< ଗୀତସଂହିତା 133 >

1 ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
Orin fún ìgòkè. Ti Dafidi. Kíyèsi, ó ti dára ó sì ti dùn tó fún àwọn ará láti máa jùmọ̀ gbé ní ìrẹ́pọ̀.
2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
Ó dàbí òróró ìkunra iyebíye ní orí, tí ó sàn dé irùngbọ̀n, àní irùngbọ̀n Aaroni: tí ó sì sàn sí etí aṣọ sórí rẹ̀.
3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।
Bí ìrì Hermoni tí o sàn sórí òkè Sioni. Nítorí níbẹ̀ ní Olúwa gbé pàṣẹ ìbùkún, àní ìyè láéláé.

< ଗୀତସଂହିତା 133 >