< ନିହିମୀୟା 12 >

1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;
Àwọn wọ̀nyí ni àwọn àlùfáà àti àwọn ọmọ Lefi tí ó bá Serubbabeli ọmọ Ṣealitieli àti Jeṣua padà: Seraiah, Jeremiah, Esra,
2 ଅମରୀୟ, ମଲ୍ଲୂକ, ହଟୂଶ୍‍,
Amariah, Malluki, Hattusi,
3 ଶଖନୀୟ, ରହୂମ୍‍, ମରେମୋତ୍‍;
Ṣekaniah, Rehumu, Meremoti,
4 ଇଦ୍ଦୋ, ଗିନ୍ନଥୋୟ, ଅବୀୟ;
Iddo, Ginetoni, Abijah,
5 ମିୟାମୀନ୍‍, ମୋୟଦୀୟ, ବିଲ୍ଗା;
Mijamini, Moadiah, Bilgah,
6 ଶମୟୀୟ ଓ ଯୋୟାରୀବ୍‍, ଯିଦୟୀୟ;
Ṣemaiah, Joiaribu, Jedaiah,
7 ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।
Sallu, Amoki, Hilkiah, àti Jedaiah. Wọ̀nyí ni olórí àwọn àlùfáà àti àwọn ẹlẹgbẹ́ ẹ wọn ní ìgbà ayé e Jeṣua.
8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍‍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।
Àwọn ọmọ Lefi ni Jeṣua, Binnui, Kadmieli, Ṣerebiah, Juda àti Mattaniah ẹni tí òun pẹ̀lú àwọn ẹlẹgbẹ́ rẹ̀, ni wọn ṣe àkóso orin ìdúpẹ́.
9 ମଧ୍ୟ ସେମାନଙ୍କର ଭ୍ରାତା ବକ୍‍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ।
Bakbukiah àti Unni, àwọn ẹlẹgbẹ́ wọn dúró sí òdìkejì wọn nínú ìsìn.
10 ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍‍, ଯୋୟାକୀମ୍‍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍‍ର ପୁତ୍ର ଯୋୟାଦ୍‍,
Jeṣua ni baba Joiakimu, Joiakimu ni baba Eliaṣibu, Eliaṣibu ni baba Joiada,
11 ଯୋୟାଦ୍‍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ।
Joiada ni baba Jonatani, Jonatani sì ni baba Jaddua.
12 ପୁଣି, ଯୋୟାକୀମ୍‍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;
Ní ìgbé ayé Joiakimu, wọ̀nyí ni àwọn olórí àwọn ìdílé àwọn àlùfáà: ti ìdílé Seraiah, Meraiah; ti ìdílé Jeremiah, Hananiah;
13 ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍‍; ଅମରୀୟ-ବଂଶର ଯିହୋହାନନ୍‍;
ti ìdílé Esra, Meṣullamu; ti ìdílé Amariah, Jehohanani;
14 ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ;
ti ìdílé Malluki, Jonatani; ti ìdílé Ṣekaniah, Josẹfu;
15 ହାରୀମ-ବଂଶର ଅଦନ୍‍; ମରାୟୋତ୍‍-ବଂଶର ହିଲ୍‍କୟ;
ti ìdílé Harimu, Adna; ti ìdílé Meraioti Helikai;
16 ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍‍;
ti ìdílé Iddo, Sekariah; ti ìdílé Ginetoni, Meṣullamu;
17 ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍‍ଟେୟ;
ti ìdílé Abijah, Sikri; ti ìdílé Miniamini àti ti ìdílé Moadiah, Piltai;
18 ବିଲ୍ଗା-ବଂଶର ଶମ୍ମୂୟ; ଶମୟୀୟ-ବଂଶର ଯିହୋନାଥନ୍‍;
ti ìdílé Bilgah, Ṣammua; ti ìdílé Ṣemaiah, Jehonatani;
19 ଆଉ, ଯୋୟାରୀବ୍‍-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି;
ti ìdílé Joiaribu, Mattenai; ti ìdílé Jedaiah, Ussi;
20 ସଲ୍ଲୟ-ବଂଶର କଲ୍ଲୟ;
ti ìdílé Sallu, Kallai; ti ìdílé Amoki, Eberi;
21 ଆମୋକ-ବଂଶର ଏବର; ହିଲ୍‍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।
ti ìdílé Hilkiah, Haṣabiah; ti ìdílé Jedaiah, Netaneli.
22 ଇଲୀୟାଶୀବ, ଯୋୟାଦ୍‍ ଓ ଯୋହାନନ୍‍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।
Àwọn olórí ìdílé àwọn ọmọ Lefi ní ìgbà ayé Eliaṣibu, Joiada, Johanani àti Jaddua, àti pẹ̀lú ti àwọn àlùfáà ni a kọ sílẹ̀ ní ìgbà ìjọba Dariusi ará Persia.
23 ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍‍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।
Àwọn olórí ìdílé láàrín àwọn ọmọ Lefi títí di àkókò Johanani ọmọ Eliaṣibu ni a kọ sílẹ̀ nínú ìwé ìtàn.
24 ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।
Àti àwọn olórí àwọn ọmọ Lefi ni Haṣabiah, Ṣerebiah, Jeṣua ọmọ Kadmieli, àti àwọn ẹlẹgbẹ́ wọn, tí wọ́n dúró ní ìdojúkojú wọn láti fi ìyìn àti láti dúpẹ́, apá kan ń dá èkejì lóhùn, gẹ́gẹ́ bí àṣẹ Dafidi ènìyàn Ọlọ́run.
25 ମତ୍ତନୀୟ ଓ ବକ୍‍ବୁକୀୟ, ଓବଦୀୟ, ମଶୁଲ୍ଲମ୍‍, ଟଲ୍‍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।
Mattaniah, Bakbukiah, Obadiah, Meṣullamu, Talmoni àti Akkubu ni aṣọ́nà tí wọ́n ń sọ yàrá ìkó nǹkan pamọ́ sí ní ẹnu-ọ̀nà.
26 ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ୍‍ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।
Wọ́n ṣiṣẹ́ ìránṣẹ́ ní ìgbà ayé e Joiakimu ọmọ Jeṣua, ọmọ Josadaki, àti ní ọjọ́ ọ Nehemiah baálẹ̀ àti ní ọjọ́ Esra àlùfáà àti akọ̀wé.
27 ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।
Nígbà ìyàsímímọ́ odi Jerusalẹmu a mú àwọn ọmọ Lefi jáde wá láti ibi tí wọ́n ń gbé, wọ́n sì mú wọn wá sí Jerusalẹmu láti fi ayọ̀ ṣe ayẹyẹ ìyàsímímọ́ pẹ̀lú orin ìdúpẹ́ àti pẹ̀lú ohun èlò orin kimbali, haapu àti ohun èlò orin olókùn.
28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;
A kó àwọn akọrin náà jọ papọ̀ láti àwọn ìletò tí ó yí Jerusalẹmu náà ká—láti àwọn abúlé Netofa,
29 ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।
láti Beti-Gilgali, àti láti àwọn agbègbè Geba àti Asmafeti, nítorí àwọn akọrin ti kọ́ àwọn ìletò fúnra wọn ní agbègbè Jerusalẹmu.
30 ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।
Nígbà tí àwọn àlùfáà àti àwọn ọmọ Lefi ti ya ara wọn sí mímọ́, wọ́n ya àwọn ènìyàn sí mímọ́, àti ẹnu ibodè àti odi pẹ̀lú.
31 ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;
Mo sì tún yan àwọn olórí Juda láti gun orí odi náà. Mo sì tún yan àwọn ẹgbẹ́ akọrin ńlá méjì láti dúpẹ́. Àwọn kan yóò gòkè odi lọ sí apá ọ̀tún sí ọ̀nà ibodè Ààtàn.
32 ପୁଣି, ସେମାନଙ୍କ ପଛେ ହୋଶୟିୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ,
Hoṣaiah àti ìdajì àwọn olórí Juda tẹ̀lé wọn,
33 ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍‍,
àwọn wọ̀nyí náà sì lọ pẹ̀lú wọn, Asariah, Esra, Meṣullamu,
34 ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ
Juda, Benjamini, Ṣemaiah, Jeremiah,
35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ
pẹ̀lú àwọn àlùfáà díẹ̀ pẹ̀lú ìpè, pẹ̀lú u Sekariah ọmọ Jonatani, ọmọ Ṣemaiah, ọmọ Mattaniah, ọmọ Mikaiah, ọmọ Sakkuri, ọmọ Asafu,
36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍‍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;
àti àwọn ẹlẹgbẹ́ rẹ̀, Ṣemaiah, Asareeli, Milalai, Gilalai, Maai, Netaneli, Juda àti Hanani—pẹ̀lú ohun èlò orin bí àṣẹ Dafidi ènìyàn Ọlọ́run. Esra akọ̀wé ni ó ṣáájú wọn bí wọ́n ti ń tò lọ lọ́wọ̀ọ̀wọ́.
37 ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ।
Ní ẹnu ibodè orísun wọ́n ti ń lọ tààrà sí ọ̀nà ní orí àtẹ̀gùn ìlú Dafidi ní orí òkè tí ó kángun sí odi, wọ́n sì gba ẹ̀gbẹ́ ilé Dafidi kọjá títí dé ẹnu ibodè omi ní ìhà ìlà-oòrùn.
38 ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;
Àwọn ẹgbẹ́ akọrin kejì gba ọ̀nà òdìkejì lọ. Mo tẹ̀lé wọn ní orí odi, pẹ̀lú ìdajì àwọn ènìyàn, kọjá ilé ìṣọ́ ìléru lọ sí odi fífẹ̀,
39 ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।
kọjá ẹnu ibodè Efraimu ibodè Jeṣana, ẹnu ibodè ẹja, ilé ìṣọ́ Hananeli àti ilé ìṣọ́ ọgọ́rùn-ún, títí dé ẹnu ibodè àgùntàn. Wọ́n sì dúró ní ibodè ìṣọ́.
40 ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
Àwọn ẹgbẹ́ akọrin méjèèjì tí wọ́n dúpẹ́ wà ní ààyè nínú ilé Ọlọ́run, èmi náà sì dúró ní ààyè mi pẹ̀lú ìdajì àwọn ìjòyè,
41 ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;
àti àwọn àlùfáà Eliakimu, Maaseiah, Miniamini, Mikaiah, Elioenai, Sekariah àti Hananiah pẹ̀lú àwọn ìpè wọn.
42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।
Àti pẹ̀lú Maaseiah, Ṣemaiah, Eleasari àti Ussi, àti Jehohanani, àti Malkiah, àti Elamu, àti Eseri. Àwọn akọrin kọrin sókè ní abẹ́ alábojútó Jesrahiah.
43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।
Ní ọjọ́ náà wọ́n rú ẹbọ ńlá, wọ́n ṣe àjọyọ̀ nítorí Ọlọ́run ti fún wọn ní ayọ̀ ńlá. Àwọn obìnrin àti àwọn ọmọdé sì yọ̀ pẹ̀lú. A lè gbọ́ ariwo ayọ̀ tí ó jáde láti Jerusalẹmu ní jìnnà réré.
44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।
Ní àkókò náà, a yan àwọn ènìyàn láti jẹ́ alábojútó yàrá ìṣúra fún àwọn ọrẹ àkọ́so èso àti àwọn ìdámẹ́wàá. Láti inú àwọn oko tí ó wà ní àyíká ìlú ni wọ́n ti ní láti mú wá sínú yàrá ìṣúra, ìpín tí òfin sọ fún àwọn àlùfáà àti àwọn ọmọ Lefi, nítorí inú àwọn ará a Juda yọ́ sí àwọn àlùfáà àti àwọn ọmọ Lefi tó ń ṣiṣẹ́ ìránṣẹ́.
45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।
Wọ́n ń ṣiṣẹ́ Ọlọ́run wọn àti iṣẹ́ ìyàsímímọ́, bẹ́ẹ̀ náà ni fún àwọn akọrin àti àwọn aṣọ́nà, wọ́n ń ṣe gẹ́gẹ́ bí Dafidi àti Solomoni ọmọ rẹ̀ ti pàṣẹ fún wọn.
46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
Ní ọjọ́ pípẹ́ sẹ́yìn ní ìgbà Dafidi àti Asafu, ni àwọn atọ́nisọ́nà ti wà fún àwọn akọrin àti fún orin ìyìn àti orin ọpẹ́ sí Ọlọ́run.
47 ପୁଣି, ଯିରୁବ୍ବାବିଲ୍‍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।
Nítorí náà ní ìgbà ayé Serubbabeli àti Nehemiah, gbogbo Israẹli ni ó ń dá ìpín lójoojúmọ́ fún àwọn akọrin àti àwọn aṣọ́nà. Wọ́n sì tún yan ìpín mìíràn sọ́tọ̀ fún àwọn ọmọ Lefi tókù, àwọn ọmọ Lefi náà tún ya ìpín ti àwọn ọmọ Aaroni sọ́tọ̀ fún wọn.

< ନିହିମୀୟା 12 >