< ଗୀତସଂହିତା 64 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।
Sikia sauti yangu, Mungu, usikilize malalamiko yangu; unilinde dhidi ya hofu ya adui zangu.
2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
Unifiche dhidi ya mipango ya siri ya wafanyao maovu, unifiche dhidi ya watendao vurugu ya udhalimu.
3 ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
Wao wamenoa ndimi zao kama panga; wamelenga mishale yao, maneno machungu,
4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
ili kwamba waweze kupiga kutoka mahali pa siri kwenda kwa mtu asiye na hatia; wampige yeye kwa ghafla nao wasihofu lolote.
5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”
Wao wanahamasishana wenyewe katika kupanga uovu; wanashauriana pamoja wao binafsi ili kuweka mitego; nao husema, “Ni nani atakayetuona?”
6 ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
Wanabuni mipango ya dhambi; “Tumemaliza,” wanasema, “ni mpango makini.” Mawazo ya ndani na mioyo ya watu ni ya kina.
7 ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ।
Lakini Mungu atawapiga wao; ghafla watajeruhiwa kwa mishale yake.
8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
Watafanywa kuwa mashakani, kwa kuwa ndimi zao wenyewe ziko kinyume nao; wote wawaonao watatikisa vichwa vyao.
9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
Watu wote wataogopa na kutangaza matendo ya Mungu. Kwa hekima watafikiria kuhusu kile yeye ametenda.
10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।
Wenye haki watakuwa na furaha kuhusu Yahwe nao watakimbilia kwake; wote wenye haki moyoni watajivuna katika yeye.

< ଗୀତସଂହିତା 64 >