< ଗୀତସଂହିତା 113 >
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
Yabi Ubangiji. Ku yabe shi, ya ku bayin Ubangiji, ku yabi sunan Ubangiji.
2 ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।
Bari a yabi sunan Ubangiji, yanzu da har abada kuma.
3 ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।
Daga fitowar rana zuwa inda take fāɗuwa, a yabi sunan Ubangiji.
4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,
Ana ɗaukaka Ubangiji a bisa dukan al’ummai, ɗaukakarsa a bisa sammai
5 ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
Wane ne yake kamar Ubangiji Allahnmu, Wannan mai zama a kursiyi can bisa,
6 ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ?
wanda yake sunkuya yă dubi sammai da duniya?
7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
Yakan tā da matalauta daga ƙura yakan ɗaga mabukata daga tarin toka;
8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
ya zaunar da su tare da sarakuna, tare da sarakunan mutanensu.
9 ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Yakan zaunar da matar da ba haihuwa a gidanta ta zama kamar mahaifiyar’ya’ya mai farin ciki. Yabi Ubangiji.