< ଗୀତସଂହିତା 117 >

1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
הַֽלְל֣וּ אֶת־יְ֭הוָה כָּל־גּוֹיִ֑ם שַׁ֝בְּח֗וּהוּ כָּל־הָאֻמִּֽים׃
2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
כִּ֥י גָ֘בַ֤ר עָלֵ֨ינוּ ׀ חַסְדּ֗וֹ וֶֽאֱמֶת־יְהוָ֥ה לְעוֹלָ֗ם הַֽלְלוּ־יָֽהּ׃

< ଗୀତସଂହିତା 117 >