< ଗୀତସଂହିତା 112 >

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
Ẹ fi ìyìn fún Olúwa. Ìbùkún ni fún ọkùnrin náà tí ó bẹ̀rù Ọlọ́run, tí ó ní inú dídùn ńlá sí àwọn òfin rẹ̀.
2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।
Irú-ọmọ rẹ̀ yóò jẹ́ alágbára ní ayé: ìran àwọn olóòtítọ́ ni a ó bùkún fún.
3 ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ
Ọlá àti ọrọ̀ yóò wà nínú ilé rẹ̀; òdodo rẹ̀ sì dúró láé.
4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।
Fún olóòótọ́ ni ìmọ́lẹ̀ yóò tàn fún ní òkùnkùn: olóore-ọ̀fẹ́ àti aláàánú àti òdodo.
5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
Ènìyàn rere fi ojúrere hàn, a sì wínni; ìmòye ni yóò máa fi la ọ̀nà iṣẹ́ rẹ̀.
6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
Dájúdájú a kì yóò le yí ní ipò padà láéláé: olódodo ni a ó máa ṣe ìrántí rẹ láéláé.
7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
Òun kì yóò béèrè ìyìn búburú: ọkàn rẹ̀ ti dúró, ó ní ìgbẹ́kẹ̀lé nínú Olúwa.
8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
Ó ti mú ọkàn rẹ̀ gbilẹ̀, ẹ̀rù kí yóò bà á, títí yóò fi rí ìfẹ́ ọkàn rẹ̀ lórí àwọn ọ̀tá rẹ̀.
9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
Ó ti pín ká, ó ti fi fún àwọn olùpọ́njú, nítorí òdodo rẹ̀ dúró láé; ìwo rẹ̀ ní a ó gbé sókè pẹ̀lú ọlá.
10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।
Ènìyàn búburú yóò ri, inú wọn yóò sì bàjẹ́, yóò sì pa eyín keke, yó sì yọ dànù: èròǹgbà ọkàn ènìyàn búburú ni yóò ṣègbé.

< ଗୀତସଂହିତା 112 >