< ଯିହୋଶୂୟ 12 >
1 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।
इस्राएलका मानिसहरूले पराजित गरेका त्यस भूमिका राजाहरू यिनै हुन् । इस्राएलीहरूले यर्दनको पूर्वतिरका अर्नोनको बेँसीदेखि हेर्मोन डाँडासम्म अनि पूर्वतिरका सबै अराबाका भूमिलाई कब्जा गरे ।
2 ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ
एमोरी राजा सीहोन हेश्बोनमा बस्थे । तिनले अरोएरसम्म शासन गर्थे जुन बेँसीको माझमा पर्ने अर्नोनको छेउमा र अम्मोनीहरूको सिमानामा पर्ने गिलादको आधा भाग हो ।
3 ଓ ପଦାଭୂମିସ୍ଥିତ କିନ୍ନେରତ୍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।
सीहोनका राजाले अराबादेखि किन्नरेतको समुद्रसम्म, पूर्वतिर अराबाको समुद्रसम्म (मृत सागर), बेथ-यशीमोनतिर सबैतिर र पिसगाको ओरालोका पहाडहरूसम्म शासन गर्थे ।
4 ପୁଣି ବାଶନୀୟ ଓଗ୍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ବାସ କଲା,
रपाईहरूमा बाँकी रहेका एक जना बाशानका राजा ओग अस्तारोत र एद्रईमा बस्थे ।
5 ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।
तिनले हेर्मोन डाँडा, सलका, पूरै बाशानदेखि गशुरका मानिसहरू, माकाती गिलेदको आधा भागदेखि हेश्बोनका राजा सीहोनको सिमानासम्म शासन गर्थे ।
6 ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।
परमप्रभुका दास मोशा र इस्राएलका मानिसहरूले उनीहरूलाई पराजित गरे अनि परमप्रभुका दास मोशाले त्यो भूमिलाई रूबेनी, गादी र मनश्शेका आधा कुलको उत्तराधिकारको रूपमा दिए ।
7 ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍ଗାଦ୍ଠାରୁ ସେୟୀରଗାମୀ ହାଲକ୍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ
त्यस भूमिका राजाहरू यिनै हुन् जसलाई यहोशू र इस्राएलका मानिसहरूले लेबनान नजिकको बाल-गाददेखि एदोमको छेउको हालाक डाँडासम्म यर्दनको पश्चिमपट्टि पराजित गरेका थिए । यहोशूले त्यो भूमि अधीन गर्न इस्राएलका कुलहरूलाई दिए ।
8 ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହି ସବୁ ରାଜା ଏହି;
तिनले तिनीहरूलाई हित्तीहरू, एमोरीहरू, कनानीहरू, परिज्जीहरू, हिव्वीहरू र यबूसीहरूको भूमि पहाडी देशहरू, तराईहरू, अराबा, पहाडका पाटाहरू र नेगेव दिए ।
9 ଯିରୀହୋର ରାଜା, ଏକ; ବେଥେଲ୍ର ନିକଟସ୍ଥ ଅୟର ରାଜା
राजाहरूमा यरीहोका राजा, ऐका राजा जुन बेथेलको छेउमा छ,
10 ଯିରୂଶାଲମର ରାଜା, ଏକ; ହିବ୍ରୋଣର ରାଜା, ଏକ;
यरूशलेमका राजा, एनइमका राजा,
11 ଯର୍ମୂତର ରାଜା, ଏକ; ଲାଖୀଶ୍ର ରାଜା, ଏକ;
यार्मूतका राजा, लाकीशका राजा,
12 ଇଗ୍ଲୋନ୍ର ରାଜା, ଏକ; ଗେଷରର ରାଜା, ଏକ;
एग्लोनका राजा, गेजेरका राजा,
13 ଦବୀରର ରାଜା, ଏକ; ଗେଦରର ରାଜା, ଏକ;
दबीरका राजा, गेदेरका राजा,
14 ହର୍ମାର ରାଜା, ଏକ; ଅରାଦର ରାଜା, ଏକ;
होर्माका राजा, आरादका राजा,
15 ଲିବ୍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ;
लिब्नाका राजा, अदुल्लामका राजा,
16 ମକ୍କେଦାର ରାଜା, ଏକ; ବେଥେଲ୍ର ରାଜା, ଏକ;
मक्केदाका राजा, बेथेलका राजा,
17 ତପୂହର ରାଜା, ଏକ; ହେଫରର ରାଜା, ଏକ;
तप्पूहका राजा, हेपेरका राजा,
18 ଅଫେକର ରାଜା, ଏକ; ଲାଶାରୋଣର ରାଜା, ଏକ;
अपेकका राजा, लश्शारोनका राजा,
19 ମାଦୋନର ରାଜା, ଏକ; ହାସୋରର ରାଜା, ଏକ;
मादोनका राजा, हासोरका राजा,
20 ଶିମ୍ରୋଣମରୋଣର ରାଜା, ଏକ; ଅକ୍ଷଫର ରାଜା, ଏକ;
शिम्रोनका राजा, अक्षापका राजा,
21 ତାନକ୍ର ରାଜା, ଏକ; ମଗିଦ୍ଦୋର ରାଜା, ଏକ;
तानाकका राजा, मगिद्दोका राजा,
22 କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;
कादेशका राजा, कर्मेलको योक्नामका राजा,
23 ଦୋର ଉପପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍ଗଲ୍ସ୍ଥ ଗୋୟିମର ରାଜା, ଏକ;
नापोत डोरका राजा, गिलगालको गयीमका राजा,
24 ତିର୍ସାର ରାଜା, ଏକ; ସର୍ବସୁଦ୍ଧା ଏକତିରିଶ ରାଜା।
र तिर्साका राजा पर्छन् । सबै राजाको सङ्ख्या एकतिस जना थियो ।