe ìtọ́jú opó láti inú ìyá mi wá:
19 ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
bí èmi bá rí olùpọ́njú láìní aṣọ, tàbí tálákà kan láìní ìbora;
20 ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
bí ọkàn rẹ̀ kò bá súre fún mi, tàbí bí ara rẹ̀ kò sì gbóná nípasẹ̀ irun àgùntàn mi;
21 ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
bí mo bá sì gbé ọwọ́ mi sókè sí aláìní baba, nítorí pé mo rí ìrànlọ́wọ́ mi ní ẹnu ibodè,
22 ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ।
ǹjẹ́, ní apá mi kí o wọ́n kúrò ní ihò èjìká rẹ̀, kí apá mi kí ó sì ṣẹ́ láti egungun rẹ̀ wá.
23 କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।
Nítorí pé ìparun láti ọ̀dọ̀ Ọlọ́run wá ni ẹ̀rù ńlá fún mi, àti nítorí ọláńlá rẹ̀ èmi kò le è dúró.
24 ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
“Bí ó bá ṣe pé mo fi wúrà ṣe ìgbẹ́kẹ̀lé mi, tàbí tí mo bá wí fún fàdákà dídára pé, ‘Ìwọ ni ààbò mi,’
25 ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;
bí mo bá yọ̀ nítorí ọrọ̀ mí pọ̀, àti nítorí ọwọ́ mi dara lọ́pọ̀lọ́pọ̀,
26 ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
bí mo bá bojú wo oòrùn nígbà tí ń ràn, tàbí òṣùpá tí ń ràn nínú ìtànmọ́lẹ̀,
27 ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;
bí a bá tàn ọkàn mi jẹ láti fi ẹnu mi kò ọwọ́ mi,
28 ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।
èyí pẹ̀lú ni ẹ̀ṣẹ̀ ti àwọn onídàájọ́ ní láti bẹ̀wò, nítorí pé èmí yóò jẹ́ aláìṣòótọ́ sí Ọlọ́run tí ó wà lókè.
29 ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
“Bí ó bá ṣe pé mo yọ̀ sì ìparun ẹni tí ó kórìíra mi. Tàbí bí mo bá sì gbéraga sókè, nígbà tí ibi bá a.
30 (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);
Bẹ́ẹ̀ èmi kò sì jẹ ki ẹnu mi ki ó ṣẹ̀ nípa fífẹ́ ègún sí ọkàn rẹ̀.
31 ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’
Bí àwọn ènìyàn inú àgọ́ mi kò bá lè wí pé, ‘Ta ni kò ì tí ì jẹ ẹran rẹ̀ ní àjẹyó?’
32 ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
Àlejò kò wọ̀ ni ìgboro rí; èmí ṣí ìlẹ̀kùn mi sílẹ̀ fún èrò.
33 ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
Bí mo bá bò ẹ̀ṣẹ̀ mi mọ́lẹ̀ bí Adamu ni pápá, ẹ̀bi mi pamọ́ ni àyà mi.
34 ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ -
Ọ̀pọ̀lọpọ̀ ènìyàn ni mo ha bẹ̀rù bí? Tàbí ẹ̀gàn àwọn ìdílé ní ń bà mí ní ẹ̀rù? Tí mo fi pa ẹnu mọ́, tí èmí kò sì fi sọ̀rọ̀ jáde?
35 ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ), ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!
(“Ìbá ṣe pé ẹnìkan le gbọ́ ti èmí! Kíyèsi i, àmì mi, kí Olódùmarè kí ó dá mi lóhùn, kí èmí kí ó sì rí ìwé náà tí olùfisùn mi ti kọ.
36 ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି।
Nítòótọ́ èmí ìbá gbé le èjìká mi, èmi ìbá sì dé bí adé mọ́ orí mi.
37 ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।
Èmi ìbá sì sọ iye ìṣísẹ̀ mi fún un, bí ọmọ-aládé ni èmi ìbá súnmọ́ ọ̀dọ̀ rẹ̀.)
38 ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
“Bí ilẹ̀ mi bá sì ké rara lòdì sí mi tí a sì fi omijé kún gbogbo poro rẹ̀.
39 ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
Bí mo bá jẹ èso oko mi láìsan owó tàbí tí mo sì mú ọkàn olúwa rẹ̀ fò lọ,
40 ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।” ଆୟୁବଙ୍କ କଥା ସମାପ୍ତ ହେଲା।
kí ẹ̀gún òṣùṣú kí ó hù dípò alikama, àti èpò búburú dípò ọkà barle.” Ọ̀rọ̀ Jobu parí.

< ଆୟୁବ 31 >