< ଲୂକ 20 >
1 ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
Lishaka limu Yesu kaweriti kankuwafunda wantu Mnumba nkulu ya Mlungu na kuvibwera visoweru viwagira, watambika wakulu na wafunda wa Malagaliru, pamuhera na wazewi, wiziti
2 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ?
na wamgambira, “Gutugambiri, gutenda vintu vyoseri avi kwa uwezu wa gaa? Ndo gaa yakakupiti uwezu wa kutenda aga?”
3 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,
Yesu kawankula, “Vinu naneni hanuwakosiyi. Mung'ambiri,
4 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ଥିଲା?”
uwezu wa kubatiza wa Yohani Mbatiza ulawiti kumpindi ama ulawiti kwa wantu?”
5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
Womberi wanjiti kuligambirana weni, “Hatulongi hashi? Patulonga, ‘Ulawiti kumpindi,’ yomberi hakatakuli, ‘Iwera hashi munjimira ndiri?’
6 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।
Kumbiti patulonga, ‘Ulawa kwa wantu,’ lipinga lyoseri lya wantu panu hawatugumi mabuhi, toziya woseri wavimaniti kuwera Yohani kaweriti mbuyi gwa Mlungu.”
7 ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ।
Su wamwankula, “Tuvimana ndiri uwezu wakuwi ulawiti koshi.”
8 ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
Yesu kawagambira, “Vira neni hapeni nuwagambirani ntenda vitwatira avi kwa uwezu wa gaa.”
9 ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।
Yesu kawagambiriti wantu mfanu agu, “Kweniti na muntu yakayaliti mizyabibu mulirambu, kawazimila wakulima na mweni kagenditi mwanja, kalikaliti kulii shipindi shivuwa.
10 ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।
Shipindi sha kubenanga zyabibu shisokiti, kamtumiti mmanda kagendi kwa wakulima, kakatoli seemu ya mabenangu ga lirambu lya mizyabibu. Kumbiti wakulima wamkomanga ntumintumi ulii na wamuwuziya ukaya mawoku hera.
11 ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;
Su kamtumiti ntumintumi gwingi, kumbiti wakulima walii wamkoma kayi na kumtendera vidoda, na wamwuziya ukaya mawoku hera.
12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ।
Kamtumiti ntumintumi gwa tatu, wakulima wamkoma mpaka kawera na vironda, shakapanu wamuwingawinga.
13 ସେଥିରେ ଦ୍ରାକ୍ଷାକ୍ଷେତ୍ରର ମାଲିକ କହିଲେ, ମୁଁ କଅଣ କରିବି? ମୋହର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।
Mweni kana lirambu kalikosiya, ‘Hantendi hashi? Hanumtumi mwana gwangu yanumfira, neni wera na unakaka hawamupanani ligoya!’
14 ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ।
Kumbiti wakulima walii pawamwoniti, wanja kuligambira, ‘Ayu ndo mhala gwakuwi. Tumlagi, uhala wakuwi hawuweri wa twenga!’
15 ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?
Su wamlaviya kunja kulirambu, wamlaga.” Yesu kawakosiya, “Yakana lirambu ulii hakawatendi hashi wakulima walii?
16 ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”
Hakizi kuwalaga wakulima woseri, na hakawapanani wakulima wamonga lirambu lilii lya mizyabibu.” Wantu pawapikaniriti, watakula, “Iwezekana ndiri!”
17 କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’
Yesu kawaloliti na kukosiya, “Su Malembu aga Mananagala gana mana gaa? ‘Libuwi lyawalilemiti wanyawa wa numba, vinu ligalambuka na liwera libuwi lyaliwera na mana nentu kuliku goseri.’
18 ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।”
Muntu yoseri pakaguwa pampindi pa libuwi hakamegeki vipandi vipandi, na libuwi palimtulukira muntu yoseri, halimtendi.”
19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
Wafunda wa Malagaliru na watambika wakulu wafiriti kumbata, toziya wavimaniti mfanu agu guweriti kankuwatakula womberi, kumbiti palii wawatiriti wantu.
20 ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।
Su waweriti wankusakula shipindi shifaa. Wawapanani wantu wamu mpiya walitendi waheri, su wawatuma wagendi kumjera Yesu kwa kumkosiya, su wawezi kumbata na kumjega kwa wakulu wa serikali ya Rumi.
21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
Walolalo walii wamgambira Yesu, “mfunda, tuvimana ntambu yagutakula na kufunda vitwatira vya nakaka. Tuvimana gwenga gwahera ubagula kwa muntu yoseri ulii, kumbiti gwenga gufunda unakaka wa vintu vyakafira Mlungu.
22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?
Gutugambiri, handa vya halali ama vyahalali ndiri kulipa kodi kwa Kaisari!”
23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।
Kumbiti Yesu kavimaniti shawafira na kawagambira,
24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।
“Mnanguziyi mpiya. Sheni sha mumpiya sha gaa na malembu yagalembwa mumpiya?” Wamwankula, “vya Kaisari.”
25 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।
Su Yesu kawagambira, “Su vya Kaisari mpanani Kaisari na vya Mlungu mpanani Mlungu.”
26 ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।
Waweza ndiri kumbata kwa shisoweru shoseri palii palongolu pa wantu, su wanyamaliti, pawalikangasha ntambu yakawankuliti.
27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,
Shakapanu Masadukayu wamu, yawalongaga wantu yawahowa hapeni wazyuki, wamwiziriti Yesu na kulonga,
28 ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
“mfunda, Musa katulembiriti Lilagaliru ali, ‘Muntu pakahowa na kumleka mdala yakahera mwana, mpaka mlongu gwakuwi kamtoli mkenja ulii su kamleleri wana mlongu gwakuwi yakahowiti.’
29 ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
Vinu kuweriti na walongu saba. Mkulu yakalongoleriti kumyuga kahowa pakaleka ndiri mwana.
30 ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
Mlongu gwa pili kamuyuga mdala mkenja ulii,
31 ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ।
na mlongu gwa tatu ntambu ira, vitwatira viweriti vira virii kwa woseri saba, wahowiti pawaleka ndiri wana.
32 ଶେଷରେ ସ୍ତ୍ରୀଟି ମଧ୍ୟ ମଲା।
Upeleru wakuwi na mdala mkenja ulii kahowiti vira.
33 ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
Vinu mulishaka lya wahowiti kuzyuka, mdala ulii hakaweri gwa gaa? Toziya woseri saba wamuyugiti.”
34 ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି, (aiōn )
Yesu kawankula, “Mushipindi ashi wapalu wayuga wadala, (aiōn )
35 କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ; (aiōn )
kumbiti wapalu na wadala weni Mlungu hakawatangi kuwera mushipindi sha kuzyuka, hapeni wapalu wayugi wala wadala kuyugwa. (aiōn )
36 ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।
Hawaweri gambira wantumintumi wa kumpindi na hapeni wahowi. Womberi ndo wana wa Mlungu, toziya wazyuka kulawa kwa wahowiti.
37 ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି।
Kumbiti Musa kalanguziyiti weri kuwera yawahowiti hawazyuki. Mumalembu Mananagala galembitwi shakatakuliti Mtuwa ndo Mlungu gwa Aburahamu, na Mlungu gwa Isaka, na Mlungu gwa Yakobu.
38 ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”
Mlungu ndo gwa yawawera wakomu, na Mlungu ndiri gwa wahowiti, kwakuwi woseri walikala.”
39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ।
Wafunda wamu wa Malagaliru watakula, “mfunda guwankula weri!”
40 କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।
Watakuliti hangu toziya wasinditi kumkosiya kayi makosiwu gamonga.
41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
Yesu kawakosiya, “Watakula hashi kulonga Kristu kawera mwana gwa Dawudi?
42 କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Mweni Dawudi kalemba kala mushintola sha Zaburi, ‘Mtuwa kamgambiriti Mtuwa gwangu, Gwikali kumliwu kwaneni
43 ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
Mpaka nuwatuli wangondu waku kuwera shiti sha kutulila magulu gaku.’
44 ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
Dawudi kamshemiti yomberi, ‘Mtuwa.’ Hayiweri hashi Mesiya kaweri mwana gwa Dawudi?”
45 ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
Yesu kawagambira wafundwa wakuwi kulongolu kwa wantu woseri,
46 “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
“Muliloleri weri kuusu wafunda wa Malagaliru, weni wafira kugendagenda pawavalira lihabiti na wafira kulamsiwa kwa ligoya pahala pa masoku, weni wasyagula kulivaga pahala pa ligoya munumba zya Mlungu, na pahala paherepa mumsambu,
47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
Wawagambira wakenja mpayu na kuwapoka numba zyawu na pawaluwa Mlungu luwi ntali! Azabu yawu hayiweri nkulu nentu!”