< ଯିହୋଶୂୟ 19 >

1 ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।
Maere achiwiri anagwera mabanja a fuko la Simeoni. Dziko lawo linali mʼkati mwenimweni mwa dziko la Yuda.
2 ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍‍ଶେବା ବା ଶେବଃ ଓ ମୋଲାଦା
Dzikolo linaphatikiza zigawo izi: Beeriseba (ndi Seba), Molada,
3 ଓ ହତ୍‍ସର-ଶୁୟାଲ୍‍ ଓ ବାଲା ଓ ଏତ୍ସମ୍‍
Hazari-Suwali, Bala, Ezemu,
4 ଓ ଇଲତୋଲଦ୍‍ ଓ ବଥୁଲ ଓ ହର୍ମା
Elitoladi, Betuli, Horima,
5 ଓ ସିକ୍ଲଗ୍‍ ଓ ବେଥ୍-ମର୍କାବୋତ୍‍ ଓ ହତ୍‍ସରସୂଷୀମ୍‍
Zikilagi, Beti-Marikaboti, Hazari-Susa,
6 ଓ ବେଥ୍-ଲବାୟୋତ୍‍ ଓ ଶାରୁହନ୍‍; ଗ୍ରାମ ସମେତ ଏହି ତେର ନଗର।
Beti-Lebaoti ndi Saruheni. Yonse pamodzi inali mizinda 13 ndi midzi yawo.
7 ଐନ୍‍ ଓ ରିମ୍ମୋନ୍‍ ଓ ଏଥର୍‍ ଓ ଆଶନ୍‍; ଗ୍ରାମ ସମେତ ଏହି ଚାରି ନଗର
Panalinso mizinda inayi iyi: Aini, Rimoni, Eteri ndi Asani pamodzi ndi midzi yawo.
8 ଓ ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।
Dzikolo linaphatikizanso midzi yonse yozungulira mizinda imeneyi mpaka ku Baalati-Beeri, ndiye kuti Rama wa kummwera. Ili ndi dziko limene mabanja a fuko la Simeoni analandira kukhala lawo.
9 ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।
Cholowa cha fuko la Simeoni chinatengedwa kuchokera ku gawo la Yuda chifukwa fuko la Yuda linali lalikulu kwambiri. Izi zinachititsa fuko la Simeoni kukhala mʼkati mwenimweni mwa dziko la Yuda.
10 ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।
Maere achitatu anagwera mabanja a fuko la Zebuloni: Malire a dziko lawo anafika mpaka ku Saridi.
11 ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍‍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।
Malirewo anakwera kupita cha kumadzulo ku Marala nakafika ku Dabeseti ndi ku mtsinje wa kummawa kwa Yokineamu.
12 ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।
Kuchokera ku mbali ina ya Saridi malire anakhota kupita kummawa ku malire a Kisiloti-Tabori mpaka ku Daberati nakwera mpaka ku Yafiya.
13 ପୁଣି ସେଠାରୁ ପୂର୍ବଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।
Kuchokera kumeneko anabzola kulowa cha kummawa mpaka ku Gati-Heferi ndi ku Eti Kazini ndi kumaloza ku Neya njira ya ku Rimoni.
14 ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।
Mbali ya kumpoto malirewo analoza ku Hanatoni ndipo anakathera ku chigwa cha Ifita Eli.
15 ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।
Anaphatikizapo Katati, Nahalala, Simironi, Idala ndi Betelehemu. Mizinda yonse inakwana khumi ndi iwiri pamodzi ndi midzi yake.
16 ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।
Mizinda imeneyi pamodzi ndi midzi yake ndi imene mabanja a fuko la Zebuloni analandira.
17 ଏଥିଉତ୍ତାରେ ଇଷାଖରର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।
Maere achinayi anagwera mabanja a fuko la Isakara.
18 ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ
Dziko lawo linaphatikiza zigawo izi: Yezireeli, Kesuloti, Sunemu,
19 ଓ ହଫାରୟିମ୍‍ ଓ ଶୀୟୋନ ଓ ଅନହରତ୍‍
Hafaraimu, Sioni, Anaharati,
20 ଓ ରାବ୍ବୀତ୍‍ ଓ କିଶୀୟୋନ୍‍ ଓ ଏବସ
Rabiti, Kisoni, Ebezi,
21 ଓ ରେମତ୍‍ ଓ ଐନ୍‍-ଗନ୍ନୀମ୍‍ ଓ ଐନ୍‍-ହଦ୍ଦା ଓ ବେଥ୍-ପତ୍‍ସେସ ପର୍ଯ୍ୟନ୍ତ ଗଲା।
Remeti, Eni Ganimu, Eni Hada ndi Beti-Pazezi.
22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।
Malirewa anakafikanso ku Tabori, Sahazuma ndi Beti-Semesi ndipo anakathera ku Yorodani. Mizinda yonse inalipo 16 ndi midzi yake.
23 ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା।
Mizinda imeneyi pamodzi ndi midzi yake ndiyo inali cholowa cha mabanja a fuko la Isakara.
24 ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।
Maere achisanu anagwera mabanja a fuko la Aseri.
25 ଆଉ ସେମାନଙ୍କର ସୀମା ହିଲକତ୍‍ ଓ ହଲୀ ଓ ବେଟନ ଓ ଅକ୍‍ଷଫ
Gawo lawo linaphatikiza Helikati, Hali, Beteni, Akisafu,
26 ଓ ଅଲମେଲକ୍‍ ଓ ଅମୀୟାଦ୍‍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍‍ନତ ପର୍ଯ୍ୟନ୍ତ ଗଲା।
Alameleki, Amadi ndi Misali. Kumadzulo malire anafika ku Karimeli ndi Sihori Libinati.
27 ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ
Kenaka anakhotera kummawa kulowera ku Beti-Dagoni nafika ku dziko la Zebuloni ndi ku chigwa cha Ifita Eli, ndipo anapita kumpoto ku Beti-Emeki ndi Neieli. Anapitirirabe kumpoto mpaka kukafika ku Kabuli,
28 ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;
Ebroni, Rehobu, Hamoni, ndi Kana, mpaka ku Sidoni Wamkulu.
29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।
Kenaka malirewo anakhotera ku Rama ndi kupita ku mzinda wotetezedwa wa ku Turo. Kuchokera pamenepo malirewo anakhota kupita ku Hosa nakatulukira ku Nyanja, mʼchigawo cha Akizibu,
30 ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।
Uma, Afeki ndi Rehobu. Mizinda yonse inalipo 22 pamodzi ndi midzi yake.
31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।
Mizinda yonseyi pamodzi ndi midzi yake ndiyo inali cholowa cha mabanja a fuko la Aseri.
32 ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।
Maere achisanu ndi chimodzi anagwera mabanja a fuko la Nafutali.
33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍‍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍‍ବ ଓ ଯବ୍‍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।
Malire awo anayambira ku Helefu mpaka ku mtengo wa thundu wa ku Zaananimu, ndipo anapitirira nʼkukafika ku Adami Nekebu, Yabineeli mpaka ku Lakumi ndi kukathera ku Yorodani.
34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।
Tsono malirewo anakhotera kumadzulo kupita ku Azinoti-Tabori. Kuchoka kumeneko anapita ku Hukoki, modutsa Zebuloni cha kummwera, Aseri cha kumadzulo ndi mtsinje wa Yorodani cha kummawa.
35 ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍କତ୍‍ ଓ କିନ୍ନେରତ୍‍
Mizinda yotetezedwa inali Zidimi, Zeri, Hamati, Rakati, Kinereti,
36 ଓ ଆଦାମା ଓ ରାମା ଓ ହାସୋର
Adama, Rama, Hazori,
37 ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର
Kedesi, Ederi, Eni Hazori,
38 ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀର-ବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣେଇଶ ନଗର।
Yironi, Migidali Eli, Horemu, Beti-Anati ndi Beti-Semesi. Yonse pamodzi inalipo mizinda 19 ndi midzi yake.
39 ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।
Mizinda yonseyi pamodzi ndi midzi yawo ndiyo inali cholowa cha mabanja a fuko la Nafutali.
40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।
Maere achisanu ndi chiwiri anagwera mabanja a fuko la Dani.
41 ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍
Gawo lawo linaphatikiza mizinda iyi: Zora, Esitaoli, Iri Semesi,
42 ଓ ଶାଲବୀନ୍ ଓ ଅୟାଲୋନ୍‍ ଓ ଯିତ୍ଲା
Saalabini, Ayaloni, Itira,
43 ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ
Eloni, Timna, Ekroni,
44 ଓ ଇଲତ୍‍କୀ ଓ ଗିବ୍ବଥୋନ ଓ ବାଲତ୍‍
Eliteke, Gibetoni, Baalati,
45 ଓ ଯିହୂଦ୍‍ ଓ ବନେବରକ୍‍ ଓ ଗାଥ୍‍-ରିମ୍ମୋନ
Yehudi, Beni Beraki, Gati-Rimoni,
46 ଓ ମେୟକୋନ୍‍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ।
Me-Yarikoni ndi Rakoni, pamodzi ndi dera loyangʼanana ndi Yopa.
47 ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍‍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।
Anthu a fuko la Dani atalandidwa dziko lawo, anapita kukathira nkhondo Lesemu. Iwo anapha anthu ake onse, nawulandiratu mzindawo, kuwusandutsa wawo ndi kumakhalamo. Tsono anatcha mzindawo dzina loti Dani popeza ndilo linali dzina la kholo lawo.
48 ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,
Mizinda yonseyi pamodzi ndi midzi yake ndiyo inali cholowa cha mabanja a fuko la Dani.
49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।
Atatha kugawana zigawo zosiyanasiyana za dzikolo, Aisraeli anamupatsa Yoswa mwana wa Nuni chigawo chake.
50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।
Potsata zimene Yehova anawalamula, anamupatsa mzinda wa Timnati-Sera umene anawupempha. Mzindawu unali mʼdziko lamapiri la Efereimu. Iye anawumanga mzindawu ndi kukhazikikako.
51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।
Wansembe Eliezara, Yoswa ndi atsogoleri a mabanja onse a Israeli anagawa dziko lija zigawozigawo pogwiritsa ntchito maere pamaso pa Yehova. Izi zinachitika ku Silo pa khomo la tenti ya msonkhano. Choncho anamaliza kugawa dzikolo.

< ଯିହୋଶୂୟ 19 >