< ମୀଖା 7 >
1 ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।
Ègbé ni fún mi! Nítorí èmi sì dàbí ẹni tí ń kó èso ẹ̀ẹ̀rùn jọ, ìpèsè ọgbà àjàrà; kò sì ṣí odidi àjàrà kankan láti jẹ, kò sì ṣí àkọ́so ọ̀pọ̀tọ́ nítorí tí ebi ń pa mí.
2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
Àwọn olódodo sì ti kúrò ní ilẹ̀ náà, kò sì ṣí ẹnìkan tí ó ṣẹ́kù tí ó jọ olóòtítọ́; gbogbo wọn sì ń purọ́ ní dídúró nítorí ìtàjẹ̀ sílẹ̀, olúkúlùkù wọ́n sì ń fi àwọ̀n de arákùnrin rẹ̀.
3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Ọwọ́ wọn méjèèjì ti múra tán láti ṣe búburú; àwọn alákòóso ń béèrè fún ẹ̀bùn, àwọn onídàájọ́ sì ń gba owó àbẹ̀tẹ́lẹ̀ alágbára sì ń pàṣẹ ohun tí wọ́n fẹ́, gbogbo wọn sì jùmọ̀ ń dìtẹ̀.
4 ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।
Ẹni tí ó sàn jùlọ nínú wọn sì dàbí ẹ̀gún, ẹni tí ó jẹ́ olódodo jùlọ burú ju ẹ̀gún ọgbà lọ. Ọjọ́ àwọn olùṣọ́ rẹ̀ ti dé, àti ọjọ́ tí Ọlọ́run bẹ̀ ọ́ wò. Nísinsin yìí ní àkókò ìdààmú wọn.
5 ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।
Ẹ má ṣe gba ọ̀rẹ́ kan gbọ́; ẹ má sì ṣe gbẹ́kẹ̀lé amọ̀nà kankan. Pa ìlẹ̀kùn ẹnu rẹ fún ẹni tí ó sùn ní oókan àyà rẹ.
6 କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।
Nítorí tí ọmọkùnrin kò bọ̀wọ̀ fún baba rẹ̀, ọmọbìnrin sì dìde sí ìyá rẹ̀, aya ọmọ sí ìyá ọkọ rẹ̀, ọ̀tá olúkúlùkù ni àwọn ará ilé rẹ̀.
7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।
Ṣùgbọ́n ní tèmi, èmi ní ìwòye ní ìrètí sí Olúwa, èmi dúró de Ọlọ́run olùgbàlà mi; Ọlọ́run mi yóò sì tẹ́tí sí mi.
8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।
Má ṣe yọ̀ mí, ìwọ ọ̀tá mi. Bí mó bá ṣubú, èmi yóò dìde. Nígbà tí mo bá jókòó sínú òkùnkùn Olúwa yóò jẹ́ ìmọ́lẹ̀ fún mi.
9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।
Nítorí èmi ti dẹ́ṣẹ̀ sí i, èmi yóò faradà ìbínú Olúwa, títí òun yóò ṣe gba ẹjọ́ mi rò, tí yóò sì ṣe ìdájọ́ mi. Òun yóò sì mú mi wá sínú ìmọ́lẹ̀; èmi yóò sì rí òdodo rẹ̀.
10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
Nígbà náà ni ọ̀tá mi yóò rí i ìtìjú yóò sì bo ẹni tí ó wí fún mi pé, “Níbo ni Olúwa Ọlọ́run rẹ wà?” Ojú mi yóò rí ìṣubú rẹ̀; nísinsin yìí ni yóò di ìtẹ̀mọ́lẹ̀ bí ẹrẹ̀ òpópó.
11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
Ọjọ́ tí a ó mọ odi rẹ yóò dé, ọjọ́ náà ni àṣẹ yóò jìnnà réré.
12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
Ní ọjọ́ náà àwọn ènìyàn yóò wá sọ́dọ̀ rẹ láti Asiria àti ìlú ńlá Ejibiti àní láti Ejibiti dé Eufurate láti Òkun dé Òkun àti láti òkè ńlá dé òkè ńlá.
13 ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
Ilẹ̀ náà yóò di ahoro fún àwọn olùgbé inú rẹ̀, nítorí èso ìwà wọn.
14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Fi ọ̀pá rẹ bọ́ àwọn ènìyàn, agbo ẹran ìní rẹ, èyí tí ó ń dágbé nínú igbó ní àárín Karmeli. Jẹ́ kí wọn jẹun ní Baṣani àti Gileadi bí ọjọ́ ìgbàanì.
15 ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
“Bí i ọjọ́ tí ó jáde kúrò ní Ejibiti wá, ni èmi yóò fi ohun ìyanu hàn án.”
16 ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।
Orílẹ̀-èdè yóò rí i, ojú yóò sì tì wọ́n, nínú gbogbo agbára wọn. Wọn yóò fi ọwọ́ lé ẹnu wọn, etí wọn yóò sì di.
17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
Wọn yóò lá erùpẹ̀ bí ejò, wọn yóò sì jáde kúrò nínú ihò wọn bí ekòló. Wọn yóò bẹ̀rù Olúwa Ọlọ́run wa, wọn yóò sì bẹ̀rù nítorí rẹ̀.
18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Ta ni Ọlọ́run bí rẹ̀, ẹni tí ó dárí ẹ̀ṣẹ̀ jì, tí ó sì fojú fo ìrékọjá èyí tókù ìní rẹ̀? Kì í dúró nínú ìbínú rẹ̀ láéláé nítorí òun ní inú dídùn sí àánú.
19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
Òun yóò tún padà yọ́nú sí wa; òun yóò tẹ àwọn ẹ̀ṣẹ̀ wa mọ́lẹ̀, yóò sì fa gbogbo àìṣedéédéé wa sínú ibú Òkun.
20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
Ìwọ yóò fi òtítọ́ hàn sí Jakọbu ìwọ yóò sì fi àánú hàn sí Abrahamu, bí ìwọ ṣe búra fún àwọn baba wa láti ọjọ́ ìgbàanì.