< ଆୟୁବ 40 >
1 ଆହୁରି, ସଦାପ୍ରଭୁ ଆୟୁବକୁ ଉତ୍ତର କରି କହିଲେ,
Olúwa dá Jobu lóhùn sí pẹ̀lú, ó sì wí pé,
2 “ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”
“Ẹni tí ń bá Olódùmarè wíjọ́ yóò ha kọ ní ẹ̀kọ́? Ẹni tí ń bá Ọlọ́run wí jẹ́ kí ó dáhùn!”
3 ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
Nígbà náà ni Jobu dá Olúwa lóhùn wá ó sì wí pé,
4 “ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
“Kíyèsi i, ẹ̀gbin ni èmi—ohun kí ni èmi ó dà? Èmi ó fi ọwọ́ mi le ẹnu mi.
5 ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇ ଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”
Ẹ̀ẹ̀kan ní mo sọ̀rọ̀, ṣùgbọ́n èmi kì yóò tún sọ mọ́; lẹ́ẹ̀kejì ni, èmi kò sì le ṣe é mọ́.”
6 ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
Nígbà náà ní Olúwa dá Jobu lóhùn láti inú ìjì àyíká wá, ó sì wí pé,
7 “ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
“Di àmùrè gírí ní ẹgbẹ́ rẹ bí ọkùnrin, èmi ó bi ọ léèrè, kí ìwọ kí ó sì dá mi lóhùn.
8 ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?
“Ìwọ ha fẹ́ mú ìdájọ́ mi di asán? Ìwọ ó sì dá mi lẹ́bi, kí ìwọ lè ṣe olódodo.
9 ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?
Ìwọ ni apá bí Ọlọ́run tàbí ìwọ lè fi ohùn sán àrá bí òun?
10 ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।
Fi ọláńlá àti ọlá ìtayọ rẹ̀ ṣe ara rẹ ní ọ̀ṣọ́, tí ó sì fi ògo àti títóbi ọ̀ṣọ́ bo ara ní aṣọ.
11 ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକୁ ଅନାଇ ତାହାକୁ ନତ କର।
Mú ìrunú ìbínú rẹ jáde; kíyèsí gbogbo ìwà ìgbéraga rẹ kí o sì rẹ̀ ẹ́ sílẹ̀.
12 ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।
Wo gbogbo ìwà ìgbéraga, ènìyàn kí o sì rẹ ẹ sílẹ̀ kí o sì tẹ ènìyàn búburú mọ́lẹ̀ ní ipò wọn.
13 ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ।
Sin gbogbo wọn papọ̀ nínú erùpẹ̀, kí o sì di ojú ìkọ̀kọ̀ wọn ní isà òkú.
14 ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା।
Nígbà náà ní èmi ó yìn ọ́ pé, ọwọ́ ọ̀tún ara rẹ lè gbà ọ́ là.
15 ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।
“Ǹjẹ́ nísinsin yìí kíyèsi Behemoti, tí mo dá pẹ̀lú rẹ, òun a máa jẹ koríko bí ọ̀dá màlúù.
16 ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ।
Wò o nísinsin yìí, agbára rẹ wà ní ẹ̀gbẹ́ rẹ, àti ipa rẹ nínú ìṣàn ìkún rẹ.
17 ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ।
Òun a máa jù ìrù rẹ̀ bí i igi kedari, iṣan itan rẹ̀ dìjọ pọ̀.
18 ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି।
Egungun rẹ̀ ní ògùṣọ̀ idẹ, Egungun rẹ̀ dàbí ọ̀pá irin.
19 ସେ ପରମେଶ୍ୱରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ; ଯେ ତାହାକୁ ସୃଷ୍ଟି କଲେ, କେବଳ ତାହାଙ୍କର ଖଡ୍ଗ ତାହାକୁ ସ୍ପର୍ଶ କରିପାରେ।
Òun ni olórí nínú àwọn iṣẹ́ Ọlọ́run; síbẹ̀ Ẹlẹ́dàá rẹ̀ fi idà rẹ̀ lé e lọ́wọ́.
20 ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି।
Nítòótọ́ òkè ńlá ńlá ní i mu ohun jíjẹ fún un wá, níbi tí gbogbo ẹranko igbó máa ṣiré ní ẹ̀gbẹ́ ibẹ̀.
21 ସେ ନଳବନ ଭିତରେ ଓ ଝିଲରେ ପଦ୍ମବୃକ୍ଷ ତଳେ ଶୟନ କରେ।
Ó dùbúlẹ̀ lábẹ́ igi lótusì, lábẹ́ eèsún àti ẹrẹ̀.
22 ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶୀ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ।
Igi lótusì síji wọn bò o; igi arọrọ odò yí i káàkiri.
23 ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ।
Kíyèsi i, odò ńlá sàn jọjọ, òun kò sálọ; ó wà láìléwu bí ó bá ṣe pé odò Jordani ti ṣàn lọ sí ẹnu rẹ̀.
24 ସେ ଜାଗ୍ରତ ଥିବା ବେଳେ କେହି କି ତାକୁ ଧରିବ? ଅବା ରଜ୍ଜୁ ଦ୍ୱାରା ତାହାର ନାସିକା ଫୋଡ଼ିବ?
Ẹnìkan ha lè mú un ní ojú rẹ̀, tàbí dẹkùn fún tàbí a máa fi ọ̀kọ̀ gún imú rẹ̀?