< ନିହିମୀୟା 12 >
1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;
Hi sunt autem sacerdotes et Levitæ, qui ascenderunt cum Zorobabel filio Salathiel, et Josue: Saraia, Jeremias, Esdras,
3 ଶଖନୀୟ, ରହୂମ୍, ମରେମୋତ୍;
Sebenias, Rheum, Merimuth,
5 ମିୟାମୀନ୍, ମୋୟଦୀୟ, ବିଲ୍ଗା;
Miamin, Madia, Belga,
6 ଶମୟୀୟ ଓ ଯୋୟାରୀବ୍, ଯିଦୟୀୟ;
Semeia, et Jojarib, Idaia, Sellum, Amoc, Helcias,
7 ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।
Idaia. Isti principes sacerdotum, et fratres eorum in diebus Josue.
8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।
Porro Levitæ, Jesua, Bennui, Cedmihel, Sarebia, Juda, Mathanias, super hymnos ipsi et fratres eorum:
9 ମଧ୍ୟ ସେମାନଙ୍କର ଭ୍ରାତା ବକ୍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।
et Becbecia atque Hanni, et fratres eorum, unusquisque in officio suo.
10 ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍, ଯୋୟାକୀମ୍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍ର ପୁତ୍ର ଯୋୟାଦ୍,
Josue autem genuit Joacim, et Joacim genuit Eliasib, et Eliasib genuit Jojada,
11 ଯୋୟାଦ୍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।
et Jojada genuit Jonathan, et Jonathan genuit Jeddoa.
12 ପୁଣି, ଯୋୟାକୀମ୍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;
In diebus autem Joacim erant sacerdotes et principes familiarum: Saraiæ, Maraia: Jeremiæ, Hanania:
13 ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍;
Esdræ, Mosollam: Amariæ, Johanan:
14 ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ;
Milicho, Jonathan: Sebeniæ, Joseph:
15 ହାରୀମ-ବଂଶର ଅଦନ୍; ମରାୟୋତ୍-ବଂଶର ହିଲ୍କୟ;
Haram, Edna: Maraioth, Helci:
16 ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍;
Adaiæ, Zacharia: Genthon, Mosollam:
17 ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍ଟେୟ;
Abiæ, Zechri: Miamin et Moadiæ, Phelti:
18 ବିଲ୍ଗା-ବଂଶର ଶମ୍ମୂୟ; ଶମୟୀୟ-ବଂଶର ଯିହୋନାଥନ୍;
Belgæ, Sammua: Semaiæ, Jonathan:
19 ଆଉ, ଯୋୟାରୀବ୍-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି;
Jojarib, Mathanai: Jodaiæ, Azzi:
Sellai, Celai: Amoc, Heber:
21 ଆମୋକ-ବଂଶର ଏବର; ହିଲ୍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।
Helciæ, Hasebia: Idaiæ, Nathanaël.
22 ଇଲୀୟାଶୀବ, ଯୋୟାଦ୍ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।
Levitæ in diebus Eliasib, et Jojada, et Johanan, et Jeddoa, scripti principes familiarum, et sacerdotes in regno Darii Persæ.
23 ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।
Filii Levi principes familiarum, scripti in libro verborum dierum, et usque ad dies Jonathan, filii Eliasib.
24 ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।
Et principes Levitarum, Hasebia, Serebia, et Josue filius Cedmihel: et fratres eorum per vices suas, ut laudarent et confiterentur juxta præceptum David viri Dei, et observarent æque per ordinem.
25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।
Mathania, et Becbecia, Obedia, Mosollam, Telmon, Accub, custodes portarum et vestibulorum ante portas.
26 ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ୍ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।
Hi in diebus Joacim filii Josue, filii Josedec, et in diebus Nehemiæ ducis, et Esdræ sacerdotis scribæque.
27 ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।
In dedicatione autem muri Jerusalem, requisierunt Levitas de omnibus locis suis ut adducerent eos in Jerusalem, et facerent dedicationem et lætitiam in actione gratiarum, et cantico, et in cymbalis, psalteriis, et citharis.
28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;
Congregati sunt autem filii cantorum de campestribus circa Jerusalem, et de villis Nethuphathi,
29 ମଧ୍ୟ ବେଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ୍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।
et de domo Galgal, et de regionibus Geba et Azmaveth: quoniam villas ædificaverunt sibi cantores in circuitu Jerusalem.
30 ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।
Et mundati sunt sacerdotes et Levitæ, et mundaverunt populum, et portas, et murum.
31 ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;
Ascendere autem feci principes Juda super murum, et statui duos magnos choros laudantium. Et ierunt ad dexteram super murum ad portam sterquilinii.
32 ପୁଣି, ସେମାନଙ୍କ ପଛେ ହୋଶୟିୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ,
Et ivit post eos Osaias, et media pars principum Juda,
33 ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍,
et Azarias, Esdras, et Mosollam,
34 ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ
Judas, et Benjamin, et Semeia, et Jeremias.
35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ
Et de filiis sacerdotum in tubis, Zacharias filius Jonathan, filius Semeiæ, filius Mathaniæ, filius Michaiæ, filius Zechur, filius Asaph,
36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;
et fratres ejus Semeia, et Azareel, Malalai, Galalai, Maai, Nathanaël, et Judas, et Hanani, in vasis cantici David viri Dei: et Esdras scriba ante eos in porta fontis.
37 ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ।
Et contra eos ascenderunt in gradibus civitatis David in ascensu muri super domum David, et usque ad portam aquarum ad orientem.
38 ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;
Et chorus secundus gratias referentium ibat ex adverso, et ego post eum, et media pars populi super murum, et super turrim furnorum, et usque ad murum latissimum,
39 ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।
et super portam Ephraim, et super portam antiquam, et super portam piscium et turrim Hananeel, et turrim Emath, et usque ad portam gregis: et steterunt in porta custodiæ,
40 ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
steteruntque duo chori laudantium in domo Dei, et ego, et dimidia pars magistratuum mecum.
41 ଆଉ ଇଲୀୟାକୀମ୍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;
Et sacerdotes, Eliachim, Maasia, Miamin, Michea, Elioënai, Zacharia, Hanania in tubis,
42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲ୍କୀୟ ଓ ଏଲମ୍ ଓ ଏସର୍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।
et Maasia, et Semeia, et Eleazar, et Azzi, et Johanan, et Melchia, et Ælam, et Ezer. Et clare cecinerunt cantores, et Jezraia præpositus:
43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।
et immolaverunt in die illa victimas magnas, et lætati sunt: Deus enim lætificaverat eos lætitia magna: sed et uxores eorum et liberi gavisi sunt, et audita est lætitia Jerusalem procul.
44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।
Recensuerunt quoque in die illa viros super gazophylacia thesauri ad libamina, et ad primitias, et ad decimas, ut introferrent per eos principes civitatis in decore gratiarum actionis, sacerdotes et Levitas: quia lætificatus est Juda in sacerdotibus et Levitis adstantibus.
45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।
Et custodierunt observationem Dei sui, et observationem expiationis, et cantores, et janitores juxta præceptum David, et Salomonis filii ejus,
46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
quia in diebus David et Asaph ab exordio erant principes constituti cantorum in carmine laudantium et confitentium Deo.
47 ପୁଣି, ଯିରୁବ୍ବାବିଲ୍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।
Et omnis Israël in diebus Zorobabel et in diebus Nehemiæ, dabant partes cantoribus et janitoribus per dies singulos, et sanctificabant Levitas, et Levitæ sanctificabant filios Aaron.