< ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 5 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
೧ಯೆಹೋವನು ಮೋಶೆಯ ಸಂಗಡ ಮಾತನಾಡಿ ಹೇಳಿದ್ದೇನೆಂದರೆ,
2 “ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।
೨“ಕುಷ್ಠರೋಗಿಗಳನ್ನು, ಸಾಂಕ್ರಾಮಿಕವಾದ ಚರ್ಮರೋಗ ಇರುವವರನ್ನು, ಮೇಹಸ್ರಾವವುಳ್ಳವರನ್ನು ಹಾಗು ಹೆಣದ ಸೋಂಕಿನಿಂದ ಅಶುದ್ಧರಾದವರನ್ನು ಪಾಳೆಯದಿಂದ ಹೊರಡಿಸಬೇಕೆಂದು ಇಸ್ರಾಯೇಲರಿಗೆ ಆಜ್ಞಾಪಿಸು.
3 ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ।”
೩ಅಂಥವರು ಗಂಡಸರೇ ಆಗಲಿ ಅಥವಾ ಹೆಂಗಸರೇ ಆಗಲಿ, ಅವರೆಲ್ಲರನ್ನೂ ಪಾಳೆಯದಿಂದ ಹೊರಗೆಹಾಕಬೇಕು. ನಾನೇ ಅವರ ಪಾಳೆಯದಲ್ಲಿ ವಾಸವಾಗಿರುವುದರಿಂದ ಅವರು ಅದನ್ನು ಅಪವಿತ್ರ ಮಾಡಬಾರದು.”
4 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।
೪ಯೆಹೋವನು ಮೋಶೆಗೆ ಆಜ್ಞಾಪಿಸಿದಂತೆಯೇ ಇಸ್ರಾಯೇಲರು ಹಾಗೆಯೇ ಮಾಡಿದರು. ಇಸ್ರಾಯೇಲರು ಯೆಹೋವನಿಗೆ ವಿಧೇಯರಾಗಿ ಅಶುದ್ಧರಾದವರನ್ನೆಲ್ಲಾ ಪಾಳೆಯದಿಂದ ಹೊರಗೆ ಕಳುಹಿಸಿದರು.
5 ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
೫ಯೆಹೋವನು ಮೋಶೆಯ ಸಂಗಡ ಮಾತನಾಡಿ ಹೇಳಿದ್ದೇನೆಂದರೆ,
6 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
೬“ನೀನು ಇಸ್ರಾಯೇಲರಿಗೆ ಹೀಗೆ ಆಜ್ಞಾಪಿಸು: ಯಾವ ಪುರುಷನಾಗಲಿ, ಸ್ತ್ರೀಯಾಗಲಿ ಮತ್ತೊಬ್ಬನನ್ನು ಮೋಸಗೊಳಿಸುವುದರಿಂದ ಯೆಹೋವನಿಗೆ ದ್ರೋಹಮಾಡಿ ಅಪರಾಧಿಗಳಾದರೆ,
7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।
೭ಅಂಥವರು ತಮ್ಮ ಅಪರಾಧವನ್ನು ಅರಿಕೆಮಾಡಬೇಕು. ಅದಲ್ಲದೆ ಅಪರಾಧ ಮಾಡಿದವನು ನಷ್ಟಪಟ್ಟವನಿಗೆ ಮೂಲದ್ರವ್ಯದ ಬೆಲೆಗೆ ಐದನೆಯ ಒಂದು ಭಾಗವನ್ನು ಹೆಚ್ಚಾಗಿ ಸೇರಿಸಿ ಕೊಡಬೇಕು.
8 ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।
೮“ಆದರೆ ದಂಡವನ್ನು ತೆಗೆದುಕೊಳ್ಳುವವನು ಮೃತನಾಗಿ ಅವನ ಸಂಬಂಧಿಕರು ಯಾರೂ ಇಲ್ಲದಿದ್ದರೆ, ಆ ದ್ರವ್ಯವು ಯೆಹೋವನಿಗೆ ಸೇರಬೇಕು. ಆ ದ್ರವ್ಯ ಮತ್ತು ದೋಷಪರಿಹಾರಕ್ಕಾಗಿ ಸಮರ್ಪಿಸಲ್ಪಡುವ ಪ್ರಾಯಶ್ಚಿತ್ತದ ಟಗರು ಈ ಎರಡೂ ಯಾಜಕನಿಗೆ ಸೇರಬೇಕು.
9 ପୁଣି, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।
೯ಇಸ್ರಾಯೇಲರು ಪರಿಶುದ್ಧವಾದ ವಸ್ತುಗಳಿಂದ ಪ್ರತ್ಯೇಕಿಸಿ ತರುವ ಕಾಣಿಕೆಗಳೆಲ್ಲಾ ಯಾಜಕನಿಗೇ ಸಲ್ಲಬೇಕು.
10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗିତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।”
೧೦ಪ್ರತಿ ಮನುಷ್ಯನು ಯೆಹೋವನಿಗೆ ಮೀಸಲಾಗಿಟ್ಟದ್ದನ್ನು ಯಾವ ಯಾಜಕನಿಗೆ ತಂದು ಒಪ್ಪಿಸುತ್ತಾನೋ ಅದು ಆ ಯಾಜಕನದ್ದಾಗಿರುತ್ತದೆ.”
11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
೧೧ಯೆಹೋವನು ಮೋಶೆಯ ಸಂಗಡ ಮಾತನಾಡಿ ಹೇಳಿದ್ದೇನೆಂದರೆ,
12 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
೧೨“ನೀನು ಇಸ್ರಾಯೇಲರಿಗೆ ಹೀಗೆ ಆಜ್ಞಾಪಿಸು: ‘ಯಾರ ಹೆಂಡತಿ ತಪ್ಪು ದಾರಿ ಹಿಡಿದು ಗಂಡನಿಗೆ ಅಪನಂಬಿಗಸ್ತಳಾಗಿ,
13 ଅର୍ଥାତ୍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;
೧೩ಯಾರ ಕೈಗೆ ಸಿಕ್ಕದೆಯೂ ಸಾಕ್ಷಿ ಇಲ್ಲದೆಯೂ ರಹಸ್ಯವಾಗಿಯೇ ಪರಪುರುಷನೊಡನೆ ಸಂಗಮಿಸಿ ಗಂಡನಿಗೆ ದ್ರೋಹಿಯಾಗಿ ಅಶುದ್ಧಳಾದ ಸಂದರ್ಭದಲ್ಲಿ,
14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
೧೪ಅಥವಾ ಅವಳು ಹಾಗೆ ಮಾಡದೆ ಅಶುದ್ಧಳಾಗದ ಸಂದರ್ಭದಲ್ಲಿಯೂ, ಆಕೆಯು ಕೆಟ್ಟುಹೋದಳೆಂಬ ಸಂಶಯ ಗಂಡನಿಗೆ ಬಂದರೆ,
15 ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।
೧೫ಆಗ ಅವನು ಮಾಡಬೇಕಾದದ್ದೇನೆಂದರೆ, ಆ ಪುರುಷನು ತನ್ನ ಹೆಂಡತಿಯನ್ನು ಯಾಜಕನ ಬಳಿಗೆ ಕರೆದುಕೊಂಡು ಬರಬೇಕು ಮತ್ತು ಅವಳ ಸಂಗತಿಯನ್ನು ವಿಚಾರಿಸುವುದಕ್ಕಾಗಿ ಅವನು ಯಾಜಕನಿಗೆ ಮೂರು ಸೇರು ಜವೆಗೋದಿಯ ಹಿಟ್ಟನ್ನು ಕಾಣಿಕೆಯಾಗಿ ತಂದುಕೊಡಬೇಕು. ಅದು ವ್ಯಭಿಚಾರ ಸಂಶಯವನ್ನು ಸೂಚಿಸುವುದಕ್ಕೂ ಮತ್ತು ಪಾಪವನ್ನು ಹೊರಪಡಿಸುವುದಕ್ಕೂ ಯೆಹೋವನಿಗೆ ನೈವೇದ್ಯವಾದ ಕಾಣಿಕೆಯಾದುದರಿಂದ ಆ ಹಿಟ್ಟಿನ ಮೇಲೆ ಎಣ್ಣೆಯನ್ನು ಹೊಯ್ಯಲೂಬಾರದು, ಧೂಪವನ್ನು ಇಡಲೂಬಾರದು.
16 ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।
೧೬“‘ಯಾಜಕನು ಅವಳನ್ನು ಕರೆದು ಯೆಹೋವನ ಸಮ್ಮುಖದಲ್ಲಿ ನಿಲ್ಲಿಸಬೇಕು.
17 ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।
೧೭ಯಾಜಕನು ಮಣ್ಣಿನ ಪಾತ್ರೆಯಲ್ಲಿ ಪರಿಶುದ್ಧ ಜಲವನ್ನು ತೆಗೆದುಕೊಂಡು, ದೇವದರ್ಶನದ ಗುಡಾರದ ನೆಲದಿಂದ ಸ್ವಲ್ಪ ಧೂಳನ್ನು ಆ ನೀರಿನಲ್ಲಿ ಹಾಕಬೇಕು.
18 ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।
೧೮ಯಾಜಕನು ಆ ಸ್ತ್ರೀಯನ್ನು ಯೆಹೋವನ ಸಮ್ಮುಖದಲ್ಲಿ ನಿಲ್ಲಿಸಿ, ಅವಳ ತಲೆಯ ಮೇಲಿರುವ ಮುಸುಕನ್ನು ತೆಗೆದು, ಕೂದಲನ್ನು ಕೆದರಿಸಿ ವ್ಯಭಿಚಾರದ ಸಂಶಯವನ್ನು ಸೂಚಿಸುವ ಆ ನೈವೇದ್ಯದ ಹಿಟ್ಟನ್ನು ಅವಳ ಕೈಯಲ್ಲಿ ಇಟ್ಟು, ಶಾಪವನ್ನುಂಟುಮಾಡುವ ವಿಷಕರವಾದ ಆ ನೀರನ್ನು ಯಾಜಕನು ತನ್ನ ಕೈಯಲ್ಲಿ ಹಿಡಿದುಕೊಳ್ಳಬೇಕು.
19 ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
೧೯ಯಾಜಕನೂ ಅವಳಿಂದ ಪ್ರಮಾಣಮಾಡಿಸಿ ಹೀಗೆ ಹೇಳಬೇಕು, “ಒಬ್ಬ ಪರಪುರುಷನ ಸಂಗಮಮಾಡದಿದ್ದರೆ, ನಿನ್ನ ಗಂಡನನ್ನು ಬಿಟ್ಟು ನೀನು ಜಾರತ್ವ ಮಾಡದೇ ನಿರಪರಾಧಿಯಾಗಿದ್ದರೆ ಶಪಿಸಲ್ಪಟ್ಟ ವಿಷಕರವಾದ ಈ ನೀರು ನಿನಗೆ ಯಾವ ಹಾನಿಯನ್ನು ಮಾಡುವುದಿಲ್ಲ.
20 ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
೨೦ಆದರೆ ನೀನು ನಿನ್ನ ಗಂಡನನ್ನು ಬಿಟ್ಟು ಪರಪುರುಷನೊಡನೆ ಜಾರತ್ವಮಾಡಿ ಅಶುದ್ಧಳಾಗಿದ್ದರೆ ನಿನ್ನ ಗಂಡನನ್ನು ಬಿಟ್ಟು ಮತ್ತೊಬ್ಬನೊಡನೆ ನೀನು ಸಂಗಮಿಸಿದ್ದರೆ,”
21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
೨೧“ಯೆಹೋವನು ನಿನ್ನ ತೊಡೆಗಳು ಕ್ಷೀಣವಾಗಿ ಹೋಗುವಂತೆ, ನಿನ್ನ ಹೊಟ್ಟೆಯು ಉಬ್ಬುವಂತೆ ಮಾಡಿ ನಿನ್ನನ್ನು ನಿನ್ನ ಜನರ ಮಧ್ಯದಲ್ಲಿ ಶಾಪಗ್ರಸ್ತಳನ್ನಾಗಿ ನೇಮಿಸಲಿ.
22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ କହିବ।
೨೨ಶಾಪವನ್ನುಂಟುಮಾಡುವ ಈ ನೀರು ನಿನ್ನೊಳಗೆ ಸೇರಿ ನಿನ್ನ ಹೊಟ್ಟೆಯು ಉಬ್ಬುವಂತೆ ನಿನ್ನ ತೊಡೆಗಳು ಕ್ಷೀಣವಾಗಿ ಹೋಗುವಂತೆ ನಿನ್ನ ಜನನೇಂದ್ರಿಯಗಳು ಬತ್ತಿ ಹೋಗುವಂತೆ ಮಾಡುವುದು.” ಅದಕ್ಕೆ ಆ ಸ್ತ್ರೀಯು, “ನಾನು ಅಪರಾಧಿಯಾಗಿದ್ದರೆ ಹಾಗೆಯೇ ಆಗಲಿ” ಎಂದು ಹೇಳಬೇಕು.
23 ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।
೨೩“‘ಇದಲ್ಲದೆ ಯಾಜಕನು ಈ ಶಾಪವಚನಗಳನ್ನು ಸುರುಳಿಯಲ್ಲಿ ಬರೆದು, ವಿಷಕರ ಜಲದಲ್ಲಿ ಆ ಶಾಪವಚನವನ್ನು ತೊಳೆಯಬೇಕು.
24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।
೨೪ಶಾಪವನ್ನುಂಟುಮಾಡುವ ವಿಷಕರವಾದ ನೀರನ್ನು ಆ ಸ್ತ್ರೀಗೆ ಕುಡಿಸಬೇಕು. ಆಗ ಶಪಿಸುವ ನೀರು ಅವಳಲ್ಲಿ ಸೇರಿ ವಿಷಕರವಾಗುವುದು.
25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
೨೫ಬಳಿಕ ಯಾಜಕನು ಆ ಸ್ತ್ರೀಯ ಕೈಯಿಂದ ವ್ಯಭಿಚಾರದ ಸಂಶಯ ಸೂಚಕವಾದ ಕಾಣಿಕೆಯನ್ನು ತೆಗೆದುಕೊಂಡು, ಆ ಕಾಣಿಕೆಯನ್ನು ಯೆಹೋವನ ಸಮ್ಮುಖದಲ್ಲಿ ನೈವೇದ್ಯಮಾಡಿ ಯಜ್ಞವೇದಿಯ ಹತ್ತಿರ ತರಬೇಕು.
26 ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
೨೬ಆಗ ಯಾಜಕನು ನೈವೇದ್ಯವಾದದ್ದನ್ನು ಸೂಚಿಸುವುದಕ್ಕಾಗಿ ಕಾಣಿಕೆಯಿಂದ ಒಂದು ಹಿಡಿಯನ್ನು ತೆಗೆದುಕೊಂಡು ಯಜ್ಞವೇದಿಯ ಮೇಲೆ ಸುಟ್ಟು ಆ ನೀರನ್ನು ಸ್ತ್ರೀಗೆ ಕುಡಿಸಬೇಕು.
27 ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।
೨೭ಅವಳು ಅಶುದ್ಧಳಾಗಿ ಗಂಡನಿಗೆ ದ್ರೋಹಮಾಡಿದವಳಾಗಿದ್ದರೆ ಆ ನೀರನ್ನು ಕುಡಿದ ನಂತರ ಆ ನೀರು ಅವಳೊಳಗೆ ಸೇರಿ ವಿಷವಾಗುವುದರಿಂದ ಅವಳ ಹೊಟ್ಟೆ ಉಬ್ಬುವುದು, ಅವಳ ತೊಡೆಗಳು ಕ್ಷೀಣವಾಗಿ ಹೋಗುವವು. ಆಗ ಆ ಸ್ತ್ರೀಯು ತನ್ನ ಜನರ ಮಧ್ಯದಲ್ಲಿ ಶಾಪಗ್ರಸ್ತಳಾಗುವಳು.
28 ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।
೨೮ಆದರೆ ಆ ಸ್ತ್ರೀಯು ಪರಿಶುದ್ಧಳಾಗಿ ನಿರಪರಾಧಿಯಾದ ಪಕ್ಷಕ್ಕೆ ಯಾವ ಹಾನಿಯನ್ನು ಅನುಭವಿಸದೆ ಸಂತಾನವನ್ನು ಪಡೆಯುವಳು.
29 ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
೨೯ಒಬ್ಬ ಹೆಂಡತಿ ತನ್ನ ಗಂಡನನ್ನು ಬಿಟ್ಟು ಜಾರತ್ವಮಾಡಿ ಅಶುದ್ಧಳಾದರೆ ಇಂತಹ ವ್ಯಭಿಚಾರದ ಸಂಶಯವನ್ನು ಪರಿಹರಿಸುವ ನಿಯಮ ಇದೇ.
30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।
೩೦ಗಂಡನು ಹೆಂಡತಿಯ ವಿಷಯದಲ್ಲಿ ಸಂಶಯ ಪಟ್ಟರೆ ಅವನು ಅವಳನ್ನು ಯೆಹೋವನ ಸಮ್ಮುಖದಲ್ಲಿ ತಂದು ನಿಲ್ಲಿಸಬೇಕು. ಯಾಜಕನು ಅವಳ ವಿಷಯದಲ್ಲಿ ಈ ವಿಧಿನಿಯಮವನ್ನು ನೆರವೇರಿಸಬೇಕು.
31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।”
೩೧ಆಗ ಗಂಡನು ನಿರಪರಾಧಿಯಾಗುವನು. ಆ ಹೆಂಡತಿಯು ತನ್ನ ಅಕ್ರಮವನ್ನು ಹೊತ್ತುಕೊಳ್ಳುವಳು.’”