< ନିହିମୀୟା 10 >
1 ମୋହରାଙ୍କନକାରୀମାନଙ୍କ ନାମ ଏହି, ଯଥା, ହଖଲୀୟର ପୁତ୍ର ନିହିମୀୟା ଶାସନକର୍ତ୍ତା ଓ ସିଦିକୀୟ;
Los que firmaron fueron: el gobernador Nehemías, hijo de Hacalías, y los sacerdotes Sedequías,
Seraías, Azarías, Jeremías,
3 ପଶ୍ହୂର, ଅମରୀୟ, ମଲ୍କୀୟ;
Pasur, Amarías, Malquías,
5 ହାରୀମ୍, ମରେମୋତ୍, ଓବଦୀୟ;
Harim, Meremot, Abdías,
6 ଦାନିୟେଲ, ଗିନ୍ନଥୋନ, ବାରୂକ;
Daniel, Ginetón, Baruc,
7 ମଶୁଲ୍ଲମ୍, ଅବୀୟ, ମିୟାମୀନ୍।
Mesulam, Abías, Mijamín,
8 ମାସିୟ, ବିଲ୍ଗୟ, ଶମୟୀୟ; ଏମାନେ ଯାଜକ ଥିଲେ।
Maazías, Bilgay y Semeías;
9 ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍ମୀୟେଲ।
los levitas Jesuá, hijo de Azanías, Binúi, de los hijos de Henadad, Cadmiel;
10 ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍;
sus hermanos Sebanías, Hodías, Quelita, Pelaías, Hanán,
12 ସକ୍କୁର, ଶେରେବୀୟ, ଶବନୀୟ;
Zacur, Serebías, Sebanías,
14 ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ, ପହତ୍-ମୋୟାବ, ଏଲମ୍; ସତ୍ତୂ, ବାନି;
los jefes del pueblo: Paros, Pahat-moab, Elam, Zatu, Bani,
16 ଅଦୋନୀୟ, ବିଗ୍ବୟ, ଆଦୀନ;
Adonías, Bigvay, Adín,
19 ହାରୀଫ, ଅନାଥୋତ୍, ନୋବୟ;
Harif, Anatot, Nebay,
20 ମଗ୍ପୀୟସ୍, ମଶୁଲ୍ଲମ୍, ହେଷୀର;
Magpías, Mesulam, Hezir,
21 ମଶେଷବେଲ୍, ସାଦୋକ, ଯଦ୍ଦୁୟ;
Mesezabeel, Sadoc, Jadúa,
25 ରହୂମ୍, ହଶବ୍ନା, ମାସେୟ,
Rehum, Hasabna, Maasías,
26 ପୁଣି, ଅହୀୟ, ହାନନ୍, ଅନାନ୍;
Ahías, Hanán, Anán,
27 ମଲ୍ଲୂକ, ହାରୀମ୍, ବାନା।
Maluc, Harim y Baana.
28 ପୁଣି, ଲୋକମାନଙ୍କର ଅବଶିଷ୍ଟାଂଶ, ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେସମସ୍ତ ଲୋକ ନାନା ଦେଶସ୍ଥ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କରି ପରମେଶ୍ୱରଙ୍କ ବ୍ୟବସ୍ଥାର ପକ୍ଷ ହୋଇଥିଲେ, ସେମାନେ, ସେମାନଙ୍କର ଭାର୍ଯ୍ୟାଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ;
El resto del pueblo, los sacerdotes, levitas, porteros y cantores, servidores y todos los que se apartaron de los pueblos de la tierra hacia la Ley de ʼElohim, sus esposas, hijos e hijas, y todo el que tenía comprensión y discernimiento,
29 ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;
se unieron a sus hermanos y sus dirigentes para prometer y jurar que andarían en la Ley de ʼElohim dada por Moisés, esclavo de ʼElohim, y observarían y cumplirían todos los Mandamientos de Yavé nuestro ʼAdonay, así como sus Ordenanzas y sus Estatutos:
30 ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”
Que no daríamos nuestras hijas a los pueblos de la tierra, ni tomaríamos sus hijas para nuestros hijos;
31 ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।
que no les compraríamos en sábado a los pueblos de la tierra que traían mercancías y cereales de todo tipo para vender en sábado y en día santo; y que dejaríamos descansar la tierra el año séptimo y en él remitiríamos toda deuda.
32 ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,
Además, nos impusimos la obligación de contribuir cada año con 3,6 gramos de plata para el servicio del Templo de nuestro ʼElohim:
33 ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
para el Pan de la Presencia y la ofrenda vegetal continua, el holocausto continuo y de los sábados, lunas nuevas y fiestas solemnes, las consagraciones y los sacrificios de olor que apacigua por el pecado de Israel, y todo el servicio en el Templo de nuestro ʼElohim.
34 ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।
También hicimos un sorteo entre los sacerdotes y levitas, y el pueblo con respecto a la provisión de leña para la ofrenda, a fin de traerla al Templo de nuestro ʼElohim según nuestras casas paternas en tiempos determinados anualmente, para quemar sobre el altar de Yavé, nuestro ʼElohim, como está escrito en la Ley;
35 ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,
a traer anualmente las primicias de nuestra tierra y de todo fruto de todo árbol al Templo de Yavé;
36 ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,
también traer al Templo de nuestro ʼElohim los primogénitos de nuestros hijos, bestias, manadas vacunas y rebaños para los sacerdotes que ministran en el Templo de nuestro ʼElohim, como está escrito en la Ley;
37 ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।
y traer a los sacerdotes la primicia de nuestras masas, ofrendas alzadas, fruto de todo árbol, vino nuevo y aceite a las cámaras del Templo de nuestro ʼElohim, y [traer] el diezmo de nuestra tierra a los levitas, porque los levitas reciben los diezmos de nuestra labranza en todas las ciudades.
38 ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।
Un sacerdote descendiente de Aarón estará con los levitas cuando éstos reciban los diezmos, y los levitas llevarán el diezmo de los diezmos al Templo de nuestro ʼElohim, a las cámaras de depósito.
39 କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।
Porque los hijos de Israel y de Leví llevarán la ofrenda del grano, vino nuevo y aceite a las cámaras donde están los utensilios del Santuario, los sacerdotes que ministran, los porteros y los cantores. Nos comprometimos a no abandonar el Templo de nuestro ʼElohim.